ମେଟ୍ରୋ

ଦିନରେ ୩୪, ରାତିରେ ୨୪ ଡିଗ୍ରୀ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ଝଲକ ଦେଖିବାକୁ ମିଳୁଛି। ପୌଷ ମାସରେ ଗ୍ରୀଷ୍ମର ତାତି ଅନୁଭୂତ ହେଉଛି। ଶୀତରେ କମ୍ପିବା ବଦଳରେ ସାରା ରାଜ୍ୟ ଏବେ ଉଷ୍ମ। ଗତ କିଛିଦିନ ହେବ ରାତ୍ରିର ପାରଦ ହଠାତ୍‌ ଉପରମୁହଁା ହୋଇଛି। ସର୍ବନିମ୍ନ ତାପମାତ୍ରା...

ବିଶ୍ୱକପ୍‌ ହକି: ଆଜି ଆଉ ୮ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ)-ଓଡ଼ିଶାରେ ଆୟୋଜିତ ହେଉଥିବା ପୁରୁଷ ହକି ବିଶ୍ୱକପ୍‌ ଦେଖିବା ପାଇଁ ରାଜ୍ୟ ସରକାରଙ୍କ ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରୁଛନ୍ତି। ମଙ୍ଗଳବାର ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ନିମନ୍ତ୍ରଣ କରିଥିବା ବେଳେ...

‘ଓଡ଼ିଶାରେ ଏବେ ଜାରି କରାଯିବ ନାହିଁ କୋଭିଡ କଟକଣା’

ଭୁବନେଶ୍ୱର, ୨୮।୧୨(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ। ହେଲେ ଓଡ଼ିଶାରେ ସେଭଳି କିଛି ଚିନ୍ତାଜନକ ପରିସ୍ଥିତି ନ ଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ଚାଇନାରେ କରୋନାର ଯେଉଁ...

‘ଗହଳି ସ୍ଥାନକୁ ଗଲେ ମାସ୍କ ପିନ୍ଧନ୍ତୁ’

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟରେ କରୋନାର ନୂଆ ଭାରିଏଣ୍ଟକୁ ନେଇ ଲୋକେ ଭୟଭୀତ ହୋଇଥିବା ବେଳେ ବୁଧବାର ଏକ ପ୍ରେସମିଟ୍‌ରେ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ କରୋନାକୁ ନେଇ ଚିନ୍ତିନ୍ତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି କହିଛନ୍ତି। ସେ କହିଛନ୍ତି, ଯଦି...

ହକି ବିଶ୍ୱକପ୍‌: ମୁତୟନ ହେବେ ୫୦ ପ୍ଲାଟୁନ୍‌ ପୋଲିସ ଫୋର୍ସ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ରୁ ହକି ବିଶ୍ୱକପ୍‌ ଆରମ୍ଭ ହେବାକୁ ଯାଉଛି। ତେବେ ଖେଳାଳୀଙ୍କ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ୫୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ନିୟୋଜିତ ହେବେ। ଏଥିସହ ବିମାନବନ୍ଦରରେ ଏବଂ ହୋଟେଲରେ ୨୪ ଘଣ୍ଟିଆ...

କମୁଛି ଶୀତ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜ୍ୟରେ ଅସ୍ବାଭାବିକ ଭାବେ ତାପମାତ୍ରା ବୃଦ୍ଧି ପାଇଛି। ଅଧିକାଂଶ ସ୍ଥାନରେ ୫ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା ବୃଦ୍ଧି ପାଇଛି। ସାମୁଦ୍ରିକ ଉଷ୍ମ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ରାଜ୍ୟରେ ଶୀତ କମିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନୀ...

ହକି ବିଶ୍ୱକପ୍‌ ପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ,ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବୁଧବାର ଚେନ୍ନାଇରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନ୍‌କୁ ଭେଟିଛନ୍ତି। ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍‌ ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣପତ୍ର ପ୍ରଦାନ କରିଛନ୍ତି।...

ମାସ୍କ ବ୍ୟବହାର କରିବାକୁ ଅନୁରୋଧ କଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): କରୋନାର ନୂଆ ସଂକ୍ରମଣ ଏବେ ଚିନ୍ତା ବଢାଉଛି। ତେବେ ରାଜ୍ୟରେ କୋଭିଡ ମୁକାବିଲା ନେଇ ପ୍ରସ୍ତୁତି ଚାଲିଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, କରୋନା ସ୍ଥିତି ଉପରେ ନଜର ରଖିବାକୁ ମଙ୍ଗଳବାର...

ଆଜି ଓଡ଼ିଶା ଆସିବେ ନଡ୍ଡା

ଫୁଲବାଣୀ ଅଫିସ/ବାଲୁଗଁ।,୨୮ା୧୨(ଡି.ଏନ୍‌.ଏ.): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ସେ ହେଲିକପ୍ଟର ଯୋଗେ ଭୁବନେଶ୍ୱରରୁ ବାହାରି ପୂର୍ବାହ୍ନ ୧୧ଟାରେ କନ୍ଧମାଳ ଜିଲା ତୁମୁଡିବନ୍ଧରେ ଓହ୍ଲାଇବେ। ନଡ୍ଡାଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ...

ବର୍ଷକରେ ୨୨ ମାମଲା, ୬୦ ଗିରଫ

ଭୁବନେଶ୍ୱର, ୨୮।୧୨ (ବ୍ୟୁରୋ): କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପକ୍ଷରୁ ମଙ୍ଗଳବାର ୨୦୨୨ର ବାର୍ଷିକ ରିପୋର୍ଟ ପ୍ରକାଶ ପାଇଛି। ବର୍ଷକରେ ଘର, ଜମି ଯୋଗାଣ, ଇନ୍‌କମ୍‌ ଟ୍ୟାକ୍ସ, ସାଇବର, ଚାକିରି, ଡିଜିଟାଲ ଲୋନ୍‌ ଠକେଇ ଆଦି ବଡ଼ ବଡ଼...

ବକେୟା ଜଳକର ଆଦାୟ ପାଇଁ ଓଟିଏସ୍‌

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): କୋର୍ଟ କଚେରିରେ ଥିବା ମାମଲା ଯୋଗୁ ଦୀର୍ଘଦିନ ଧର ବିଭିନ୍ନ ଶିଳ୍ପ ସଂସ୍ଥା ଉପରେ ଥିବା ୧୨୧୯କୋଟି ଟଙ୍କାର ବକେୟା ଜଳକର ଆଦାୟ ନିମନ୍ତେ ରାଜ୍ୟ ସରକାର ଓଟିଏସ୍‌ (ୱାନ୍‌ ଟାଇମ୍‌ ସେଟଲମେଣ୍ଟ) କରିବାକୁ ନିଷ୍ପତ୍ତି ନେଇଛନ୍ତି। ଜଳ...

ପରିବର୍ତ୍ତନ ପାଇଁ ପ୍ରଯୁକ୍ତିବିଦ୍ୟାର ଆବଶ୍ୟକତା ରହିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ଏକବିଂଶ ଶତାବ୍ଦୀରେ ପରିବର୍ତ୍ତନ ପାଇଁ ପ୍ରଯୁକ୍ତିବିଦ୍ୟାକୁ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ପ୍ରଯୁକ୍ତିବିଦ୍ୟା ଆମ ସମାଜର ପ୍ରତ୍ୟେକ ଅଂଶ ଉପରେ ପ୍ରାଧାନ୍ୟ ବିସ୍ତାର କରୁଛି। ସଭ୍ୟତାର ଭବିଷ୍ୟତ ହିଁ ଶିକ୍ଷାର ଦିଗ ଓ ଗୁଣବତ୍ତା ଉପରେ ନିର୍ଭର କରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri