ମେଟ୍ରୋ

ବାପା ଡାକ ଶୁଣିପାରିଲେନି, ଆଙ୍ଗୁଠି ଦେଖି ଚିହ୍ନିଲେ ସ୍ତ୍ରୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ଝିଅକୁ ୨୧ ମାସ। ଆଉ କେଇଟା ଦିନରେ ବାପା ବାପା ବୋଲି ଡାକିଥାନ୍ତା ସୁକନ୍ୟା। କିନ୍ତୁ ବାପ ଡାକ ଶୁଣିବା ପୂର୍ବରୁ ଟ୍ରେନ୍‌ ଦୁର୍ଘଟଣାରେ ଆରପାରିକୁ ଚାଲିଗଲେ ବାପା କାର୍ତ୍ତିକ। ଝିଅକୁ କାଖରେ ଧରି ୨ଦିନ ହେଲା ସ୍ବାମୀଙ୍କ ମୃତଦେହ…

ଲୁଟ୍‌ କରି ଅନ୍ୟ ରାଜ୍ୟକୁ ପଳାଉଥିଲେ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବିଭିନ୍ନ ଚୋର ଗ୍ୟାଙ୍ଗ ସକ୍ରିୟ ହୋଇଉଠିଥିବା ବେଳେ କମିଶନରେଟ ପୋଲିସ ପକ୍ଷରୁ କଡ଼ା ଯାଞ୍ଚ ଓ ଚଢ଼ାଉ କରି ଅନେକ ଗ୍ୟାଙ୍ଗର ସଦସ୍ୟମାନଙ୍କୁ ଧରିବାରେ ସଫଳ ହୋଇଛି। ନିକଟରେ ଡକାୟତି କରୁଥିବା ବାଓ୍ବରିଆ ଗ୍ୟାଙ୍ଗର କେତେଜଣ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୨.୫ ଲକ୍ଷ ସହାୟତା

ଭୁବନେଶ୍ବର, ୭।୬(ବ୍ୟୁରୋ): ବାହାନଗା ରେଳ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ ପରିପ୍ରେକ୍ଷୀରେ ଓଡ଼ିଶା ପ୍ରାଣୀ ସମ୍ପଦ ସେବା ସଂଘ ତରଫରୁ ୨୦ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି। ସଂଘର କର୍ମକର୍ତ୍ତାମାନେ ମଙ୍ଗଳବାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ…

୪୩ ଡିଗ୍ରୀ ଉପରେ ୩ ସହର

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ ପାରଦ ପୁଣି ଉପରମୁହଁା ହୋଇଛି। ୩ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲ୍‌ସିୟସ ଟପି ଯାଇଥିବା ବେଳେ ୧୭ଟି ସ୍ଥାନରେ ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ସୂଚନା ମୁତାବକ ମଙ୍ଗଳବାର ଝାରସୁଗୁଡ଼ାରେ ସର୍ବୋଚ୍ଚ…

ଓଡ଼ିଶାରୁ ୩୯ ମୃତ, ବାଲେଶ୍ୱରରୁ ସର୍ବାଧିକ ୧୪

ଭୁବନେଶ୍ବର, ୭।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡ଼ିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କାର ଅନୁକମ୍ପା ରାଶି ମଞ୍ଜୁର କରିଛନ୍ତି। ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ…

ଉପଭୋକ୍ତାଙ୍କୁ ଶୋଷଣ କରାଯାଉଛି: କଂଗ୍ରେସ

ଭୁବନେଶ୍ବର, ୭ା୬(ବ୍ୟୁରୋ): ଓଡ଼ିଶାର ବିଦ୍ୟୁତ୍‌ ବିତରଣ ଦାୟିତ୍ୱରେ ଥିବା ଟାଟା ପାୱାର ଦୀର୍ଘବର୍ଷ ଧରି ରାଜ୍ୟର ଉପଭୋକ୍ତମାନଙ୍କୁ ଶୋଷଣ କରିଚାଲିଛି। ଏକଥା ରାଜ୍ୟ ସରକାରଙ୍କ ଶକ୍ତିମନ୍ତ୍ରୀ, ଶକ୍ତି ସଚିବ, ଗ୍ରୀଡ୍‌କୋର ପଦାଧିକାରୀ, ଓଇଆର୍‌ସିର ଅଧ୍ୟକ୍ଷଙ୍କୁ ଜଣାଯାଇଛି। ହେଲେ ସେମାନଙ୍କ ଦୀର୍ଘକାଳୀନ ମୌନବ୍ରତ…

ସମସ୍ତ ପ୍ରକାର ଯାଞ୍ଚ ପରେ ଚୂଡ଼ାନ୍ତ ମୃତ୍ୟୁ ସଂଖ୍ୟା ୨୮୮: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର ୬।୬: ବାଲେଶ୍ବର ଜିଲା ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮ । ସମସ୍ତ ପ୍ରକାର ଯାଞ୍ଚ ପରେ ଚୂଡ଼ାନ୍ତ ମୃତ୍ୟୁ ସଂଖ୍ୟା ୨୮୮ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ମଙ୍ଗଳବାର ସ୍ପଷ୍ଟ କରିଛନ୍ତି । ୨୮୮…

ପଶ୍ଚିମବଙ୍ଗର ୩୧ ଜଣ ନିଖୋଜ ଥିବା କହିଲେ ମମତା

ଭୁବନେଶ୍ୱର,୬।୬(ବ୍ୟୁରୋ) ବାଲେଶ୍ୱର ଜିଲା ବାହାନଗାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ଆହତ ହୋଇ କଟକ ବ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ପଶ୍ଚିମବଙ୍ଗର ଲୋକଙ୍କୁ ଦେଖିବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ଓଡ଼ିଶା ଆସିଥିଲେ। ଆହତମାନଙ୍କୁ ଭେଟି ଫେରିବା ବେଳେ ମମତା ଗଣମାଧ୍ୟମକୁ କହିଛନ୍ତି…

ବାହାନଗା ଦୁର୍ଘଟଣା: ଓଡିଶାର ୩୯ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର,୬।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡିଶାର ୩୯ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଉଛି। ମୃତକଙ୍କ ମଧ୍ୟରେ ଭଦ୍ରକର…

ସିକନ୍ଦରାବାଦ-ଅଗରତାଲା ଏକ୍ସପ୍ରେସ ଟ୍ରେନରେ ଧୂଆଁ : ଯାତ୍ରୀ ଭୟଭୀତ

ଭୁବନେଶ୍ୱର,୬।୬: ସିକନ୍ଦରାବାଦ-ଅଗରତାଲା ଏକ୍ସପ୍ରେସ ବି-୫ ବଗିରେ ଧୂଆଁ ବାହାରୁଥିବା ଦେଖି ଯାତ୍ରୀ ଭୟଭୀତ। ଟ୍ରେନଟି ବ୍ରହ୍ମପୁର ଷ୍ଟେସନରେ ଅଟକି ଥିବାବେଳେ ଧୂଆଁ ବାହାରୁଥିବା ଯାତ୍ରୀମାନେ ଦେଖି ଟ୍ରେନରୁ ଓହ୍ଲାଇପଡିଥିଲେ। ରେଳ ବିଭାଗ ପକ୍ଷରୁ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା। ଅଗ୍ନିଶମ ବାହିନୀ…

ସ୍ବାମୀକୁ ଝୁରି ହେଉଛନ୍ତି ୭ ମାସର ଗର୍ଭବତୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡି ପରେ ଏବେ ମୃତଦେହ ହସ୍ତାନ୍ତର ପ୍ରକ୍ରିୟା ଜାରି ରହିଛି। ଭୁବନେଶ୍ୱର ଏମ୍ସ ସହ ଅନ୍ୟ ହସ୍ପିଟାଲରେ ସମ୍ପର୍କୀୟମାନେ ମୃତଦେହ ନେବାକୁ ଅପେକ୍ଷା କରିଛନ୍ତି। ଏଥିପାଇଁ ପ୍ରଶାସନ ଓ ହସ୍ପିଟାଲ ପକ୍ଷରୁ ସେମାନଙ୍କୁ ସମସ୍ତ ସହଯୋଗ ଯୋଗାଇ…

ବାହାନଗା ଟ୍ରେନ ଦୁର୍ଘଟଣା: ମଙ୍ଗଳବାର, ବୁଧବାର ପାଇଁ ୭୪ଟି ଟ୍ରେନ ବାତିଲ

ଭୁବନେଶ୍ୱର,୬।୬: ବାଲେଶ୍ୱର ବାହାନଗା ନିକଟରେ ଟ୍ରେନ ଦୁର୍ଘଟଣା ପରେ ସେହି ରୁଟ୍‌ରେ ରେଳ ଚଳାଚଳ ସ୍ବାଭାବିକ ହୋଇଥିଲେ ମଧ୍ୟ ମଙ୍ଗଳବାର ଏବଂ ବୁଧବାର ପାଇଁ ୭୪ଟି ଟ୍ରେନ ବାତିଲ କରାଯାଇଛି। ଏନେଇ ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଭୁବନେଶ୍ୱର-ହାୱଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?