ମେଟ୍ରୋ

ସିକନ୍ଦରାବାଦ-ଅଗରତାଲା ଏକ୍ସପ୍ରେସ ଟ୍ରେନରେ ଧୂଆଁ : ଯାତ୍ରୀ ଭୟଭୀତ

ଭୁବନେଶ୍ୱର,୬।୬: ସିକନ୍ଦରାବାଦ-ଅଗରତାଲା ଏକ୍ସପ୍ରେସ ବି-୫ ବଗିରେ ଧୂଆଁ ବାହାରୁଥିବା ଦେଖି ଯାତ୍ରୀ ଭୟଭୀତ। ଟ୍ରେନଟି ବ୍ରହ୍ମପୁର ଷ୍ଟେସନରେ ଅଟକି ଥିବାବେଳେ ଧୂଆଁ ବାହାରୁଥିବା ଯାତ୍ରୀମାନେ ଦେଖି ଟ୍ରେନରୁ ଓହ୍ଲାଇପଡିଥିଲେ। ରେଳ ବିଭାଗ ପକ୍ଷରୁ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା। ଅଗ୍ନିଶମ ବାହିନୀ…

ସ୍ବାମୀକୁ ଝୁରି ହେଉଛନ୍ତି ୭ ମାସର ଗର୍ଭବତୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡି ପରେ ଏବେ ମୃତଦେହ ହସ୍ତାନ୍ତର ପ୍ରକ୍ରିୟା ଜାରି ରହିଛି। ଭୁବନେଶ୍ୱର ଏମ୍ସ ସହ ଅନ୍ୟ ହସ୍ପିଟାଲରେ ସମ୍ପର୍କୀୟମାନେ ମୃତଦେହ ନେବାକୁ ଅପେକ୍ଷା କରିଛନ୍ତି। ଏଥିପାଇଁ ପ୍ରଶାସନ ଓ ହସ୍ପିଟାଲ ପକ୍ଷରୁ ସେମାନଙ୍କୁ ସମସ୍ତ ସହଯୋଗ ଯୋଗାଇ…

ବାହାନଗା ଟ୍ରେନ ଦୁର୍ଘଟଣା: ମଙ୍ଗଳବାର, ବୁଧବାର ପାଇଁ ୭୪ଟି ଟ୍ରେନ ବାତିଲ

ଭୁବନେଶ୍ୱର,୬।୬: ବାଲେଶ୍ୱର ବାହାନଗା ନିକଟରେ ଟ୍ରେନ ଦୁର୍ଘଟଣା ପରେ ସେହି ରୁଟ୍‌ରେ ରେଳ ଚଳାଚଳ ସ୍ବାଭାବିକ ହୋଇଥିଲେ ମଧ୍ୟ ମଙ୍ଗଳବାର ଏବଂ ବୁଧବାର ପାଇଁ ୭୪ଟି ଟ୍ରେନ ବାତିଲ କରାଯାଇଛି। ଏନେଇ ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଭୁବନେଶ୍ୱର-ହାୱଡା…

୪୦ ହଜାର ବୁଥ୍‌ରେ ପ୍ରତିନିଧି ନିଯୁକ୍ତ କରିବ ଛାତ୍ର କଂଗ୍ରେସ

ଭୁବନେଶ୍ବର, ୬ା୬(ବ୍ୟୁରୋ): ବୁଥ୍‌ସ୍ତରରେ ଏଣିକି ଛାତ୍ର କଂଗ୍ରେସର ସକ୍ରିୟ ପ୍ରତିନିଧି ନିଯୁକ୍ତ ହେବେ। ତୃଣମୂଳସ୍ତରରୁ ଲଢ଼େଇକୁ ଅଧିକ କ୍ରୀୟାଶୀଳ କରିବା ପାଇଁ ୪୦ ହଜାର ବୁଥ୍‌ରେ ଛାତ୍ର କଂଗ୍ରେସ ପ୍ରତିନିଧି ନିଯୁକ୍ତ କରିବ। ଏ ନେଇ ଛାତ୍ର କଂଗ୍ରେସ ସଭାପତି ୟାସିର…

ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନରଙ୍କୁ ପ୍ରଶିକ୍ଷଣ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଆଗୁଆ ସାଧାରଣ ନିର୍ବାଚନ ନେଇ ଚର୍ଚ୍ଚା ଜୋର୍‌ ଧରିଲାଣି। ଅନ୍ୟପକ୍ଷରେ ନିର୍ବାଚନ ପାଇଁ ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କଲେଣି। ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନର(ଏସ୍‌ଏଲ୍‌ଏମ୍‌ଟି) ମାନଙ୍କର ଟ୍ରେନିଂ କାର୍ଯ୍ୟ ଆରମ୍ଭ ହେଲାଣି।…

ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରାଯିବ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୬ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କର ପ୍ରସ୍ତୁତି ଓ ଜନସାଧାରଣଙ୍କ ସହଯୋଗ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ସର୍ବଦା ସଫଳତା ଦେଇଆସିଛି। ଆଗାମୀ ଦିନରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମିକୁ ଆହୁରି ଅଧିକ ସୁଦୃଢ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା…

ସିଗ୍‌ନାଲ୍‌ ବ୍ୟବସ୍ଥାର ହେବ ସୁପର ଚେକ୍‌

ଭୁବନେଶ୍ୱର,୬ା୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗାଠାରେ ହୋଇଥିବା ଟ୍ରେନ ଦୁର୍ଘଟଣା ପରେ ରେଲଓ୍ବେ ବୋର୍ଡ ତତ୍ପରତା ପ୍ରକାଶ କରିଛି। ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସିଗ୍‌ନାଲ ବ୍ୟବସ୍ଥାର ‘ସୁପର ଚେକ୍‌’ (ଯାଞ୍ଚ) କରିବାକୁ ବୋର୍ଡ ପକ୍ଷରୁ ସୋମବାର ସମସ୍ତ ୧୯ ରେଲଓ୍ବେ…

ମୃତକଙ୍କୁ ଚିହ୍ନିବା କଷ୍ଟକର

ଭୁବନେଶ୍ୱର,୬।୬ (ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାକୁ ସୋମବାର ୪ ଦିନ ପୂରିଛି। ଘଟଣାସ୍ଥଳରୁ ଆହତ ଏବଂ ମୃତକଙ୍କ ଉଦ୍ଧାର କାର୍ଯ୍ୟ ସରିଥିବାବେଳେ ଏବେ ମୃତବ୍ୟକ୍ତିଙ୍କର ଚିହ୍ନଟୀକରଣ ଚିନ୍ତାର କାରଣ ହୋଇଛି। କେତେକ ମୃତଦେହ କ୍ଷତବିକ୍ଷତ ହୋଇଯାଇଥିବାରୁ ସେଗୁଡ଼ିକୁ ଚିହ୍ନଟ…

ଓଡ଼ିଶାରେ ମମତା : ଆହତମାନଙ୍କର ଚିକିତ୍ସା ନେଇ କରିଛନ୍ତି ଆଲୋଚନା

ଭୁବନେଶ୍ୱର ଅଫିସ,୬।୬(ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦିନ ୨ଟା ବେଳେ ସେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି। ସେଠାରୁ ସେ କଟକ ଗସ୍ତ କରିଥିଲେ। ରେଭେନ୍ସା ପରିସରରେ ସେ ହେଲିପ୍ୟାଡରୁ ଓହ୍ଲାଇଥିଲେ । ଏହାପରେ ଶେ ଏସସିବି ମେଡିକାଲକୁ ଯାଇଛନ୍ତି।…

ଦୁଇ ଦିନ ପରେ ପୁଅର ଶବ ଚିହ୍ନିଲେ ବାପା

ଭୁବନେଶ୍ୱର,୫।୬(ବ୍ୟୁରୋ): ବିହାରର ଉପେନ୍ଦ୍ର ରାମ । ୧୭ ବର୍ଷର ପୁଅ ରେତୁଲ ରାମଙ୍କ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପୋଲିସଠାରୁ ଖବର ପାଇଥିଲେ । ଏହାପରେ ବିହାର ରାଜ୍ୟରୁ ପ୍ରାୟ ୮୫୦ କିଲୋମିଟର (୫୨୦ ମାଇଲ) ଯାତ୍ରା କରିବା ପରେ ରବିବାର…

ନିର୍ବାଚନ ପ୍ରସ୍ତୁତି: ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନରଙ୍କୁ ପ୍ରଶିକ୍ଷଣ

ଭୁବନେଶ୍ୱର,୫ା୬(ବ୍ୟୁରୋ): ଆଗୁଆ ସାଧାରଣ ନିର୍ବାଚନ ନେଇ ଚର୍ଚ୍ଚା ଜୋର୍‌ ଧରିଲାଣି। ଅନ୍ୟପକ୍ଷରେ ନିର୍ବାଚନ ପାଇଁ ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କଲେଣି। ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନର(ଏସ୍‌ଏଲ୍‌ଏମ୍‌ଟି) ମାନଙ୍କର ଟ୍ରେନିଂ କାର୍ଯ୍ୟ ଆରମ୍ଭ ହେଲାଣି।…

ଓଡ଼ିଶା ଆସିବେ ମମତା: ମୃତକଙ୍କ ପରିବାର ଜଣଙ୍କୁ ଦେବେ ଚାକିରି

ଭୁବନେଶ୍ୱର,୫।୬(ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସନ୍ତା ୭ ତାରିଖରେ ଭୁବନେଶ୍ବର ଓ କଟକ ଆସିବେ । ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ଭେଟିବା ସହ ସହାୟତା ପ୍ରଦାନ କରିବେ। ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଓ ନିଯୁକ୍ତିପତ୍ର ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?