ମେଟ୍ରୋ

‘ମା’ମାନଙ୍କ ଆତ୍ମବିଶ୍ୱାସ ମିଶନଶକ୍ତିକୁ ୧ ନଂ କରାଇଛି’

ଭୁବନେଶ୍ୱର,୨ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନସ୍ଥିତ କନ୍‌ଭେନସନ୍‌ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀଙ୍କୁ ସାଇକେଲ ବଣ୍ଟନ କରିଛନ୍ତି। ସ୍ବଚ୍ଛ କର୍ମୀ,ସ୍ବଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ…

ଫେବୃୟାରୀରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକିନେଲେ

ଭୁବନେଶ୍ୱର,୨।୩(ବ୍ୟୁରୋ): ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଇବାରେ ଲାଗିଛି ସାଇବର ଠକେଇ। ଯେତେ ସଚେତନ କରାଗଲେ ମଧ୍ୟ ଏଥିରେ ରୋକ୍‌ ଲଗାଯାଇ ପାରୁନାହିଁ। ବୁଧବାର ପ୍ରକାଶ ପାଇଥିବା ସାଇବର ରିପୋର୍ଟ ଅନୁସାରେ, ଗତ ଫେବୃୟାରୀରେ ସାଇବର ଠକ ବିଭିନ୍ନ ଉପାୟରେ କୋଟିଏରୁ ଊର୍ଦ୍ଧ୍ୱ…

ରାଜ୍ୟରେ ସ୍ବୟଂଚାଳିତ ହେବ ଡ୍ରାଇଭିଂ ଟେଷ୍ଟ୍‌

ଭୁବନେଶ୍ୱର, ୨।୩(ବ୍ୟୁରୋ): ରାଜ୍ୟରେ ସ୍ବୟଂଚାଳିତ ହେବ ଡ୍ରାଇଭିଂ ଟେଷ୍ଟ୍‌। ଯାନଚାଳନା ବା ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କ୍ଷେତ୍ରରେ ସ୍ବଚ୍ଛତା ଏବଂ ଦକ୍ଷତାକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଏହି ପରୀକ୍ଷା ପଦ୍ଧତି ଲାଗୁ କରାଯିବ। ଏଥିପାଇଁ ବୁଧବାର…

ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୩(ବ୍ୟୁରୋ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ’। ‘ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର, ଧାରାବାହିକରେ…

ଅଭିନେତା ପିଣ୍ଟୁ ନନ୍ଦଙ୍କ ପରଲୋକ

ଭୁବନେଶ୍ୱର,୨ା୩(ବ୍ୟୁରୋ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ବୁଧବାର ରାତି ୧୧ଟା୨୫ମିନିଟ୍‌ରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ତାଙ୍କୁ ୪୭ବର୍ଷ ହୋଇଥିଲା। ସେ କିଛିଦିନ ହେବ ଲିଭର୍‌ ସିରୋସିସ୍‌ ରୋଗରେ ପୀଡିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ…

ଶେଷ ହେଲା ବିଧାନସଭା ପ୍ରଥମ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ୱର,୧।୩(ବ୍ୟୁରୋ): ଶେଷ ହୋଇଛି ବିଧାନସଭାର ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ବୁଧବାର ଗୃହକୁ ଆସନ୍ତା ୧୦ ତାରିଖ ପୂର୍ବାହ୍ନ ସାଢ଼େ ୧୦ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି। ଫେବୃୟାରୀ ୨୧ ତାରିଖରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ…

ସଂସ୍ଥାପନ ସମୟରେ ଖସିଲା ଡାକୋଟା

ଭୁବନେଶ୍ୱର,୧।୩(ବ୍ୟୁରୋ): ସଂସ୍ଥାପନ ସମୟରେ ଛିଡ଼ିଲା ବିଜୁ ବାବୁଙ୍କ ଡାକୋଟା ବିମାନ। ଭୁବନେଶ୍ୱର ଏୟାରପୋର୍ଟ ସାମ୍ନାରେ ବୁଧବାର ମରାମତି ବେଳେ ଏହା ହାଇଡ୍ରା ବେଲ୍ଟରୁ ଛିଡ଼ି ପଡ଼ିଥିଲା। ଫଳରେ ୨ ଜଣ କର୍ମଚାରୀ ଆହତ ହୋଇଛନ୍ତି। ଆହତ କର୍ମଚାରୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି…

ଦାୟିତ୍ୱ ନେଲେ ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧ା୩(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଫିସର ପ୍ରଦୀପ କୁମାର ଜେନା ବୁଧବାର ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ମଙ୍ଗଳବାର ଶେଷ ହେବା ପରେ ଶ୍ରୀ ଜେନା…

ଖୁବ୍‌ଶୀଘ୍ର ରାଜ୍ୟରେ ନିଯୁକ୍ତ ହେବେ ୪୦ ହଜାର ଶିକ୍ଷକ: ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): ଖୁବ୍‌ଶୀଘ୍ର ରାଜ୍ୟର ପ୍ରାଥମିକ ସ୍କୁଲରେ ୨୦ ହଜାର ଶିକ୍ଷକ ଏବଂ ହାଇସ୍କୁଲରେ ୨୦ ହଜାର ଶିକ୍ଷକ ନିଯୁକ୍ତି ହେବେ। ଏନେଇ ବିଜ୍ଞାପନ ବାହାରି ସାରିଛି। ମୋଟ ୪୦ ହଜାର ନିଯୁକ୍ତି ଶିକ୍ଷକ ନିଯୁକ୍ତି ନିମନ୍ତେ ସରକାର ପଦକ୍ଷେପ ନେଇ ସାରିଥିବା…

ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ ଅଧ୍ୟକ୍ଷ ଭାବେ ଶପଥ ନେଲେ ସୁରେଶ ମହାପାତ୍ର

ଭୁବନେଶ୍ୱର,୧ା୩(ବ୍ୟୁରୋ): ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗଙ୍କ ଅଧ୍ୟକ୍ଷ ଭାବେ ସୁରେଶ ଚନ୍ଦ୍ର ମହାପାତ୍ର ଶପଥ ଗ୍ରହଣ କରିଛନ୍ତି। ଏହି ଉପଲକ୍ଷେ  ବୁଧବାର ରାଜଭବନରେ ଶପଥପାଠ ଉତ୍ସବ ଅନୁଷ୍ଠିତ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ନବନିଯୁକ୍ତ ଅଧ୍ୟକ୍ଷ ଶ୍ରୀ ମହାପାତ୍ରଙ୍କୁ ଗୋପନୀୟତାର…

ଏଣିକି ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ହେବ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୩(ବ୍ୟୁରୋ): ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ (ଟିକେଟ) ୧୦ ଟଙ୍କାରୁ ଅଧିକ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା କଳାର ଭୂମି। ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡ଼ିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି।…

ଆଜି ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବେ ପ୍ରଦୀପ ଜେନା

ଭୁବନେଶ୍ୱର,୧।୩(ବ୍ୟୁରୋ): ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିବେ ପ୍ରଦୀପ ଜେନା। କିଛି ଦିନ ତଳେ ରାଜ୍ୟ ସରକାର ତାଙ୍କୁ ଏହି ପଦରେ ନିଯୁକ୍ତି ଦେଇଛନ୍ତି। ପ୍ରଦୀପ ଜେନା ମୁଖ୍ୟ ଶାସନ ସଚିବ ପଦ ସହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri