ମେଟ୍ରୋ

ମହାନଦୀ ସର୍ଭେ ଆରମ୍ଭ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ବୁଧବାର କ୍ଷେତ୍ରସ୍ତରୀୟ ସର୍ଭେ ଆରମ୍ଭ କରିଛନ୍ତି। ଟ୍ରିବ୍ୟୁନାଲ ଟିମ୍‌ ଛତିଶଗଡ଼ର ଫରସିୟା ଗ୍ରାମ ନିକଟରେ ମହାନଦୀର ଉତ୍ପତ୍ତି ସ୍ଥଳ ବୁଲି ଦେଖିଛନ୍ତି। ଏହି ଟିମ୍‌ରେ ଟ୍ରିବ୍ୟୁନାଲ ଖଣ୍ଡପୀଠ ଜଷ୍ଟିସ୍‌ ଏ.ଏମ୍‌. ଖାନଓ୍ବାଲିକର, ରବି ରଞ୍ଜନ…

୭୦୦ ବର୍ଷ ପୁରୁଣା ଗଜସିଂହ ମଣ୍ଡପ ଚିହ୍ନଟ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଖୋର୍ଦ୍ଧା ଜିଲା ଜଙ୍କିଆ ତହସିଲ ଅନ୍ତର୍ଗତ ଭୋଗପୁର ଗ୍ରାମରୁ ଏକ ପ୍ରାଚୀନ ପ୍ରସ୍ତର ମଣ୍ଡପର ସନ୍ଧାନ ମିଳିଛି। ଇନ୍‌ଟାକ ଓଡ଼ିଶା ଶାଖା, ହେରିଟେଜ ଆଣ୍ଡ୍‌ କଲଚର କ୍ଲବ ଅଫ୍‌ ଆଇଆଇଟିଟିଏମ୍‌, ଭୁବନେଶ୍ୱର ତଥା ରିଡିସ୍କଭର ଲଷ୍ଟ ହେରିଟେଜ ଗ୍ରୁପର ସଦସ୍ୟମାନଙ୍କ…

ଅନୁସୂଚିତ ଜାତି ଓ ଜନତାତି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ ବଢ଼ିଲା

ଭୁବନେଶ୍ୱର,୧୯ା୪(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ ବଢ଼ାଇଛନ୍ତି। ଉଭୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅଧୀନରେ ଥିବା ସ୍କୁଲଗୁଡ଼ିକରୁ ଛାତ୍ରୀଛାତ୍ର ଏହି ବର୍ଦ୍ଧିତ ଷ୍ଟାଇପେଣ୍ଡର ସୁବିଧା…

ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍‌ ଲୋକାର୍ପିତ

ଭୁବନେଶ୍ୱର,୧୯ା୪(ବ୍ୟୁରୋ): ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକାର୍ପିତ କରିଛନ୍ତି। ଭୁବନେଶ୍ୱର କସମୋପଲୀ ଅଞ୍ଚଳରେ ବିଏମସି ପକ୍ଷରୁ ଏହା ନିର୍ମାଣ କରାଯାଇଛି। ଏହି ଭେଣ୍ଡିଂ ଜୋନ୍‌ରେ ୪୨ଟି ଦୋକାନ ରହିଛି । ଏଥିପାଇଁ ମୋଟ୍‌…

ତାତିରୁ ମିଳିବ ଆଶ୍ୱସ୍ତି: ୨୧ରେ ଏହି ସବୁ ଜିଲାରେ ଘଡଘଡି ସହ ବର୍ଷା

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ତାପମାତ୍ରା କମିବ। ଆସନ୍ତା ୨୨ ଓ ୨୩ ତାରିଖରେ ବିଭିନ୍ନ ଜିଲା ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦେଇଛନ୍ତି।…

୨ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ୬ ସହର

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରଭାବ। ସକାଳ ୯ଟାରୁ ଘରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲ୍ସିୟସ ଉପରେ ରହୁଛିି। ତେବେ ବୁଧବାର ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡାରେ ୪୩.୨ ଡିଗ୍ରୀ…

କଂଗ୍ରେସର ୪୦ ଷ୍ଟାର ପ୍ରଚାରକ

ଭୁବନେଶ୍ବର, ୧୯।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ଲାଗି ମଙ୍ଗଳବାର କଂଗ୍ରେସ ତା’ର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ପ୍ରକାଶିତ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ଓଡ଼ିଶା ପ୍ରଭାରୀ ଏ. ଚେଲ୍ଲା କୁମାର, ଶରତ…

ଫେରାର ୨ ଭାଇଙ୍କ କୋର୍ଟରେ ଆତ୍ମସମର୍ପଣ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗୀ ଅଞ୍ଚଳରେ ଜେଲଫେରନ୍ତା ସରୋଜ ତ୍ରିପାଠୀଙ୍କୁ ଗୋଡ଼ାଇ ହାଣିବା ଘଟଣାରେ ଫେରାର ମୁଖ୍ୟ ଅଭିଯୁକ୍ତ ତଥା ଦୁଇଭାଇ ମଙ୍ଗଳବାର କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ବିରଞ୍ଚି ନାରାୟଣ ବେହେରା ଓରଫ ବାଙ୍ଗୁ ଓ ଲିଙ୍ଗରାଜ ବେହେରା…

ରାଜଧାନୀରେ ଯୁବତୀଙ୍କ ହାଇଡ୍ରାମା

ଭୁବନେଶ୍ୱର,୧୯।୪ (ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ଜଣେ ଯୁବତୀଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ଯୁବତୀ ଜଣକ ହଠାତ୍‌ ଖଣ୍ଡଗିରି ଥାନାରେ ପହଞ୍ଚତ୍ ଆତ୍ମହତ୍ୟା ଧମକ ଦେଇଥିଲେ। ୧୦ଟି ନିଦ ବଟିକା ଖାଇଦେଇଥିବା ନେଇ ପୋଲିସଙ୍କୁ କହିଥିଲେ। ଯୁବତୀଙ୍କ ଏଭଳି ଅବସ୍ଥା ଦେଖି ପୋଲିସ ତାଜୁବ…

ନିଶାବେପାରୀ ବିଜୟ ମାଣିଆଙ୍କୁ ବର୍ଷେ ଜେଲଦଣ୍ଡ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଦୋଷୀ ସାବ୍ୟସ୍ତ ନିଶାବେପାରୀ ବିଜୟ ମାଣିଆ ଭୁବନେଶ୍ୱର କୋର୍ଟ ପରିସରରୁ ଖସି ପଳାଇବା ମାମଲାରେ ମଙ୍ଗଳବାର ରାୟ ପ୍ରକାଶ ପାଇଛି। ନିଶା କାରବାର ମାମଲାରେ ଝାରପଡ଼ା ଜେଲରେ ସଜା କାଟୁଥିବା ବିଜୟଙ୍କୁ ଭୁବନେଶ୍ୱର ଜେଏମ୍‌ଏଫ୍‌ସି (୪) ଏକବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି।…

ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ମିଳିଲା

ଭୁବନେଶ୍ୱର (ବ୍ୟୁରୋ)/ବାରଙ୍ଗ୧୯।୪ (ଡି.ଏନ୍‌.ଏ.): ଭୁବନେଶ୍ୱରର ଚନ୍ଦକା ଥାନା ଅନ୍ତର୍ଗତ ଗୋଠପାଟଣା ଅଞ୍ଚଳରେ ଥିବା ଏକ ଘରୋଇ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଜଣେ ଛାତ୍ରୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ କେନ୍ଦୁଝରର ଅର୍ଚ୍ଚନା ଦାଶ (୨୪)। ସେ ଏଠାରେ ବିଏସ୍‌ସି ଡାଟା…

ଭୁବନେଶ୍ୱରରେ ପୁଅକୁ ଖୋଜୁଛନ୍ତି ଛତିଶଗଡ଼ର ବୃଦ୍ଧ ଦମ୍ପତି

ଭୁବନେଶ୍ୱର,୧୯।।୪ (ବ୍ୟୁରୋ): ଛତିଶଗଡର ଯୁବକ ଭବେଶ। ହୋଲିରେ ଘରକୁ ଯିବାକୁ କହିଥିଲେ। କିନ୍ତୁ ଘରେ ପହଞ୍ଚତ୍ ନ ଥିଲେ। କିଛିଦିନ ଅପେକ୍ଷା କରିବା ପରେ ଚିନ୍ତାରେ ପଡିଯାଇଥିଲେ ବୃଦ୍ଧ ମା’-ବାପା। ସାଙ୍ଗସାଥୀ, ସମ୍ପର୍କୀୟ ତାଙ୍କ ସମ୍ପର୍କରେ କିଛି ବି ସୂଚନା ଦେଇପାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri