ମେଟ୍ରୋ

ଦରବୃଦ୍ଧି ପ୍ରତିବାଦରେ ବିରୋଧୀ ଦଳର ୬ଘଣ୍ଟିଆ ବନ୍ଦ ଡାକରା

ଭୁବନେଶ୍ୱର,୧୫।୭(ବ୍ୟୁରୋ): ତୈଳ ଦର ସାଙ୍ଗକୁ ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦରେ ଗୁରୁବାର ବାମପନ୍ଥୀ ଦଳ ପକ୍ଷରୁ ରାଜ୍ୟବ୍ୟାପି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଏହି ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବାମପନ୍ଥୀ ଦଳ।...

୧୫ରେ ଅନ୍‌ଲକ୍‌ ନେଇ ଘୋଷଣା

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ଏବେ ଅନ୍‌ଲକ୍‌ ପ୍ରକ୍ରିୟା ଜାରି ରହିଥିବା ବେଳେ ଗୁରୁବାର ସରକାର ଆଗାମୀ ନିଷ୍ପତ୍ତି ଉପରେ ଘୋଷଣା କରିପାରନ୍ତି। ଶୁକ୍ରବାର ସକାଳ ୬ଟାରେ ଏହି ଅନ୍‌ଲକ୍‌ ପ୍ରକ୍ରିୟା ଶେଷ ହେଉଛି। ତେଣୁ ଗୁରୁବାର ରାଜ୍ୟ ସରକାର କ’ଣ ପଦକ୍ଷେପ...

ଅନ୍‌ଲକ୍‌ ହେବ କି ଓଡ଼ିଶା!

ଭୁବନେଶ୍ୱର,୧୪ା୭(ବ୍ୟୁରୋ): ଲକ୍‌ଡାଉନ ଖୋଲିଲେ ସାରା ରାଜ୍ୟରେ ଗଡ଼ିବ ବସ୍‌। ଆଉ ଦିନକ ପରେ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍‌ର ଦିତୀୟ ପର୍ଯ୍ୟାୟ ଶେଷ ହେବ। ତେବେ ବସ୍‌ ପରିବହନକୁ ନେଇ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି। ବର୍ତ୍ତମାନ ସରକାରଙ୍କ ‘ଏ’ କାଟାଗୋରୀରେ...

ରାଜଧାନୀରୁ ୫୫୦ ଗ୍ରାମ ବ୍ରାଉନସୁଗାର, ୩୪ ଲକ୍ଷ ଟଙ୍କା ଜବତ; ୨ ଗିରଫ

ଭୁବନେଶ୍ୱର,୧୪ା୭(ବ୍ୟୁରୋ): ବୁଧବାର ରାଜଧାନୀରୁ ବଡ଼ ଧରଣର ବ୍ରାଉନସୁଗାର ରାକେଟର ପର୍ଦ୍ଦାଫାଶ ହୋଇଛି। ସହିଦନଗର ଥାନା କେସୁରା ଅଞ୍ଚଳରେ ଏକ ଘର ଭିତରୁ ୫୫୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଏଥିସହ ନଗଦ ୩୪ ଲକ୍ଷ ୮୦ ହଜାର ଟଙ୍କା...

ସେପ୍ଟେମ୍ବର ୧୧ରେ ଏନ୍‌ଇଇଟି ପିଜି

ଭୁବନେଶ୍ୱର, ୧୪।୭(ବ୍ୟୁରୋ):ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଏନ୍‌ଇଇଟି ପିଜି ୨୦୨୧ ଆସନ୍ତା ସେପ୍ଟେମ୍ବର ୧୧ରେ ଅନୁଷ୍ଠିତ ହେବ। ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍‌ଜାମିନେଶନ(ଏନ୍‌ବିଏ) ଦ୍ୱାରା ପରିଚାଳିତ ଏହି ପରୀକ୍ଷା ପୂର୍ବରୁ ଜାନୁୟାରୀରେ ହେବାର ଥିଲା। କିନ୍ତୁ କରୋନା ଯୋଗୁ ପରୀକ୍ଷା...

ପରୀ ମାମଲା ଶୁଣାଣି ୨ ଦିନ ଘୁଞ୍ଚିଲା

ନୂଆଦିଲ୍ଲୀ,୧୪ା୭: ନୟାଗଡ଼ ଜିଲା ଯଦୁପୁର ଗ୍ରାମର ୫ବର୍ଷୀୟା ଶିଶୁ କନ୍ୟା ପରୀ ଅପହରଣ ଓ ହତ୍ୟା ଘଟଣାର ସିବିଆଇ ତଦନ୍ତ ନିମନ୍ତେ ସୁପ୍ରିମକୋର୍ଟରେ ହୋଇଥିବା ଆବେଦନର ଶୁଣାଣି ଗୁରୁବାରକୁ ଘୁଞ୍ଚତ୍ଛି। ପରୀର ମା’ ସୌଦାମିନୀ ଝିଅର ହତ୍ୟା ଘଟଣାର ସିବିଆଇ...

୧୭ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୪ ।୭(ବ୍ୟୁରୋ);ଓଡ଼ିଶାକୁ ଏଥର ଠିକ୍‌ ସମୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଆବଶ୍ୟକତା ଅନୁଯାୟୀ ବର୍ଷା ହୋଇନାହିଁ। ୧୭ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...

ଦ୍ୱିତୀୟ ନ ଯାଉଣୁ ତୃତୀୟ ଭୟ

ଭୁବନେଶ୍ୱର(ବ୍ୟୁରୋ)/ନୂଆଦିଲ୍ଲୀ,୧୪ା୭:ଓଡ଼ିଶାରେ କୋଭିଡ୍‌ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ଗତ ଏପ୍ରିଲ ୧୩ରେ ରାଜ୍ୟରେ ୨ଜଣଙ୍କ ମୃତ୍ୟୁ ହୋଇଥିଲା। ସେହିପରି ମେ ୧୩ରେ ୧୯, ଜୁନ ୧୩ରେ ୪୫ ଏବଂ ଜୁଲାଇ ୧୩ରେ ୬୮ଜଣଙ୍କ ମୃତ୍ୟୁ ଘଟିଛି। ଅର୍ଥାତ୍‌ ରାଜ୍ୟରୁ କରୋନାର ଦ୍ୱିତୀୟ...

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୫ ଜୀବନ

ଭୁବନେଶ୍ୱର,୧୪/୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୯୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା...

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୨୦୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯୨ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି...

ଏ ବର୍ଷ ବି ବୋଲ୍‌ବମ୍‌ ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କରୋନା ପାଇଁ ବୋଲବମ୍‌ ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର। ଏନେଇ ଏସ୍‌ଆର୍‌ସିଙ୍କ ପକ୍ଷରୁ ମଙ୍ଗଳବାର ନିର୍ଦ୍ଦେଶନାମା ଜାରି କରାଯାଇଛି। କୌଣସି ଧାର୍ମିକ ସ୍ଥଳରୁ କାଉଡ଼ିଆମାନେ ଜଳ ଉଠାଇପାରିବେ ନାହିଁ। ଏଥିସହ...

ଯୁକ୍ତ ୨ ସିଟ୍‌ ବଢ଼ାଇବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି: ଆବେଦନ କରିପାରିବେ ଜୁନିଅର କଲେଜ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚଳିତ ବର୍ଷ କରୋନାକୁ ନେଇ ବିନା ପରୀକ୍ଷାରେ ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଥିଲା। ଏଥିରେ ୫ ଲକ୍ଷ ୬୨ ହଜାର ୧୦ଜଣ ଛାତ୍ରୀଛାତ୍ର ମାଟ୍ରିକ ପାସ୍‌ କରିଛନ୍ତି। ହେଲେ ରାଜ୍ୟରେ ୪ ଲକ୍ଷ ୪୩ ହଜାର ୩୫୪ ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri