ମେଟ୍ରୋ

୯ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର, ୪ା୧୧ (ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ନଭେମ୍ବର ୯ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର…

ପ୍ରଦ୍ମଶ୍ରୀ ଡା. ଅଶୋକ ମହାପାତ୍ରଙ୍କ ପରଲୋକ: ଖେଲିଗଲା ଶୋକର ଛାୟା

ନୂଆଦିଲ୍ଲୀ,୨।୧୧: ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ତଥା ପ୍ରଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ବ୍ରେନ ଷ୍ଟ୍ରୋକ ପରେ ଦିଲ୍ଲୀ ଏମ୍ସରେ ସେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧିନ ଅବସ୍ଥାରେ ତାଙ୍କୁ ମୃତ୍ୟୁ…

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଜେଲ୍‌ ଗଲେ ବିଦ୍ୟାଭାରତୀ

ପାରଳାଖେମୁଣ୍ଡି,୨ା୧୧(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଜେଲ୍‌ ଯାଇଛନ୍ତି। ଆଗୁଆ ଜାମିନ୍‌ ଆବେଦନ ଖାରଜ ହେବା ପରେ ସେ ଆତ୍ମସମର୍ପଣ କରିଥିଲେ। ପରେ ତାଙ୍କୁ ପାରଳାଖେମୁଣ୍ଡି ସବ୍‌ଜେଲ୍‌କୁ ପଠାଯାଇଛି। ସୂଚନା ଅନୁଯାୟୀ,…

ବାଣୀବିହାରରେ ଝାଡ଼ାବାନ୍ତି ଆତଙ୍କ

ଭୁବନେଶ୍ବର,୨।୧୧: ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ସୋମବାର ଝାଡ଼ାବାନ୍ତି ଆତଙ୍କ ଦେଖାଦେଇଛି। ବିଶ୍ବବିଦ୍ୟାଳୟର ୭ ନମ୍ବର ଛାତ୍ରୀ ନିବାସର ୧୦ଜଣ ଅନ୍ତେବାସୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା…

ରାତି ୧୧ଟାରୁ ଭୋର୍ ୪ଟା ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ମୁରାସୁ’ ୧୨୦ କିମି ବେଗରେ ବହିବ ପବନ, ୫ ଜିଲାରେ ପ୍ରବଳ ବର୍ଷା 

ଭୁବନେଶ୍ୱର,୨।୧୧: ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ମୁରାସୁ’ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇଛି। ଆଜି ରାତିରୁ ଆସନ୍ତାକାଲି ଭୋର୍‌ ମଧ୍ୟରେ ଏହା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା

ଭୁବନେଶ୍ୱର,୨ା୧୧ (ପ୍ରସନଜିତ୍‌ ସାହୁ): ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ରବିବାର ନନ୍ଦନକାନନ ଥାନା ପୋଲିସ ଅଭିଯୁକ୍ତ ନାବାଳକ(୧୭)ଙ୍କୁ କାବୁ କରିଛି। ପୋଲିସ ସୂଚନା ଅନୁଯାୟୀ, କେନ୍ଦ୍ରାପଡାର ଜଣେ ନାବାଳିକା(୧୫) ବାରଙ୍ଗ ଅଞ୍ଚଳରେ ରହି ପାଠ ପଢୁଥିଲେ। ସେ ଟ୍ୟୁଶନ ଯିବା…

ଆମେ ଚାହିଁଲେ ଏକ ସୁନ୍ଦର ସବୁଜ ପରିବେଶ ଗଢ଼ିପାରିବା

ଭୁବନେଶ୍ୱର,୨।୧୧: ଆମେ ପରିବେଶ ପ୍ରଦୂଷଣ ବଢ଼ୁଛି ବୋଲି କହୁଛେ। ହେଲେ ପରିବେଶ ସୁରକ୍ଷା ପାଇଁ ଆମେ କେତେ ଉତ୍ତରଦାୟୀ ହେଉଛୁ? ସତରେ ଆମେ ପରିବେଶ ସୁରକ୍ଷା ଦିଗରେ କାର୍ଯ୍ୟ କରୁଛୁ ନା କେବଳ ଦେଖେଇ ହୋଇ କହି ବୁଲୁଛୁ। ଗଛ ଖାଲି…

୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୧: ସୋମବାରଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଆଜି ସନ୍ଧ୍ୟା ୬ଟାରେ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଏହି ଗସ୍ତ ସମୟରେ ସେ ଭାରତ ନବୀକରଣଯୋଗ୍ୟ ଶକ୍ତି ସମ୍ମିଳନୀରେ ଯୋଗ ଦେବେ। ଏହି ସମ୍ମିଳନୀରେ…

ଆଇପିଏସ୍‌ ଅଧିକାରୀସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨।୧୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଭାରତୀୟ ପୋଲିସ ସେବା(ଆଇପିଏସ୍‌) ଅଧିକାରୀସ୍ତରରେ ବ୍ୟାପକ ଅଦଳବଦଳ କରାଯାଇଛି। ଗୃହବିଭାଗ ପକ୍ଷରୁ ରବିବାର ଜାରି ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟ କାରାଗାର ମହାନିର୍ଦ୍ଦେଶକ ପଦରୁ ବରିଷ୍ଠ ଆଇପିଏସ୍‌ ସୁଶାନ୍ତ କୁମାର ନାଥଙ୍କୁ ବଦଳି କରାଯାଇଛି। ନାଥଙ୍କୁ…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ୮ ବିଭାଗର ଅବଜ୍ଞା

ଭୁବନେଶ୍ୱର,୨।୧୧(ରବିନାରାୟଣ ଜେନା): ରାଜ୍ୟର ସାମଗ୍ରିକ ଓ ସମାବେଶୀ ବିକାଶ ସହ ଜନକଲ୍ୟାଣମୂଳକ ଯୋଜନାର ସଫଳ ରୂପାୟନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହାକୁ ନେଇ କେଉଁ ବିଭାଗ କି ପ୍ରକାର ଯୋଜନା କଲେ ସବୁ ବର୍ଗର ଲୋକଙ୍କ…

ଭୀଷଣ ବାତ୍ୟାରେ ପରିଣତ ହେଲା ‘ମୁରାସୁ’, ଏହିଠାରେ କରିବ ଲ୍ୟାଣ୍ଡ୍‌ଫଲ୍‌, ଆଇଏମ୍‌ଡି ଡିଜି କହିଲେ ପବନର ବେଗ ରହିବ…

ଭୁବନେଶ୍ୱର,୨ା୧୧: ବଙ୍ଗୋପସାଗରରେ ଭୀଷଣ ବାତ୍ୟାରେ ପରିଣତ ହୋଇଛି ‘ମୁରାସୁ’। ରବିବାର ସନ୍ଧ୍ୟା ସୁଦ୍ଧା ଏହା ତାମିଲନାଡୁର ଚେନ୍ନାଇଠାରୁ ୪୮୦ କି.ମି., ଆନ୍ଧ୍ରପ୍ରଦେଶର ନେଲୋରଠାରୁ ୫୫୦ କି.ମି., ମଚ୍ଛଲିପଟନମ୍‌ଠାରୁ ୫୬୦ କି.ମି. ଓ ବିଶାଖାପାଟଣାଠାରୁ ୬୧୦ କି.ମି. ଦୂରରେ ରହିଥିଲା। ସୋମବାର ଚେନ୍ନାଇଠାରୁ…

ଆଜି ଭୀଷଣ ବାତ୍ୟାର ରୂପ ନେବ ‘ମୁରାସୁ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ, ଏହି ୫ ଜିଲାକୁ ଅଧିକ…

ଭୁବନେଶ୍ୱର,୧ା୧୧(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୁରାସୁ’। ରବିବାର ସନ୍ଧ୍ୟା ସୁଦ୍ଧା ଏହା ତାମିଲନାଡୁର ଚେନ୍ନାଇଠାରୁ ୪୮୦ କି.ମି., ଆନ୍ଧ୍ରପ୍ରଦେଶର ନେଲୋରଠାରୁ ୫୫୦ କି.ମି., ମଚ୍ଛଲିପଟନମ୍‌ଠାରୁ ୫୬୦ କି.ମି. ଓ ବିଶାଖାପାଟଣାଠାରୁ ୬୧୦ କି.ମି. ଦୂରରେ ରହିଥିଲା। ବାତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?