ଗୋରୁ ମାଫିଅଙ୍କ ମାଡ଼ରେ ଆଇଆଇସି,ଏସ୍ଆଇ ଗୁରୁତର
ଭୁବନେଶ୍ୱର,୨୫।୨(ବ୍ୟୁରୋ): ଗୋରୁ ମାଫିଆଙ୍କ ମାଡ଼ରେ ପୋଲିସ କର୍ମଚାରୀ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି କଟକଜିଲା ତିଗିରିଆ ଥାନା ଅନ୍ତର୍ଗତ ଗୋପୀନାଥପୁର ଶାସନ ଛକରେ । ଶୁକ୍ରବାର ବିଳମ୍ବିତ ରାତିରେ ତିଗିରିଆ ପୋଲିସ ପୋଟ୍ରୋଲିଂ କରୁଥିବା ବେଳେ ଏକ ଗୋରୁ ବୋଝେଇ…
ସ୍ବଚ୍ଛତା କ୍ଷେତ୍ରରେ ବିଏମ୍ସିକୁ ପୁଣି ପ୍ରଶଂସା
ଭୁବନେଶ୍ୱର,୨୫।୨(ବ୍ୟୁରୋ): ସ୍ବଚ୍ଛତା କ୍ଷେତ୍ରରେ ସମଗ୍ର ଦେଶରେ ଭୁବନେଶ୍ବର ଏକ ଉଦାହରଣ ପାଲଟିଛି। ଭୁବନେଶ୍ବର ମହାନଗର ନିଗମ (ବିଏମ୍ସି) ଦ୍ବାରା ସହରରେ ନିୟମିତ ସଫେଇ ହେଉଥିବାବେଳେ ଏହା ସ୍ବଚ୍ଛ ସର୍ବେକ୍ଷଣ ୨୦୨୩ରେ ନିଜର ଶୀର୍ଷ ପ୍ରଦର୍ଶନ ଦର୍ଶାଉଛି। ବିଏମ୍ସି ଦ୍ବାରା ରାସ୍ତାରେ ନିୟମିତ…
ବଳାତ୍କାର, ହତ୍ୟା ଅଭିଯୋଗରେ ପ୍ରେମିକ ଗିରଫ
ଭୁବନେଶ୍ୱର,୨୫।୨(ବ୍ୟୁରୋ): ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମର ଏକ ନିର୍ମାଣାଧୀନ ଆପାର୍ଟମେଣ୍ଟ ନିକଟ ପ଼ଡ଼ିଆରୁ ଜଣେ ମହିଳାଙ୍କ ମୃତଦେହ ଜବତ ମାମଲାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉକ୍ତ ମହିଳାଙ୍କୁ ବଳାତ୍କାର ପରେ ଓଢ଼ଣିରେ ତଣ୍ଟିଚିପି ହତ୍ୟା କରାଯାଇଥିବା ନେଇ ଅଭିଯୋଗ…
ଆକାଶ ପଥରେ ସୁଗମ ହେବ ଗମନାଗମନ
ଭୁବନେଶ୍ୱର,୨୫।୨(ବ୍ୟୁରୋ): ଆକାଶ ପଥରେ ଗମନାଗମନ ସୁଗମ କରିବା ପାଇଁ ‘ଉଡାନ୍’ ଯୋଜନାରେ ବେସାମରିକ ବିମାନ ଚଳାଚଳକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବାବେଳେ ରାଜ୍ୟ ସରକାର ମଧ୍ୟ ଏଥିରେ ଅଂଶୀଦାର ସାଜିଛନ୍ତି। ଝାରସୁଗୁଡ଼ା, ଜୟପୁର ସମେତ ଆଗାମୀ ଦିନରେ ଅନ୍ୟ ବିମାନବନ୍ଦରକୁ ସଂଯୋଗ…
ଅର୍ଥନୈତିକ ସର୍ଭେ ରିପୋର୍ଟରେ ବିଫଳତା ଲୁଚାଯାଇଛି: ଭାଜପା
ଭୁବନେଶ୍ବର,୨୫ା୨(ବ୍ୟୁରୋ): ମିଥ୍ୟା ତଥ୍ୟର ଦସ୍ତାବିଜ ହେଉଛି ଗୁରୁବାର ଉପସ୍ଥାପିତ ହୋଇଥିବା ୨୦୨୨-୨୩ର ରାଜ୍ୟ ଅର୍ଥନୈତିକ ସର୍ଭେ ରିପୋର୍ଟ। ଅର୍ଦ୍ଧସତ୍ୟ, ଗୋଲାପୀ ସ୍ବପ୍ନ ଆଧାରିତ ଏହି ରିପୋର୍ଟରେ ଅନେକ ବିଫଳତାକୁ ରାଜ୍ୟ ସରକାର ଲୁଚାଇଛନ୍ତି। ଆସନ୍ତା ଫେବୃୟାରୀ ୨୮ରେ ଜାତୀୟ ଆୟ ୨୦୨୨-୨୩ର…
ପରିବହନ ବ୍ୟବସ୍ଥାର ସୁଦୃଢ଼ୀକରଣକୁ ଗୁରୁତ୍ୱ
ଭୁବନେଶ୍ୱର,୨୫।୨(ବ୍ୟୁରୋ): ଭିତ୍ତିଭୂମିକୁ ପ୍ରୋତ୍ସାହନ ଦେବା ଏବଂ ବିକାଶର ଗତି ଜାରି ରଖିବା ଲାଗି ସଡ଼କ, ସେତୁ, ବିମାନବନ୍ଦର, ରେଲଓ୍ବେ ଅଧୀନରେ ୧୯ ହଜାର ୪୫୨ କୋଟି ଟଙ୍କା ନିବେଶ କରିବାକୁ ପ୍ରସ୍ତାବ ରହିଛି। ରାଜ୍ୟରେ ଅଣ ପ୍ରମୁଖ ବନ୍ଦର ବିକାଶ ପାଇଁ…
ରାୟପୁରରେ ଓଡ଼ିଶାର କଂଗ୍ରେସ ନେତୃବୃନ୍ଦ
ଭୁବନେଶ୍ବର,୨୫ା୨(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ୮୫ ତମ ମହା ଅଧିବେଶନରେ ଯୋଗଦେବା ଲାଗି ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ଓଡ଼ିଶାର ବହୁ ନେତା ଶୁକ୍ରବାର ଛତିଶଗଡ଼ର ରାୟପୁର ଗସ୍ତରେ ଯାଇଛନ୍ତି।…
ପିଏମ୍ଏଓ୍ବାଇ: ବିରୋଧୀ-ଶାସକ ମୁହଁାମୁହିଁ
ଭୁବନେଶ୍ବର, ୨୫ା୨(ବ୍ୟୁରୋ): ବିଧାନସଭାରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍ଏଓ୍ବାଇ) ବଣ୍ଟନ ପ୍ରସଙ୍ଗକୁ ନେଇ ସରଗରମ ଆଲୋଚନା ହୋଇଥିଲା। ଉଭୟ ବିରୋଧୀ ଓ ଶାସକ ପକ୍କାଘର ବଣ୍ଟନ ପ୍ରସଙ୍ଗରେ ପରସ୍ପର ଉପରେ ଦୋଷ ଲଦିଥିଲେ। ଭାଜପା ପକ୍ଷରୁ ଅଣାଯାଇଥିବା ମୁଲତବୀ ପ୍ରସ୍ତାବ…
ହକି ତାରକା ବୀରେନ୍ଦ୍ର ଲାକ୍ରାଙ୍କୁ ଆଶ୍ୱସ୍ତି
ଭୁବନେଶ୍ୱର,୨୫।୨(ବ୍ୟୁରୋ): ବହୁଚର୍ଚ୍ଚିତ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କମିଶନରେଟ ପୋଲିସ ତଦନ୍ତ କରିଛି। ଇନ୍ଫୋସିଟି ଥାନା ପୋଲିସ ପକ୍ଷରୁ ଶୁକ୍ରବାର ଭୁବନେଶ୍ୱର ଜେଏମ୍ଏଫ୍ସି-୨ଙ୍କ କୋର୍ଟରେ ମାମଲା ସଂକ୍ରାନ୍ତ ଶେଷ ରିପୋର୍ଟ ଦାଖଲ କରାଯାଇଛି। ଏହି ମାମଲାରେ ସାକ୍ଷୀ, ସୂଚନାଦାତା, ପାରିପାର୍ଶ୍ୱିକ ପ୍ରମାଣ,…
୫ଦିନ ଯାଏ ୩ରୁ ୪ଡିଗ୍ରୀ ତାପମାତ୍ରା ବଢ଼ିବ
ଭୁବନେଶ୍ୱର,୨୫।୨(ବ୍ୟୁରୋ): ରାଜ୍ୟରେ ଏବେଠାରୁ ଅସମ୍ଭାଳ ହେଲାଣି ତାତି। ଫେବୃୟାରୀରେ ପାରଦ ୪୦ଡିଗ୍ରୀ ଛୁଇଁଯିବ ବୋଲି ପାଣିପାଗ ବିଭାଗ ଆକଳନ କରୁଥିବା ବେଳେ ଏବେ ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା ୩୭ ଡିଗ୍ରୀ ଉପରେ ରହୁଛି। ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର ଗତ କିଛିଦିନ…
ମୌଳିକ ଭିତ୍ତିଭୂମିକୁ ଗୁରୁତ୍ୱ
ଭୁବନେଶ୍ୱର,୨୫ା୨(ବ୍ୟୁରୋ): ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ପୂର୍ଣ୍ଣାଙ୍ଗ ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଏହାକୁ ଉପସ୍ଥାପନ କରିଛନ୍ତି । ଗତ ଆର୍ଥିକ ବର୍ଷ ତୁଳନାରେ…
ଯୁକ୍ତ ୨ ପରୀକ୍ଷା ଲାଗି ନିୟମ କଡ଼ାକଡ଼ି: ପ୍ରଶ୍ନପତ୍ରରେ ଚିହ୍ନ ମାରିଲେ ହେବେ ଏମ୍ପି
ଭୁବନେଶ୍ୱର, ୨୪।୨(ବ୍ୟୁରୋ)- ସିଚ୍ଏସ୍ଇ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମାର୍ଚ୍ଚ ୧ରୁ ଆରମ୍ଭ ହୋଇ ଏପ୍ରିଲ ୫ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ପରୀକ୍ଷାକୁ କଡ଼ାକଡ଼ି କରିବା ପାଇଁ ପରିଷଦ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥର ପ୍ରଶ୍ନପତ୍ରରେ କୌଣସି ପରୀକ୍ଷାର୍ଥୀ ଚିହ୍ନ…
Archives


