Odisha Elections 2024

ମେଟ୍ରୋ

ଓଏଏସ୍‌ ସ୍ତରରେ ଅଦଳବଦଳ:ଇନ୍ଦ୍ରମଣି ତ୍ରିପାଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ

ଭୁବନେଶ୍ୱର, ୨।୬(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ...

ତୃତୀୟ ଲହର ପାଇଁ ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୬(ବ୍ୟୁରୋ):ଆଗାମୀ ସପ୍ତାହ ମଧ୍ୟରେ ରାଜ୍ୟରେ କୋଭିଡ୍‌ ଦ୍ବିତୀୟ ଲହରର ରୋଗୀଙ୍କ ସଂଖ୍ୟା ହ୍ରାସ ପାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶାବ୍ୟକ୍ତ କରିଛନ୍ତି। ଅଭିଜ୍ଞତାକୁ ଉପଯୋଗ କରି ଆମକୁ ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ହେବ। ପ୍ରତ୍ୟେକ ଜିଲାରେ...

ଏଥର ସ୍ବାଭାବିକ ମୌସୁମୀ

ଭୁବନେଶ୍ୱର,୨ା୬(ବ୍ୟୁରୋ):ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ବାଭାବିକ ରହିବ। ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବ। ରାଜ୍ୟରେ ହାରାହାରି ବୃଷ୍ଟିପାତ ୧୧୫ରୁ ୧୨୦ ସେଣ୍ଟିମିଟର ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୩ ତାରିଖ ସୁଦ୍ଧା ମୌସୁମୀ କେରଳ...

ଟିକା ଗ୍ଲୋବାଲ ଟେଣ୍ଡରକୁ ଧକ୍କା

ଭୁବନେଶ୍ୱର,୨ା୬(ବ୍ୟୁରୋ):ରାଜ୍ୟ ସରକାର ୧୮ରୁ ୪୪ ବର୍ଷର ଲୋକଙ୍କୁ ମାଗଣାରେ କୋଭିଡ୍‌ ଟିକା ଯୋଗାଇବାକୁ ଘୋଷଣା କରିଛନ୍ତି। ହେଲେ ଟିକା ସଂଗ୍ରହ କରିବା ଏବେ ସରକାରଙ୍କ ପାଇଁ ବଡ଼ ସମସ୍ୟା ପାଲଟିଛି। କେନ୍ଦ୍ର ସରକାର ଆବଶ୍ୟକତା ଅନୁଯାୟୀ ଟିକା ଯୋଗାଇ ପାରୁ...

ରାଜଧାନୀରୁ ଆଉ ୯୭୪ ସଂକ୍ରମିତ ଚିହ୍ନଟ: ଜାଣନ୍ତୁ କେଉଁଠୁ କେତେ…

ଭୁବନେଶ୍ୱର,୧।୬(ବ୍ୟୁରୋ): ସଂକ୍ରମଣରେ ରୋକ୍‌ ଲାଗୁନି। ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ଆଉ ୯୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୦ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୮୦୪ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ତେବେ ଏହାକୁ ମିଶାଇ ଭୁବନେଶ୍ୱର ମହାନଗର...

ନିରଞ୍ଜନ ସେଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୧।୬(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ଏହାପରେ ତାଙ୍କ ସ୍ଥାନରେ ଏବେ ନୀରଞ୍ଜନ ସେଠୀ ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇବେ। ଏନେଇ ସୂଚନା ଓ ଲୋକ ସମ୍ପର୍କ...

ଦ୍ୱାଦଶ ପିଲାଙ୍କୁ ଟିକାକରଣ କରାଇବାକୁ ଲକ୍ଷ୍ୟ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସାମାନ୍ୟ ନିୟନ୍ତ୍ରଣକୁ ଆସିଥିବା ବେଳେ ମୃତ୍ୟୁସଂଖ୍ୟା ଥମିବାର ନା ନେଉନି। କରୋନା ମୁକାବିଲା ପାଇଁ ବର୍ତ୍ତମାନ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। କରୋନା ଯୋଗୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ଥିବା ବେଳେ...

ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ଏହି ଖବର ଜାଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆରେ ଶେୟାର କରି ଲେଖିଛନ୍ତି, ‘ବିଶିଷ୍ଟ...

ସହର, ଗ୍ରାମାଞ୍ଚଳରେ ହେବ ବର୍ଜ୍ୟବସ୍ତୁ ପରିଚାଳନା

ଭୁବନେଶ୍ୱର, ୧ା୬(ବ୍ୟୁରୋ): ପୌରସଂସ୍ଥା ଏବଂ ଗ୍ରାମପଞ୍ଚାୟତ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା ସହିତ ପୌରସଂସ୍ଥାଗୁଡିକରେ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଥିବା ଆବଶ୍ୟକ ଭିତ୍ତିଭୂମି ବ୍ୟବହାର କରି ଗାଁଗୁଡିକର ଠିକ୍‌ ମଳ ପରିଚାଳନା ଏବଂ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ରାଜ୍ୟ...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି। ଏହି ୩୭...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୪,୮୯୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୮୪୩ ଜଣ ଲୋକାଲ କେସ୍‌...

୪ ଅତିରିକ୍ତ ଏସ୍‌ପିଙ୍କୁ ନୂଆ ନିଯୁକ୍ତି

ଭୁବନେଶ୍ୱର, ୧ା୬(ବ୍ୟୁରୋ): ଓଡ଼ିଶା ପୋଲିସର ୪ଜଣ ଅତିରିକ୍ତ ଏସ୍‌ପି ପାହ୍ୟାର ଅଫିସରଙ୍କୁ ନୂଆ ନିଯୁକ୍ତି ପ୍ରଦାନ କରାଯାଇଛି। ଗତ ୭ ତାରିଖରେ ଗୃହ ବିଭାଗ ପକ୍ଷରୁ ସେମାନଙ୍କୁ ଡିଏସ୍‌ପି ପାହ୍ୟାରୁ ଅତିରିକ୍ତ ଏସ୍‌ପି ପାହ୍ୟାକୁ ପଦୋନ୍ନତି ଦିଆଯାଇଥିଲା। ସୋମବାର ସେମାନଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri