ମେଟ୍ରୋ

ଉଷା ପାଢ଼ୀଙ୍କୁ ନୂଆ ଦାୟିତ୍ୱ: ଦକ୍ଷତା ବିକାଶ ସହ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ଆଇଏଏସ୍‌ ଅଫିସରସ୍ତରରେ ଅଦଳ ବଦଳ କରାଯାଇଛି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଉଷା ପାଢୀ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି...

‘ମହିଳା ସଂରକ୍ଷଣ ବିଲ୍‌ ପାରିତ ହେଉ’

ଭୁବନେଶ୍ୱର,୧୬।୧୨(ବ୍ୟୁରୋ):ପାର୍ଲାମେଣ୍ଟରେ ମହିଳା ସଂରକ୍ଷଣ ବିଲ୍‌ ପାରିତ କରିବା ନେଇ ବିଜେଡି ଦାବି ଉଠାଇଛି। ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ଗୁରୁବାର ରାଜ୍ୟ ସଭାରେ ଏକ ସ୍ବତନ୍ତ୍ର ଆଲେଖ୍ୟରେ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି ଯେ ମହିଳା ବିଲ୍‌...

ଘରେ ଶ୍ୱଶୁରଙ୍କୁ ତାଲା ପକାଇ ବୋହୂ ନିଖୋଜ ଘଟଣା: ନାବାଳକଙ୍କୁ ନେଇ ଫେରାର ଥିବା ଅଭିଯୋଗ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜଧାନୀରେ ଶ୍ୱଶୁରଙ୍କୁ ବାହାର ପଟୁ ତାଲା ପକାଇ ଘରୁ ୧୦ ଲକ୍ଷ ଟଙ୍କାର ସୁନାଗହଣା ସହ ଦେଢ଼ ଲକ୍ଷ ଟଙ୍କା ନେଇ ବୋହୁ ଚମ୍ପଟ ମାରିବା ଘଟଣା ଭିନ୍ନ ମୋଡ଼ ନେଇଛି। ସ୍ତ୍ରୀ ନିଖୋଜ ହୋଇଥିବା ନେଇ ସ୍ବାମୀ...

ଫେସ୍‌ବୁକ୍‌ରେ ଏସିପିଙ୍କ ଫଟୋ ବ୍ୟବହାର କରି ଠକେଇ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): କମିଶନରେଟ ପୋଲିସରେ କାର୍ଯ୍ୟରତ ଏସିପି ସଞ୍ଜୀବ ଶତପଥୀଙ୍କ ନାଁରେ ସାଇବର ଠକ ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲିବା ସହ ଫଟୋ ବ୍ୟବହାର କରି ଲୋକଙ୍କୁ ଠକୁଛନ୍ତି। ଏ ନେଇ ଗୁରୁବାର ଏସିପି ଶତପଥୀ ନିଜେ ସୂଚନା ଦେଇଛନ୍ତି। ସେ...

ଫୋରେନ୍‌ସିକ୍‌ ଲାବଠୁ ଡିଜିଟାଲ ଦସ୍ତାବିଜ୍‌ ମାଗିଲା ଇଡି

ଭୁବନେଶ୍ୱର,୧୬।୧୨ (ବ୍ୟୁରୋ): ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁହାଁମୁହିଁ ଜେରା କରୁଛି। ଏପଟେ ଅର୍ଚ୍ଚନାଙ୍କଠାରୁ ଜବତ ହୋଇଥିବା ଡିଜିଟାଲ ପ୍ରମାଣପତ୍ର ଦାଖଲ ପାଇଁ ଷ୍ଟେଟ୍‌ ଫରେନ୍‌ସିକ୍‌ ଲ୍ୟାବ୍‌କୁ...

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାଜପା ଏମ୍‌ପି

ଭୁବନେଶ୍ବର,୧୬ା୧୨(ବ୍ୟୁରୋ):ପାର୍ଲାମେଣ୍ଟ ଅଧିବେଶନ ଚାଲିଥିବା ବେଳେ ରାଜ୍ୟର ୩ କେନ୍ଦ୍ରମନ୍ତ୍ରୀଙ୍କ ସହ ସମସ୍ତ ଭାଜପା ଏମ୍‌ପି ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କୁ ସାକ୍ଷାତ କରିଛନ୍ତି। ଓଡ଼ିଶାରେ ଖୁବ୍‌ଶୀଘ୍ର ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା(ଏବି-ପିଏମ୍‌ଜେଏୱାଇ) ଲାଗୁ କରିବା ପାଇଁ ରାଜ୍ୟ...

ପଦ୍ମପୁର ପ୍ରତିଶ୍ରୁତି ପାଳନ ପାଇଁ ବିଜେଡିର କସରତ

ଭୁବନେଶ୍ବର,୧୬ା୧୨(ବ୍ୟୁରୋ):ପଦ୍ମପୁର ଉପନିର୍ବାଚନ ଦାୟିତ୍ୱରେ ଥିବା ନେତାମାନଙ୍କୁ ନବୀନ ନିବାସରୁ ଗୁରୁବାର ପୂର୍ବାହ୍ନ ୧୧ଟା ସୁଦ୍ଧା ପହଞ୍ଚିବା ପାଇଁ ଡକରା ମିଳିଥିଲା। ଡକରା ପାଇ ଦାୟିତ୍ୱରେ ଥିବା ସମସ୍ତ ନେତା ଯାଇ ନବୀନ ନିବାସରେ ପହଞ୍ଚିଥିଲେ। ଏହାସହ ଯେଉଁମାନେ ପର୍ଯ୍ୟବେକ୍ଷକ ଭାବେ...

ପାର୍ଲାମେଣ୍ଟରେ ଅର୍ଚ୍ଚନା ନାଗ ପ୍ରସଙ୍ଗ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ):ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଥିବା ଅର୍ଚ୍ଚନା ନାଗ ମାମଲା ପାର୍ଲାମେଣ୍ଟରେ ଉଠିଛି। ଭାଜପା ଏମ୍‌ପି ସୁରେଶ ପୂଜାରୀ ଗୁରୁବାର ଏହି ପ୍ରସଙ୍ଗ ଉଠାଇଛନ୍ତି। ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇଥିବା ଏହି ମାମଲାରେ ଅନେକ ବଡ଼ ବଡ଼ ନେତା, ଅଫିସର, ବ୍ୟବସାୟୀ,...

କୋଲ୍‌ ଇଣ୍ଡିଆର ପ୍ରଥମ ଇଣ୍ଡଷ୍ଟ୍ରିଆଲ ରିଲେଶନ୍ସ କନ୍‌କ୍ଲେଭ-୨୦୨୨

ଭୁବନେଶ୍ୱର,୧୬।୧୨:କୋଲ୍‌ ଇଣ୍ଡିଆ ଲିମିଟେଡ୍‌ର ପ୍ରଥମ ଇଣ୍ଡଷ୍ଟ୍ରିଆଲ ରିଲେଶନ୍ସ(ଆଇଆର୍‌) କନ୍‌କ୍ଲେଭ-୨୦୨୨ ଗୁରୁବାର ସ୍ଥାନୀୟ ଜୟଦେବବିହାରସ୍ଥିତ ଏକ ହୋଟେଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ‘ବ୍ୟବସାୟ ସକ୍ଷମ ଆଇଆର୍‌ ପରିବେଶ ସୃଷ୍ଟି’ ଶୀର୍ଷକ ବିଷୟବସ୍ତୁକୁ ନେଇ ଏକ ୨ ଦିନିଆ କର୍ମଶାଳା...

ଚର୍ମବିଣ୍ଡି ରୋଗର ପ୍ରତିଷେଧକ ଟୀକା ଲାଗି ଟୀକାକରଣ ଦେୟ ଛାଡ଼

ଭୁବନେଶ୍ବର,୧୬ା୧୨(ବ୍ୟୁରୋ):ରାଜ୍ୟରେ ଗୋମହିଷାଦିଙ୍କୁ ଦିଆଯାଉଥିବା ଚର୍ମବିଣ୍ଡି ରୋଗର ପ୍ରତିଷେଧକ ଟୀକା ନିମନ୍ତେ ଦେୟ ଛାଡ଼ କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଚର୍ମବିଣ୍ଡି ରୋଗର ଟୀକାକରଣ ଦେୟ ଛାଡ଼ କରାଯାଇ ଚିକିତ୍ସାକୁ ତ୍ୱରାନ୍ବିତ କରାଯାଇଛି ବୋଲି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ...

ପିଜିଟି ପଦବୀ ପୂରଣ ପାଇଁ ତ୍ୱରାନ୍ବିତ ହେଲା ପ୍ରକ୍ରିୟା

ଭୁବନେଶ୍ବର,୧୬ା୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷାମଭ ବିଭାଗ ତରଫରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଖାଲିଥିବା ସ୍ନାତକୋତ୍ତର (ପିଜିଟି) ପଦବୀଗୁଡ଼ିକ ପୂରଣ କରିବା ପାଇଁ ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏହା ମଧ୍ୟରେ ୩୩୫ ଜଣ ପିଜିଟିଙ୍କୁ ନିଯୁକ୍ତି ପ୍ରଦାନ କାର୍ଯ୍ୟ ଓଡ଼ିଶା...

ରହସ୍ୟମୟ ଆଲୋକକୁ ନେଇ ଆତଙ୍କ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଓଡ଼ିଶା ଆକାଶରେ ଗୁରୁବାର ସନ୍ଧ୍ୟାରେ ରହସ୍ୟମୟ ଆଲୋକ ଦେଖିବାକୁ ମିଳିଥିଲା। ଭଦ୍ରକ, ବାଲେଶ୍ୱର, ପାରାଦୀପ ଏବଂ ପୁରୀ ଭଳି କେତେକ ସ୍ଥାନରେ ହଠାତ୍‌ ଆକାଶରୁ ଟର୍ଚ୍ଚ ମାରିବା ଭଳି ଆଲୋକ ଦେଖାଯାଇଥିଲା, ଯାହାକୁ ନେଇ ସାଧାରଣରେ ଆତଙ୍କ ପ୍ରକାଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri