ମେଟ୍ରୋ

ଜିଲାରେ ୩ ବର୍ଷ ପୂରଣ କରିଥିବା ଅଧିକାରୀଙ୍କ ତଥ୍ୟ ଦିଅ

ଭୁବନେଶ୍ବର, ୨୯ା୫(ବ୍ୟୁରୋ): ଗୋଟିଏ ଜିଲାରେ ୩ ବର୍ଷ ଚାକିରିରେ ଥିବା ଅଧିକାରୀମାନଙ୍କୁ ଏବେ ବଦଳି କରିବା ଲାଗି ରାଜ୍ୟ ସରକାର ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଏନେଇ ଗତ ୨୫ ତାରିଖରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ…

ଏଥର କମିପାରେ ଯୁକ୍ତ୨ କଟ୍‌ ଅଫ୍‌ ମାର୍କ

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ମେ’ ୨୯ ସୋମବାର ପୂର୍ବାହ୍ନ ୧୧ଟାରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଆରମ୍ଭ ହେଉଛି। ଛାତ୍ରୀଛାତ୍ର ମନ ପସନ୍ଦର କଲେଜରେ ନାମ ଲେଖାଇବା ପାଇଁ ସାମ୍‌ସ ପୋର୍ଟାଲ ମାଧ୍ୟମରେ କମନ ଆପ୍ଲିକେଶନ ଫର୍ମ ପୂରଣ କରିବାକୁ ପଡ଼ିବ। www.samsodisha.gov.inରେ ଲଗ୍‌…

୧୮ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ସୋମବାର ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୮ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ‘ମୋ ଘର’ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଏହି ଯୋଜନାରେ ଗ୍ରାମୀଣ ଲୋକଙ୍କୁ…

ବିଜେଡି ସରକାର ୫ ପାଳିର ୪ ବର୍ଷ ପୂର୍ତ୍ତି

ଭୁବନେଶ୍ୱର,୨୯ା୫(ବ୍ୟୁରୋ: ବିଜେଡି ସରକାରର ୫ମ ପାଳିର ୪ର୍ଥ ବର୍ଷ ପୂରଣ ହୋଇଛି। ୨୦୧୯ ମେ’ ୨୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମାନେ ଶପଥ ନେଇଥିଲେ। ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି କେତେ ପୂରଣ ହୋଇଛି, ସେ ନେଇ ମେ’ ୨୨ ତାରିଖରୁ ନବୀନ…

ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ବର, ୨୯ା୫(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକ ସୋମବାର ପୂର୍ବାହ୍ନ ୧୦ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। କ୍ୟାବିନେଟ୍‌ରେ ୧୫ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ବିଜେଡି ୫ମ…

ଗଣମାଧ୍ୟମ ପ୍ରତିନିଧିଙ୍କୁ ପ୍ଲାଣ୍ଟ ପରିଦର୍ଶନ କରାଇଲା ଜେଏସ୍‌ଡବ୍ଲ୍ୟୁ

ଭୁବନେଶ୍ୱର,୨୮।୫: ଦେଶର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ଜେଏସ୍‌ଡବ୍ଲ୍ୟୁର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଗଣମାଧ୍ୟମ ପ୍ରତିନିଧିଙ୍କ ପାଇଁ ଏକ ୩ ଦିନିଆ ପରିଭ୍ରମଣ ଓ ଆନ୍ଧ୍ରପ୍ରଦେଶର ବିଜୟନଗରସ୍ଥିତ ବିଦ୍ୟାନଗର ଜେଏସ୍‌ଡବ୍ଲ୍ୟୁ ପ୍ଲାଣ୍ଟ ପରିଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଜଗତ୍‌ସିଂହପୁର ଜିଲାର…

କମଲ ଓ୍ବାଚ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୮।୫: ଦେଶର ପ୍ରମୁଖ ତଥା ବିଳାସପୂର୍ଣ୍ଣ ଘଣ୍ଟା ପ୍ରତିଷ୍ଠାନ କମଲ ୱାଚ୍‌ କୋ.ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶନିବାର ଭୁବନେଶ୍ୱରର ଜାଭିୟର ସ୍କୋୟାରସ୍ଥିତ ସାଣ୍ଡି ଟାଓ୍ବାର ହୋଟେଲ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ପୁରୀ ଶ୍ରୀଜଗନ୍ନାଥ…

ଆଇଏମ୍‌ଡିବିର ଟପ୍‌୧୦ ଲିଷ୍ଟରେ ‘ଦମନ’

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ର ଚର୍ଚ୍ଚା ଏବେ ବି ଥମିନି। ଶୁଭମୁକ୍ତି ହେବା ପରଠୁ ଆଜିପର୍ଯ୍ୟନ୍ତ ଏହାର ପ୍ରଶଂସା ସବୁଠି ଦେଖିବାକୁ ମିଳୁଛି। ଏବେ ‘ଦମନ’ ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଆଉଏକ ଖୁସି ଖବର ଆଣିଛି। ଇଣ୍ଟରନେଟ୍‌ ମୁଭି ଡାଟାବେସ୍‌…

ଗରମ ଡାଲି ପଡ଼ି ୨ ବୋଝିଆ ଆହତ

ପୁରୀ ଅଫିସ,୨୮ା୫: ଶ୍ରୀମନ୍ଦିର ପରିସରରେ ଶନିବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି। ମହାପ୍ରସାଦ ବୋଝେଇ ନେଉଥିବା ବେଳେ ଗରମ ଡାଲି ପଡ଼ି ୨ଜଣ ବୋଝିଆ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ଉଭୟଙ୍କୁ ଉଦ୍ଧାର କରି ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ…

ମେନଷ୍ଟ୍ରୁଆଲ କପ୍‌: ସଚେତନତା ଲୋଡ଼ା

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ଋତୁସ୍ରାବ ଯାହା ଦିନେ ଏକ ଅକୁହା କଥା ହୋଇ ରହିଥିଲା ଏବେ କିନ୍ତୁ ଏନେଇ ଆଲୋଚନା ହେଲାଣି। ତେବେ ଋତୁସ୍ରାବ ସମୟରେ ସ୍ବଚ୍ଛତା କିଭଳି ଅବଲମ୍ବନ କରାଯିବ ତାହା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଭାରତରେ ପ୍ରାୟ ୬୪ପ୍ରତିଶତ ମହିଳା ଋତୁସ୍ରାବ ସମୟରେ…

ବାୱରିଆ ଗ୍ୟାଙ୍ଗର ରହସ୍ୟ ଖୋଲିବ କମିଶନରେଟ ପୋଲିସ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ଓଡିଶା ସମେତ ବହୁ ରାଜ୍ୟରେ ଲୁଟ୍‌ପାଟ୍‌ କରି ଆତଙ୍କ ଖେଳାଉଥିବା ଉତ୍ତରପ୍ରଦେଶର ବାୱରିଆ ଗ୍ୟାଙ୍ଗ ସମ୍ପର୍କରେ ତଦନ୍ତ ଚଳାଇଛି କମିଶନରେଟ ପୋଲିସ। ଏହି ଗ୍ୟାଙ୍ଗ୍‌ର ନେଟ୍‌ଓ୍ବର୍କ କେଉଁଆଡେ ଲମ୍ବିଛି, ଏଥିରେ କେତେଜଣ ସଦସ୍ୟ ରହିଛନ୍ତି ଓ ଏଯାଏ କେତେସବୁ ଅପରାଧ…

ଛାତ୍ରୀଛାତ୍ର, ପୁସ୍ତକ ବିକ୍ରେତା ହଟହଟା

କଣାସ,୨୭।୫(ସ୍ବ.ପ୍ର.): ଦୀର୍ଘ ୩ ବର୍ଷ ହେଲା ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା ସମେଟିଭ୍‌-୧ ଓ ସମେଟିଭ୍‌-୨ ପଦ୍ଧତି ଅନୁସାରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ଏବଂ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଅନୁଷ୍ଠିତ ହୋଇଆସୁଥିଲା। ଛାତ୍ରୀଛାତ୍ର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?