ମେଟ୍ରୋ

ଶୁକ୍ରବାର ନବୀନ ସରକାରଙ୍କ ପଞ୍ଚମପାଳିର ଅନ୍ତିମ ବଜେଟ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଉପସ୍ଥାପନ ହେବ। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମପାଳି ସରକାରରେ ଏହା ହେଉଛି ଅନ୍ତିମ ପୂର୍ଣ୍ଣାଙ୍ଗ ବଜେଟ। ଓଡ଼ିଶା ସରକାର…

ସ୍କ୍ରାପ ହେବ ୧୫ ବର୍ଷରୁ ଊର୍ଦ୍ଧ୍ୱ ଗାଡ଼ି

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ୨୦ଲକ୍ଷ ୩୯ ହଜାର ୫୦୦ ଗାଡ଼ି ସ୍କ୍ରାପ ହେବ। ୧୫ ବର୍ଷରୁ ଊର୍ଦ୍ଧ୍ୱ ଗାଡି ଥିବା ଏବଂ ଗାଡିଗୁଡିକରେ ଫିଟ୍‌ନେସ ନ ଥିବ, ସେହି ଗାଡ଼ିଗୁଡିକୁ ସ୍କ୍ରାପ କରାଯିବ ବୋଲି ବିଧାନସଭାରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି।…

ସୌମ୍ୟ ମୃତ୍ୟୁ ମାମଲା: କ୍ରାଇମବ୍ରାଞ୍ଚ ଟିମ୍‌ର ତନାଘନା

ଭୁବନେଶ୍ୱର,୨୩।୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମଡେଲ ସୌମ୍ୟ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ମାମଲାରେ ତଦନ୍ତ ଜାରି ରହିଛି। ତେବେ ଏହି ମାମଲାରେ ଗୁରୁବାର ସୌମ୍ୟଙ୍କ ଘରେ ୫ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ପହଞ୍ଚି ପଚରାଉଚରା କରୁଥିବା ଜଣାପଡିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ କ୍ରାଇମବ୍ରାଞ୍ଚ ଟିମ୍‌…

ଆଉ ନିର୍ବାଚନ ଲଢ଼ିବିନି: ସୁର

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ଜଟଣୀ ବିଧାୟକ ସୁର ରାଉତରାୟ ଏକ ବଡ଼ ଘୋଷଣା କରିଛନ୍ତି। ସୁର କହିଛନ୍ତି, ମୁଁ ଆଉ ନିର୍ବାଚନ ଲଢ଼ିବିନି। ମୋତେ ୮୦ ବର୍ଷ ହେଲାଣି। ଏଣିକି ମୋ’ ପୁଅ ମନ୍ମଥ ରାଉତରାୟ କଂଗ୍ରେସ ଟିକେଟ୍‌ରେ ଜଟଣୀରୁ ନିର୍ବାଚନ ଲଢ଼ିବ। ଅନ୍ୟପକ୍ଷରେ…

ଶାନ୍ତିଶୃଙ୍ଖଳାରେ ଚାଲିଛି ଗୃହ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ଗୁରୁବାର ବିଧାନସଭାର ତୃତୀୟ ଦିନରେ ସୁରୁଖୁରୁରେ ଗୃହକାର୍ଯ୍ୟ ଚାଲୁରହିଛି। ପ୍ରଶ୍ନକାଳରେ ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ପ୍ରଶ୍ନର ଉତ୍ତର ଦେଇଛନ୍ତି। ସୁବର୍ଣ୍ଣପୁର ଜିଲା ଖଇରମାଳ ଓ ଗୋଧନେଶ୍ୱରଠାରେ ଇନ୍‌ଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକ୍‌ଚର ନିର୍ମାଣ କରାଯିବ। ୬ ବର୍ଷ ମଧ୍ୟରେ ଏହାର ନିର୍ମାଣ…

ରାଜ୍ୟରେ ଖୋଲିବ ଆଉ ୮ ୟୁପିଏଚ୍‌ସି

ଭୁବନେଶ୍ୱର, ୨୨।୨(ବ୍ୟୁରୋ)- ରାଜ୍ୟରେ ଜନସାଧାରଣଙ୍କ ସ୍ବାସ୍ଥ୍ୟସେବାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ସରକାର ଆଉ ୮ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର(ୟୁପିଏଚ୍‌ସି) ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର,୨୨।୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନରେ ଦ୍ୱିତୀୟ ଦିନରେ ବି ଗୃହ କାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ପୁଣି ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବୀ ଘୋଷଣା କରି ବାଚସ୍ପତି ସର୍ବଦଳୀୟ ବୈଠକ ଡକାଇଛନ୍ତି। ଏହାପୂର୍ବରୁ ପ୍ରଶ୍ନକାଳ ଆରମ୍ଭରୁ ଗୃହ…

ବିଧାନସଭା ବଜେଟ ଅଧିବେଶନ: ୧୧.୩୦ ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନରେ ଆଜି ଦ୍ୱିତୀୟ ଦିନରେ ମଧ୍ୟ ଗୃହ କାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଫଳରେ ବାଚସ୍ପତି ପୂର୍ବାହ୍ନ ୧୧.୩୦ ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।

ଏତେଦିନ ପରେ କିଏ ଫଟୋ ଛାଡ଼ିଲା ତଦନ୍ତ ହେଉ: ବିରୋଧୀ

ଭୁବନେଶ୍ବର,୨୨।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟଣାର ୨୩ ଦିନ ପରେ ଗୋପାଳ କେମିତି ମାରିଲା ତାହା ଏବେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି କହିଛନ୍ତି,…

ନବ ଦାସ ବିଜେଡିରେ ଯୋଗଦେବା ପରେ ଅନ୍ତର୍ଦ୍ୱନ୍ଦ୍ୱ ଜଣାପଡ଼ିଯାଇଥିଲା: ନରସିଂହ

ଭୁବନେଶ୍ବର, ୨୨।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟଣାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପୁଣି ନୂଆ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ନବଙ୍କୁ ହତ୍ୟା ଏକ ସୁଚିନ୍ତିତ ଷଡଯନ୍ତ୍ର। ହୁଏତ ଏହି କଥାରେ ବ୍ୟକ୍ତିଗତ କାରଣ କିଛି ରହିଥିଲା।…

କେନ୍ଦ୍ର ଅବହେଳା ମୁଖ୍ୟ ପ୍ରସଙ୍ଗ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ବିରୋଧୀଙ୍କୁ ମୁକାବିଲା କରିବା ପାଇଁ ଶାସକ ବିଜେଡି ରଣନୀତି ପ୍ରସ୍ତୁତ କରିଛି। କେନ୍ଦ୍ରୀୟ ଅବହେଳା ଓ ପାତରଅନ୍ତର ନୀତିକୁ ବିଜେଡି ମୁଖ୍ୟ ପ୍ରସଙ୍ଗ କରିବାକୁ ନିଷ୍ପତ୍ତି ନେଇଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସ୍ବତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା ପ୍ରଦାନକୁ ଯେଉଁଭଳି…

ଧର୍ମେନ୍ଦ୍ର, ଜୟନାରାୟଣଙ୍କ ଆଡ଼କୁ ତଦନ୍ତ ଯାଉଛି: ପ୍ରମିଳା

ଭୁବନେଶ୍ବର, ୨୨।୨(ବ୍ୟୁରୋ): ନବ ଦାସ ହତ୍ୟା ଘଟଣାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ବେଳେ ଏହି ଘଟଣା ଏବେ ଉଗ୍ରରୂପ ଧାରଣ କରିଛି। ଉଭୟ ଦଳର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri