ମେଟ୍ରୋ

ଯୁକ୍ତ୨ କଳା, ବାଣିଜ୍ୟ କରେସପଣ୍ଡେନ୍ସ କୋର୍ସ ନାମଲେଖା, ୨୧ରୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷ କଳା ଓ ବାଣିଜ୍ୟ ଆନୁଷଙ୍ଗିକ ବିଷୟ(କରେସପଣ୍ଡେନ୍ସ କୋର୍ସ)ରେ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ପ୍ରକ୍ରିୟା ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର...

୧୯ରୁ ଏଲ୍‌ଆର୍‌ପି ଏଣ୍ଡ୍‌-ଟର୍ମ

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): କରୋନା ଯୋଗୁ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଥିଲା। ତେଣୁ ସ୍କୁଲ ଖୋଲିବା ପରେ ପିଲାଙ୍କ ଦକ୍ଷତା ମାପିବା ପାଇଁ ରାଜ୍ୟ ସରକାର ଲର୍ନିଂ ରିକଭରି ପ୍ରୋଗ୍ରାମ(ଏଲ୍‌ଆର୍‌ପି) ଆରମ୍ଭ କରିଥିଲେ। ଏଥିପାଇଁ ତୃତୀୟରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ବିଷୟରେ...

ରାଜ୍ୟରେ ଲାଗୁ ହେବ ଆଧାର ସଂଯୋଗ ‘ଲର୍ନର ଲାଇସେନ୍ସ’ ବ୍ୟବସ୍ଥା

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ଆଧାର ସଂଯୋଗ ଲର୍ନର ଲାଇସେନ୍ସ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ଏ ନେଇ ବୁଧବାର ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ରାଜ୍ୟ ପରିବହନ କମିଶନରଙ୍କୁ ଚିଠି ଲେଖି ଅବଗତ କରାଯାଇଛି। କେନ୍ଦ୍ର ମୋଟର ଯାନ ନିୟମର ନିୟମ-୧୧...

ବାହାର ରାଜ୍ୟରୁ ଆସୁଛି ନକଲି ଔଷଧ: ୧୨ ବିତରକଙ୍କ ବିରୋଧରେ ମାମଲା ରୁଜୁ

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ରାଜ୍ୟରେ ନକଲି ମେଡିସିନ କାରବାର ବଢ଼ି ଚାଲିଛି। ବାହାର ରାଜ୍ୟରୁ ନକଲି ଔଷଧ ଆସୁଛି। ଇତି ମଧ୍ୟରେ କଟକରେ ୬ଟି, ଝାରସୁଗୁଡାରେ ୨ ଏବଂ କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ବରଗଡ ଓ ସମ୍ବଲପୁରରେ ଗୋଟିଏ ଲେଖାଏ ସ୍ଥାନରୁ ନକଲି...

ଶ୍ରଦ୍ଧାଞ୍ଜଳିଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା। ଏହି ମାମଲାରେ ଇଡିକୁ ତଦନ୍ତରେ ସହଯୋଗ କରିବାକୁ ଶ୍ରଦ୍ଧାଞ୍ଜଳିଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତରେ ଶ୍ରଦ୍ଧାଞ୍ଜଳି ସହଯୋଗ କରୁନଥିବା ଇଡି ପକ୍ଷରୁ...

ଓଡ଼ିଆ ଚଳଚ୍ଚିତ୍ରକୁ ନେଇ ଜାତୀୟ ସ୍ତରରେ ଆଲୋଚନା

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ରକୁ ନେଇ ଜାତୀୟ ସ୍ତରରେ ଆଲୋଚନା ଆରମ୍ଭ ହୋଇଛି। ଏହାର ଏକ ଭିଡିଓ ମଙ୍ଗଳବାର ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଦେଖିବାକୁ ମିଳିଛି। ଉକ୍ତ ଭିଡିଓଟି ସିନେ ସମୀକ୍ଷକ ଅନୁପମା ଚୋପ୍ରାଙ୍କ ଦ୍ୱାରା ଆୟୋଜିତ ପ୍ରଥମ ‘ପ୍ୟାନ୍‌...

ସହରରେ ସିଟି ଫେଷ୍ଟିଭାଲ, ଜିଲାରେ ହେବ ଉତ୍ସବ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଆସନ୍ତା ବର୍ଷ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌-୨୦୨୩ ଅନୁଷ୍ଠିତ ହେବ। ଏ ନେଇ ପ୍ରସ୍ତୁତି ଜୋରଦାର ଚାଲିଛି। ବିଶ୍ୱକପ୍‌ ବେଳେ ସାରା ରାଜ୍ୟରେ ସିଟି ଫେଷ୍ଟିଭାଲ ଓ ଜିଲା ସ୍ତରରେ ଜିଲାସ୍ତରୀୟ ଉତ୍ସବ ଆୟୋଜିତ ହେବ।...

ଉଚ୍ଛେଦ, ବାର୍‌ ଆଣ୍ଡ୍‌ ରେଷ୍ଟୁରାଣ୍ଟ ସିଲ୍‌

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ରାଜଧାନୀରେ ଜବରଦଖଲ ଉଚ୍ଛେଦ ସହିତ ପରିମଳ ବ୍ୟବସ୍ଥା ନେଇ ଯାଞ୍ଚ ଓ ପଦକ୍ଷେପକୁ ଜୋରଦାର କରାଯାଉଛି। ଦୋକାନ ହେଉ କି ହୋଟେଲ, ସ୍ବଚ୍ଛତା ନିୟମ ନ ମାନିଲେ ବିଡିଏ ପକ୍ଷରୁ ଜରିମାନା ଆଦାୟ ସହ ଦୋକାନଗୁଡିକୁ ସିଲ୍‌...

ସବୁଠି ପହଞ୍ଚତ୍ପାରୁନି ଇ-ବର୍ଜ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ସ୍ମାର୍ଟସିଟିବାସୀଙ୍କୁ ସ୍ମାର୍ଟ ଜୀବନଶୈଳୀ ଦେବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପରିମଳ ରକ୍ଷା ଉପରେ ଗୁରୁତ୍ୱ ଦେଉଛି। ସହରକୁ ସ୍ବଚ୍ଛ ଓ ପରିଚ୍ଛନ୍ନ ରଖିବା ସହ କୋଣ ଅନୁକୋଣରୁ ବର୍ଜ୍ୟ ପରିଚାଳନା ପାଇଁ ମାଳମାଳ ଯୋଜନା ପ୍ରସ୍ତୁତ ହେଉଛି।...

ଅର୍ଚ୍ଚନାଙ୍କୁ ଗିରଫ ଦର୍ଶାଇ ପୁଣି ରିମାଣ୍ଡରେ ଆଣିଲା ଇଡି

ଭୁବନେଶ୍ୱର, ୧୪।୧୨ (ବ୍ୟୁରୋ): ହନିଟ୍ରାପ୍‌ର ମାୟାଜାଲରେ ଫସାଇ ବିପୁଳ ଅର୍ଥ ହଡ଼ପ ଅଭିଯୋଗରେ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ପୁଣିଥରେ ଗିରଫ ହୋଇଛନ୍ତି। ବେଆଇନ ଅର୍ଥ କାରବାର ମାମଲାରେ ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ) ଆବଶ୍ୟକ ପ୍ରମାଣ ପାଇବା...

୧୩ ଜିଲାରେ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ହ୍ରାସ ପାଇଛି। ବାତ୍ୟା ମାଣ୍ଡୋସ ଯୋଗୁ ବାୟୁମଣ୍ଡଳରେ ଜଳୀୟ ବାଷ୍ପ ଭରି ରହିଛି। ଏଥିଯୋଗୁ ରାତ୍ରିର ତାପମାତ୍ରାରେ ୨ରୁ ୪ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ପାଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ,...

ମେଧାବୃତ୍ତି, ସୋଲାର ନାଁରେ ୪ କୋଟି ଠକେଇ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ପ୍ରି-ମାଟ୍ରିକ ସ୍କଲାରଶିପ୍‌ (ମେଧାବୃତ୍ତି) ଓ ବିଭିନ୍ନ ଲୋକଙ୍କୁ ସୋଲାର ସଚେତନତା କାର୍ଯ୍ୟକ୍ରମ ଜରିଆରେ ଏଲ୍‌ଇଡି ବଲ୍‌ବ ଯୋଗାଇବା ଆଳରେ ଏକ ସଂସ୍ଥା ଓଡ଼ିଶାର ବିଭିନ୍ନ ଲୋକଙ୍କୁ ଫସାଇ ପ୍ରାୟ ୪ କୋଟି ଟଙ୍କା ଠକି ନେଇଛି। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri