ମେଟ୍ରୋ

୨୮ରେ ଯୁକ୍ତଦୁଇ ପରୀକ୍ଷା ଫଳ ତାରିଖ ଘୋଷଣା

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ତାରିଖ ଘୋଷଣା କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞାନ ଏବଂ ବାଣିଜ୍ୟ ଫଳ ପ୍ରଥମେ ପ୍ରକାଶ ପାଇବ।…

ଦୁଗ୍ଧ, ଦୁଗ୍ଧଜାତ ଦ୍ରବ୍ୟର ମାନ ଯାଞ୍ଚ ହେବ

ଭୁବନେଶ୍ୱର, ୨୬।୫ (ବ୍ୟୁରୋ): ସମଗ୍ର ଦେଶରେ ଦୁଗ୍ଧ ଏବଂ ଦୁଗ୍ଧଜାତ ସାମଗ୍ରୀର ମାନ ଯାଞ୍ଚ କରାଯିବ। ଭାରତ ଦୁଗ୍ଧ ଉତ୍ପାଦନ କ୍ଷେତ୍ରରେ ସବୁଠାରୁ ଆଗରେ ଥିବାବେଳେ ଦୁଗ୍ଧରେ ଅପମିଶ୍ରଣ ଚିନ୍ତାର ବିଷୟ ପାଲଟିଛି। ତେଣୁ ଅପମିଶ୍ରଣ ରୋକିବା ପାଇଁ ଖାଦ୍ୟ ନିରାପତ୍ତା…

କାଳବୈଶାଖୀ ତାଣ୍ଡବ: ଜିଲାପାଳଙ୍କୁ ରିପୋର୍ଟ ମାଗିଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ସକାଳୁ ପାରଦ ଉପରମୁହଁା ହେଲା। ପୂର୍ବାହ୍ନ ୧୧ଟା ୩୦ ବେଳକୁ ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ଛୁଇଁଲା। ଧୀରେ ଧୀରେ ଗ୍ରୀଷ୍ମର ପ୍ରକୋପ ବଢ଼ିଚାଲିଲା। ମଧ୍ୟାହ୍ନରେ ତାତି ୪୦ ଡିଗ୍ରୀ ଅତିକ୍ରମ କରିଗଲା। ତେବେ ଅପରାହ୍ନରେ ହଠାତ୍‌ ପାଗ…

କାଳବୈଶାଖୀ ବର୍ଷା: ଗରମରୁ ମିଳିଲା ସାମାନ୍ୟ ତ୍ରାହି

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସକାଳୁ ଗରମରେ ଛଟପଟ ହେଉଥିବା ରାଜଧାନୀବାସୀ ଅପରାହ୍ନଠାରୁ କାଳବୈଶାଖୀ ବର୍ଷା ପ୍ରଭାବରେ ସାମାନ୍ୟ ଆଶ୍ୱସ୍ତି ଲାଭ କରିଛନ୍ତି। ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳ ବିଜୁଳି ଘଡ଼ଘଡ଼ି ମାରିବା ସହ…

ଆସନ୍ତା ଶିକ୍ଷାବର୍ଷରୁ କଲେଜ ଛାତ୍ରୀଛାତ୍ରଙ୍କୁ ମାଗଣା ଓ୍ବାଇଫାଇ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟର ସବୁ କଲେଜ ଏବଂ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ମାଗଣା ଓ୍ବାଇଫାଇ ଏବଂ ଓ୍ବାନ ଜିବି ଡାଟା ମିଳିବ ବୋଲି ସମୀକ୍ଷା ବୈଠକ ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଏହା ଘୋଷଣା କରିଛନ୍ତି। ମାଗଣା ଓ୍ବାନ୍‌ ଜିବି…

ଆସନ୍ତା ୨୯ରୁ ଯୁକ୍ତଦୁଇ ଆବେଦନ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ମେ’ ୨୯ରୁ ଯୁକ୍ତଦୁଇ ନାମ ଲେଖା ପାଇଁ ଆବେଦନ କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୨୯ରୁ କ୍ଲାସ୍‌ ଆରମ୍ଭ ହେବ। ଏସ୍‌ଏମ୍‌ଏସ୍‌ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ ଛାତ୍ରୀଛାତ୍ର।…

ଜଳୁଛି ରାଜଧାନୀ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଗୁରୁବାର ରାଜଧାନୀ ଭୁବନେଶ୍ୱର ଜଳୁଛି। ସକାଳ ୮ଟାରୁ ତାତି ବଢ଼ି ସାଢ଼େ ୧୧ଟା ସୁଦ୍ଧା ଏହା ୩୯.୨ ଡିଗ୍ରୀରେ ପହଞ୍ଚିଥିଲା। ଖାଲି ଭୁବନେଶ୍ୱର ନୁହେଁ ସମ୍ବଲପୁରରେ ମଧ୍ୟ ତାପମାତ୍ରା ୩୯.୨…

ରାଜଧାନୀରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଭୁବନେଶ୍ୱର କ୍ୟାପିଟାଲ ଥାନା ଅନ୍ତର୍ଗତ ୟୁନିଟ-୧ ଜିଇଡି ବସ୍ତିରେ ବୁଧବାର ଭୋର ସମୟରେ ଜଣେ ଯୁବକଙ୍କୁ ଗୋଟିଏ ପରିବାରର ମାମୁ, ଭଣଜାଙ୍କ ସମେତ ୪ ଜଣ ସଂଘବଦ୍ଧ ଭାବେ ମାରଣାସ୍ତ୍ରରେ ହାଣି ହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ସ୍ଥାନୀୟ…

ନୂଆ ଟ୍ରେଣ୍ଡ୍‌ରେ ଖୋର୍ଦ୍ଧା ଗାମୁଛା

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଟ୍ରେଣ୍ଡ୍‌ ବଦଳୁଛି, ଆଉ ତା’ ସହ ବଦଳୁଛି ଜୀବନଶୈଳୀ। ଓଡ଼ିଶାର ପାରମ୍ପରିକ ପରିଧାନରେ ଅତ୍ୟାଧୁନିକତାର ଛାପ ଦିନକୁ ଦିନ ରାଜ୍ୟ ପାଇଁ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରୁଛି। ବିଶେଷକରି ଓଡ଼ିଶା ହସ୍ତତନ୍ତରେ ଆକର୍ଷଣୀୟ ଡିଜାଇନ୍‌ ସହ ପ୍ରସ୍ତୁତ ହେଉଛି ନୂଆ…

ଖୋଳା ବନ୍ଦ ସହ ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ଗୋପ,୨୫ା୫(ଡି.ଏନ୍‌.ଏ.): ଗୋପ ବ୍ଲକ ମହଲପଡ଼ା ପଞ୍ଚାୟତର କେତେକ ସରକାରୀ ଜମିକୁ ବେଆଇନ ଭାବେ ଜବରଦଖଲ କରି ମାଛ ପୋଖରୀ ଖୋଳିବା ନେଇ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗର ବିଚାରକୁ ନେଇ ଜିଲାପାଳ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଗୋପ…

ପ୍ରତିଶ୍ରୁତି ଦେଇ ଲୋକଙ୍କୁ ଭୁଆଁ ବୁଲାଉଛନ୍ତି ଅନ୍‌ଲାଇନ୍‌ ଠକ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସେକେଣ୍ଡ୍‌ ହ୍ୟାଣ୍ଡ୍‌ ହେଲେ ମଧ୍ୟ କମ୍‌ ଦାମ୍‌ରେ ଏକ ନମ୍ବର କ୍ୱାଲିଟିର ଜିନିଷ ମିଳିବ। ଟଙ୍କା ଦେଲେ ସହଜରେ ଘରେ ପହଞ୍ଚତ୍ବ ସାମଗ୍ରୀ। ଟ୍ରାନ୍ସପୋର୍ଟେଶନ ମାଗଣା। ଭୁବନେଶ୍ୱର, କଟକ ସହ ରାଜ୍ୟର ଯେଉଁଠି କହିବେ ସେଠାରେ ଜିନିଷ ସୁରକ୍ଷିତ ଭାବେ…

ବିକାଶରେ ବାଧକ ଜବରଦଖଲ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସହରର ଅନ୍ୟତମ ମୁଖ୍ୟ ଡ୍ରେନ୍‌ ନଂ.୧୦ର ବିକାଶ ଓ ପୁନରୁଦ୍ଧର କାର୍ଯ୍ୟ ବିଏମ୍‌ସି ଦ୍ୱାରା କରାଯାଉଛି। ମୁକ୍ତା ଯୋଜନାରେ ଏସ୍‌ଏଚ୍‌ଜି ମହିଳାଙ୍କୁ ଏହାର ଦାୟିତ୍ୱ ଦିଆଯାଇଛି। ମୁଖ୍ୟ ନାଳରେ ପ୍ରାକୃତିକ ଉପାୟରେ କିପରି ଜଳ ପରିଚାଳନା ସହ ଏହାର ଆଖପାଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?