ନ୍ୟାୟ ପାଇଁ ଜୟନାରାୟଣଙ୍କୁ ଭେଟିଲେ ସୋମାଲିକା
ଭୁବନେଶ୍ୱର,୨୦।୨(ବ୍ୟୁରୋ): ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ସମ୍ପର୍କ ଓ ବିବାହ ପ୍ରତିଶ୍ରୁତି ମାମଲାରେ ପୂର୍ଣ୍ଣଚ୍ଛେଦ ପଡ଼ୁନାହିଁ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ୬ ତାରିଖରୁ ଜଗତ୍ସିଂହପୁର ଥାନା ପୋଲିସ ବିଧାୟକ ଦାସଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।…
‘ନବ ଦାସ ହତ୍ୟାକାଣ୍ଡ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାର ବଳିଷ୍ଠ ଉଦାହରଣ’
ଭୁବନେଶ୍ବର,୨୦ା୨(ବ୍ୟୁରୋ): ରାଜ୍ୟର ପ୍ରଭାବଶାଳୀ ମନ୍ତ୍ରୀ ନବ ଦାସଙ୍କୁ ସୁରକ୍ଷା ଦାୟିତ୍ୱରେ ଥିବା ଜଣେ କାର୍ଯ୍ୟରତ ପୋଲିସ ଅଧିକାରୀ ଦିନ ଦ୍ୱିପ୍ରହରରେ ଗୁଳିକରି ହତ୍ୟା କଲେ। ରାଜ୍ୟ ଇତିହାସରେ ଏହା ଏକ ବିରଳ ଘଟଣା ଏବଂ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ସର୍ବଶ୍ରେଷ୍ଠ ଉଦାହରଣ।…
ଏନ୍ଇଇଟି ପିଜି: ଆଜି ସରିବ ଆବେଦନ ସଂଶୋଧନ ପ୍ରତିକିୟା
ଭୁବନେଶ୍ୱର,୨୦।୨(ବ୍ୟୁରୋ): ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ହେଉଥିବା ନ୍ୟାଶନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ ବା ଏନ୍ଇଇଟି ପିଜି ୨୦୨୩ ପ୍ରବେଶିକା ପରୀକ୍ଷା ମାର୍ଚ୍ଚ ୫ରେ ଅନୁଷ୍ଠିତ ହେବ। ନ୍ୟାଶନାଲ ବୋର୍ଡ ଅଫ୍ ଏକ୍ଜାମିନେଶନ(ଏନ୍ବିଇ) ଦ୍ୱାରା ପରିଚାଳିତ ଏହି ପରୀକ୍ଷା ପାଇଁ…
ଆଜିଠାରୁ ଆଦିବାସୀ ମେଳା
ଭୁବନେଶ୍ୱର,୨୦।୨(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହେବ ଆଦିବାସୀ ମେଳା। ଭୁବନେଶ୍ୱରର ୟୁନିଟ୍-୧ ଆଦିବାସୀ ପଡ଼ିଆରେ ଏହା ମାର୍ଚ୍ଚ ୧ ପର୍ଯ୍ୟନ୍ତ ଚାଲିବ। ଓର୍ମାସ୍, ଦି ଇଣ୍ଟେଗ୍ରେଟେଡ୍ ଟ୍ରାଇବାଲ୍ ଡେଭେଲପ୍ମେଣ୍ଟ ଏଜେନ୍ସି ଓ ଆଦିବାସୀ ଉନ୍ନୟନ ସମନ୍ବୟ ନିଗମ ପକ୍ଷରୁ ୧୦ଦିନ ଧରି ଚାଲିବାକୁ…
ନବମ ଶ୍ରେଣୀ ମାର୍କ ଅପଲୋଡ୍ ପାଇଁ ଲିଙ୍କ୍ ନାହିଁ
ଭୁବନେଶ୍ୱର,୨୦।୨(ବ୍ୟୁରୋ): ରାଜ୍ୟର ସମସ୍ତ ମେଣ୍ଟର ସ୍କୁଲଗୁଡ଼ିକ ନବମ ଶ୍ରେଣୀର ଫର୍ମେଟିଭ ଆସେସ୍ମେଣ୍ଟ(ଏଫ୍ଏ) ପରୀକ୍ଷା ଫଳକୁ ଫେବୃୟାରୀ ୧୫ରୁ ୨୨ ମଧ୍ୟରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ର ଏକ ଲିଙ୍କ୍ରେ ଅପ୍ଲୋଡ୍ କରିବା ପାଇଁ କୁହାଯାଇଥିଲା। ଏନେଇ ଗତ ଜାନୁୟାରୀ ୫ରେ ବୋର୍ଡ ପକ୍ଷରୁ…
ଜେଇଇ ମେନ୍ -୨: ମାର୍ଚ୍ଚ ୧୨ରେ ସରିବ ଆବେଦନ
ଭୁବନେଶ୍ୱର, ୨୦।୨(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍ ୨୦୨୩ର ଦ୍ୱିତୀୟ ସେସନ ବା ସେସନ-୨ ଏପ୍ରିଲ ୬ରୁ ୧୨ ମଧ୍ୟରେ ଅନୁଷ୍ଠିତ ହେବ। ଭାରତ ସମେତ ଦେଶ ବାହାରର ୧୭ ସହରରେ ପରୀକ୍ଷା କେନ୍ଦ୍ର ରହିବ। ଏଥିପାଇଁ…
ଆଦର୍ଶ ନାଗରିକ ହେବାକୁ ଆହ୍ବାନ
ଭୁବନେଶ୍ୱର,୧୯।୨(ବ୍ୟୁରୋ): ଭାରତ ସରକାରଙ୍କ ଯୁବବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ନେହେରୁ ଯୁବକେନ୍ଦ୍ର ସଂଗଠନ ଓ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସହଯୋଗରେ କିଟ୍ ବିଶ୍ୱବିଦ୍ୟାଳୟ ପରିସରରେ ୭ଦିନ ଧରି ଚାଲିଥିବା ୧୪ତମ ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମ ଶନିବାର ଉଦ୍ଯାପିତ ହୋଇଯାଇଛି।…
ଅନୁଦାନ କମୁଛି: କେନ୍ଦ୍ରୀୟ ଯୋଜନା ବାଟବଣା ଆଶଙ୍କା
ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟକୁ କେନ୍ଦ୍ରୀୟ ଅନୁଦାନ ହ୍ରାସପାଉଛି। ଏଥିଯୋଗୁ ବିଭିନ୍ନ କେନ୍ଦ୍ରୀୟ ଯୋଜନା ଓ କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା କାର୍ଯ୍ୟକାରୀ କରିବା ନେଇ ସମସ୍ୟା ଦେଖାଦେଇଛି। ରାଜ୍ୟ ସରକାର ୨୦୨୨-୨୩ ଆର୍ଥିକବର୍ଷରେ ପ୍ରାୟ ୩୨,୮୦୦ କୋଟି ଟଙ୍କାର କେନ୍ଦ୍ରୀୟ ଅନୁଦାନ ପାଇବେ ବୋଲି ଆକଳନ…
ୟୁଜି ନାମଲେଖା ପାଇଁ ସିୟୁଇଟି ସ୍କୋର ବ୍ୟବହାର ନିର୍ଦ୍ଦେଶ
ଭୁବନେଶ୍ୱର, ୧୯।୨(ବ୍ୟୁରୋ): ଉଚ୍ଚ ଶିକ୍ଷାନୁଷ୍ଠାନରେ ୟୁଜି ଏବଂ ପିଜି ନାମଲେଖା ନିମନ୍ତେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଏକକ ପିଜି ପ୍ରବେଶିକା ପରୀକ୍ଷା(ସିୟୁଇଟି) ଆରମ୍ଭ କରିଛନ୍ତି। ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ପରୀକ୍ଷାରୁ ମୁକ୍ତ କରିବା ପାଇଁ ଏବଂ ସମସ୍ତ ପିଲାଙ୍କୁ ସମାନ ସୁଯୋଗ ଦେବା…
ରାଜ୍ୟକୁ କମୁଛନ୍ତି ବିଦେଶୀ ପର୍ଯ୍ୟଟକ
ଭୁବନେଶ୍ୱର,୧୯।୨(ବ୍ୟୁରୋ): କୋଭିଡ୍ ମହାମାରୀ ରାଜ୍ୟ ପର୍ଯ୍ୟଟନ ଶିଳ୍ପକୁ ବିଗାଡ଼ି ଦେଇଛି। କୋଭିଡ୍ ଭୟ ଯୋଗୁ ଓଡ଼ିଶାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ଆଶାତୀତ ଭାବେ ହ୍ରାସପାଇଛି। ଏପରି କି ୨୦୨୧ରେ ରାଜ୍ୟକୁ ମାତ୍ର ୨୨୬୯ ଜଣ ବିଦେଶୀ ପର୍ଯ୍ୟଟକ ଆସିଥିଲେ। ୨୦୨୨ରେ ଓଡ଼ିଶାକୁ ବିଦେଶୀ…
ବିହାରରୁ ମାଷ୍ଟରମାଇଣ୍ଡ ଗିରଫ
ଭୁବନେଶ୍ୱର,୧୯।୨(ବ୍ୟୁରୋ): କ୍ରାଇମ୍ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଏକ ବଡ଼ ଠକେଇ ରାକେଟ୍ର ପର୍ଦ୍ଦାଫାଶ କରିଛି। ଚାକିରି ଦେବା ନାଁରେ ଓଡ଼ିଶା ସମେତ ୧୭ ରାଜ୍ୟର ପ୍ରାୟ ଦେଢ଼ଲକ୍ଷ ଆଶାୟୀଙ୍କଠାରୁ ୬.୬ କୋଟି ଟଙ୍କା ଠକେଇ କରିଥିବା ମାଷ୍ଟରମାଇଣ୍ଡଙ୍କୁ ବିହାରରୁ ଗିରଫ…
ମହାଦେବଙ୍କ କରୁଣା ଜୀବନକୁ ସୁଖ ଶାନ୍ତିରେ ଭରିଦେଉ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ଆଜି ପବିତ୍ର ମହାଶିବରାତ୍ରି ବା ଜାଗରଯାତ୍ରା। ଏ ନେଇ ସବୁ ଶୈବପୀଠ ଚଳଚଞ୍ଚଳ ହୋଇ ଉଠିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଜାଗରର ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ସେ ଲେଖିଛନ୍ତି, ପବିତ୍ର ମହାଶିବରାତ୍ରି ତଥା ଜାଗର…
Archives


