ମେଟ୍ରୋ

ସାକ୍ଷୀଗୋପାଳ, କାଳୁପଡ଼ା ଘାଟରେ ଅଟକିବ ୩ ଟ୍ରେନ୍‌

ପୁରୀ ଅଫିସ,୨୫ା୫: ପୁରୀ ଚାରିଧାମ ମଧ୍ୟରେ ଅନ୍ୟତମ ପ୍ରମୁଖ ଧାମ। ପ୍ରତ୍ୟେକ ଦିନ ଲକ୍ଷାଧିକ ଭକ୍ତ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଖପାଖ ଅଞ୍ଚଳରେ ଥିବା ଦର୍ଶନୀୟ ସ୍ଥାନ ଭ୍ରମଣ କରିଥାନ୍ତି। ପୁରୀ ଜିଲାର ସାକ୍ଷୀଗୋପାଳ ଠାକୁରଙ୍କ ଦର୍ଶନ…

ଶ୍ରୀଲିଙ୍ଗରାଜଙ୍କ ସହ ମା’ ପାର୍ବତୀଙ୍କ ବିବାହ ସମ୍ପନ୍ନ

ପୁରୁଣା ଭୁବନେଶ୍ୱର,୨୫ା୫(ଡି.ଏନ୍‌.ଏ.): ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ଷଷ୍ଠୀ ତିଥିରେ ପାରମ୍ପରିକ ଶୀତଳଷଷ୍ଠୀ ଯାତ୍ରା ଉପଲକ୍ଷେ ବୁଧବାର ପ୍ରଭୁ ଶ୍ରୀ ଲିଙ୍ଗରାଜ, ମା’ ପାର୍ବତୀ ଦେବ ଦମ୍ପତିଙ୍କ ବିବାହ କାର୍ଯ୍ୟ ପାରମ୍ପରିକ ନୀତି ଅନୁସାରେ ସମ୍ପନ୍ନ ହୋଇଛି। ଏହି କାର୍ଯ୍ୟ ଶ୍ରୀଲିଙ୍ଗରାଜଙ୍କ ଶ୍ୱଶୁରାଳୟ…

୨୬ରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ

କକଟକ ଅଫିସ,୨୫ା୫: ଆସନ୍ତା ୨୬ ତାରିଖରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ବୁଧବାର ବିଶ୍ୱବିଦ୍ୟାଳୟ ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ…

ଅଲ୍‌ ପାସ୍‌ ସ୍ବରରେ କମ୍ପିଲା ବୈଠକ

କଟକ ଅଫିସ,୨୫ା୫: କଟକ ମହାନଗର ନିଗମ(ସିଏମ୍‌ସି)ର ବିଜୁଭବନସ୍ଥିତ ବିଶ୍ୱନାଥ ପଣ୍ଡିତ ସମ୍ମିଳନୀ କକ୍ଷରେ ବୁଧବାର ସିଏମ୍‌ସି କାଉନ୍‌ସିଲ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ମେୟର ସୁବାସ ସିଂ ଗୁଣ୍ଡାରାଜ କରୁଛନ୍ତି ବୋଲି ଭାଜପା…

ଫୌଜଦାରି ମାମଲା ବିଚାରାଧୀନ ଥିଲେ ମିଳିବନି ପଦୋନ୍ନତି: ହାଇକୋର୍ଟ

କଟକ ଅଫିସ,୨୫ା୫: କୌଣସି ସରକାରୀ ଅଧିକାରୀ ବା କର୍ମଚାରୀଙ୍କ ବିରୋଧରେ ଭିଜିଲାନ୍ସ ବା ଅନ୍ୟ ଫୌଜଦାରି ମାମଲା ବିଚାରାଧୀନ ଥିଲେ ତାଙ୍କୁ ନିୟମିତ ବା ଅସ୍ଥାୟୀ ପଦୋନ୍ନତି ଦିଆଯାଇପାରିବ ନାହିଁ। ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଗୌରୀଶଙ୍କର…

୯ ହସ୍ତତନ୍ତ, ୩ ହସ୍ତଶିଳ୍ପ ଉତ୍ପାଦକୁ ମିଳିଛି ଜିଆଇ ଟ୍ୟାଗ୍‌

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରାଜ୍ୟରେ ହସ୍ତତନ୍ତ ଉତ୍ପାଦନ ୪୧୦.୩୭ କୋଟି ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ହସ୍ତଶିଳ୍ପର ବାର୍ଷିକ କାରବାର ୧୪୫.୩୪ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ୨୦୨୩ରେ ବିଭାଗ ଦ୍ୱାରା ରୂପାନ୍ତରିତ ଦେୟ ବାବଦକୁ ବୁଣାକାରମାନଙ୍କୁ ୧୪୬.୪୦କୋଟି ଟଙ୍କା ପ୍ରଦାନ କରାଯାଇଛି। ବୟନିକାର…

ପେପରଲେସ୍‌ ଡିଏଲ୍‌, ଆର୍‌ସିରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ୫-ଟି ପଦକ୍ଷେପ ସ୍ବରୂପ ଆବେଦନକାରୀଙ୍କୁ ଡିଏଲ୍‌ ଓ ଆର୍‌ସି ପ୍ରଦାନ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ପେପରଲେସ୍‌ (କାଗଜବିହୀନ) ଓ ଅସୁବିଧାମୁକ୍ତ କରିବା ଦିଗରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ। ୨୦୧୯ ସେପ୍ଟେମ୍ବର ୨୬ରେ ମୁଖ୍ୟମନ୍ତ୍ରୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ଗୁଡ଼ିକୁ ଦଲାଲମୁକ୍ତ…

ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା

କଟକ ଅଫିସ,୨୫ା୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଢାଞ୍ଚା ପୁଣି ପରିବର୍ତ୍ତନ କରାଯାଇଛି। ଚଳିତ ଶିକ୍ଷାବର୍ଷଠାରୁ ଦୁଇଟି ସମ୍ମେଟିଭ ପରୀକ୍ଷା ବଦଳରେ ବର୍ଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ। ଅର୍ଥାତ୍‌ ମାଟ୍ରିକ ପରୀକ୍ଷାର୍ଥୀ ଗୋଟିଏ ଥରରେ ୬୦୦…

ନୂଆ ସଂସଦ ଭବନ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେବ ବିଜେଡି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୪ା୫(ବ୍ୟୁରୋ): ଦିଲ୍ଲୀରେ ନୂଆ ସଂସଦ ଭବନ ଉଦ୍‌ଘାଟନ ଉତ୍ସବରେ ବିଜେଡି ଯୋଗ ଦେବ। ମେ’ ୨୮ରେ ନୂଆ ସଂସଦ ଭବନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଉତ୍ସବରେ ବିଜେଡି ସାମିଲ ହେବ ବୋଲି ବୁଧବାର ଏକ ପ୍ରେସ୍‌ ରିଲିଜ…

ଏଣିକି ପ୍ରତି ପଞ୍ଚାୟତକୁ ଗଡ଼ିବ ମୋ’ ବସ୍‌

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ରାଜ୍ୟର ଅନେକ ଅଞ୍ଚଳ ରହିଛି, ଯେଉଁଠିକି ଯୋଗାଯୋଗର କୌଣସି ମାଧ୍ୟମ ନାହିଁ। ତେଣୁ ଉକ୍ତ ଅଞ୍ଚଳର ଲୋକମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବର୍ତ୍ତମାନ ଏହି ସମସ୍ୟା ଦୂର ହେବାକୁ ଯାଉଛି। ପ୍ରତି ଗାଁକୁ ମୋ’ ବସ୍‌ ଚଳାଚଳ କରିବାକୁ…

ଚନ୍ଦ୍ରର ଅତି ନିକଟରେ ଦେଖାଗଲା ଶୁକ୍ର

ଭୁବନେଶ୍ୱର, ୨୪।୫ (ବ୍ୟୁରୋ): ମଙ୍ଗଳବାର ଆକାଶରେ ଉଜ୍ଜ୍ୱଳ ଗ୍ରହ ଶୁକ୍ରର ଖୁବ୍‌ ନିକଟତର ହୋଇଥିଲା ଚନ୍ଦ୍ର। ସନ୍ଧ୍ୟା ୬ଟା ୩୦ରୁ ରାତି ୯ଟା ୧୫ ପର୍ଯ୍ୟନ୍ତ ଏହି ବିରଳ ମହାଜାଗତିକ ଦୃଶ୍ୟ ଦେଖାଯାଇଥିଲା। ଏହି ସମୟରେ ଶୁକ୍ର ଓ ଚନ୍ଦ୍ର ମଧ୍ୟରେ…

୩ ଅଭିଯୁକ୍ତଙ୍କଠାରୁ ମିଳିଲା ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପାକିସ୍ତାନର ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ)ର ଏଜେଣ୍ଟଙ୍କୁ ମୋବାଇଲ୍‌ ଓଟିପି ଶେୟାରିଂ ମାମଲାରେ ଜେରା ହେଉଥିବା ୩ ଅଭିଯୁକ୍ତଙ୍କ ମଙ୍ଗଳବାର ୩ ଦିନିଆ ରିମାଣ୍ଡ ଅବଧି ସରିଛି। ତେଣୁ ଅଭିଯୁକ୍ତ ପଠାଣିସାମନ୍ତ ଲେଙ୍କା, ସରୋଜ କୁମାର ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?