ମେଟ୍ରୋ

ବଜେଟ୍‌ରେ ମହିଳା ସଶକ୍ତୀକରଣକୁ ସର୍ବାଧିକ ଗୁରୁତ୍ୱ

ଭୁବନେଶ୍ବର, ୧୮ା୨(ବ୍ୟୁରୋ): ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ପ୍ରତ୍ୟେକ ବର୍ଷ କେନ୍ଦ୍ରୀୟ ବଜେଟକୁ ଅଧିକରୁ ଅଧିକ ଜନପ୍ରିୟ କରିବାରେ ଲାଗିଛନ୍ତି। ଚଳିତ ବର୍ଷ ଆଗତ ହୋଇଥିବା ‘ଅମୃତ କାଳ’ ବଜେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳା ସଶକ୍ତୀକରଣକୁ ସର୍ବାଧିକ…

ଜୟନାରାୟଣ, ଇରାଶିଷ ଅଭ୍ୟାସଗତ ଅପରାଧୀ: ଚିନ୍ମୟ

ଭୁବନେଶ୍ବର,୧୮ା୨(ବ୍ୟୁରୋ): ରାଜ୍ୟର ଆଇନଶୃଙ୍ଖଳାକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ମୁହଁାମୁହିଁ ସ୍ଥିତି ଜଟିଳ ହେଉଥିବା ଦେଖିବାକୁ ମିଳୁଛି। ଭାଜପା ଯୁବମୋର୍ଚ୍ଚା ଶାସକ ଦଳକୁ ଟାର୍ଗେଟ କରିଥିବା ବେଳେ ବିଜୁ ଯୁବ ଜନତା ଦଳ ଏହାର ପାଲଟା ଜବାବ ରଖିଛି। ଭାଜପା…

ଅରୂପଙ୍କ ବିରୋଧରେ ଥାନାରେ ଏତଲା

ଭୁବନେଶ୍ବର, ୧୮ା୨(ବ୍ୟୁରୋ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଏବଂ ମହିଳା ଆଇଆଇସିଙ୍କ ମଧ୍ୟରେ ହାତାହାତି ପରିସ୍ଥିତି ନେଇ ଏବେ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ମନ୍ତ୍ରୀ ନବ ଦାସଙ୍କୁ ସର୍ବସମ୍ମୁଖରେ ଜଣେ ଏଏସ୍‌ଆଇ…

୩୦ ୱାର୍ଡ କାର୍ଯ୍ୟାଳୟ ନିର୍ମାଣ ପାଇଁ ମଞ୍ଜୁରୀ

ଭୁବନେଶ୍ୱର, ୧୮।୨ (ବ୍ୟୁରୋ): ବିଏମ୍‌ସିର ନୂଆ କାର୍ଯ୍ୟାଳୟ ଉଦ୍‌ଘାଟନ ହେବା ପରେ ଶୁକ୍ରବାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି। ମେୟରଙ୍କ ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ବିଏମ୍‌ସି କଣ୍ଟ୍ରାକ୍ଟସ୍‌ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜିତ ହୋଇଥିଲା। ଆସନ୍ତା ୨୦ରେ ହେବାକୁ ଥିବା…

ଝଲସୁଛି ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର,୧୮ା୨(ଡି.ଏନ୍‌.ଏ.): ଶନିବାର ମହାଶିବରାତ୍ରି ତଥା ଜାଗରଯାତ୍ରା। ଉତ୍ସବ ମୁଖରିତ ହୋଇଉଠିଛି ଏକାମ୍ର କ୍ଷେତ୍ର। ଫୁଲରେ ଝଲୁସୁଛି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର। ପ୍ରଶାସନର ସୌନ୍ଦର୍ଯ୍ୟକରଣ ଓ ବିକାଶମୂଳକ କାର୍ଯ୍ୟ ଜାରି ରହିଥିବା ବେଳେ ଏଥର ନୂଆ ରୂପରେ ଦୃଶ୍ୟମାନ ହେଉଛି ସାରା…

ମହିଳା କାରିଗରଙ୍କୁ ନେଇ ଆରମ୍ଭ ହେଲା ‘ସ୍ନେହା ସମ୍ପୂର୍ଣ୍ଣା’

ଭୁବନେଶ୍ୱର,୧୮।୨(ବ୍ୟୁରୋ): ତଳସ୍ତରର କାରିଗରଙ୍କ ଦକ୍ଷତା ଓ କଳାକୁ ସମସ୍ତେ ଚିହ୍ନିବେ। ସେମାନଙ୍କୁ ଉଚିତ୍‌ ପ୍ରାପ୍ୟ ମିଳିବ। ଓଡ଼ିଶାର ସଂସ୍କୃତି ସହ କାରିଗରି ବିଶ୍ୱସ୍ତରରେ ପହଞ୍ଚତ୍ବ ବୋଲି ଶୁକ୍ରବାର ସ୍ଥାନୀୟ ବୁଦ୍ଧ ମନ୍ଦିରଠାରେ ବ୍ରାଣ୍ଡ୍‌ ‘ସ୍ନେହା ସମ୍ପୂର୍ଣ୍ଣା’ର ପ୍ରଥମ ମହିଳା ହସ୍ତତନ୍ତ ପ୍ରଦର୍ଶନୀରେ…

ଠକେଇ ଟଙ୍କାରେ ଯାତ୍ରା ପାର୍ଟି

ଭୁବନେଶ୍ୱର,(ବ୍ୟୁରୋ)/ବାଲିଅନ୍ତା, ୧୮ା୨ (ଡି.ଏନ୍‌.ଏ.): କେତେବେଳେ କ୍ରାଇମବ୍ରାଞ୍ଚ ଇନ୍ସପେକ୍ଟର ତ ଆଉ କେତେବେଳେ ଡାକ୍ତର ପରିଚୟ ଦେଇ ଫସାଉଥିଲେ। ଏଏସ୍‌ଓ, ଫାର୍ମାସିଷ୍ଟ ଆଦି ବିଭିନ୍ନ ଚାକିରି ଦେବା ଆଳରେ ବହୁ ଯୁବତୀଯୁବକ ଓ ଚାକିରି ଆଶାୟୀଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକି ନେଉଥିଲେ। ଆଉ…

ସ୍ବତନ୍ତ୍ର ତଦନ୍ତ ଟିମ୍‌ ଗଠିତ, ବାରାଣସୀ ଯିବ

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ ନେଇ ତଦନ୍ତ ଜୋରଦାର କରାଯାଇଛି। ଔଷଧ ପ୍ରବର୍ତ୍ତକ ସ୍କ୍ବାଡ୍‌ (ଡ୍ରଗ୍ସ ଏନ୍‌ଫୋର୍ସମେଣ୍ଟ ଟିମ୍‌) ନକଲି ଔଷଧର ଆନ୍ତଃରାଜ୍ୟ ଯୋଗାଣ ଓ କାରବାର ସମ୍ପର୍କରେ ବିଶ୍ୱାସଯୋଗ୍ୟ ତଥ୍ୟ ଦେବା ପରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

କିଟ୍‌ର ବିଭିନ୍ନ ଷ୍ଟାଡିୟମ ଲୋକାର୍ପିତ

ଭୁବନେଶ୍ୱର,୧୮।୨ (କ୍ରୀଡ଼ା ପ୍ରତିନିଧି): କିସ୍‌ ବିଶ୍ୱବିଦ୍ୟାଳୟ ୨ୟ ଏବଂ କିସ୍‌-ଭୁବନେଶ୍ୱରର ୪ର୍ଥ କ୍ୟାମ୍ପସକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଉଦ୍‌ଘାଟନ କରିଛନ୍ତି। ଏଥିସହ ଭାରତର ବିଶିଷ୍ଟ କ୍ରୀଡ଼ା ପ୍ରତିଭା ଓ ବ୍ୟକ୍ତିବିଶେଷଙ୍କ ନାମରେ ନାମିତ କିଟ୍‌ର ବିଭିନ୍ନ ଷ୍ଟାଡିୟମ ଓ ଭିତ୍ତିଭୂମିକୁ…

ଓଡ଼ିଶାକୁ ମିଳିବନି ସ୍ବତନ୍ତ୍ର ପାହ୍ୟା

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମିଳିବ ନାହିଁି। କେବଳ ଓଡ଼ିଶା ନୁହେଁ, କୌଣସି ରାଜ୍ୟକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମିଳିବ ନାହିଁ। ଏଥିଲାଗି ଅର୍ଥ କମିଶନ ତାଙ୍କ ରିପୋର୍ଟରେ ସୁପାରିସ କରିଛନ୍ତି। ଆନ୍ଧ୍ରପ୍ରଦେଶ ବିଭାଜନ ସମୟରେ ରହିଥିବା ସର୍ତ୍ତ ଆଧାରରେ…

ସମସ୍ତ ଭିଜିଲାନ୍ସ କର୍ମଚାରୀଙ୍କ ହେବ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ସମସ୍ତ ଭିଜିଲାନ୍ସ କର୍ମଚାରୀ ଓ ସେମାନଙ୍କ ସହିତ ରହୁଥିବା ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହେବ। ଓଡ଼ିଶା ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ଅନୁରୋଧକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ଏ ନେଇ…

ଆସନ୍ତା ୨୮ରୁ ପୁଣି ବିଧାନସଭା ଘେରିବେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ପ୍ରାଥମିକ ଶିକ୍ଷକଙ୍କ ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବର ପ୍ରତିବାଦରେ ଆସନ୍ତା ୨୮ ରୁ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବିଧାନସଭା ଘେରାଉ କରାଯିବ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri