ମେଟ୍ରୋ

‘ବିଜେଡି ସରକାରରେ ମହିଳାଙ୍କୁ ସମ୍ମାନ ଏକ ଫମ୍ପା ଆହ୍ବାନ’

ଭୁବନେଶ୍ବର, ୨୩ା୫(ବ୍ୟୁରୋ): ରାଜ୍ୟରେ ମହିଳାଙ୍କ ପ୍ରତି ଅତ୍ୟାଚାର ବଢୁଥିବା ଅଭିଯୋଗ ଆଣି ରାଜ୍ୟ ସରକାରଙ୍କ ଉପରେ ପ୍ରଦେଶ ମହିଳା କଂଗ୍ରେସ ବର୍ଷିଛି। କଂଗ୍ରେସ ଭବନଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ମହିଳା ନେତ୍ରୀମାନେ କହିଛନ୍ତି, ବିଜେଡି ସରକାରର ମହିଳାକୁ ସମ୍ମାନ ଏକ…

୬ ମାସରେ ନିଯୁକ୍ତ ହେବେ ୧୧୦୦ ଅଗ୍ନିଶମ କର୍ମଚାରୀ

କଟକ ଅଫିସ,୨୩ା୫: ରାଜ୍ୟ ଅଗ୍ନିଶମ ବିଭାଗର ଡିଜି ଭାବେ ଆଇପିଏସ୍‌ ଅଫିସର ଡ. ସୁଧାଂଶୁ ଷଡ଼ଙ୍ଗୀ ସୋମବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। କଟକସ୍ଥିତ ଅଗ୍ନିଶମ ବିଭାଗର ମୁଖ୍ୟ କାର୍ଯ୍ୟାଳୟରେ ସେ ଭାରପ୍ରାପ୍ତ ଅଗ୍ନିଶମ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କଠାରୁ ଦାୟିତ୍ୱ ଗ୍ରହଣ…

ଡିସେମ୍ବର ସୁଦ୍ଧା ସବୁ ଡାକ୍ତର ପଦବୀ ପୂରଣ ହେବ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଆସନ୍ତା ଡିସେମ୍ବର ମାସ ସୁଦ୍ଧା ରାଜ୍ୟରେ ଖାଲିଥିବା ସମସ୍ତ ଡାକ୍ତର ପଦବୀ ପୂରଣ କରାଯିବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ଏହା କହିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆବଶ୍ୟକତାଠାରୁ କମ୍‌…

୩ ବର୍ଷ ପାଇଁ ଚାଷୀଙ୍କୁ ଶସ୍ୟବୀମା ମାଗଣା

ଭୁବନେଶ୍ବର, ୨୩ା୫(ବ୍ୟୁରୋ): ଚାଷୀଙ୍କ ଶସ୍ୟବୀମା ଆସନ୍ତା ୩ ବର୍ଷ ପାଇଁ ସମ୍ପୂର୍ଣ୍ଣ ମାଗଣା ହେବ ବୋଲି ସୋମବାର ସମବାୟ ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା ବୈଠକରେ ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସୂଚନା ଦେଇଛନ୍ତି। ବିଭାଗୀୟ ସଫଳତା ନେଇ ମନ୍ତ୍ରୀ କହିଛନ୍ତି…

ପିଲାଙ୍କୁ ସିଟ ଯୋଗାଇବା ନେଇ ଚିନ୍ତା

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ରେକର୍ଡ ସଂଖ୍ୟକ ପିଲା ପାସ୍‌ କରିବା ପରେ ଯୁକ୍ତ ୨ରେ ସମସ୍ତଙ୍କୁ ସିଟ ଯୋଗାଇଦେବା ନେଇ ଉଚ୍ଚଶିକ୍ଷା ବିଭାଗର ଚିନ୍ତା ବଢ଼ିଛି। ଚଳିତ ବର୍ଷ ରାଜ୍ୟର ୫ଲକ୍ଷ ୧୨ ହଜାର ପିଲା ମାଟ୍ରିକ ପାସ କରିଛନ୍ତି।…

ନିରଞ୍ଜନଙ୍କ ହାତରୁ ଗଲା ଅର୍ଥ ବିଭାଗ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ପୂର୍ବତନ ମନ୍ତ୍ରୀଙ୍କୁ ପୁଣିଥରେ ନିଜ କ୍ୟାବିନେଟ୍‌ରେ ସାମିଲ କରିଛନ୍ତି। ସେମାନେ ହେଲେ ବିକ୍ରମ କେଶରୀ ଆରୁଖ, ସାରଦା ପ୍ରସାଦ ନାୟକ ଓ ସୁଦାମ ମାରାଣ୍ଡି। ଏହି ୩ ଜଣ ସୋମବାର କ୍ୟାବିନେଟ୍‌ ମନ୍ତ୍ରୀ ଭାବେ…

ରାଜଧାନୀରୁ ୧.୩୦ କେଜି ଗଞ୍ଜେଇ ଜବତ: ୨ ଗିରଫ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି। ଏଥିସହ ୨ ଚୋରା ଚାଲାଣକାରୀଙ୍କୁ କମିଶନରେଟ ପୋଲିସ ଗିରଫ କରିଛି। ଅଭିଯୁକ୍ତଦ୍ୱୟ ହେଲେ ରାୟଗଡ଼ା ଜିଲାର ବିନାୟକ ରାଉତ (୨୮) ଓ ନୟାଗଡ଼ର ସୃଜନ ବେହେରା (୨୭)। ଏମାନଙ୍କଠାରୁ…

ଅନ୍‌ଲାଇନରେ ହେବ ଯୁକ୍ତ ୨ ସ୍ପଟ୍‌ ଆଡ୍‌ମିଶନ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ଚଳିତ ବର୍ଷଠାରୁ ଅନ୍‌ଲାଇନରେ ଯୁକ୍ତ ୨ ସ୍ପଟ୍‌ ଆଡ୍‌ମିଶନ ହେବ। ମେରିଟ୍‌ ଲିଷ୍ଟ ଆଧାରରେ ଛାତ୍ରୀଛାତ୍ରମାନେ ସିଟ୍‌ ପାଇବେ। ସ୍ପଟ୍‌ ଆଡ୍‌ମିଶନ ପାଇଁ ସିଲେକ୍ସନ ହୋଇଥିବା ଛାତ୍ରୀଛାତ୍ରଙ୍କ ପଞ୍ଜୀକୃତ ମୋବାଇଲ୍‌ ନମ୍ବରକୁ ହ୍ବାଟ୍ସଆପ୍‌ କିମ୍ବା ଏସ୍‌ଏମ୍‌ଏସ୍‌ରେ ମେସେଜ୍‌ ପଠାଯିବ। କାଗଜପତ୍ରରେ…

ମଙ୍ଗଳବାର ନିକଟତର ହେବେ ଶୁକ୍ର ଓ ଚନ୍ଦ୍ର -ଖାଲି ଆଖିରେ ଦେଖିହେବ 

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ମଙ୍ଗଳବାର ସନ୍ଧ୍ୟାରେ ଉଜ୍ଜ୍ୱଳ ଶୁକ୍ରର ଖୁବ୍‌ ନିକଟରେ ଚନ୍ଦ୍ର ଦେଖାଯିବ। ସେମାନଙ୍କ ଭିତରେ କୌଣିକ ଦୂରତା ପ୍ରାୟ ୨ ଡିଗ୍ରୀ ରହିବ। ଏହା ପରଦିନ ଅର୍ଥାତ୍‌ ୨୪ ତାରିଖରେ ସେମାନଙ୍କ ଭିତରେ କୌଣିକ ଦୂରତା ବଢ଼ିଯାଇ ପ୍ରାୟ ୧୫ଡିଗ୍ରୀ ହେବ।…

ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ସୁଧାଂଶୁ ଷଡ଼ଙ୍ଗୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଫିସର ସୁଧାଂଶୁ ଷଡ଼ଙ୍ଗୀ ଅଗ୍ନିଶମ ଡିଜି ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବତନ ଅଗ୍ନିଶମ ଡିଜି ବିନୟତୋଷ ମିଶ୍ରଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତ ସପ୍ତାହରେ ରାଜ୍ୟ ସରକାର ତାଙ୍କୁ ଅଗ୍ନିଶମ ଡିଜି…

ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସୋମବାର ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟର ୩ ମନ୍ତ୍ରୀ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ବର୍ତ୍ତମାନ ଏହି ୩ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମନ୍ତ୍ରୀଙ୍କୁ ବିଭାଗ ଦାୟିତ୍ୱ ବଣ୍ଟନ…

ଶପଥ ନେଲେ ୩ ନୂଆ ମନ୍ତ୍ରୀ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସୋମବାର ରାଜ୍ୟର ତିନି ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା। ବିକ୍ରମ କେଶରୀ ଆରୁଖ, ସୁଦାମ ମାରାଣ୍ଡି ଓ ସାରଦା ନାୟକଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?