ମେଟ୍ରୋ

ଶପଥ ନେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସୋମବାର ଲୋକସେବା ଭବନରେ ଶପଥ ଗ୍ରହଣ ସମାରୋହ ଆୟୋଜନ କରାଯାଇଛି। ସର୍ବପ୍ରଥମେ ବିକ୍ରମ କେଶରୀ ଆରୁଖ ଶପଥ ନେଇଛନ୍ତି। ସେ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ବିକ୍ରମ କେଶରୀଙ୍କୁ ପଦ ଗୋପନୀୟତାର ଶପଥ…

ଆଜି ମନ୍ତ୍ରୀ ଭାବେ ଶପଥ ନେବେ ସୁଦାମ, ସାରଦା, ବିକ୍ରମ

ଭୁବନେଶ୍ବର, ୨୨ା୫(ବ୍ୟୁରୋ): ରାଜ୍ୟରେ ଖାଲି ପଡ଼ିଥିବା ମନ୍ତ୍ରୀ ପଦ ପାଇଁ ଲାଗି ରହିଥିବା ଚର୍ଚ୍ଚାରେ ଏବେ ବ୍ରେକ୍‌ ଲାଗିବାକୁ ଯାଉଛି। ରାଜ୍ୟର ନୂଆ ମନ୍ତ୍ରୀ ଭାବେ ପୂର୍ବତନ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ରାଉରକେଲା ବିଧାୟକ ସାରଦା ନାଏକ ଏବଂ ପୂର୍ବତନ…

ସମ୍ବଲପୁର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ଖରା ଗରମ ହେଉଛି। ଅସହ୍ୟ ଗୁଳୁଗୁଳିରେ ଲୋକେ ଛଟପଟ ହେଉଛନ୍ତି। ତେବେ ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ପାଣିପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…

ରାଜଧାନୀରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ରାଜଧାନୀ ବ୍ରାଉନସୁଗାର ବେପାରୀଙ୍କ ଆଡ୍ଡାସ୍ଥଳୀ ପାଲଟିଗଲାଣି। ୟୁନିଟ ୮ରେ ଥିବା ଏକ ଘରୁ ଏସ୍‌ଟିଏଫ୍‌ ଟିମ୍‌ ୧ କେଜି ୧ ଶହ ୭ ଗ୍ରାମ ବ୍ରାଉନସୁଗାର ଜବତ କରିଥିବାର ସୂଚନା ମିଳିଛି। ଘଟଣାସ୍ଥଳରୁ ଏସ୍‌ଟିଏଫ୍‌ ଟିମ୍‌ ବେପାରୀ ଚିତ୍ତରଞ୍ଜନ ସାହୁକୁ…

ମାଲାବାରରେ ଏକ୍ସକ୍ଲୁସିଭ ବ୍ରାଣ୍ଡେଡ୍‌ ଜୁଏଲେରି ଶୋ

ଭୁବନେଶ୍ୱର,୨୧।୫: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ଭୁବନେଶ୍ୱରସ୍ଥିତ ସହିଦ ନଗରର ରୂପାଲି ସ୍କୋୟାର ପ୍ରିମିୟମ ଆଉଟଲେଟରେ ଏକ ୯ ଦିନିଆ ‘ଏକ୍ସକ୍ଲୁସିଭ ବ୍ରାଣ୍ଡେଡ ଜୁଏଲେରୀ ସୋ’ ଶନିବାର ଉଦଘାଟିତ ହୋଇଯାଇଛି। ଏହି ଅବସରରେ ମହିଳା ଶିଳ୍ପଦ୍ୟୋଗୀ…

ମୋଦି ସରକାରଙ୍କ ସଫଳତାକୁ ନେଇ ଗାଁକୁ ଯିବ ଭାଜପା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଓଡ଼ିଶାର ବିକାଶ ପାଇଁ ଗତ ୯ ବର୍ଷରେ ପର୍ଯ୍ୟାପ୍ତ ପରିମାଣର ଆର୍ଥିକ ଅନୁଦାନ ଦେଇଛନ୍ତି। ଏଥିସହିତ ଗ୍ରାମାଞ୍ଚଳରେ ବସବାସ କରୁଥିବା ଗରିବ ଓ ମଧ୍ୟବିତ୍ତଙ୍କ ପାଇଁ ଅନେକ ଜନକଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ…

ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀ ଅବହେଳିତ

ଭୁବନେଶ୍ୱର,୨୧ା୫ (ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଣୀତ ଆଇନ୍‌ ଅଧୀନରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପରିଚାଳିତ ହେଉଛି। ବିଏମ୍‌ସି କର୍ମଚାରୀମାନେ ସରକାରୀ କର୍ମଚାରୀଙ୍କ ଭଳି ସମସ୍ତ ସୁବିଧା ପାଉଛନ୍ତି। ସେହିପରି ସରକାରୀ ନିୟମ ଅନୁଯାୟୀ ସମସ୍ତ ଦଣ୍ଡବିଧାନ ଓ ଅନ୍ୟାନ୍ୟ…

ପରୀକ୍ଷା ପରିଚାଳନାକୁ ନେଇ ମହର୍ଷି କଲେଜରେ ଛାତ୍ର ଅସନ୍ତୋଷ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଭୁବନେଶ୍ୱର ଶହୀଦନଗରସ୍ଥିତ ମହର୍ଷି ନାଚୁରାଲ ଲ’ କଲେଜରେ ପରୀକ୍ଷା ପରିଚାଳନାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଶନିବାର ନିର୍ଦ୍ଧାରିତ ସମୟଠାରୁ ୨ ଘଣ୍ଟା ବିଳମ୍ବରେ ପରୀକ୍ଷା ହେବା ଓ ଏହି ସମୟରେ ପରୀକ୍ଷା ଇନ୍‌ଚାର୍ଜ ଏବଂ ସୁପରିଣ୍ଟେଣ୍ଡେଣ୍ଟ ଛୁଟିରେ…

‘ଗୁଳୁଗୁଳିରେ ଅତିଷ୍ଠ କରୁଛି ପାଓ୍ବାରକଟ୍‌’

ଭୁବନେଶ୍ୱର,୨୧ା୫(ବ୍ୟୁରୋ)- ରାଜ୍ୟରେ କିଛିଦିନ ଧରି ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଏପରିକି ଭୁବନେଶ୍ୱରରେ ମଧ୍ୟ କିଛିଦିନ ହେବ ତାପମାତ୍ରା ୩୮ଡିଗ୍ରୀ ସେଲସିୟସରୁ ଅଧିକ ରହୁଥିବାବେଳେ ମାତ୍ରାଧିକ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ରାଜଧାନୀରେ ପାଓ୍ବାର କଟ୍‌ ସମସ୍ୟାକୁ…

ପୁରୀ-ଦୁର୍ଗ ଏକ୍ସପ୍ରେସ୍‌ ବ୍ରେକ୍‌ରେ ନିଆଁ

ସାକ୍ଷୀଗୋପାଳ,୨୧ା୫(ସ୍ବ.ପ୍ର./ଡି.ଏନ୍‌.ଏ.): ପୁରୀ -ଦୁର୍ଗ ଏକ୍ସପ୍ରେସ୍‌ ଟ୍ରେନଟି ସାକ୍ଷୀଗୋପାଳ ନିକଟରେ ଶନିବାର ଏକ ଅଘଟଣ ଘଟିଛି। ଶନିବାର ପୁରୀ- ଦୁର୍ଗ ଏକ୍ସପ୍ରେସ ପୁରୀରୁ ସମୟ ଅନୁସାରେ ଛାଡିଥିଲା। ହେଲେ ଟ୍ରେନଟି ସାକ୍ଷୀଗୋପାଳ ଓ ପୁରୁଷୋତ୍ତମପୁର ଅଞ୍ଚଳ ନିକଟରେ ପହଞ୍ଚତ୍ବା ସମୟରେ ହଠାତ୍‌ ଟ୍ରେନଟିର…

ଦର୍ଶନ ପାଇଁ ଭକ୍ତଙ୍କଠାରୁ ଟଙ୍କା ନେଉଥିବା ଅଭିଯୋଗ

ପୁରୀ ଅଫିସ,୨୧ା୫: ଶ୍ରୀମନ୍ଦିରରେ ନିୟୋଜିତ ଥିବା କେତେଜଣ କର୍ମଚାରୀ ଟଙ୍କା ନେଇ ଭକ୍ତକୁ ମହାପ୍ରଭୁଙ୍କ ଦର୍ଶନ କରାଉଥିବା ନେଇ ଅଭିଯୋଗ ହୋଇଛି। ଶନିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନଙ୍କ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ହୋଇଥିଲା। ଶ୍ରଦ୍ଧାଳୁମାନେ ଧାଡ଼ିରେ ଯାଇ ଠାକୁରଙ୍କୁ ଦର୍ଶନ…

୧କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର,୧୫ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ୟୁନିୟନ ବ୍ୟାଙ୍କରୁ ଋଣ ଠକେଇ ମାମଲାରେ ସହରର ୨ଟି ରିଅଲ ଇଷ୍ଟେଟ ସଂସ୍ଥାର ବିଭିନ୍ନ ବାଣିଜି୍ୟକ ଏବଂ ଆବାସିକ ସମ୍ପତ୍ତି ଉପରେ ଚଢ଼ାଉବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୧.୯୭୮ କେଜି ସୁନା (ଯାହାର ମୂଲ୍ୟ ୧.୩ କୋଟି ଟଙ୍କା),୧୫ ଲକ୍ଷ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?