ମଶାରି ଟାଙ୍ଗି ଧାରଣା
ପୁରୁଣା ଭୁବନେଶ୍ୱର,୧୫ା୨(ଡି.ଏନ୍.ଏ.): ଭୁବନେଶ୍ୱର ମହାନଗର ନିଗମ ଓ୍ବାର୍ଡ ନଂ.୫୯ ଅନ୍ତର୍ଗତ କଣ୍ଡରା ପୋଖରୀର ପୁନରୁଦ୍ଧାର ପାଇଁ ବିଏମ୍ସି କାର୍ଯ୍ୟାଳୟ ସମ୍ମୁଖରେ ଏକାମ୍ର ଜନଜାଗରଣ ମଞ୍ଚ ପକ୍ଷରୁ ଚାଲିଥିବା ଅହୋରାତ୍ର ଧାରଣା ମଙ୍ଗଳବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଏହି ଜଳାଶୟଟି ପ୍ରାୟ ୫ଏକର…
କଠିନ ବର୍ଜ୍ୟରେ ଭର୍ତ୍ତି ଦୟା ଓ୍ବେଷ୍ଟ କେନାଲ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ବଡ଼ଗଡ଼ରୁ ପଳାଶୁଣୀ ପର୍ଯ୍ୟନ୍ତ ଲମ୍ବିଥିତ୍ବା ଦୟା ଓ୍ବେଷ୍ଟ କେନାଲ ଦିନେ ଭୁବନେଶ୍ୱରବାସୀଙ୍କ ଦୈନନ୍ଦିନ କାର୍ଯ୍ୟରେ ଲାଗୁଥିବାବେଳେ ବର୍ତ୍ତମାନ ଏହା ନାଳରେ ପରିଣତ ହୋଇଛି। ଏଥିରେ କେବଳ ଯେ ମଇଳା ତଥା ଆବର୍ଜନାଯୁକ୍ତ ପାଣି ପ୍ରବାହିତ ହେଉଛି ତାହା ନୁହେଁ, କଠିନ…
ଆଜିଠୁ ସିବିଏସ୍ଇ ଦଶମ, ଦ୍ୱାଦଶ ପରୀକ୍ଷା
ଭୁବନେଶ୍ୱର,୧୫ା୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଦଶମ ପରୀକ୍ଷା ମାର୍ଚ୍ଚ ୨୧ରେ ଶେଷ ହେବାକୁ ଥିବାବେଳେ ଦ୍ୱାଦଶ ବୋର୍ଡ ପରୀକ୍ଷା ଏପ୍ରିଲ ୫ରେ ସରିବ। ଉଭୟ ଶ୍ରେଣୀର…
ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ
ଭୁବନେଶ୍ୱର, ୧୫ା୨(ବ୍ୟୁରୋ): ‘ଆମ ହସ୍ପିଟାଲ’ ଯୋଜନା ଅଧୀନରେ ରାଜ୍ୟର ୧୪୭ଟି ହସ୍ପିଟାଲକୁ ରୂପାନ୍ତରୀକରଣ କରାଯିବ। ଏଥିପାଇଁ ୭୫୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ବିଗତ କିଛିବର୍ଷ ମଧ୍ୟରେ ରାଜ୍ୟରେ ୭ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ହୋଇଛି। କଳାହାଣ୍ଡି, ତାଳଚେର, ଯାଜପୁର…
ଲକ୍ଷ୍ୟ ହାସଲ ପାଇଁ ପ୍ରତିଯୋଗିତା କର
ଭୁବନେଶ୍ୱର,୧୫ା୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ସମସ୍ତ ବିକାଶମୂଳକ କାର୍ଯ୍ୟ ଯଥାସମ୍ଭବ କମ୍ ସମୟରେ କାର୍ଯ୍ୟକାରୀ କରିବା ସହିତ ଜନକଲ୍ୟାଣ ଯୋଜନାର ଲାଭ ପ୍ରତ୍ୟେକ ଉପଯୁକ୍ତ ହିତାଧିକାରୀଙ୍କ ପାଖରେ ପହଞ୍ଚିବା ଦରକାର। ଏହି ଲକ୍ଷ୍ୟ ହାସଲ ସହିତ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିବା ସକାଶେ…
ବୁଧବାରଠାରୁ ସିବିଏସ୍ଇ ଦଶମ, ଦ୍ୱାଦଶ ପରୀକ୍ଷା ଆରମ୍ଭ, ଜାଣନ୍ତୁ ସମସ୍ତ ସୂଚନା…
ଭୁବନେଶ୍ୱର,୧୪।୨(ବ୍ୟୁରୋ): ସିବିଏସ୍ଇ ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଦଶମ ପରୀକ୍ଷା ମାର୍ଚ୍ଚ ୨୧ରେ ଶେଷ ହେବାକୁ ଥିବାବେଳେ ଦ୍ୱାଦଶ ବୋର୍ଡ ପରୀକ୍ଷା ଏପ୍ରିଲ ୫ରେ ସରିବ। ଉଭୟ ଶ୍ରେଣୀର ପରୀକ୍ଷା ସକାଳ ସାଢ଼େ ୧୦ଟାରେ…
ବାସ୍ତବ ପ୍ରସଙ୍ଗରୁ ନଜର ହଟାଇବାକୁ ପ୍ରୟାସ: ବିଜେଡି
ଭୁବନେଶ୍ବର, ୧୪ା୨(ବ୍ୟୁରୋ):ଓଡ଼ିଶା ଭାଜପାର ଏହି ଆନ୍ଦୋଳନ କେବଳ ଓଡ଼ିଶାର ବାସ୍ତବ ପ୍ରସଙ୍ଗରୁ ଲୋକଙ୍କ ନଜର ହଟାଇବାକୁ ଆଉ ଏକ ଦୁର୍ବଳ ପ୍ରୟାସ ବୋଲି ବିଜେଡି ମୁଖପାତ୍ର ଗୌତମ ବୁଦ୍ଧ ଦାଶ କହିଛନ୍ତି ା ଭାଜପା ଖବରଦାତା ସମ୍ମିଳନୀରେ ଜବାବ ଦେଇ ଗୌତମ…
ଶାସନ ବ୍ୟବସ୍ଥାରେ ପରିବର୍ତ୍ତନ ଜରୁରୀ: ବିଜୟ
ଭୁବନେଶ୍ବର, ୧୪ା୨(ବ୍ୟୁରୋ):ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ୩ ଦିନ ତଳେ କଂଗ୍ରେସରେ ମିଶିଥିବା ବେଳେ ବାରମ୍ବାର ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବାରେ ଲାଗିଛନ୍ତି। ଦିଲ୍ଲୀରୁ ସୋମବାର ଫେରିବା ପରେ ବିଜୟଙ୍କୁ ଭୁବନେଶ୍ୱର ବିମାନବନ୍ଦରଠାରେ କଂଗ୍ରେସ ନେତା ଓ କର୍ମୀ…
ଆଇନଶୃଙ୍ଖଳା ପରିସ୍ଥିତି: ଆଜିଠୁ ଭାଜପାର ବିକ୍ଷୋଭ
ଭୁବନେଶ୍ବର, ୧୪ା୨(ବ୍ୟୁରୋ):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଓ ରାଜ୍ୟ ସଭାପତି ସମୀର ମହାନ୍ତି ବାରମ୍ବାର ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରୁଥିଲେ ‘ରାଜ୍ୟ ଶାସନ ବ୍ୟବସ୍ଥାକୁ ଚଳାଉଛି କିଏ’। ରାଜ୍ୟବାସୀଙ୍କ ମନ ଭିତରେ ଏହା ଏବେ ପ୍ରମୁଖ ପ୍ରଶ୍ନ ହୋଇ ରହିଯାଇଛି ବୋଲି…
୩ ଦିନ ଆନ୍ଦୋଳନ କରିବ ବିଜେଡି
ଭୁବନେଶ୍ବର, ୧୪ା୨(ବ୍ୟୁରୋ):କେନ୍ଦ୍ର ସରକାର ତାଙ୍କର ସଦ୍ୟ ବଜେଟରେ କ୍ରୟ ପାଣ୍ଠିରେ ୨୦,୦୦୦ କୋଟି ଟଙ୍କା ହ୍ରାସ କରିଛନ୍ତି। ଏହାସହ ଓଡ଼ିଶାରୁ ଉଷୁନା ଚାଉଳ ଉଠାଣ ପରିମାଣ କମାଇଦେବା ଯୋଗୁ ଓଡ଼ିଶାର ଲକ୍ଷ ଲକ୍ଷ ଚାଷୀ ଧାନ ବିକ୍ରି କରିବାରେ ଗୁରୁତର ଭାବେ…
ଭୁବନେଶ୍ୱର ଏମ୍ସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର, ୧୪।୨(ବ୍ୟୁରୋ):ଏମ୍ସ ଭୁବନେଶ୍ବରରେ ଜଣେ ପଙ୍ଗୁପ୍ରାୟ ମହିଳା ରୋଗୀଙ୍କ ଦୁଇ ଆଣ୍ଠୁ ଓ ଦୁଇ ହିପ୍ (ନିତମ୍ବ ଗଣ୍ଠି)ର ଏକକାଳୀନ ପ୍ରତିରୋପଣ କରାଯାଇଥିଲା। ଭୁବନେଶ୍ବର ଏମ୍ସର ଏହି ସଫଳ ଉଦ୍ୟମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ସୋମବାର ଟୁଇଟ୍…
ଏଟିଏଫ୍ ଉପରୁ ୧% ଭାଟ୍ କମିଲା
ଓଡ଼ିଶାରେ ଅବସ୍ଥାପିତ ଯେକୌଣସି ବିମାନବନ୍ଦର, ହଲିପୋର୍ଟ, ହେଲିପ୍ୟାଡ୍, ଓ୍ବାଟର ଏରୋଡ୍ରମ୍ରେ ବିମାନ, ହେଲିକପ୍ଟର, ସାମୁଦ୍ରିକ ବିମାନଗୁଡ଼ିକ ପାଇଁ ରାଜ୍ୟ ସରକାର ଅଟୋମେଟିକ୍ ଟ୍ରାନ୍ସମିଶନ ଫ୍ଲୁଇଡ୍ (ଏଟିଏଫ୍) ତୈଳ ବିକ୍ରୟ ଉପରେ ଭାଟକୁ ୧% ହ୍ରାସ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ୨୦୨୭…
Archives


