ମେଟ୍ରୋ

ଦକ୍ଷିଣ ଆଣ୍ଡାମାନରେ ମୌସୁମୀ

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରର କିଛି ଅଂଶ, ନିକୋବର ଓ ଦକ୍ଷିଣ ଆଣ୍ଡାମାନ ଉପକୂଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଏ ନେଇ ଶୁକ୍ରବାର ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଟ୍ରପୋସ୍ପିୟର ତଳ ସ୍ତରରେ ଦକ୍ଷିଣ-ପଶ୍ଚିମ ଦିଗରୁ ବାୟୁ…

୫ ଲକ୍ଷ ନୁହେଁ, ମାତ୍ର ୫୮ ହଜାର

ସୁନୀତ୍‌ ମିଶ୍ର ଭୁବନେଶ୍ବର, ୨୦ା୫: ଓଡ଼ିଶାର ବେକାର ଯୁବତୀଯୁବକମାନଙ୍କ ଦକ୍ଷତା ବିକାଶ ଲାଗି ରାଜ୍ୟ ସରକାର ଅନେକ କୋଟି ଟଙ୍କା ପାଣି ଭଳି ଖର୍ଚ୍ଚ କରୁଥିବା ୨୦୨୩-୨୪ ଆର୍ଥିକ ବର୍ଷ ବଜେଟରେ ଉଲ୍ଲେଖ କରିଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷ ବଜେଟରେ ରାଜ୍ୟ…

ଶନିବାର ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୦ ତାରିଖରେ ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ବୈଠକରେ ମୋଦି ସରକାରଙ୍କ ୯ବର୍ଷ ପୂର୍ତ୍ତି ଓ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପ୍ରସଙ୍ଗରେ ଆଲୋଚନା ହେବ…

ନାଗେଶ୍ୱରଟାଙ୍ଗୀ ହାଟର ଉନ୍ନତୀକରଣ ହେବ

ଭୁବନେଶ୍ୱର, ୧୯।୫ (ବ୍ୟୁରୋ): ୱାର୍ଡ ନମ୍ବର ୫୫ରେ ଗୁରୁବାର ‘ୱାର୍ଡରେ ଦିନେ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନାଗେଶ୍ୱର ଟାଙ୍ଗୀଠାରେ ଥିବା ବିଏମ୍‌ସି କମ୍ୟୁନିଟି ହଲ ପରିସରରେ ଅନୁଷ୍ଠିତ ଏହି ବୈଠକରେ ମେୟର ସୁଲୋଚନା ଦାସ ଅଧ୍ୟକ୍ଷତା କରିଥିଲେ। ଏଥିରେ ନାଗେଶ୍ୱର ଟାଙ୍ଗୀ,…

ବଟି ନ ଦେବାରୁ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜଧାନୀରେ ପୁଣି ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ବଟି ନ ଦେବାରୁ ସମ୍ପୃକ୍ତ ଯୁବକମାନେ ଖଣ୍ଡା ଧରି ବ୍ୟବସାୟୀମାନଙ୍କୁ ଭୟଭୀତ କରାଇବା ସହ ଗୋଡ଼ାଇ ହାଣିଛନ୍ତି। ଭରତପୁର ଥାନା ଅନ୍ତର୍ଗତ ନୂଆଗାଁରେ ବୁଧବାର ରାତିରେ ଏଭଳି ଘଟଣା ଘଟିଛି।…

ଆହୁରି ୩ ଦିନ ତାତି

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ସାରା ଓଡ଼ିଶାକୁ ଅସ୍ତବ୍ୟସ୍ତ କରୁଛି। ଗୁରୁବାର ରାଜ୍ୟର ୨୧ଟି ସହର ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଅତିକ୍ରମ କରିଛି। ସୋନପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ଏଠାରେ ସର୍ବୋଚ୍ଚ ତାପମାତ୍ରା ୪୪.୨ ଡିଗ୍ରୀ ସେଲ୍‌ସିୟସ…

ଏଥର ରେକର୍ଡ ସଂଖ୍ୟକ ପାସ୍‌ ହାର

କଟକ ଅଫିସ,୧୯ା୫: ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ପାସ୍‌ ହାର ପୂର୍ବ ୫ବର୍ଷର ରେକର୍ଡ ଭାଙ୍ଗିଛି। ଏଥର ସବୁ ଜିଲାରେ ୯୦% ଉପରେ ପାସ୍‌ ହାର ରହିଛି। କଟକ ଓ ଜଗତ୍‌ସିଂହପୁର ଜିଲାରେ ପାସ୍‌ ହାର ସର୍ବାଧିକ ୯୭.୯୯% ଥିବାବେଳେ ଖୋର୍ଦ୍ଧା ଜିଲାରେ…

୩ ଜିଲାକୁ ସମ୍ପ୍ରସାରିତ ହେବ ମୋ ବସ୍‌ ସେବା

ଭୁବନେଶ୍ବର, ୧୯।୫(ବ୍ୟୁରୋ): ରାଜ୍ୟର ଆଉ ୩ ଜିଲାକୁ ମୋ ବସ୍‌ ସେବା ସମ୍ପ୍ରସାରିତ କରିବାକୁ ନିଷ୍ପତ୍ତି ନିଆଯାଇଛି। ଖୁବ୍‌ଶୀଘ୍ର ଗଞ୍ଜାମ, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାରେ ମୋ ବସ୍‌ ଗଡ଼ିବ ବୋଲି ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ…

ଯୋଜନାର ଅଗ୍ରଗତି ସମ୍ପର୍କିତ ପଦକ୍ଷେପ ନେଇହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୯ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଡାଟା ଏବଂ ଆନାଲିଟିକ୍ସ-ପରିଚାଳିତ ପ୍ଲାଟ୍‌ଫର୍ମ ରାଜ୍ୟ ଡାସ୍‌ବୋର୍ଡ ଲୋକାର୍ପିତ ହୋଇଛି। ଲୋକଙ୍କ ସୁବିଧା ପାଇଁ ତଥ୍ୟ ଭିତ୍ତିରେ ସରକାରୀ ଯୋଜନାଗୁଡ଼ିକର ତଦାରଖ ଏବଂ ଉତ୍ତମ ପରିଚାଳନା ଦିଗରେ ଏହା ବିଶେଷ ସହାୟକ ହେବ।…

ଏଥର ଝିଅ ଆଗରେ

କଟକ ଅଫିସ,୧୯ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏଥିସହିତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇଛି। ଏଥର ରେକର୍ଡ ସଂଖ୍ୟକ ପାସ୍‌ ହାର ୯୬.୪୦%…

ଆଇପିଏସ୍‌ସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍‌ସ୍ତରରେ ଗୁରୁବାର ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏପରିକି ୫ ଜିଲାରେ ନୂଆ ଏସ୍‌ପିଙ୍କୁ ନିଯୁକ୍ତି ଦିଆଯାଇଛି। ଏ ନେଇ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ୧୯୮୯ ବ୍ୟାଚ୍‌ ଆଇପିଏସ୍‌…

ଲାଞ୍ଚ ନେଇ ଧରାପଡ଼ିଲେ ସେକ୍ସନ ଅଫିସର

ଭୁବନେଶ୍ବର,୧୮।୫(ବ୍ୟୁରୋ): ଖାଦ୍ୟ ସୁରକ୍ଷା କମିଶନ ଅଫିସର ସେକ୍ସନ ଅଫିସର ଗିରିଜା ଦାସ ଲାଞ୍ଚ ନେଇ ଧରାପଡ଼ଛନ୍ତି। । ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରି ନେଇଛି। ମେଡିସିନ ଷ୍ଟୋରର ଫାର୍ମାସିଷ୍ଟଙ୍କ ନା ବଦଳାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?