ମେଟ୍ରୋ

ଆଜି ରାଜ୍ୟରୁ ୮୪ ପଜିଟିଭ୍‌ ଚିହ୍ନଟ, କଟକରେ ସର୍ବାଧିକ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୮୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୪୮୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୯ ଜଣ...

ପରିଚୟ ନିକଟରେ ଅଟକିଯାଉଛି ତଦନ୍ତ

ଭୁବନେଶ୍ୱର,୧୮।୩(ବ୍ୟୁରୋ):ଜଟଣୀ ଥାନା ଅନ୍ତର୍ଗତ ଯଁାଳା ଫାଣ୍ଡି ପରିସରରେ ଥିବା ଜବତ କାର୍‌ରୁ ମହିଳାଙ୍କ କଙ୍କାଳ ଜବତ ଘଟଣାର ମାସେରୁ ଅଧିକ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଏଯାଏ ପରିଚୟ ଖୋଜି ପାଉନି। ମାସେ ଧରି ଘଟଣାକୁ ଚାପି ଦେଇଥିବାରୁ ଖୋଦ୍‌...

କେଭିପିୱାଇ ପରୀକ୍ଷାରେ ଅତୀସ ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୮।୩(ବ୍ୟୁରୋ):ବେଙ୍ଗାଲୁରୁର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଦ୍ୱାରା ପରିଚାଳିତ କିଶୋର ବୈଜ୍ଞାନିକ ପ୍ରୋତ୍ସାହନ ଯୋଜନା(କେଭିପିଓ୍ବାଇ) ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ୍‌ର ଛାତ୍ର ଅତୀସ କୁମାର ସାହୁ ଓଡ଼ିଶା ଟପ୍ପର ହୋଇଥିବାବେଳେ ସର୍ବଭାରତୀୟ ସ୍ତରରେ ସେ ୧୩ତମ...

ବଢୁଛି ତାତି: ୨୧ରୁ ଝଡ଼ବର୍ଷା

ଭୁବନେଶ୍ୱର,୧୮/୩(ବ୍ୟୁରୋ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବ। ସର୍ବୋଚ୍ଚ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ପାଇବ। ତେବେ ଏହି ସମୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲାର କେତେକ...

‘ବ୍ୟବହୃତ ଆଲୁମିନିୟମର ପୁନର୍ବ୍ୟବହାର ଯୋଜନା ଅଛି’

ଭୁବନେଶ୍ୱର, ୧୮ା୩(ବ୍ୟୁରୋ):ଆଲୁମିନିୟମ-ଏୟାର ବ୍ୟାଟେରି ଟେକ୍ନୋଲୋଜି ବ୍ୟବସାୟୀକରଣ କରିବା ଦିଗରେ ବୁଧବାର ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଇସ୍ରାଏଲର ଉର୍ଜା ମନ୍ତ୍ରୀ ୟୁଭାଲ୍‌ ଷ୍ଟିନ୍‌ଞ୍ଜଙ୍କ ଉପସ୍ଥିତିରେ ଭିଡିଓ କନଫରେନ୍ସ ଜରିଆରେ ଆଇଓସି ଫିନର୍ଜି ପ୍ରାଇଭେଟ୍‌ ଲିମିଟେଡ(ଆଇଓପି)ର ଉଦଘାଟନ ହୋଇଛି। ଏହି...

ଜେଲ ମନ୍ଦିରରେ ବିବାହ କଲେ ପ୍ରେମୀଯୁଗଳ

ଚୌଦ୍ୱାର,୧୮ା୩(ଡି.ଏନ.ଏ.):କଟକ ଜିଲା ଚୌଦ୍ୱାର ସର୍କଲ ଜେଲ ପରିସରସ୍ଥ ଶିବ ମନ୍ଦିରରେ ବୁଧବାର ଏକ ନିଆରା ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିବାହ ପରେ କନ୍ୟା ଶାଶୁଘରକୁ ଯାଇଥିବାବେଳେ ବର ପୁଣି ଜେଲକୁ ଚାଲିଯାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, କଟକ ସଦର...

ସରକାରୀ ସଂସ୍ଥା କିଣିବେ ‘ମୋ ଖତ’

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ସରକାରଙ୍କ ସମସ୍ତ ବିଭାଗ ପୌର ସଂସ୍ଥା ଦ୍ୱାରା ପ୍ରସ୍ତୁତ ଅର୍ଗାନିକ ‘ମୋ ଖତ’ କିଲୋ ପ୍ରତି ୨୦ ଟଙ୍କା ଦରରେ କିଣିବେ। ଏ ନେଇ ବୁଧବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସଚିବ ଜି. ମାଥିଭାଥନନ...

ଶିଶିର କୁମାର ରଥ ନୂଆ ପିସିସିଏଫ୍‌

ଭୁବନେଶ୍ୱର, ୧୮।୩(ବ୍ୟୁରୋ): ବରିଷ୍ଠ ଆଇଏଫ୍‌ଏସ୍‌ ଅଫିସର ଶିଶିର କୁମାର ରଥଙ୍କୁ ରାଜ୍ୟ ସରକାର ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ୍‌) ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ ବୁଧବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହିତ ସେ...

‘ଲକ୍‌ଡାଉନ ଯୁଗକୁ ଫେରିବାକୁ ଚାହୁଁନାହୁଁ’

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ବିଭିନ୍ନ ଦେଶରେ ଓ ଭାରତର କେତେକ ରାଜ୍ୟରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ବହୁଗୁଣିତ ହେଉଥିବାରୁ ଆମକୁ ସାବଧାନତା ଅବଲମ୍ବନ କରିବାକୁ ପଡ଼ିବ। ଆମେ ଆଉ ଲକ୍‌ଡାଉନ ଯୁଗକୁ ଫେରିବା ନାହିଁ। ଏଥିପାଇଁ ସଚେତନତା ଓ କଟକଣା ନିୟମକୁ କଡ଼ାକଡ଼ି...

ଧାନ କିଣ, କ୍ଷମା ମାଗ

ଭୁବନେଶ୍ୱର,୧୮।୩(ବ୍ୟୁରୋ):ମଣ୍ଡି ଅବ୍ୟବସ୍ଥା, ଧାନ କିଣା ଏବଂ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମକୁ ନେଇ ବିରୋଧୀ ଓ ଶାସକ ମୁହାଁମୁହିଁ ଅବସ୍ଥାରେ ରହିଛନ୍ତି। କେହି ନିଜ ଜିଦ୍‌ରୁ ହଟିବାକୁ ରାଜି ନୁହନ୍ତି। ବିରୋଧୀ -ଶାସକଙ୍କ ହଙ୍ଗାମା ଯୋଗୁ ବିଧାନସଭା ଲଗାତର ୫...

ପିପିଲି ଉପନିର୍ବାଚନ: ଅଧିକ ୭୫ ବୁଥ୍‌, କୋଭିଡ୍‌ କଟକଣାରେ ହେବ ନିର୍ବାଚନ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପିପିଲି ଉପନିର୍ବାଚନରେ ମତଦାନ କେନ୍ଦ୍ରସଂଖ୍ୟା ବଢ଼ିବ। ପୂର୍ବରୁ ୨୭୧ଟି ବୁଥ୍‌ ଥିଲା। ଏବେ ଏହାକୁ ବୃଦ୍ଧି କରାଯାଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି। ଅତିରିକ୍ତ ଭାବେ ୭୫ଟି ସହାୟକ ବୁଥ୍‌ କରାଯାଉଛି...

ରାଜ୍ୟରେ ଚିହ୍ନଟ ହେଲେ ନୂଆ ୮୨ ପଜିଟିଭ: ସର୍ବାଧିକ ମୟୂରଭଞ୍ଜରୁ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଜ୍ୟରେ କରୋନାକୁ ବର୍ଷେ ପୁରିଛି। ଏବେ ବି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି କ୍ରମରେ ବୁଧବାର ରାଜ୍ୟରୁ ୮୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୩୮୪୦୫ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri