ମେଟ୍ରୋ

ଓଡ଼ିଶାରେ ୨୦ ଦେଶର ପ୍ରତିନିଧି

ଭୁବନେଶ୍ୱର, ୧୫।୫ (ବ୍ୟୁରୋ): ଜି-୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିମାନେ ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକରେ ଅଂଶ ଗ୍ରହଣ କରିବା ଲାଗି ରବିବାର ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ଏହି ବୈଠକରେ ୪ଟି ପ୍ରାଥମିକତା କ୍ଷେତ୍ର…

ଆଜିଠୁ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ରାଜ୍ୟରେ ପୁଣି ତାପମାତ୍ରା ବଢ଼ି ଚାଲିଛି। ରବିବାର ୧୪ ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିଲା। ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଶେଷଜ୍ଞ ସଞ୍ଜୀବ ଦ୍ୱିବେଦୀଙ୍କ ସୂଚନାରେ, ଝାରସୁଗୁଡ଼ାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩.୮ ଡିଗ୍ରୀ ରେକର୍ଡ କରାଯାଇଛି। ବଲାଙ୍ଗୀରରେ…

ଆଇସିଏସ୍‌ଇ ମାଟ୍ରିକ ପରୀକ୍ଷାରେ ଓଡ଼ିଶାରୁ ପ୍ରିୟଙ୍କା, ବିଷ୍ଣୁ ଟପ୍ପର

ଭୁବନେଶ୍ୱର,୧୪ା୫(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦ ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ବୋର୍ଡ ପରିଚାଳିତ ଆଇସିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଓଡ଼ିଶାରୁ ପ୍ରିୟଙ୍କା ପରାସର ଓ ବିଷ୍ଣୁ ଶତପଥୀ ୯୯.୪୦…

ଓଡ଼ିଶାରେ ପାକିସ୍ତାନ ଲିଙ୍କ୍‌, ତଥ୍ୟ ଦେଇ ବନ୍ଧାହେଲେ ୩

ଭୁବନେଶ୍ୱର/ନୟାଗଡ଼,୧୪ା୫(ବ୍ୟୁରୋ/ଡି.ଏନ୍‌.ଏ.): ଓଟିପି ଶେୟାରିଂ ସ୍କାମ୍‌ ନେଇ ଏସ୍‌ଟିଏଫ୍‌ ଚଢ଼ାଉ କରି ନୟାଗଡ଼ର ପଠାଣୀ ସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ ଯାଜପୁରର ସୌମ୍ୟ ପଟ୍ଟନାୟକଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୧୯ଟି ଦାମୀ ମୋବାଇଲ, ୪୭ଟି ସିମ୍‌କାର୍ଡ, ୬୧ଟି ଏଟିଏମ୍‌ କାର୍ଡ…

ଲକି ଡ୍ର ଜରିଆରେ ଇ-ସ୍କୁଟର ଜିତିଲେ ଗ୍ରାହକ

ଭୁବନେଶ୍ୱର,୧୪।୫: ଲାଲଚାନ୍ଦ୍‌ ଜୁଏଲର୍ସର ବ୍ରହ୍ମପୁର ଶୋ’ରୁମ୍‌ ପକ୍ଷରୁ ନିକଟରେ ଏକ ମେଗା ଲକି ଡ୍ର ଉଠାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଲକି ଡ୍ର ଜରିଆରେ ୩ ଭାଗ୍ୟଶାଳୀ ବିଜେତା ଭାବେ ବ୍ରହ୍ମପୁରର ପୂର୍ଣ୍ଣବାସୀ ହୋତା, ଜେ. ସନ୍ତୋଷ ରାଓ ଏବଂ…

ମାରୁତି ସୁଜୁକି ସୁପର କ୍ୟାରିର ଅନାବରଣ

ଭୁବନେଶ୍ୱର,୧୪।୫: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ୍‌)ର ଅପ୍‌ଗ୍ରେଡେଡ୍‌ ହାଲୁକା କମର୍ସିଆଲ ଭେଇକିଲ ସୁପର କ୍ୟାରିର ସର୍ବଭାରତୀୟ ଉନ୍ମୋଚନ ଓ ପ୍ରବେଶ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏମ୍‌ଏସ୍‌ଆଇଏଲ୍‌ ସ୍ବୀକୃତିପ୍ରାପ୍ତ ଡିଲର ମାରୁତି ସୁଜୁକି କମର୍ସିଆଲ…

୧୫ରୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଆସନ୍ତା ୧୫ ତାରିଖରୁ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ। ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ ହନ୍ତସନ୍ତ କରିବ । ପଦାକୁ ବାହାରିବା ମୁସ୍କିଲ ହୋଇ ପଡ଼ିବ। ପାରଦ ୪୫ ଡିଗ୍ରୀକୁ ଛୁଇଁବ। ବିଶେଷକରି ପଶ୍ଚିମ ଓ ଦକ୍ଷିଣ…

ଆଜି ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ପରୀକ୍ଷାଫଳ

ଭୁବନେଶ୍ୱର,୧୪।୫(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦ ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ବୋର୍ଡ ପରିଚାଳିତ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ରବିବାର ଅପରାହ୍ନ ୩ଟାରେ ପ୍ରକାଶ ପାଇବ। ଏନେଇ ଶନିବାର ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରୀଛାତ୍ର…

ଭାଜପା ନେତା ଜାଣିପାରୁ ନାହାନ୍ତି

ଭୁବନେଶ୍ବର, ୧୪।୫(ବ୍ୟୁରୋ): ଭାଜପା ସଭାପତି ଭାବେ ଗତ ମାର୍ଚ୍ଚ ୨୩ରେ ମନମୋହନ ସାମଲ ପଦ ଗ୍ରହଣ କଲେ। ସେତେବେଳେ ଭୁବନେଶ୍ୱର ରାମମନ୍ଦିର ନିକଟସ୍ଥ ଭାଜପା ଅଫିସ୍‌ ସମ୍ମୁଖରେ ଲାଗିଥିବା ଗାଡ଼ି ଏବଂ ବସ୍‌ର ଭିଡ଼ରୁ ମନେହେଲା ଯେପରି ବିଦାୟ ନେଇଥିବା ସଭାପତି…

ଭୋଟ ହାର ବଢ଼ିବା ଯୋଗୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ବର,୧୬।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନର ଫଳାଫଳକୁ ସ୍ବୀକାର କରିବା ସହ ଭାଜପାର ଭୋଟ ହାର ବୃଦ୍ଧି ପାଇଁ ଝାରସୁଗୁଡ଼ାବାସୀ ଓ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଟୁଇଟ୍‌ ଯୋଗେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି। ସେ ତାଙ୍କ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି, ଝାରସୁଗୁଡ଼ା ଉପନିର୍ବାଚନର…

ପଶୁପକ୍ଷୀଙ୍କ ମା’ ସେହେଗାଲ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ମା’ର ସ୍ନେହ, ପ୍ରେମ, ଭଲପାଇବାର ତୁଳନା ନାହିଁ। ତା’ ଭଲପାଇବା କେମିତି ବି, କାହା ପାଇଁ ହୋଇଥାଏ। ଏମିତି ଜଣେ ନିଆରା ମା’ ଅଛନ୍ତି, ଯିଏ ପଶୁପକ୍ଷୀଙ୍କ ଜୀବନ ଆଉ ସ୍ବର ପାଲଟିଛନ୍ତି। ସେମାନଙ୍କ ସହ କଥା ହୁଅନ୍ତି, ଖାଇବାକୁ…

ବିଜେଡି, ଭାଜପାର ଭୋଟ ହାର ବଢ଼ିଲା

ଭୁବନେଶ୍ବର, ୧୪।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ୧ ଲକ୍ଷ ୦୭ ହଜାର ୧୯୮ ଭୋଟ ପାଇ ବିଜୟୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ୫୮ ହଜାର ୪୭୭ ଖଣ୍ଡ ଭୋଟ ପାଇଛନ୍ତି। ତେବେ ଦୀପାଳିଙ୍କଠାରୁ ଟଙ୍କଧର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?