ମେଟ୍ରୋ

ଟୁଇଟରରେ ଲୋକଙ୍କ ସମସ୍ୟା ସମାଧାନ କରୁଛନ୍ତି ଭାଗୀରଥି

ଗୋପ,୧୪।୫(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ୫-ଟି ଯୋଜନାରେ ଅନେକ ସରକାରୀ ଯୋଜନା ସଫଳ ହେଉଛି। ମାତ୍ର ଗ୍ରାମାଞ୍ଚଳରେ ଥିବା ସାଧାରଣ ଲୋକ ଓ ଉପାନ୍ତ ଅଞ୍ଚଳରେ ରହୁଥିବା ଲୋକମାନଙ୍କ ନିକଟରେ ସଚେତନତାର ଅଭାବ ହେତୁ ଅନେକ ସରକାରୀ ଯୋଜନା ପହଞ୍ଚିବାରେ ବିଳମ୍ବ ହେଉଛି।…

ଡେଲାଙ୍ଗ ଷ୍ଟେଶନ ବଜାରରେ ଜଳୁନି ହାଇମାଷ୍ଟ ଲାଇଟ୍‌

ଡେଲାଙ୍ଗ,୧୪।୫(ଡି.ଏନ୍‌.ଏ.):ଡେଲାଙ୍ଗ ଷ୍ଟେଶନ ବଜାର ଉପରେ ସ୍ଥାନୀୟ ୭ଟି ପଞ୍ଚାୟତରୁ ଊର୍ଦ୍ଧ୍ୱ ଲୋକ ନିର୍ଭର କରୁଥିବାବେଳେ ବଜାର ଏବେ ନିଶାଡ଼ି ଓ ବାଇକ୍‌ ଚୋରଙ୍କ ଆଡାସ୍ଥଳୀ ପାଲଟିଛି। ସନ୍ଧ୍ୟା ହେଲେ ବଜାରକୁ ଆଲୋକୀକରଣ କରିବାକୁ ଥିବା ହାଇମାଷ୍ଟ ଲାଇଟ୍‌ ଆଜକୁ ଦୀର୍ଘ ୨ବର୍ଷ…

ଭାରତରେ କଂଗ୍ରେସର ଉତ୍‌ଥାନ, ଓଡ଼ିଶାରେ ପତନ

ଭୁବନେଶ୍ବର, ୧୪।୫(ବ୍ୟୁରୋ): ଝାରସୁଗୁଡ଼ାରେ କଂଗ୍ରେସର କେବଳ ପରାଜୟ ଘଟି ନାହିଁ ଦଳ ଏଠାରେ ଅମାନତ ହରାଇବା ଫଳରେ ସମ୍ପୂର୍ଣ୍ଣ ଭାବେ ତାହାର ମୂଳୋତ୍ପାଟନ ଘଟିଛି। ଓଡ଼ିଶାରେ କଂଗ୍ରେସ ଉଧେଇ ନ ପାରିବାର ଅନେକ କାରଣ ରହିଛି। ନେତୃତ୍ୱ ବିବାଦ କଂଗ୍ରେସକୁ ରସାତଳଗାମୀ…

ଦ୍ୱନ୍ଦ୍ୱ ଦୂର କଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଶେଷରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱନ୍ଦ୍ୱ ଦୂର କରିଛି। ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ ବାର୍ଷିକ ପରୀକ୍ଷା ଓ କ୍ୱାର୍ଟର ଏଣ୍ଡ୍‌ ପରୀକ୍ଷା ଆଧାରରେ ରେଜଲ୍ଟ ପ୍ରକାଶ ପାଇବ।…

ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଝାରସୁଗୁଡ଼ାରେ ବିଜେଡି ବିପୁଳ ଭୋଟ୍‌ରେ ବିଜୟ ଲାଭ କରିବା ପରେ ବିଜେଡି ବିଜୟ ଉତ୍ସବ ପାଳନ କରିଛି। ଆଜି ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ନବୀନ କହିଛନ୍ତି, ବିଜେଡି ମା’ମାନଙ୍କୁ ହାଣ୍ଡିଶାଳରୁ…

ପ୍ରମିଳାଙ୍କୁ ଆଉ ଦୁଇ ବିଭାଗ ଦାୟିତ୍ୱ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଆଉ ଦୁଇ ବିଭାଗର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି। ଏଣିକି ଶ୍ରମ ସହ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଦାୟିତ୍ୱ ସମ୍ଭାଳିବେ ପ୍ରମିଳା। ଶୁକ୍ରବାର ରାଜ୍ୟ ମନ୍ତ୍ରିମଣ୍ଡଳରୁ ବାଚସ୍ପତି ବିକ୍ରମ…

ଦୀପାଳିଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ବିପୁଳ ଭୋଟ୍‌ରେ ବିଜୟୀ ହୋଇଛନ୍ତି। ଏହି ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ୍‌ ଯୋଗେ ତାଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଛନ୍ତି। ଏହି ବିଜୟ ସହ ଝାରସୁଗୁଡ଼ା ବିକାଶ…

ପଞ୍ଚମ ରାଉଣ୍ଡ ସୁଦ୍ଧା ଦୀପାଳି ଦାସ ୧୩,୫୪୫ ଖଣ୍ଡ ଭୋଟରେ ଆଗୁଆ

ଝାରସୁଗୁଡା ଅଫିସ,୧୩।୫: ଝାରସୁଗୁଡା ଉପନିର୍ବାଚନ ପାଇଁ ଆଜି ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ତେବେ ପଞ୍ଚମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୧୩,୫୪୫ ଖଣ୍ଡ ଭୋଟରେ ଆଗୁଆ ଥିବା ଜଣାପଡିଛି।…

‘ଗୃହପାଳିତ ପଶୁପକ୍ଷୀଙ୍କ ମୃତଦେହ ବାହାରେ ଫିଙ୍ଗନି’

ଭୁବନେଶ୍ୱର,୧୩।୫(ବ୍ୟୁରୋ): ୱାର୍ଡ ନମ୍ବର ୫୯ରେ ଶୁକ୍ରବାର ‘ୱାର୍ଡରେ ଦିନେ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ସାମନ୍ତରାପୁର ସରସ୍ବତୀ ମଣ୍ଡପରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ କମିଶନର ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ, ଗଙ୍ଗୁଆ ନାଳ ନିକଟରେ…

ଓଟିଇଟି ନିୟମ ବଦଳିଲା

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ (ଓଟିଇଟି) ବୈଧତା ସୀମା ବୃଦ୍ଧି କରିଛନ୍ତି। ଥରେ ଓଟିଇଟି ପାସ୍‌ କଲେ ଆଉ ପରୀକ୍ଷା ଦେବାକୁ ପଡ଼ିବ ନାହିଁ। ପୂର୍ବରୁ ଓଟିଇଟି ପାସ୍‌ କଲେ ଏହାର ବୈଧତା ୭ ବର୍ଷ ରହୁଥିଲା।…

ଖଗେଶ୍ୱରଙ୍କ ଜାମିନ ଖାରଜ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଦୀର୍ଘଦିନ ହେବ ଝାରପଡ଼ା ଜେଲରେ ରହିଛନ୍ତି। ଏଭଳିସ୍ଥିତିରେ ଖଗେଶ୍ୱରଙ୍କ ପାଇଁ ଅଡ଼ୁଆ ବଢ଼ିଛି। ଇଡି ମାମଲାରେ…

ଆଇଟିଆଇ ଛାତ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର ,୧୩ା୫ (ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଥିବା ଏକ ବୈଷୟିକ ଶିକ୍ଷାନୁଷ୍ଠାନ ହଷ୍ଟେଲରେ ଜଣେ ଆଇଟିଆଇ ଛାତ୍ର ଫ୍ୟାନ୍‌ରେ ଗାମୁଛା ଦ୍ୱାରା ଝୁଲି ଆତ୍ମହତ୍ୟା କରିଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦପଦା ଥାନା ଅନ୍ତର୍ଗତ ହାଟସାହିର ରୁଦ୍ର ମାଧବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?