ମେଟ୍ରୋ

ରାସ୍ତାରୁ ହଟିବ ୧୫ ବର୍ଷିଆ ଗାଡ଼ି

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ସହରାଞ୍ଚଳରୁ ବାୟୁ ପ୍ରଦୂଷଣ ମାତ୍ରା କମାଇବାକୁ ରାଜ୍ୟ ସରକାର ୧୫ ବର୍ଷିଆ ସମସ୍ତ ଯାନକୁ ରାସ୍ତାରୁ ହଟାଇବାକୁ ଯୋଜନା କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ପଞ୍ଜୀକୃତ ଯାନ ସ୍କ୍ରାପିଂ ସୁବିଧା ନୀତି-୨୦୨୨(ରେଜିଷ୍ଟର୍ଡ ଭେହିକିଲ୍‌ ସ୍କ୍ରାପିଂ ଫାସିଲିଟି ପଲିସି-୨୦୨୨) ଆଣିଛନ୍ତି।...

କୃଷି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଅତିରିକ୍ତ ଖର୍ଚ୍ଚଦାବି ଗୃହୀତ

ଭୁବନେଶ୍ୱର,୧।୧୨(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ୧୪୩ କୋଟି ୬୫ ଲକ୍ଷ ୩୫ ହଜାର ଟଙ୍କା ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧୪ କୋଟି ୮୧ ଲକ୍ଷ ୫୨ ହଜାର ଟଙ୍କାର ଅତିରିକ୍ତ ଖର୍ଚ୍ଚ ଦାବି...

ଡିସେମ୍ବର ୨୦ ପର୍ଯ୍ୟନ୍ତ ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ରାଜଧାନୀରେ ଆନ୍ଦୋଳନ କରିଥିବା ଶିକ୍ଷକମାନେ ବୁଧବାର ସେମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖିଛନ୍ତି। ଡିସେମ୍ବର ୨୦ ପର୍ଯ୍ୟନ୍ତ ଏହି ଆନ୍ଦୋଳନକୁ ପ୍ରାଥମିକ ଶିକ୍ଷକ ସଂଘ ସ୍ଥଗିତ ରଖିଛି। ୧୬ରୁ ୨୦ଭିତରେ ଦାବି ପୂରଣ ନ ହେଲେ ୨୧ରୁ ପୁନର୍ବାର ଆନ୍ଦୋଳନକୁ...

୮ ବ୍ଲକକୁ ପାନୀୟ ଜଳ ଯୋଗାଣ ନେଇ କ୍ୟାବିନେଟ୍‌ ମୋହର

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଗଞ୍ଜାମ ଜିଲାର ପାତ୍ରପୁର, ଚିକିଟି, ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ୬୩ଟି ପଞ୍ଚାୟତ ଓ ୪୭୯ଟି ଗ୍ରାମରେ ଜେ.ଜେ.ଏମ୍‌ ଯୋଜନାରେ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିନିମନ୍ତେ ୩୮୬ କୋଟି ୯୬ ଲକ୍ଷ ୪୦ ହଜାର ୫...

ଓଏଚ୍‌ଆର୍‌ଡିସି ଦୁର୍ନୀତି ମାମଲା: ବିନୋଦ କୁମାରଙ୍କୁ ପୁଣି ସଜା

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମ (ଓଆର୍‌ଏଚ୍‌ଡିସି) ଦୁର୍ନୀତି ମାମଲାରେ ପୂର୍ବତନ ଏମ୍‌ଡି ତଥା ଆଇଏଏସ୍‌ ବିନୋଦ କୁମାରଙ୍କୁ ପୁଣିଥରେ ସଜା ମଳିଛି। ଭୂମିକା ବିଲଡର ଲୋନ୍‌ ଦୁର୍ନୀତି ମାମଲାରେ ପୂର୍ବତନ ଆଇଏଏସ୍‌ ବିନୋଦ କୁମାରଙ୍କ ସହ ୬...

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମେକ୍‌-ଇନ୍‌-ଓଡ଼ିଶା କନକ୍ଲେଭ୍‌ର ତୃତୀୟ ସଂସ୍କରଣକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଉଦ୍‌ଘାଟନ କରିଛନ୍ତି। ଜନତା ମଇଦାନରେ ଅନୁଷ୍ଠିତ ହେଉଥିବା ଏହି କନ୍‌କ୍ଲେଭକୁ ଏକ ସ୍ବତନ୍ତ୍ର ଗାଡ଼ିରେ ମୁଖ୍ୟମନ୍ତ୍ରୀ ବୁଲି ଦେଖୁଛନ୍ତି। ଏହି ୫ ଦିନିଆ ମେଗା ବିଜ୍‌ନେସ ସମିଟ୍‌ରେ...

ଅର୍ଚ୍ଚନାଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ୍‌ ଜାମିନ ଆବେଦନ ବୁଧବାର ଖାରଜ ହୋଇଯାଇଛି। ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ୩ କୋଟି ଟଙ୍କା ବ୍ଲାକମେଲିଂ ମାମଲାରେ ଭୁବନେଶ୍ୱର ଜେଏମ୍‌ଏଫ୍‌ସି-୩ରେ ଅର୍ଚ୍ଚନାଙ୍କ ଏହି ଜାମିନ ଆବେଦନ ଖାରଜ ହୋଇଛି।...

ଗାଡି ଚାଳକଙ୍କୁ ଆଶ୍ୱସ୍ତି: ଆଉ ମାସେ ବଢିଲା ନମ୍ବର ପ୍ଳେଟ୍‌ ଅବଧି

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବଢିଲା ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍‌ ଅବଧି। ୧, ୨, ୩, ୪ ନମ୍ବର ପାଇଁ ରାଜ୍ୟ ସରକାର ଆଉ ମାସେ ବଢାଇ ଦେଇଛନ୍ତି। ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର।  ଡିସେମ୍ବର ୩୧ ଯାଏ...

‘କାହା ଟଙ୍କା ଧରାପଡ଼ିବା ଭୟରେ ଡରୁଛି ଭାଜପା’

ଭୁବନେଶ୍ବର, ୩୦।୧୧(ବ୍ୟୁରୋ): ସୋମବାର ସାରେ ପଦ୍ମପୁର ଜଗଦମ୍ବା କ୍ଲଥ୍‌ ଷ୍ଟୋରରେ ଜିଏସ୍‌ଟି ଚଢ଼ାଉ ସମୟରେ ଭାଜପାର ୩ ଜଣ ନେତା ଠାକୁର ରଣଜିତ ଦାସ, ପିଙ୍କି ପ୍ରଧାନ ଏବଂ କାଳନ୍ଦୀ ସାମଲ ଜାଣିଶୁଣି ଗଣ୍ଡଗୋଳ ଭିଆଇଥିବା ଅଭିଯୋଗ ଆଣିଛି ବିଜେଡି।...

ଓଡ଼ିଶା ଜିଲା ଯୋଜନା କମିଟି (ସଂଶୋଧନ) ବିଲ୍‌-୨୦୨୨ ବିଧାନସଭାରେ ଗୃହୀତ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ମଙ୍ଗଳବାର ଓଡ଼ିଶା ଜିଲା ଯୋଜନା କମିଟି (ସଂଶୋଧନ) ବିଲ୍‌-୨୦୨୨ ବିଧାନସଭାର ଅନୁମୋଦନ ଲାଭ କରିଛି। ସଂଶୋଧିତ ବିଲ୍‌ରେ ଜିଲା ଯୋଜନା କମିଟିର ସଦସ୍ୟମାନଙ୍କୁ ଶୃଙ୍ଖଳିତ ଓ ଦାୟିତ୍ୱବାନ୍‌ କରିବା ଉଦ୍ଦେଶ୍ୟରେ ମୂଳ ଅଧିନିୟମର ଧାରା-୫ରେ...

୧ରୁ ପୂର୍ବାହ୍ନ ୯ରୁ ସନ୍ଧ୍ୟା ୫ ଯାଏ କ୍ୟାପିଟାଲ ହସ୍ପିଟାଲ ଓପିଡି ଖୋଲା

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶନାମା ଅନୁଯାୟୀ କ୍ୟାପିଟାଲ ହସ୍ପିଟାଲ ବହିର୍ବିଭାଗ (ଓପିଡି) ସମୟ ପରିବର୍ତ୍ତନ ହୋଇଛି। ଡିସେମ୍ବର ୧ରୁ ସକାଳ ୯ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ କ୍ୟାପିଟାଲ ହସ୍ପିଟାଲର ଓପିଡି ଖୋଲା ରହିବ। ତେବେ ଅପରାହ୍ନ ୧ଟାରୁ ୨ଟା...

ଚଳଚ୍ଚିତ୍ର ପ୍ରଯୋଜକ ପ୍ରମୋଦ ସ୍ବାଇଁଙ୍କୁ ଇଡିର ଜେରା

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ବହୁଚର୍ଚ୍ଚିତ ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାରର ଚେର କେଉଁଆଡ଼େ ଲମ୍ବିଛି ତାହାର ଖୋଳତାଡ଼ ଜାରି ରଖିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଅର୍ଚ୍ଚନାଙ୍କ ସହ ଆର୍ଥିକ କାରବାର କରିଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଜଣକ ପରେ ଜଣଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri