କ୍ୟାପିଟାଲ ହସ୍ପିଟାଲ ଓପିଡି ସମୟରେ ପରିବର୍ତ୍ତନ
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲ ବହିର୍ବିଭାଗ (ଓପିଡି) ସମୟରେ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶନାମା ଅନୁଯାୟୀ ଏଭଳି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଡିସେମ୍ବର ୧ ତାରିଖରୁ ସକାଳ ୯ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ କ୍ୟାପିଟାଲ ହସ୍ପିଟାଲର ବହିର୍ବିଭାଗ (ଓପିଡିି) ଖୋଲା...
ସ୍ଥିତି ହରାଇଛି ଚଳଚ୍ଚିତ୍ର ପତ୍ରିକା
ଭୁବନେଶ୍ୱର,୨୯।୧୧(ବ୍ୟୁରୋ) ଶର୍ମିଷ୍ଠା ପାଣିଗ୍ରାହୀ: ସମୟ ଥିଲା ଓଡ଼ିଆ ଚଳଚ୍ଚିତ୍ର ପତ୍ରିକା ପଢ଼ିବାକୁ ସହରଠୁ ଗାଁ କାହିଁକେତେ ଉତ୍କଣ୍ଠା ପ୍ରକାଶ ପାଉଥିଲା। କେଉଁ ଗାଁକୁ ଜଣେ ଅଧେ ପାଖକୁ ଡାକରେ ପତ୍ରିକାଟିଏ ପହଞ୍ଚତ୍ବା ପରେ ଏଘରୁ ସେ ଘର, ଏଗାଁରୁ ସେ...
କମ୍ପାନୀର ବରିଷ୍ଠ ଉପସଭାପତି ହରିୟାଣାରୁ ଗିରଫ
ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ରାଜଧାନୀର ୨ଟି ଘରୋଇ ହସ୍ପିଟାଲକୁ ଆମ୍ବୁଲାନ୍ସ ଦେବା ଓ ସେଥିରେ ସରଞ୍ଜାମ ଲଗାଇବା ଆଳରେ ଠକେଇ କରିଥିବା ଏକ ସଂସ୍ଥା ‘ଏମ୍/ଏସ୍ ବାଫ୍ନା ହେଲ୍ଥ କେୟାର ପ୍ରାଇଭେଟ ଲିମିଟେଡ’ର ଉପ ସଭାପତିଙ୍କୁ ହରିୟାଣାରୁ ଶୁକ୍ରବାର ଖଣ୍ଡଗିରି ଥାନା ପୋଲିସ...
ଶ୍ରଦ୍ଧାଞ୍ଜଳିଙ୍କ ଆକାଉଣ୍ଟରେ ୧୦ ଲକ୍ଷ କାରବାର
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ରହସ୍ୟମୟୀ ବ୍ଲାକ୍ମେଲର୍ ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାର ଦିଗରେ ଅଧିକ ତଦନ୍ତ ଜାରି ରଖିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଆର୍ଥିକ କାରବାର ଓ କଳା ସାମ୍ରାଜ୍ୟର ଗୋପନ ପେଡ଼ି ଖୋଲୁଥିବା ଇଡିକୁ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି।...
ଇଡିରେ ହାଜର ହେଲେ ଫିଲ୍ମ ପ୍ରଯୋଜକ ପ୍ରମୋଦ ସ୍ବାଇଁ
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଲେଡି ବ୍ଲାକ୍ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଖୋଡତାଳ କରୁଛି। ତେବେ ମଙ୍ଗଳବାର ଫିଲ୍ମ ପ୍ରଯୋଜକ ପ୍ରମୋଦ ସ୍ବାଇଁ ଇଡିରେ ହାଜର ହୋଇଛନ୍ତି। ଇଡି ଅଫିସକୁ ଯିବା ସମୟରେ ନିଜର ପ୍ରତିକ୍ରିୟା ରଖିଛନ୍ତି ପ୍ରମୋଦ।...
ଆରମ୍ଭରୁ ଗୃହ ମୁଲତବୀ
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଆଜି ବି ଗୃହ ଅଚଳ। ଶିକ୍ଷକଙ୍କ ପ୍ରସଙ୍ଗକୁ ନେଇ ବିଧାନସଭାରେ ବିରୋଧୀ ପ୍ରବଳ ହଟ୍ଟଗୋଳ ଏବଂ ନାରାବାଜି କରିଥିଲେ। ବାଚସ୍ପତିଙ୍କ ରୁଲିଂ କାର୍ଯ୍ୟକାରୀ ନ ହେବାରୁ ବିରୋଧୀଙ୍କ ପକ୍ଷରୁ ହଟ୍ଟଗୋଳ ଜାରି ରହିଥିଲା । ଶେଷରେ ବାଚସ୍ପତି ବିକ୍ରମ...
ଆଜି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିବେ। ତେବେ ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ। ହେଲେ କେଉଁ ସବୁ ପ୍ରସ୍ତାବ ଉପରେ ମୋହର...
ସୁଶାନ୍ତଙ୍କ ସୁରକ୍ଷା ବଢ଼ାଇବାକୁ ପୁଣି ଦାବି କଲା ବିଜେଡି
ଭୁବନେଶ୍ବର, ୨୯୧୧(ବ୍ୟୁରୋ): ବିଜେଡି ବିଧାୟକ ସୁଶାନ୍ତ ସିଂଙ୍କ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ତାଙ୍କ ସୁରକ୍ଷା ବ୍ୟବସ୍ଥା ବଢ଼ାଇବାକୁ ଶାସକ ଦଳ ପକ୍ଷରୁ ପୁଣି ଦାବି କରାଯାଇଛି। ବିଜେଡିର ଏକ ପ୍ରତିନିଧି ଦଳ ସୋମବାର ରାଜ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କୁ...
ବରଗଡ଼ ଏସ୍ପିଙ୍କ ବଦଳି କରାଯାଉ: ଭାଜପା
ଭୁବନେଶ୍ବର, ୨୯ା୧୧(ବ୍ୟୁରୋ): ବିଜେଡି ଶାସନ କଳର ଅପବ୍ୟବହାର କରି ନିର୍ବାଚନ ବୈତରଣୀ ପାର ହେବାକୁ ଅନବରତ ପ୍ରଚେଷ୍ଟା ଜାରି ରଖିଛି। ପୋଲିସ ଓ ପ୍ରଶାସନକୁ ମଧ୍ୟ ବ୍ୟବହାର କରି ହିଂସାକାଣ୍ଡ ଭିଆଇବାକୁ ପଛାଉନାହିଁ। ପଦ୍ମପୁର ଉପନିର୍ବାଚନ ଜିତିବା ଲକ୍ଷ୍ୟରେ ଶାସକ...
ଆଜି ଭାରତ ବନ୍ଦ
ଭୁବନେଶ୍ବର, ୨୯ା୧୧(ବ୍ୟୁରୋ): ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ପକ୍ଷରୁ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଓବିସିଙ୍କ ଜାତି ଆଧାରିତ ଜନଗଣନା କରା ନ ଯିବା ପ୍ରତିବାଦରେ ଏହି ଡାକରା ଦିଆଯାଇଛି। ସେହିପରି ଇଭିଏମ୍ ଟାମ୍ପରିଂ,...
ରାଜ୍ୟର ମୁଣ୍ଡପିଛା ଋଣ ଭାର ୨୨ ହଜାର ଟଙ୍କା
ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ୨୦୨୧-୨୨ ଆର୍ଥିକ ବର୍ଷ ଶେଷ ସୁଦ୍ଧା ରାଜ୍ୟରେ ମୁଣ୍ଡପିଛା ଋଣ ୨୨ ହଜାର ୪୨ ଟଙ୍କା ରହିଛି । ସେହିପରି ୨୦୨୧-୨୨ ଆର୍ଥିକ ବର୍ଷରେ ରାଜ୍ୟ ସରକାରଙ୍କ ଋଣ ଭାର ୯୭ ହଜାର ୨୫୩ କୋଟି ଟଙ୍କା। ଚଳିତ...
ଗୃହରେ ଶିକ୍ଷକଙ୍କ ଦାବିକୁ ନେଇ ହଙ୍ଗାମା
ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଦୁଇଦିନ ହେବ ପ୍ରାଥମିକ ଶିକ୍ଷକ ୩ ଦଫା ଦାବି ନେଇ ଅହୋରାତ୍ର ଧାରଣାରେ ବସିଛନ୍ତି। ଲକ୍ଷାଧିକ ଶିକ୍ଷକ ରାଜରାସ୍ତାକୁ ଅଚଳ କରି ରଖିଛନ୍ତି। ସରକାରଙ୍କ ଶିକ୍ଷା ମନ୍ତ୍ରୀ କିମ୍ବା କୌଣସି ଅଧିକାରୀ ସେମାନଙ୍କ ସହ ଆଲୋଚନା କରିବାକୁ ଯାଇନାହାନ୍ତି।...
Archives


