ମେଟ୍ରୋ

ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ସରଗରମ: ଦୋଛକିରେ ବିଜେଡି

ଭୁବନେଶ୍ୱର,୨ା୮(ରବିନାରାୟଣ ଜେନା):ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନକରଙ୍କ ଇସ୍ତଫା ପରେ ଜାତୀୟ ଓ ରାଜ୍ୟ ରାଜନୀତିରେ ନୂଆ ସମୀକରଣ ଦେଖାଦେଇଛି। ଶୁକ୍ରବାର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ ହେବାକୁ ସ୍ଥିର ହୋଇଛି। ଧନକରଙ୍କ ଇସ୍ତଫାକୁ ନେଇ...

ଆଗାମୀ ୫ ଦିନ ବର୍ଷା, ବଜ୍ରପାତ ଭୟ; ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୧ା୮(ଅନୁରାଧା ମହାରଣା)- ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ବର୍ଷା ଜାରି ରହିଛି। ଶୁକ୍ରବାର ପୁରୀରେ ସର୍ବାଧିକ ୨୭.୧ ମିମି ଓ ଭବାନୀପାଟଣାରେ ୧୪.୮ ମିମି ବର୍ଷା ହୋଇଛି। ଏହାବ୍ୟତୀତ ରାଜ୍ୟର କାଁଭାଁ କିଛି ଅଞ୍ଚଳରେ ବର୍ଷା ହୋଇଛି। ତେବେ ଆଞ୍ଚଳିକ...

ରାଜ୍ୟରେ ଖୋଲିବ ମଡେଲ ମଣ୍ଡି: ଜାଣନ୍ତୁ ଚାଷୀଙ୍କ ପାଇଁ ମଣ୍ଡିରେ କ’ଣ ରହିବ ସୁବିଧା…

ଭୁବନେଶ୍ୱର,୧।୮: ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ମଡେଲ ମଣ୍ଡି ଖୋଲିବ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟର ୩୦ଟି ଜିଲାରେ ୩୮ଟି ମଡେଲ ମଣ୍ଡି ଖୋଲିବ। ଆବଶ୍ୟକତା...

ଭକ୍ତ ଦାସଙ୍କ ବଡ଼ ଚେତାବନୀ: ବିଧାନସଭା ଘେରିବେ ୨୦ ହଜାର ମହିଳା

ଭୁବନେଶ୍ୱର,୧।୮: ପିସିସି ସଭାପତି ଭକ୍ତ ଚରଣ ଦାସ ଶୁକ୍ରବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ମୌସୁମୀ ଅଧିବେଶନ ଦିନ ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ ବୋଲି ପିସିସି ସଭାପତି ଦାସ ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ନାରୀ ନିର୍ଯାତନା...

ମୁଁ ଅତୁଲ ସୁବାଷ ନୁହେଁ… ସ୍ତ୍ରୀଙ୍କ ସଙ୍ଗୀନ ଅଭିଯୋଗ ପରେ ମୁହଁ ଖୋଲିଲେ ଓଏଏସ ଅଧିକାରୀ

ଭୁବନେଶ୍ୱର,୧।୮: ଓଏଏସ ଅଧିକାରୀ ତଥା OSDMAରେ କାର୍ଯ୍ୟରତ DGM ସାର୍ଥକ ସୌରଭ ମହାପାତ୍ରଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ତାଙ୍କ ସ୍ତ୍ରୀ ଅର୍ଚ୍ଚନା ଦାସ। ଛୁଆ ଜନ୍ମ ପରଠୁ ମେଡିକାଲରୁ ସାର୍ଥକ କୁଆଡେ ପଳାଇଥିବା ତାଙ୍କ ସ୍ତ୍ରୀ କହିଛନ୍ତି। ସେପଟେ...

ବ୍ଲକ କର୍ମଚାରୀଙ୍କ ଦରମା ବନ୍ଦ

ସାଲେପୁର,୧।୮: କଟକ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏମରଜେନ୍ସିରେ ଅଫିସ ନ ଆସିବା ଏବଂ ବାୟୋମେଟ୍ରିକ ନ ଲଗାଇବାରୁ ଦରମା ବନ୍ଦ ମାହାଙ୍ଗା ବ୍ଲକର ସମସ୍ତ କର୍ମଚାରୀଙ୍କ ଦରମା ବନ୍ଦ କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶ...

ରତ୍ନଭଣ୍ଡାର ଗଣତିମଣତି କରିବେ RBI ଏକ୍ସପର୍ଟ, କମିଟି ଗଠନ କରାଯାଇ…

ଭୁବନେଶ୍ୱର/ପୁରୀ,୧ା୮: ଶ୍ରୀମନ୍ଦିର ରତ୍ନଭଣ୍ଡାରର ଗଣତିମଣତି ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,୨ ଜଣ ଏକ୍ସପର୍ଟ ଦେବା ପାଇଁ RBIକୁ ସରକାର ଚିଠି ଲେଖିଛନ୍ତି। ଏହା ପରେ RBI ମଧ୍ୟ ୨ ଜଣ...

OTET ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଶିକ୍ଷକଙ୍କ ସଂପୃକ୍ତି, ୭ ଗିରଫ, କ୍ରାଇମବ୍ରାଞ୍ଚ ତଦନ୍ତ ଜାରି

ଭୁବନେଶ୍ୱର,୧।୮: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET-2025) ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଶିକ୍ଷକଙ୍କ ସଂପୃକ୍ତି ପ୍ରମାଣିତ ହୋଇଛି। କ୍ରାଇମବ୍ରାଞ୍ଚ DIG ବି. ଗଙ୍ଗାଧରଙ୍କ ସୂଚନା ଅନୁଯାୟୀ, ଏହି ମାମଲାରେ ଏପର୍ଯ୍ୟନ୍ତ ୭ ଜଣଙ୍କୁ ଗିରଫ କରାଯାଇଛି। ପ୍ରଶ୍ନପତ୍ର ଲିକ୍‌ର କାରଣ...

LPG ସିଲିଣ୍ଡର ମୂଲ୍ୟରେ ୩୩.୫୦ ଟଙ୍କା କମିଲା; ଆଜିଠାରୁ ନୂଆ ମୂଲ୍ୟ ଲାଗୁ

ନୂଆଦିଲ୍ଲୀ,୧।୮: ତୈଳ ବିପଣନ କମ୍ପାନୀମାନେ ୧୯ କିଲୋଗ୍ରାମର ବାଣିଜ୍ୟିକ LPG ସିଲିଣ୍ଡରର ମୂଲ୍ୟ ୩୩.୫୦ ଟଙ୍କା ହ୍ରାସ କରିଛନ୍ତି। ଏହି ନୂଆ ମୂଲ୍ୟ ଆଜି, ଅଗଷ୍ଟ ୧, ୨୦୨୫ ଗୁରୁବାରଠାରୁ ଦେଶବ୍ୟାପୀ ଲାଗୁ ହେବ। ଏହି ମୂଲ୍ୟ ହ୍ରାସ ଦେଶର...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚଳିତ ବର୍ଷ ମିଳିବ ୪୦ ହଜାର ନିଯୁକ୍ତି

ସୁନ୍ଦରଗଡ଼,୧।୮: ଓଡ଼ିଶାରେ ଯୁବବର୍ଗଙ୍କ ପାଇଁ ସରକାରୀ ଚାକିରିର ଏକ ବଡ଼ ସୁଯୋଗ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚଳିତ ବର୍ଷ ରାଜ୍ୟ ସରକାର ଆଉ ୪୦ ହଜାର ସରକାରୀ ଚାକିରି ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ...

କାଲି ଏହି ୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୩୧ା୭(ଅନୁରାଧା ମହାରଣା) – ସାରା ରାଜ୍ୟରେ ଗୁରୁବାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ତେବେ ଶୁକ୍ରବାର ୩ ଜିଲା କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ...

ଭାଜପା ରାଜ୍ୟ ଅଫିସରେ ପ୍ରଫୁଲ୍ଲ ସାମଲଙ୍କ ପୁଅ, ଧରିବେ ପଦ୍ମ! ବଢିଲା…

ଭୁବନେଶ୍ୱର,୩୧।୭: ଭାଜପା ରାଜ୍ୟ ଅଫିସରେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି। ବାସୁଦେବପୁର ଭାଜପା ବିଧାୟକ ପ୍ରାର୍ଥୀ ବାଣୀକଲ୍ୟାଣଙ୍କ ସହ ଆସିଥିଲେ ପ୍ରୟାସକାନ୍ତି। ପ୍ରୟାସକାନ୍ତି ସାମଲ ଭାଜପା କାର୍ଯ୍ୟାଳୟରେ ଉପସ୍ଥିତି ନେଇ ଚର୍ଚ୍ଚା ବଢିଛି। ନିକଟରେ ବିଜେଡିରୁ ଇସ୍ତଫା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri