ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା
ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍ ରିଜୁଭେନେଶନ ଆଣ୍ଡ୍ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ କାର୍ଯ୍ୟକାରିତାରେ ସମଗ୍ର ଦେଶରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରି ଅଗ୍ରଣୀ ରାଜ୍ୟ…
ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….
ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ ଟ୍ରପ୍ଲାଇନ ମଧ୍ୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ…
ପୁଣି ଦୁର୍ଘଟଣା ଘଟାଇଲା ଆମବସ୍: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ
ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ ନିକଟରେ। ୩୭ ନଂ ଆମ ବସ ଯାତ୍ରୀ ନେଇ ଭୁବନେଶ୍ୱର ଯାଉଥିଲା। ୟଦୁର୍ଘଟଣାରେ…
ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…
ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା ଗସ୍ତ ନିଷ୍ପତ୍ତିକୁ ପରୋକ୍ଷ ଭାବେ ଟାର୍ଗେଟ୍ କରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ…
ପ୍ରମିଳାଙ୍କ ଘରେ ହଠାତ୍ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…
ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା ଜଣାପଡିଛି। ବୈଠକରେ ପ୍ରମିଳା ମଲ୍ଲିକ, ବିଶ୍ୱ ମଲ୍ଲିକ, ସୁଜାତା ସାହୁ , ପ୍ରୀତି…
ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…
ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ…
ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍ କରୁଥିଲେ ଶିକ୍ଷକ-ଶିକ୍ଷୟିତ୍ରୀ, ଫିଟିଲା ଗୁମର
ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ ଆରମ୍ଭ କରି ବିଭିନ୍ନ ଯୋଜନାରେ ଅର୍ଥ ଆତ୍ମସାତ୍ କରୁଥିଲେ। ତେବେ ଜଣେ କି…
ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ
ଓଡ଼ିଶାର ବିଦ୍ୟୁତ୍ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ କୁମାର ବଡୁ । ୩୭ ବର୍ଷରୁ ଅଧିକ ଶିଳ୍ପ ଅଭିଜ୍ଞତା ସହିତ ସେ…
ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ୧୩ ଜୁନ ୧୯୫୧ରେ ଜନ୍ମଗ୍ରହଣ କରିଥିବା ରବି ଓଡ଼ିଆ…
୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର ସଂଖ୍ୟା ଓ ଉପଲବ୍ଧ ଡାକ୍ତର ପଦବୀ ସଂଖ୍ୟାର ଅନ୍ତର ବିଶ୍ଳେଷଣ କରାଯାଇ ନିଅଣ୍ଟ…
ରନ୍ଧନ ଗ୍ୟାସ୍ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ
ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍ ସମୟରେ ଗ୍ୟାସ୍ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି ପାଉଥିବା ନେଇ ଅଭିଯୋଗ ଆସିବାରୁ ରାଜ୍ୟ ସରକାର କଡା କଟକଣା ଲଗାଇଛନ୍ତି। ଖୋଲା…
ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….
ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ନେଇଛନ୍ତି । ହେଲେ ସୁଜିତ କୁମାର ଶପଥ ନେଇନାହାନ୍ତି ।…

