ମେଟ୍ରୋ

ଡିଜି ପାହ୍ୟାକୁ ଗଲେ ୩ ଆଇପିଏସ୍‌

ଭୁବନେଶ୍ୱର,୩ା୫(ବ୍ୟୁରୋ): ରାଜ୍ୟର ୩ ବରିଷ୍ଠ ଆଇପିଏସ୍‌ ଅଧିକାରୀ ଡିଜି ପାହ୍ୟାକୁ ପଦୋନ୍ନତି ପାଇଥିବା ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ, ସୁଧାଂଶୁ ଷଡ଼ଙ୍ଗୀ ଏବଂ ଅରୁଣ ଷଡ଼ଙ୍ଗୀ ଡିଜି ପାହ୍ୟାକୁ ପଦୋନ୍ନତି ପାଇଥିବା…

ଅଗ୍ରିଆ ସମାଜ ପାଇଁ ଜମି, ୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୫(ବ୍ୟୁରୋ): ଅଗ୍ରିଆ ସମାଜ ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଗୋଷ୍ଠୀ। କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲାରେ ବସବାସ କରିଥାନ୍ତି। ନିକଟରେ ଏହି…

ଓଡ଼ିଶା ଆସିବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର!

ଭୁବନେଶ୍ୱର,୩।୫(ବ୍ୟୁରୋ): ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଏହି ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ନବୀନଙ୍କୁ ଭେଟି ସେ ବିଭିନ୍ନ ରାଜନୈତିକ ପ୍ରସଙ୍ଗରେ ଆଲୋଚନା କରିବାର ସମ୍ଭାବନା ରହିଛି।…

ମେ’ ୧୫ରୁ ଭୁବନେଶ୍ୱରରୁ ଦୁବାଇକୁ ଉଡିବ ବିମାନ

ଭୁବନେଶ୍ୱର,୩।୫(ବ୍ୟୁରୋ): ଆସନ୍ତା ମେ’ ୧୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ବିମାନ ଉଡିବ। ସପ୍ତାହରେ ୩ଦିନ ସୋମବାର, ବୁଧବାର ଓ ଶୁକ୍ରବାର ଏହି ବିମାନ ସେବା ଚାଲିବ ବୋଲି କହିଛନ୍ତି ଭୁବନେଶ୍ୱର ବିମାନ ବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ । ସୂଚନାଯୋଗ୍ୟ, କରୋନା…

ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୩ା୫(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଅର୍ଥାତ୍‌ ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ବୋଲି ରାଷ୍ଟ୍ରପତିଙ୍କ ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ୪ରୁ ୬ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ରାଇରଙ୍ଗପୁର, ପାହାଡ଼ପୁର ଏବଂ ବାରିପଦାରେ କିଛି କାର୍ଯ୍ୟକ୍ରମରେ ଯୋଗଦେବେ।…

ବନ୍ୟପ୍ରାଣୀ ଆକ୍ରମଣରେ ମୃତାହତଙ୍କ ପରିବାର ପାଇଁ ସହାୟତା ରାଶି ବଢ଼ିଲା

ଭୁବନେଶ୍ୱର,୩ା୫(ବ୍ୟୁରୋ): ମନୁଷ୍ୟ ଓ ବନ୍ୟପ୍ରାଣୀଙ୍କ ମଧ୍ୟରେ ସଂଘର୍ଷ ଘଟି ରାଜ୍ୟରେ ପ୍ରତିବର୍ଷ ବହୁ ଲୋକ ମୃତାହତ ହେଉଛନ୍ତି। ଏଥିସହିତ ହାତୀମାନେ ଘରଦ୍ବାରା ଭାଙ୍ଗିବା ସହ ଫସଲ ନଷ୍ଟ କରୁଛନ୍ତି। ଏହି କ୍ଷତିଗ୍ରସ୍ତ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ରାଶି…

ସବୁ ଜିଲାପାଳଙ୍କୁ ହାଇଆଲର୍ଟ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ନେଇ ସରକାର ପୁରା ପ୍ରସ୍ତୁତ ଥିବା ବୁଧବାର ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି। ସେ କହିଛନ୍ତି, ଲଗାତାର ଭାବେ ମେ ମାସରେ ବାତ୍ୟା ହେଉଛି । ସମସ୍ତ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ…

୯ରେ ବତ୍ୟା ସମ୍ଭାବନା: ଲଘୁଚାପ ପରେ ଗତିପଥ ହେବ ସ୍ପଷ୍ଟ

ଭୁବନେଶ୍ୱର,୩।୫(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୬ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ପରେ ଏହା ୭ତାରିଖରେ ଲଘୁଚାପ ରୂପ ନେଇ ୮ତାରିଖରେ ଅବପାତରେ ପରିଣତ ହେବ ବୋଲି ପୂର୍ବାନୁମାନ କରାଯାଇଛି। ୯ ତାରିଖରେ ବାତ୍ୟା ସମ୍ଭାବନା ରହିଛି ।…

ଏଡିଏମ୍‌ଙ୍କ ଗାଡ଼ିକୁ ଧକ୍କା ଦେଲା ମୋ ବସ୍‌

ଭୁବନେଶ୍ୱର,୩।୫(ବ୍ୟୁରୋ): କଟକର ଅତିରିକ୍ତ ଜିଲାପାଳ (ଏଡିଏମ୍‌) ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କ ଗାଡ଼ିକୁ ମୋ ବସ୍‌ ଧକ୍କା ଦେଇଛି। ମଙ୍ଗଳବାର ମଧ୍ୟାହ୍ନରେ ଭୁବନେଶ୍ୱର ରାଜଭବନ ଛକରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଏଡିଏମ୍‌ଙ୍କ ଗାଡ଼ି (ନଂ. ଓଡି୦୫ଏଡବ୍ଲ୍ୟୁ୨୧୨୧)ର ପଛପଟ କ୍ଷତିଗ୍ରସ୍ତ ହୋଇଛି। ଏଥିରେ ଏଡିଏମ୍‌…

ରାହାଡ଼ପୁର ପାହାଡ଼ ନିକଟରେ ଧାରଣା

ଯାଜପୁର ଅଫିସ/କବାଟବନ୍ଧ, (ଡି.ଏନ.ଏ.)୩।୫ : ପ୍ରଶାସନିକ ଅଧିକାରୀ ଓ ଖଣି ବ୍ୟବସାୟୀଙ୍କ ମଧୁଚନ୍ଦ୍ରିକା ବନ୍ଦ କର। କେତେ ଟଙ୍କା ଲାଞ୍ଚ ନେଇ ମୁହଁ ବନ୍ଦ କରିଛ। ଧର୍ମଶାଳା ତହସିଲ ହାଏ ହାଏ। ସରକାରଙ୍କ ଟିକସ ଫାଙ୍କୁଥିବା ବ୍ୟକ୍ତିଙ୍କୁ ଗିରଫ କର। ଯାଜପୁର…

୫ ଜିଲାର ୪୪୯ ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୩।୫(ବ୍ୟୁରୋ): ୫-ଟି ସ୍କୁଲ ରୂପାନ୍ତର ଆମ ସ୍କୁଲର ପରିବେଶକୁ ସୁନ୍ଦର କରିବା ସହିତ ଆଧୁନିକ ଶିକ୍ଷାର ବ୍ୟବସ୍ଥା କରିଛି। ଏହା ଭିତରେ ସବୁଠାରୁ ଭଲ କଥା ହେଉଛି, ଝିଅମାନଙ୍କ ପାଇଁ ସ୍ବଚ୍ଛ, ସୁନ୍ଦର ଓ ସ୍ବତନ୍ତ୍ର ପାଇଖାନା ବ୍ୟବସ୍ଥା କରାଯାଇଛି।…

ପଡ଼ିଆ ହେଉ କି ରାସ୍ତା, ଝଗଡ଼ା ଗ୍ରହଣୀୟ ନୁହେଁ

ଭୁବନେଶ୍ବର,୩।୫(ବ୍ୟୁରୋ): ଆଇପିଏଲ୍‌ ମ୍ୟାଚ୍‌ ସମୟରେ ସୋମବାର ଇଣ୍ଡିଆ ଟିମ୍‌ର ଦୁଇ ଖେଳାଳିଙ୍କ ମଧ୍ୟରେ ଦେଖାଦେଇଥିବା ବାକ୍‌ଯୁଦ୍ଧକୁ ନେଇ ଏବେ ଏହା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା। ଭାରତୀୟ ଟିମ୍‌ର ପୂର୍ବତନ କ୍ୟାପ୍‌ଟେନ ତଥା ବ୍ୟାଟସ୍‌ମ୍ୟାନ ବିରାଟ କୋହଲି ଏବଂ ପୂର୍ବତନ ଖେଳାଳି ଗୌତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?