ଦୁର୍ବଳ ହେଲା ଅବପାତ
ଭୁବନେଶ୍ୱର,୨୨।୧୧: ଅବପାତ ମଙ୍ଗଳବାର ଦୁର୍ବଳ ହୋଇ ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏକ ସଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଛି ବୋଲି...
୧୫ ଘଣ୍ଟା ପରେ ସ୍ବାଭାବିକ ହେଲା ଟ୍ରେନ୍ ଚଳାଚଳ
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଯାଜପୁର ଜିଲା କୋରେଇ ରେଳ ଷ୍ଟେଶନରେ ସୋମବାର ଏକ ମାଲବାହୀ ଟ୍ରେନ୍ ବିଶ୍ରାମାଗାର ଉପରେ ମାଡିଯିବା ଘଟଣାରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ତେବେ ଘଟଣାର ୧୫ ଘଣ୍ଟା ପରେ ରେଳ ଚଳାଚଳ ସ୍ବାଭାବିକ ହୋଇଛି। ମଙ୍ଗଳବାର ସକାଳେ...
ଅର୍ଚ୍ଚନା ନାଗ ମାମଲା: ଇଡିରେ ହାଜର ହେଲେ ବ୍ୟବସାୟୀ ଅମୀୟକାନ୍ତ
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ବ୍ଲାକ୍ମେଲର ଅର୍ଚ୍ଚନା ନାଗ ମାମଲା ରୋଚକ ହେବାରେ ଲାଗିଛି। ଏହାକୁ ନେଇ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ତନାଘନା ଚଳାଇଛି। ଏହି ପରିପ୍ରେକ୍ଷୀରେ ଅର୍ଚ୍ଚନାଙ୍କ ବ୍ୟବସାୟୀ ଅମୀୟକାନ୍ତ ଦାସ ମଙ୍ଗଳବାର ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଅର୍ଚ୍ଚନା...
ପାର୍କିଂସ୍ଥଳର ଅପବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମାଞ୍ଚଳରେ ଦିନକୁ ଦିନ ଯାନବାହାନ ସଂଖ୍ୟା ବଢ଼ୁଥିବାବେଳେ ଟ୍ରାଫିକ ସମସ୍ୟା ଅଣାୟତ୍ତ ହେଉଛି। କେଉଁ କାରଣରୁ ଟ୍ରାଫିକ ସମସ୍ୟା ଅଧିକ ହେଉଛି, ସେନେଇ ବିଏମ୍ସି ତର୍ଜମା କରୁଛି। ଏହି କ୍ରମରେ ସହରରେ ଥିବା ବିଭିନ୍ନ ଆପାର୍ଟମେଣ୍ଟ,...
ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ନେଲେ ପୁଅ
ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜଧାନୀରେ ଦାନ ମାଝି ଭଳି ଅଭାବନୀୟ ଘଟଣାର ପୁନରାବୃତ୍ତି ହୋଇଛି। ମା’ଙ୍କ ମୃତଦେହ ଘରକୁ ନେବା ପାଇଁ ମିଳିଲାନି ମହାପ୍ରୟାଣ ଗାଡ଼ି। ଘରୋଇ ଆମ୍ବୁଲାନ୍ସରେ ନେବାକୁ ପାଖରେ ନ ଥିଲା ଟଙ୍କା। ଶେଷରେ ମୃତଦେହକୁ ଷ୍ଟ୍ରେଚର୍ରେ ଟାଣି ଟାଣି...
କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଗୁଆ
ଭୁବନେଶ୍ୱର, ୨୨।୧୧(ବ୍ୟୁରୋ):ମାନବସମ୍ବଳ ଓ କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ସଫଳ ପଦକ୍ଷେପ ଗ୍ରହଣ କରି ଆସୁଛି। ବିଶେଷକରି ଯୁବଗୋଷ୍ଠୀଙ୍କ ଦକ୍ଷତା ବୃଦ୍ଧି ଓ ନିରନ୍ତର ପ୍ରଗତି ସହ ସେମାନଙ୍କ କ୍ରିୟାଶୀଳ ଭୂମିକାକୁ ଉନ୍ନତ କରିବା କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ...
ଡିସେମ୍ବରରୁ ଦେଓମାଳିରେ ପାରାଗ୍ଲାଇଡିଂ
ଭୁବନେଶ୍ୱର,୨୨।୧୧(ବ୍ୟୁରୋ):ଓଡ଼ିଶାର ଉଚ୍ଚତମ ଶୃଙ୍ଗ ଭାବେ ପରିଚିତ କୋରାପୁଟର ଦେଓମାଳି ଏଣିକି ଆହୁରି ଆକର୍ଷଣୀୟ ଦେଖାଯିବ। ଏହି ଉଚ୍ଚତମ ପାହାଡ଼ ସମେତ ପୂରା କୋରାପୁଟ ସହରକୁ ପର୍ଯ୍ୟଟକ ଏବେ ପକ୍ଷୀ ଭଳି ଆକାଶରେ ଉଡ଼ି ଦେଖିବା ସହ ପ୍ରକୃତିର ସୌନ୍ଦର୍ଯ୍ୟକୁ ଉପଭୋଗ...
ହ୍ରଦ ସୁରକ୍ଷାଦାତା ଅରୁଣ
ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍ କନ୍କ୍ଲେଭ୍-୨୦୨୨’। ନଭେମ୍ବର ୨୪ ତାରିଖ ‘ଧରିତ୍ରୀ’ର ଜନ୍ମବାର୍ଷିକୀ ପାଳନ ଅବସରରେ...
ଶାରଳା ରିଅଲକନ୍ର ୧୩.୯୭ କୋଟିର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ବାସୋପଯୋଗୀ ଜମି ଦେବା ଆଳରେ ଶାରଳା ରିଅଲକନ୍ ପ୍ରାଇଭେଟ୍ ଲିଃ ଜମାକାରୀଙ୍କ ୧୭ କୋଟି ଟଙ୍କା ଠକିବା ମାମଲା କଟକ ଓପିଆଇଡି କୋର୍ଟରେ ବିଚାରାଧୀନ ରହିଛି। ସୋମବାର ଏହାର ଶୁଣାଣି କରି କୋର୍ଟ ଜବତ ୧୩.୯୭ କୋଟିରୁ ଊର୍ଦ୍ଧ୍ୱ...
ଲୋକନାଥ ମନ୍ଦିର ଲାଗି ୨୮, ଅଲାରନାଥ ପୀଠ ଲାଗି ୮ କୋଟି
ଭୁବନେଶ୍ବର, ୨୨ା୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନ ଅନୁମୋଦନ କରିଛନ୍ତି। ଲୋକନାଥ ମନ୍ଦିରର ବିକାଶ ପାଇଁ ୨୮ କୋଟି ଏବଂ ଅଲାରନାଥ ମନ୍ଦିର ଲାଗି ୮...
୨୫ରୁ ବଢ଼ିବ ଶୀତ
ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ତାମିଲନାଡୁ ଓ ଏହାର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅପସରି ଯାଇଛି। ଆସନ୍ତା ୨୫ରୁ ପୁଣି ଶୀତ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ଓ ଥଣ୍ଡା...
‘କିଟ୍’ରେ ହେବ ବାୟୋ-ଟେକ୍ନୋଲୋଜି ଉତ୍କର୍ଷ କେନ୍ଦ୍ର: ରାଜ୍ୟ ସରକାର ଦେବେ ୨ କୋଟି
ଭୁବନେଶ୍ୱର,୨୧ା୧୧(ବ୍ୟୁରୋ)-‘କିଟ୍’ର ସ୍କୁଲ ଅଫ୍ ବାୟୋ-ଟେକ୍ନୋଲୋଜିକୁ ଉତ୍କର୍ଷ କେନ୍ଦ୍ର (ସେଣ୍ଟର ଅଫ୍ ଏକ୍ସିଲେନ୍ସ)ରେ ପରିଣତ କରାଯିବ। ଏଥିପାଇଁ ସରକାରଙ୍କ ବିଜ୍ଞାନ ଓ କାରିଗରି ବିଭାଗ ୨ କୋଟି ଟଙ୍କା ଯୋଗାଇଦେବ। ସେଣ୍ଟର ଅଫ୍ ଏକ୍ସିଲେନ୍ସ ସହିତ ଇନ୍କ୍ୟୁବେଶନ ସେଣ୍ଟରର ଅଭିବୃଦ୍ଧି ଉପରେ...
Archives


