ପରଲୋକରେ ବିଶିଷ୍ଟ ସଂଳାପ ଲେଖକ ନନ୍ଦଲାଲ ମହାପାତ୍ର
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଆଉ ନାହାନ୍ତି ବିଶିଷ୍ଟ ସଂଳାପ ଲେଖକ ତଥା ନିର୍ଦ୍ଦେଶକ ନନ୍ଦଲାଲ ମହାପାତ୍ର। ୭୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଅସୁସ୍ଥତା ହେତୁ ଗତ କିଛି ଦିନ ଧରି ସେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ।...
ସେତୁ ଭଳି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ବିଭାଗରେ ୩୪ ଜଣ ସହକାରୀ ଉଦ୍ୟାନ କୃଷି ଅଧିକାରୀ ଯୋଗ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ୨୧ ଜଣ ମହିଳା ଅଛନ୍ତି। ଏହି ଅବସରରେ ଶନିବାର ଲୋକସେବା କନ୍ଭେନଶନ ସେଣ୍ଟରରେ ଏକ କର୍ମଶାଳାର ଆୟୋଜନ...
ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ରାଗିଂ
ବ୍ରହ୍ମପୁର ଅଫିସ,୨୦।୧୧: ଗଞ୍ଜାମ ଜିଲା ଖଲ୍ଲିିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ପୁଣିଥରେ ଛାତ୍ରୀଙ୍କୁ ରାଗିଂ କରାଯିବା ଭଳି ଘଟଣା ଦୃଷ୍ଟିକୁ ଆସିଛି। ଜନୈକା ଛାତ୍ରୀଙ୍କୁ ଉକ୍ତ ଶିକ୍ଷାନୁଷ୍ଠାର ଯୁକ୍ତ ୨ ଦ୍ୱିତୀୟ ବର୍ଷର କେତେଜଣ ଛାତ୍ର ଅଶ୍ଳୀଳ ଭାଷାରେ...
ଓଡ଼ିଶା ପାଇଁ ହେଉ ଏକକ ରେଳ ଜୋନ
ଭୁବନେଶ୍ୱର,୨୦।୧୧ (ବ୍ୟୁରୋ): ଓଡ଼ିଶାର ସବୁ ରେଳପଥକୁ ଗୋଟିଏ ଜୋନ ଅଧୀନକୁ ଆଣିବା ପାଇଁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ୨୦୦୩ରେ କେନ୍ଦ୍ର ସରକାର ରାଜ୍ୟ ପାଇଁ ସ୍ବତନ୍ତ୍ର ପୂର୍ବତଟ ରେଳ ଜୋନ ଗଠନ...
ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସରଙ୍କୁ ଅତିରିକ୍ତ ସଚିବ ନିଯୁକ୍ତି
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସରଙ୍କୁ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ କାର୍ମିକ, ସାଧାରଣ ଅଭିଯୋଗ ଓ ପେନ୍ସନ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବୟନ...
ଉପକୂଳ ଜୈବ ବିବିଧତା ସୁରକ୍ଷାରେ ସୌମ୍ୟ
କ୍ଲାଇମେଟ୍ ଚେଞ୍ଜ: ଦି ପାୱାର ଅଫ୍ ୟୁଥ୍ : ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍ କନ୍କ୍ଲେଭ୍-୨୦୨୨’।...
ସାହିତି୍ୟକ ଗଗନେନ୍ଦ୍ରନାଥ ଦାଶଙ୍କ ପରଲୋକ
ଭୁବନେଶ୍ୱର, ୨୦।୧୧ (ବ୍ୟୁରୋ): ବିଶିଷ୍ଟ ସାହିତି୍ୟକ ତଥା ସମାଲୋଚକ ଗଗନେନ୍ଦ୍ରନାଥ ଦାଶ (୮୨) ଙ୍କର ଶନିବାର ଅପରାହ୍ନରେ ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। ଭୁବନେଶ୍ୱରସ୍ଥିତ ତାଙ୍କ ଝିଅଙ୍କ ଘରେ ଚିକିତ୍ସିତ ହେଉଥିଲେ। ସତ୍ୟନଗର ଶ୍ମଶାନରେ ତାଙ୍କର...
ଇଞ୍ଜିନିୟରିଂ ନାମଲେଖା ଅବଧି ୫ ଦିନ ବଢ଼ିଲା
ଭୁବନେଶ୍ୱର, ୨୦।୧୧(ବ୍ୟୁରୋ): ଓଡ଼ିଶାର ସରକାରୀ ଓ ଘରୋଇ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ଅବଧିକୁ ୫ଦିନ ବୃଦ୍ଧି କରାଯାଇଛି। ଶନିବାର ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ...
‘ଶିଶୁଙ୍କୁ ପ୍ରକୃତି ସହ ଯୋଡ଼ିରଖିବା ଶିକ୍ଷାବ୍ୟବସ୍ଥାର ଆଭିମୁଖ୍ୟ ହେଉ’
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ପ୍ରକୃତିଠୁ ଜୀବନ ଦୂରେଇ ଯିବା ହିଁ ଅନେକ ସମସ୍ୟାର କାରଣ। ଶିଶୁମାନଙ୍କୁ ପ୍ରକୃତି ସହ ଯୋଡ଼ି ରଖିବା ଶିକ୍ଷାବ୍ୟବସ୍ଥାର ପ୍ରମୁଖ ଆଭିମୁଖ୍ୟ ହେବା ଉଚିତ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି। ଶନିବାର ଖାରବେଳନଗରଠାରେ ‘ଏକାମ୍ର ବାଟିକା’...
ରାଜ୍ୟରୁ ହଟିଲା କୋଭିଡ୍ କଟକଣା
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କୋଭିଡ୍ ସଂକ୍ରମଣ ହ୍ରାସ ପରେ ରାଜ୍ୟ ସରକାର ଶନିବାର ତତ୍କାଳ ପ୍ରଭାବରୁ ‘ଓଡ଼ିଶା କୋଭିଡ୍-୧୯ ନିୟମାବଳୀ ୨୦୨୦’କୁ ଉଚ୍ଛେଦ କରିଛନ୍ତି । ରାଜ୍ୟରେ ଆଉ କୋଭିଡ୍ କଟକଣା କିମ୍ବା ନିୟମାବଳୀ ମାନିବାକୁ କେହି ବାଧ୍ୟ ନୁହନ୍ତି ବୋଲି ସ୍ବାସ୍ଥ୍ୟ...
୨ ହଜାର ନୂଆ ଡାକ୍ତର ପଦବୀକୁ ମଞ୍ଜୁରୀ
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟ ସରକାର ଆଉ ୨ ହଜାର ନୂଆ ଡାକ୍ତରୀ ପଦବୀ ସୃଷ୍ଟିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏଥିସହ ରାଜ୍ୟରେ ମୋଟ ମଞ୍ଜୁରୀପ୍ରାପ୍ତ ଡାକ୍ତରୀ ପଦବୀ ସଂଖ୍ୟା ୧୦୭୧୯କୁ ବୃଦ୍ଧି ପାଇଛି । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...
ଆସନ୍ତା ଶିକ୍ଷାବର୍ଷରୁ ଯୁକ୍ତ୩ ପାଠ୍ୟକ୍ରମରେ ସାମିଲ ହେବ ଏନ୍ସିସି
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଆସନ୍ତା ୨୦୨୩-୨୪ ଶିକ୍ଷାବର୍ଷରୁ ଯୁକ୍ତ ୩ରେ ସାମିଲ ହେବ ଏନ୍ସିସି ପାଠ୍ୟକ୍ରମ। ଏନେଇ ଶନିବାର ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ ଅଶୋକ ଦାସ ସୂଚନା ଦେଇଛନ୍ତି। ଯୁକ୍ତ ୩ ପିଲା ଏନ୍ସିସିକୁ ଏକ ଇଲେକ୍ଟିଭ୍ ଭାବେ ନେଇ ପାରିବେ।...
Archives


