ନିଆରା ଢଙ୍ଗରେ ଶ୍ରମିକ ଦିବସ ପାଳିଲେ ଉତ୍କଳ ବିଶବିଦ୍ୟାଳୟର ବିଜୁ ଛାତ୍ର ଜନତା ଦଳର ଛାତ୍ରୀଛାତ୍ର
ଭୁବନେଶ୍ୱର,୧।୫(ବ୍ୟୁରୋ): ଶ୍ରମିକମାନେ ହେଉଛନ୍ତି ବିଶ୍ୱ ଗଠନର ଏକମାତ୍ର ମେରୁଦଣ୍ଡ। ଶ୍ରମିକ ମାନଙ୍କର ତ୍ୟାଗ, ନିଷ୍ଠା, ପରିଶ୍ରମ ଓ ଦେଶପ୍ରତି ଅବଦାନ ପ୍ରଶଂସନୀୟ। ଶ୍ରମିକ ମାନେ ହିଁ ହେଉଛନ୍ତି ପ୍ରତ୍ୟେକ ନିର୍ମାଣର ବିଶକର୍ମା । ତେବେ ସେହି ଶ୍ରମିକ ମାନଙ୍କ ଉଦ୍ଦେଶ୍ୟରେ ପ୍ରତିବର୍ଷ…
‘ଦେଶ ନିର୍ମାଣରେ ଶ୍ରମିକମାନଙ୍କ କଠିନ ପରିଶ୍ରମ ଅତୁଳନୀୟ’
ଭୁବନେଶ୍ୱର,୧ା୫(ବ୍ୟୁରୋ): ଆଜି ହେଉଛି ବିଶ୍ୱ ଶ୍ରମିକ ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଶ୍ରମିକ ଭଉଣୀଭାଇଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଶ୍ରମିକ ଦିବସ ଅବସରରେ ସମସ୍ତ ଶ୍ରମିକ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ଦେଶ…
ଟ୍ରେନ୍ ଧକ୍କାରେ ବାଇକ୍ ଆରୋହୀଙ୍କ ଜୀବନ ଗଲା, ନ୍ୟାୟ ଦାବିରେ ରେଳରୋକୋ
ବାରିପଦା ଅଫିସ,୧ା୫: ସୋମବାର ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ କଷ୍ଣଚନ୍ଦ୍ରପୁର ରେଳଧାରଣା ପାର ବେଳେ ଟ୍ରେନ୍ ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମତ୍ୟୁ ଘଟିଛି। ବ୍ୟକ୍ତି ଜଣକ ବାଇକ୍ରେ ରେଳ ଧାରଣା ଉପରେ ପାର୍ ହେବା ବେଳେ କୋଲକାତାରୁ ବାରିପଦା ଆସୁଥିବା…
ବାଇକ୍ ମେକାନିକ ମାଷ୍ଟରମାଇଣ୍ଡ
ଭୁବନେଶ୍ୱର,୧।୫ (ବ୍ୟୁରୋ): ରାଜଧାନୀରେ କିଛି ମାସ ହେଲା ବାଇକ ଚୋରି ଘଟଣାରେ ଭୁବନେଶ୍ୱର ସହରାଞ୍ଚଳ ଜିଲା ପୋଲିସ ଏକ ଗ୍ୟାଙ୍ଗକୁ ଧରିଛି। କ୍ୟାପିଟାଲ ଥାନା ପୋଲିସ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ତଥା ମେକାନିକଙ୍କ ସହ ୩ଜଣ କବାଡିଆଙ୍କୁ ଗିରଫ କରିଛି। ମାଷ୍ଟରମାଇଣ୍ଡ ହେଲେ…
ଭୁବନେଶ୍ୱରରେ ୩ ନୂଆ ଅଗ୍ନିଶମ କେନ୍ଦ୍ର ଖୋଲିଲା
ଭୁବନେଶ୍ୱର,(ବ୍ୟୁରୋ)/ବାଲିଅନ୍ତା,୧।୫(ଡି.ଏନ୍.ଏ.): ଭୁବନେଶ୍ୱରର ପାହାଳ, ମଞ୍ଚେଶ୍ୱର ଓ ତମାଣ୍ଡୋଠାରେ ୩ଟି ନୂଆ ଅଗ୍ନିଶମ ଓ ଜରୁରିକାଳୀନ ସେବା କେନ୍ଦ୍ର ଖୋଲିଛି। ମୁଖ୍ୟ ଅତିଥି ଭାବେ ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟାୟ ଯୋଗଦେଇ ଏହି କେନ୍ଦ୍ରଗୁଡ଼ିକୁ ଉଦ୍ଘାଟନ କରିଛନ୍ତି। ତେବେ ଷ୍ଟେଶନଗୁଡ଼ିକ ଏବେ ଅସ୍ଥାୟୀ…
କୁକୁର କାମୁଡ଼ିଲେ, ବାହାରେ ମଳତ୍ୟାଗ କଲେ ଜରିମାନା ଦେବେ ମାଲିକ
ଭୁବନେଶ୍ୱର,୧ା୫(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରେ କୁକୁର ପାଳନ ନେଇ ସ୍ବତନ୍ତ୍ର ନିୟମ କରାଯାଇଛି। ଶନିବାର କର୍ପୋରେଶନ ବୈଠକରେ ବିଧିବଦ୍ଧ ଭାବେ ପ୍ରସ୍ତୁତ ହୋଇଥିବା ଡଗ୍ ବାଇ-ଲ’ ପାରିତ ହୋଇଛି। ଏବେ ଦେଶୀ ହେଉକି ବିଦେଶୀ କୁକୁର ଘରେ ପୋଷିବାକୁ…
ଗୋଇନ୍ଦା ଚିଠିକୁ ନେଇ ଜୋର୍ ଧରିଲା ରାଜନୀତି
ଭୁବନେଶ୍ବର,୧ା୫(ବ୍ୟୁରୋ): ହନୁମାନ ଜୟନ୍ତୀରେ ହିଂସା ଉପୁଜିପାରେ ବୋଲି ଗୋଇନ୍ଦା ବିଭାଗ ପୂର୍ବରୁ ରିପୋର୍ଟ ଦେଇଥିବା ଜଣାପଡ଼ିବା ପରେ ଏବେ ରାଜ୍ୟ ରାଜନୀତି ଜୋର୍ ଧରିଛି। ହନୁମାନ ଜୟନ୍ତୀରେ ସମ୍ବଲପୁରରେ ବ୍ୟାପକ ହିଂସାକାଣ୍ଡ ଘଟିଥିଲା। ତେବେ ଏହାର ଦିନକ ପୂର୍ବରୁ ଅର୍ଥାତ୍ ଗତ…
ବିଶ୍ୱ ଶ୍ରମିକ ଦିବସ: ଶ୍ରମିକଙ୍କ ସ୍ଥିତି ଦୟନୀୟ ହୋଇପଡ଼ିଛି
ପ୍ରାୟ ସବୁ ଦେଶରେ ମେ’ ୧ ତାରିଖରେ ପାଳିତ ହେଉଛି ବିଶ୍ୱ ଶ୍ରମିକ ଦିବସ। ଏହାକୁ ମେ’ ଦିବସ ବା ଆନ୍ତର୍ଜାତିକ ଶ୍ରମିକ ଦିବସ ଭାବେ ମଧ୍ୟ ପାଳନ କରାଯାଉଛି। ଉନବିଂଶ ଶତାବ୍ଦୀର ଶେଷଭାଗରେ ନିଜ ହକ୍ ପାଇଁ ଶିଳ୍ପପତିମାନଙ୍କ ଆକ୍ରୋଶର…
ଆଜିଠୁ ବର୍ଷା ବଢ଼ିବା ସମ୍ଭାବନା
ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏଥିସହ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ରବିବାର ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୯.୬ ରେକର୍ଡ଼ କରାଯାଇଥିଲା। ଏହାପଛକୁ ୩୯ ଡିଗ୍ରୀ ସହ ଜଗତ୍ସିଂହପୁର…
ସର୍ବଭାରତୀୟ ସ୍ତରରେ ଚମକିଲେ ପୁଣି ଜଣେ ଓଡ଼ିଆ
ଭୁବନେଶ୍ୱର,୩୦ା୪(ବ୍ୟୁରୋ): କେନ୍ଦ୍ର ସରକାର ପୁଣି ଜଣେ ଓଡ଼ିଆଙ୍କୁ ଗୁରୁଦାୟିତ୍ୱ ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ଡ. ଅଜିତ ମହାନ୍ତିଙ୍କୁ ଆଟମିକ୍ ରିସର୍ଚ୍ଚ ଏନର୍ଜି କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତ ଦେଇଛନ୍ତି। ୨୦୧୯ ମାର୍ଚ୍ଚ ୧୨ରେ ଅଜିତ ଭାବା ଆଟମିକ୍ ରିସର୍ଚ୍ଚ କେନ୍ଦ୍ରର…
ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ
ଭୁବନେଶ୍ବର, ୩୦।୪: ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ। ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଗସ୍ତର ୨୪ଘଣ୍ଟା ମଧ୍ୟରେ ମଞ୍ଜୁର ହେଲା ୨୨କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗତ ୨୭ ଓ ୨୮ତାରିଖ ୨ଦିନ…
‘କାନନ ଫଟୋକପି ମଡେଲ ପ୍ରଦର୍ଶନୀ’
ଭୁବନେଶ୍ୱର,୩୦।୪: କାନନ ଇଣ୍ଡିଆ ଓ ଗାୟତ୍ରୀ ଡକ୍ୟୁଟେକ୍ସ ପ୍ରାଇଭେଟ୍ ଲିମିଟେଡ୍ର ମିଳିତ ଉଦ୍ୟମରେ ‘କାନନ ଫଟୋ କପି ମଡେଲର ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ କାନନର ଅତ୍ୟାଧୁନିକ ଫଟୋକପି ମଡେଲ ଆଇଆର୍ସି ୩୨୨୬ ଓ ଆଇଆର୍ସି ୨୨୦୬ ଏବଂ ୨୦୦୬…

