ମେଟ୍ରୋ

ପୁଣି ଥରେ ଇଡିରେ ହାଜର ହେଲେ ତାଳଚେର ବିଧାୟକ

ଭୁବନେଶ୍ୱର,୨୭।୧(ବ୍ୟୁରୋ): ତାଳଚେରର ବିଜେଡି ବିଧାୟକ ବ୍ରଜ କିଶୋର ପ୍ରଧାନ ଶୁକ୍ରବାର ପୁଣି ଥରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ବେଆଇନ ଅର୍ଥ କାରବାର ମାମଲାରେ ବିଧାୟକଙ୍କୁ ଜେରା କରାଯିବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ଗତ ୨୦ରେ ବିଧାୟକ ବ୍ରଜ…

ହକି ତାରକା ପ୍ରବୋଧ ତିର୍କୀଙ୍କ ଘରୁ ଲୁଟ୍‌ ଘଟଣା: ୫ ଗିରଫ

ଭୁବନେଶ୍ୱର,୨୭ା୧(ବ୍ୟୁରୋ): ହକି ତାରକା ପ୍ରବୋଧ ତିର୍କୀଙ୍କ ଘରୁ ଲୁଟ୍‌ ହେବା ଘଟଣାର ଶୁକ୍ରବାର ପର୍ଦ୍ଦାଫାଶ ହୋଇଛି। କ୍ୟାପିଟାଲ ଥାନା ପୋଲିସ ଏଥିରେ ସଂପୃକ୍ତ ୫ ଜଣଙ୍କୁ ଗିରଫ କରିବା ସହ ଲୁଟ୍‌ ସାମଗ୍ରୀ ମଧ୍ୟ ଜବତ କରିଛି। ସୂଚନାଯୋଗ୍ୟ, ଗତ ୨୧…

ଆଜି ବିଆର୍‌ଏସ୍‌ରେ ମିଶିବେ ଗମାଙ୍ଗ

ଭୁବନେଶ୍ୱର,୨୭ା୧(ବ୍ୟୁରୋ): ଭାଜପା ଛାଡ଼ିଥିବା ବରିଷ୍ଠ ନେତା ଗିରିଧର ଗମାଙ୍ଗ ଏବଂ ତାଙ୍କ ପୁଅ ଶିଶିର ଗମାଙ୍ଗ ଶୁକ୍ରବାର ବିଆର୍‌ଏସ୍‌ରେ ମିଶିବେ। ହାଇଦ୍ରାବାଦରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓଙ୍କ ଉପସ୍ଥିତିରେ ଉଭୟ ବିଧିବଦ୍ଧ ଭାବେ ଏହି ଦଳରେ ସାମିଲ ହେବେ। ଗମାଙ୍ଗଙ୍କ ସ୍ତ୍ରୀ…

ରାଜ୍ୟର ୩୪ ଜଣଙ୍କୁ ମିଳିଲା ପୋଲିସ ମେଡାଲ

ଭୁବନେଶ୍ବର,୨୬।୧(ବ୍ୟୁରୋ) : କର୍ମକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ରାଜ୍ୟର ୩୪ ଜଣ ପୋଲିସ ମେଡାଲ ପ୍ରଦାନ କରାଯାଇଛି। ଟୁଇନ୍‌ ସିଟି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ସିକ୍ୟୁରିଟି ୱିଙ୍ଗ ଏସପି ସରୋଜ କୁମାର ମହାପାତ୍ରଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ମିଳିଛି।…

‘ପଠାନ୍‌’କୁ ବିରୋଧ, ଚିରିଲେ ପୋଷ୍ଟର

ଭୁବନେଶ୍ୱର,୨୬।୧(ବ୍ୟୁରୋ): ବହୁ ବାଦବିବାଦ ମଧ୍ୟରେ ବଲିଉଡ ଚଳଚ୍ଚିତ୍ର ‘ପଠାନ୍‌’ ବୁଧବାର ମୁକ୍ତିଲାଭ କରିଛି। ଅନେକ ସ୍ଥାନରେ ଏହାକୁ ବିରୋଧ କରାଯାଇଛି। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ କଳିଙ୍ଗ ସେନା ପକ୍ଷରୁ ଏହାକୁ ବିରୋଧ କରାଯାଇଛି। କେଶରୀ ହଲ୍‌ ସମ୍ମୁଖରେ ଲାଗିଥିବା ପୋଷ୍ଟରକୁ ଚିରିବା…

ମନମୋହୁଛି ଶିଶିର ସରସ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ବରମୁଣ୍ଡା ପଡ଼ିଆରେ ଆୟୋଜିତ ଶିଶିର ସରସ ମେଳାରେ ଦିନକୁ ଦିନ ଗ୍ରାହକଙ୍କ ଭିଡ଼ ବଢ଼ୁଛି। ଦିନ ୧୧ରୁ ରାତି ୯ଯାଏଁ ରାଜଧାନୀବାସୀ ଏଠାରେ ରାଜ୍ୟ ତଥା ରାଜ୍ୟ ବାହାରର ଖାଦ୍ୟର ମଜା ନେବା ସହ ବିଭିନ୍ନ ଘର ସଜାଇବା ସାମଗ୍ରୀ…

୨୫% ସଂରକ୍ଷିତ ସିଟ୍‌ ଲାଗି କଡ଼ାକଡ଼ି ହେବ ନିୟମ

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ଶିକ୍ଷା ଅଧିକାର ଆଇନ(ଆର୍‌ଟିଇ) ଅନୁସାରେ ଗରିବ ତଥା ଆର୍ଥତ୍କ ଅନଗ୍ରସର ପିଲାଙ୍କ ନାମଲେଖା ପାଇଁ ୨୫% ସଂରକ୍ଷଣ ରହିବା ଉଚିତ। ଏହାକୁ ରାଜ୍ୟରେ ଅଧିକାଂଶ ସ୍କୁଲ ପାଳନ କରୁ ନ ଥିବା ଦେଖାଯାଉଛି। ତେଣୁ ଏହାକୁ କଡ଼ାକଡ଼ି ପାଳନ…

ବିଦେଶକୁ ରପ୍ତାନି ହେଲା ଓଡ଼ିଶା ଉତ୍ପାଦିତ ମିଲେଟ୍‌ସ

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ପ୍ରଥମ ଥର ପାଇଁ ଓଡ଼ିଶାରେ ଉତ୍ପାଦିତ ମିଲେଟ୍‌ସକୁ ବିଦେଶକୁ ରପ୍ତାନି କରାଯାଇଛି। ଏହି କ୍ରମରେ ବୁଧବାର ରାଜ୍ୟ ଉନ୍ନୟନ କମିଶନର ତଥା କୃଷି ଉତ୍ପାଦନ କମିଶନର ପ୍ରଦୀପ କୁମାର ଜେନା ରପ୍ତାନି କରାଯାଉଥିବା କ୍ଷୁଦ୍ରଶସ୍ୟ ଗାଡ଼ିକୁ ପତାକା ଦେଖାଇ…

ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି। ଏହାସହ ସମ୍ମାନୀତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ…

ରାଜ୍ୟବାସୀଙ୍କୁ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ଆଜି ସାରା ଦେଶରେ ୭୪ତମ ସାଧାରଣତନ୍ତ୍ର ଦିବସ ଧୂମଧାମରେ ପାଳନ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ ଯୋଗେ କହିଛନ୍ତି, ୭୪ତମ ସାଧାରଣତନ୍ତ୍ର ଦିବସର ହାର୍ଦ୍ଦିକ ଶୁଭେଚ୍ଛା। ଏହି ଶୁଭ ଦିନରେ,…

୪ ଓଡ଼ିଆଙ୍କୁ ପଦ୍ମଶ୍ରୀ ପୁରସ୍କାର

ଭୁବନେଶ୍ୱର,୨୫।୧(ବ୍ୟୁରୋ): ୭୪ତମ ସାଧାରଣତନ୍ତ୍ର ଦିବସ ପୂର୍ବରୁ ବୁଧବାର ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଚଳିତବର୍ଷ ୧୦୬ ଜଣଙ୍କୁ ପଦ୍ମ ପୁରସ୍କାର ଦିଆଯିବ। ସେଥିମଧ୍ୟରୁ ୬ ଜଣଙ୍କୁ ପଦ୍ମ ବିଭୂଷଣ, ୯ ଜଣଙ୍କୁ ପଦ୍ମଭୂଷଣ ଏବଂ ୯୧ ଜଣଙ୍କୁ ପଦ୍ମଶ୍ରୀ ଦିଆଯିବ। ଏଥର…

ବିଶ୍ୱକପ୍‌ ହକି: ସେମିରେ ଜର୍ମାନୀ

ଭୁବନେଶ୍ବର,୨୫।୧(ବ୍ୟୁରୋ): ପୁରୁଷ ହକି ବିଶ୍ବକପର ସେମିଫାଇନାଲରେ ପ୍ରବେଶ କରିଛି ଜର୍ମାନୀ। ବୁଧବାର କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା କ୍ବାର୍ଟର ଫାଇନାଲ ମ୍ୟାଚରେ ଜର୍ମାନୀ ସୁଟ୍‌ଆଉଟ୍‌ରେ ଇଂଲଣ୍ଡକୁ ପରାସ୍ତ କରିଛି। ସେମିଫାଇନାଲରେ ଜର୍ମାନୀ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ଭେଟିବ। ଏହି ମ୍ୟାଚ୍‌ ଜାନୁଆରୀ ୨୭ରେ ଖେଳାଯିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri