ମେଟ୍ରୋ

ଆଜି ରାଜ୍ୟରେ ୪୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ରେକର୍ଡ ଭାଙ୍ଗିଲା ସୁନ୍ଦରଗଡ଼

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ରାଜ୍ୟରୁ ୪,୪୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨,୭୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ...

ହାଇଦର ଫେରାର ହୋଇଥିବା କାର୍‌ କଟକ ଅଣାଗଲା

କଟକ ଅଫିସ, ୧୯ା୪:କଟକ ଏସ୍‌ସିବି ମେଡିକାଲରୁ ଗ୍ୟାଙ୍ଗଷ୍ଟର ଶେଖ୍‌ ହାଇଦର ଫେରାର ବେଳେ ବ୍ୟବହାର ହୋଇଥିବା କାର୍‌(ନଂ. ଓଡି୦୨ଏଏସ୍‌-୬୭୭୦)କୁ କମିଶନରେଟ୍‌ ପୋଲିସ ତେଲଙ୍ଗାନାରୁ ଓଡ଼ିଶା ଆଣିଛି। ରବିବାର ମଙ୍ଗଳାବାଗ ଥାନାରେ କାରଟିକୁ ରଖାଯାଇ ଅଧିକ ଖୋଳତାଡ ଜାରି ରହିଛି। ହାଇଦର...

କରୋନା ପାଇଁ ସିଏମ୍‌ସିର ଟୋଲ୍‌ ଫ୍ରି ନମ୍ବର ଜାରି

କଟକ ଅଫିସ, ୧୯ା୪:ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଏହାର ପ୍ରଭାବ କଟକ ଜିଲାରେ ଦେଖିବାକୁ ମିଳିଛି। ରବିବାର କଟକ ଜିଲାରୁ ମୋଟ୍‌ ୧୯୮ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ସେହିପରି...

କଡ଼ା ହେଉନି ରାତ୍ରି କର୍ଫ୍ୟୁ

ଭୁବନେଶ୍ୱର,୧୯ା୪(ବ୍ୟୁରୋ):ସଂକ୍ରମଣ ରୋକିବାକୁ କଟକ ଓ ଭୁବନେଶ୍ୱର ରାତ୍ର କର୍ଫ୍ୟୁ ସହ ୧୪୪ ଧାରା ଲାଗୁ କରାଯାଇଛି। ରାତି ୯ରୁ ସକାଳ ୫ଟା ପର୍ଯ୍ୟନ୍ତ ଦ୍ୱୈତନଗରୀର ପୂରା କମିଶନରେଟ ପୋଲିସ ହାତରେ ରହୁଛି। ଶନିବାର ପ୍ରଥମ ରାତିରେ କର୍ଫ୍ୟୁ କଟକଣା ଅପେକ୍ଷା...

ମସ୍କୋ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶିତ ହେବ ‘ଆଡିୟୁ ଗୋଡାର୍ଡ’

ଭୁବନେଶ୍ୱର, ୧୯।୪ (ବ୍ୟୁରୋ): ଅମର୍ତ୍ତ୍ୟ ଭଟ୍ଟାଚାର୍ଯ୍ୟଙ୍କ ନିର୍ଦ୍ଦେଶିତ ତଥା ସ୍ବସ୍ତିକ ଆର୍ଟ ହାଉସ୍‌ ବ୍ୟାନରରେ ନିର୍ମିତ ହୋଇଥିବା ଫିଚର ଫିଲ୍ମ ‘ଆଡିୟୁ ଗୋଡାର୍ଡ’ର ଓ୍ବାଲର୍‌ଡ ପ୍ରିମିୟର ୪୩ତମ ମସ୍କୋ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶିତ ହେବାକୁ ମନୋନୀତ ହୋଇଛି। ଭାରତ-ଫ୍ରାନ୍ସ...

ଶ୍ରୀମନ୍ଦିର ପାଇଁ ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ

ପୁରୀ ଅଫିସ,୧୯।୪: ଶ୍ରୀମନ୍ଦିରର ବହୁ ସେବାୟତ ଓ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବାପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦର୍ଶନ ଉପରେ କଟକଣା ଲଗାଯାଇଛି। ଏଥିସହ ନୂଆ ଏସ୍‌ଓପିକୁ ସୋମବାରଠାରୁ ଲାଗୁ କରାଯାଇଛି। ଏଣିକି ରାଜ୍ୟ ତଥା ବାହାରୁ ଆସୁଥିବା ଭକ୍ତଙ୍କ...

ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ବନ୍ଦ

ଭୁବନେଶ୍ୱର,(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର, ୧୯।୪ (ଡି.ଏନ.ଏ.): ରାଜଧାନୀରେ କରୋନାର ଦ୍ରୁତ ସଂକ୍ରମଣ ଯୋଗୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସାଧାରଣ ଦର୍ଶନ ପ୍ରଭାବିତ ହୋଇଛି। ମନ୍ଦିରର ୪ଜଣ ସେବାୟତଙ୍କ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସର୍ବସାଧାରଣ ଦର୍ଶନକୁ ବନ୍ଦ କରି ଦିଆଯାଇଛି। ଏଣିକି ଶ୍ରଦ୍ଧାଳୁମାନେ...

ଆସିଲା ୨ଲକ୍ଷ ଟିକା: ୫୦ଲକ୍ଷ ଟପିଲା ଟିକାକରଣ

ଭୁବନେଶ୍ୱର, ୧୯।୪(ବ୍ୟୁରୋ):ରାଜ୍ୟରେ ରବିବାର ଆଉ ୨ ଲକ୍ଷ କୋଭିଶିଲ୍ଡ ଟିକା ପହଞ୍ଚତ୍ଛି। ଏହି ଟିକା ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ ସିଧା ରାଜ୍ୟ ଭାକ୍ସିନ ସେଣ୍ଟରକୁ ନିଆଯାଇଥିଲା। ସେଠାରୁ ଟିକାକୁ ରାଜ୍ୟର ବିଭିନ୍ନ ଜିଲାକୁ ପଠାଯିବ। ଗୋଟିଏ ପଟେ ସଂକ୍ରମଣ...

୨ ‘ଭି’, ୩ ‘ଟି’ ସୁରକ୍ଷା ଦେବ

ଭୁବନେଶ୍ୱର, ୧୯ା୪(ବ୍ୟୁରୋ):ଓଡ଼ିଶାର କରୋନା ପରିସ୍ଥିତିକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ। ସ୍ବାସ୍ଥ୍ୟ ବିଶେଷଜ୍ଞ ଡା. ମନୋଜ କୁମାର ସାହୁ କହିଛନ୍ତି, ଭାରତରେ ବିଗତ ୧୦ଦିନ ମଧ୍ୟରେ ସଂକ୍ରମଣ ସଂଖ୍ୟା ଦ୍ବିଗୁଣିତ ହେବା ସମସ୍ତଙ୍କର ଚିନ୍ତା ବଢାଇଛି। ସରକାର...

ଆଜିଠୁ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୧୯ା୪(ବ୍ୟୁରୋ): ରାଜ୍ୟର ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ସୋମବାରଠାରୁ ବନ୍ଦ ରହିବ। କଲେଜ ଓ ବିଶ୍ୱବିଦ୍ୟାଳୟକୁ ଛାତ୍ରୀଛାତ୍ରଙ୍କ ପାଇଁ ବନ୍ଦ ଘୋଷଣା କରାଯାଇଥିବାବେଳେ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏହା ପୂର୍ବରୁ ହଷ୍ଟେଲ ଖାଲି କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ତେଣୁ...

ଓଡ଼ିଶାରୁ କୁମ୍ଭମେଳା ଯାଇଛନ୍ତି ୪୦୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ

ଭୁବନେଶ୍ୱର, ୧୯।୪(ବ୍ୟୁରୋ): ଓଡ଼ିଶାରୁ ପ୍ରାୟ ୪୦୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଉତ୍ତରାଖଣ୍ଡର କୁମ୍ଭମେଳାକୁ ଯାଇଛନ୍ତି। ୧୫୦ରୁ ଊର୍ଦ୍ଧ୍ୱ ପରିବାରରୁ ଏହି ଶ୍ରଦ୍ଧାଳୁ ରହିଛନ୍ତି। ଉତ୍ତରାଖଣ୍ଡ ସରକାରଙ୍କ ପଞ୍ଜୀକରଣ ରିପୋର୍ଟରୁ ଏହି ତଥ୍ୟ ମିଳିଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୫ ପରିବାର...

କୋଭିଡ୍‌ ବେଡ୍‌ ୫ ଗୁଣା ବଢ଼ିବ

ଭୁବନେଶ୍ୱର, ୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ ହେଉଥିବାବେଳେ ବେଡ୍‌, ଆଇସିୟୁ, ଭେଣ୍ଟିଲେଟର ଓ ଅକ୍ସିଜେନ୍‌ର ଆବଶ୍ୟକତା ବଢ଼ିଛି। ତେଣୁ ରବିବାର ଏକ ଜରୁରୀ ବୈଠକ ବସି କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏସମ୍ପର୍କରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri