ମେଟ୍ରୋ

ଏଭର୍‌ଗ୍ରୀନ କଣ୍ଠଶିଳ୍ପୀଙ୍କ ସୁପରହିଟ୍‌ ପ୍ରଦର୍ଶନ

୯୦ଦଶକର ଗୀତ ଆଜିବି ସୁପରିହିଟ୍‌ ହୋଇ ରହିଛି। ଏସବୁ ଗୀତକୁ ନେଇ ଡଟ୍‌ଫେଷ୍ଟର ସପ୍ତମ ସନ୍ଧ୍ୟାରୁ ରାତି ମତୁଆଲା ହୋଇଉଠିଥିଲା। ବଲିଉଡ୍‌ର ଦୁଇ ଲୋକପ୍ରିୟ କଣ୍ଠଶିଳ୍ପୀ ଉଦିତ୍‌ ନାରାୟଣ ଓ ଅଲ୍‌କା ୟାଗ୍‌ନିକ୍‌ଙ୍କ ଉପସ୍ଥିତି ଭୁବନେଶ୍ୱର ଲାଇଭ୍‌କୁ ଆହୁରି ରଙ୍ଗିନ କରିଦେଇଥିଲା।…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡି କରିବେ ପୁରୁଷ

ଭୁବନେଶ୍ୱର, ୨୩।୧(ବ୍ୟୁରୋ):ରାଜ୍ୟର ପ୍ରଥମ ଓ ଏକମାତ୍ର ମହିଳା ବିଶ୍ୱବିଦ୍ୟାଳୟ ରମାଦେବୀରେ ପୁରୁଷଙ୍କୁ ଏବେ ପିଏଚ୍‌ଡି କରିବାର ସୁଯୋଗ ଦିଆଯିବ। ପୁଣି ବିଶ୍ୱବିଦ୍ୟାଳୟର ପୁରୁଷ ଅଧ୍ୟାପକମାନେ ହିଁ ଗାଇଡ୍‌ କରିବେ। ଏହାକୁ ନେଇ ଏବେ ଛାତ୍ରୀ ଓ ଶିକ୍ଷାବିତ୍‌ମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।…

ଡିଗ୍ରୀ କଲେଜର ଏକାଡେମିକ୍‌ ଅଡିଟ୍‌ ହେବ

ଭୁବନେଶ୍ୱର, ୨୩।୧(ବ୍ୟୁରୋ):ରାଜ୍ୟରେ ଖୁବ୍‌ଶୀଘ୍ର ଡିଗ୍ରୀ କଲେଜରେ ଏକାଡେମିକ୍‌ ଅଡିଟ୍‌ ଆରମ୍ଭ ହେବ। ସରକାରୀ, ଅନୁଦାନପ୍ରାପ୍ତ କଲେଜ ସମେତ ସ୍ବୟଂଶାସିତ କଲେଜଗୁଡ଼ିକରେ ଏହି ଅଡିଟ୍‌ କରାଯାଇ ୩ ମାସ(ଏପ୍ରିଲ ଶେଷ ସୁଦ୍ଧା) ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ…

ପିଚୁ କଲେ, ଖୋଳିଦେଲେ

ଭୁବନେଶ୍ୱର,୨୩।୧(ବ୍ୟୁରୋ):ରବି ଟକିଜ୍‌ରୁ ଭାସ୍କରେଶ୍ୱର ମନ୍ଦିର ପର୍ଯ୍ୟନ୍ତ ଯାଇଥିବା ରାସ୍ତା ଦୀର୍ଘଦିନ ଧରି ଅସଜଡ଼ା ହୋଇ ପଡ଼ିରହିଥିଲା। ବର୍ଷ ବର୍ଷ ଧରି ଖାଲଖମା, ଧୂଳି ଭିତରେ ଲୋକେ ଯିବା ଆସିବା କରୁଥିଲେ ମଧ୍ୟ ପ୍ରଶାସନ ନିଦାବିଷ୍ଣୁ ସାଜିଥିଲା। ହେଲେ ହକି ବିଶ୍ୱକପ୍‌ ପାଇଁ…

ସହର ଗଳିରେ ଆବର୍ଜନା ଦୁର୍ଗନ୍ଧ

ଭୁବନେଶ୍ୱର,୨୩।୧(ବ୍ୟୁରୋ):ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରର ସୌନ୍ଦଯର୍‌ୟକରଣକୁ ଗୁରୁତ୍ୱ ଦିଆଯାଉଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ କୁହାଯାଉଛି। ସହରର ବାସ୍ତବ ଚିତ୍ର କିନ୍ତୁ କିଛି ଭିନ୍ନ କଥା ବଖାଣୁଛି। ରାଜଧାନୀର ପ୍ରମୁଖ ରାସ୍ତା ଓ ଛକଗୁଡ଼ିକୁ ବାଦ୍‌ଦେଲେ ଅଧିକାଂଶ ସ୍ଥାନରେ…

ଏପଟେ ଝଲସୁଛି, ସେପଟେ ଅନ୍ଧାର

ଭୁବନେଶ୍ୱର,୨୩।୧(ବ୍ୟୁରୋ):ହକି ବିଶ୍ୱକପ୍‌କୁ ନେଇ କଳିଙ୍ଗ ଷ୍ଟାଡିୟମ୍‌ ଓ ଆଖପାଖ ଅଞ୍ଚଳ ରଙ୍ଗିନ ଆଲୋକମାଳାରେ ଝଲସୁଛି। ସେପଟେ ଡଟ୍‌ଫେଷ୍ଟ ଆୟୋଜିତ ହେଉଥିବା ୟୁନିଟ୍‌-୩ ଅଞ୍ଚଳର ଆଲୋକୀକରଣ ଆଖି ଝଲସେଇ ଦେଉଛି। ତେବେ ଆଲୋକର ଆବଶ୍ୟକତା ରହିଥିବା ସହରର ଅନେକ ଅଞ୍ଚଳ ଏବେ ବି…

ଗାଁ ଗଣ୍ଡାରେ ସରକାର ବିରୋଧରେ ଆନ୍ଦୋଳନ କରିବ ଭାଜପା

ଭୁବନେଶ୍ବର,୨୩ା୧(ବ୍ୟୁରୋ):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ନିକଟରେ ଓଡ଼ିଶା ଆସି ରାଜ୍ୟ ସରକାରଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟ ଉପରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ତେବେ ଏଠାରେ ସରକାରକୁ କିଏ ଚଳାଉଛି ଜଣାପଡୁ ନାହିଁ ବୋଲି ନଡ୍ଡା ନିକଟରେ ଓଡ଼ିଶା…

ଏକାଠି ହେଲେ ୬୦ହଜାର ଜନଜାତି ଅଭିଭାବକ

ଭୁବନେଶ୍ୱର, ୨୩।୧(ବ୍ୟୁରୋ): କିସ୍‌ ଛାତ୍ରୀଛାତ୍ରଙ୍କ ଅଭିଭାବକଙ୍କୁ ନେଇ ରବିବାର ଏକ ମହାଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶାର ୩୦ ଜିଲାରୁ ୬୦ହଜାର ଅଭିଭାବକ ଯୋଗଦେଇଥିଲେ। ତେବେ ଅଭିଭାବକ, ପୁରାତନ ଛାତ୍ରୀଛାତ୍ର ଓ ବର୍ତ୍ତମାନର ଛାତ୍ରୀଛାତ୍ରଙ୍କୁ ମିଶାଇ ମୋଟ ୧ଲକ୍ଷ ଜନସମାଗମ…

ଏକ୍‌ଜାମ୍‌ ଓ୍ବାରିୟର୍ସର ଓଡ଼ିଆ ସଂସ୍କରଣ ଏକ ପ୍ରେରଣାଦାୟୀ ପୁସ୍ତକ: ଧର୍ମେନ୍ଦ୍ର

ଭୁବନେଶ୍ବର,୨୩ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଲିଖିତ ପୁସ୍ତକ ଏକ୍‌ଜାମ୍‌ ଓ୍ବାରିୟର୍ସର ଓଡ଼ିଆ ସଂସ୍କରଣ ଛାତ୍ରୀଛାତ୍ରଙ୍କ ସମେତ ସେମାନଙ୍କ ଅଭିଭାବକମାନଙ୍କ ଲାଗି ମଧ୍ୟ ଏକ ପ୍ରେରଣାଦାୟୀ ପୁସ୍ତକ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି କହିଛନ୍ତି। ସେ ତାଙ୍କ ଟୁଇଟ୍‌ରରେ…

ଆଜି ୯ ଜିଲାକୁ ଘନକୁହୁଡ଼ି

ଭୁବନେଶ୍ୱର, ୨୩।୧(ବ୍ୟୁରୋ):ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟରେ ଶୀତ କମିଯାଇଥିବାବେଳେ କୁହୁଡ଼ି ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ପରିଲକ୍ଷିତ ହେବ। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସୋମବାରରୁ ମଙ୍ଗଳବାର ସକାଳ ସାଢ଼େ ୮ଟା…

ମାର୍ଚ୍ଚ ୫ରୁ ପ୍ରଦର୍ଶିତ ହେବ ଡାକୋଟା

ଭୁବନେଶ୍ୱର, ୨୨।୧(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଐତିହାସିକ ‘ଡାକୋଟା ବିମାନ’ ମାର୍ଚ୍ଚ ୫ରୁ ସର୍ବସାଧାରଣଙ୍କ ନିମନ୍ତେ ପ୍ରଦର୍ଶିତ ହେବ। ବିଜୁ ଜୟନ୍ତୀ ତଥା ପଞ୍ଚାୟତିରାଜ ଦିବସରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏହି ପ୍ରଦର୍ଶନୀର…

ଯୁକ୍ତ୨ ପ୍ରାକ୍ଟିକାଲ: ୨୯ ସୁଦ୍ଧା କେନ୍ଦ୍ରରେ ପହଞ୍ଚତ୍ବ ପରୀକ୍ଷା ଉପକରଣ

ଭୁବନେଶ୍ୱର, ୨୨।୧(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଆସନ୍ତା ମାର୍ଚ୍ଚ ୧ରୁ ଆରମ୍ଭ ହୋଇ ଏପ୍ରିଲ ୫ରେ ଶେଷ ହେବ। ସେହିପରି ପ୍ରାକ୍ଟିକାଲ ପରୀକ୍ଷା ଫେବୃୟାରୀ ୧ରୁ ଆରମ୍ଭ ହୋଇ ୧୦ ତାରିଖ ଯାଏ ଚାଲିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri