ମେଟ୍ରୋ

ଗଣତନ୍ତ୍ରକୁ ବିପଦ ମୁହଁକୁ ଠେଲିଦେଉଛନ୍ତି ମୋଦି: କଂଗ୍ରେସ

ଭୁବନେଶ୍ବର, ୨୬।୪(ବ୍ୟୁରୋ): ଦେଶର ଗଣତନ୍ତ୍ର ଏବଂ ଗଣତାନ୍ତ୍ରିକ ଅନୁଷ୍ଠାନ ଏବେ ବିପଦଗ୍ରସ୍ତ। ନରେନ୍ଦ୍ର ମୋଦି ସରକାର ଏହି ୯ ବର୍ଷରେ ଭାରତ ବର୍ଷର ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଧ୍ୱସ୍ତ ବିଧ୍ୱସ୍ତ କରିସାରିଲେଣି। ସମ୍ବିଧାନ ଓ ସାମ୍ବିଧାନିକ ଅନୁଷ୍ଠାନଗୁଡିକୁ ନିଜ କବ୍‌ଜାରେ ରଖିବା ପାଇଁ…

ସମୀରବାବୁ ବହୁଦିନ ପରେ ପଦାକୁ ବାହାରିବା ଦେଖି ଖୁସି ଲାଗିଲା: ଲେନିନ୍‌

ଭୁବନେଶ୍ବର, ୨୬।୪(ବ୍ୟୁରୋ) : ଶାନ୍ତିପ୍ରିୟ ସମ୍ବଲପୁରବାସୀଙ୍କ ଆନ୍ତରିକ ପ୍ରଚେଷ୍ଟା ଏବଂ ପ୍ରଶାସନର ଦୃଢ଼ କାର୍ଯ୍ୟାନୁଷ୍ଠାନ ଯୋଗୁ ସମ୍ବଲପୁରରେ ଶାନ୍ତି ଫେରିଛି। ହେଲେ ସମ୍ବେଦନଶୀଳ ମାମଲାର ରାଜନୀତୀକରଣ କରି ଫାଇଦା ହାସଲ କରିବାକୁ ଚାହୁଁଥିବା ଭାଜପା ଏହା ସହି ପାରୁନାହିଁ। ସେଥିଲାଗି ଭାଜପା…

ଆୟୋଜକଙ୍କୁ ଦାୟୀ କରିବା ହିନ୍ଦୁ ବିରୋଧୀ ମାନସିକତା: ଭାଜପା

ଭୁବନେଶ୍ବର, ୨୬।୪(ବ୍ୟୁରୋ): ବିଜେଡି ଶାସନରେ ଓଡ଼ିଶାରେ ଅରାଜକତା ବ୍ୟାପିଛି। ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ନେଇ ରାଜ୍ୟବାସୀଙ୍କ ସୁରକ୍ଷାକୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସମ୍ବଲପୁରଠାରେ ରାମନବମୀ ଓ ହନୁମାନ ଜୟନ୍ତୀ ପାଳନ ସମୟରେ ଘଟିଥିବା ବିଶୃଙ୍ଖଳା ପାଇଁ ଆୟୋଜକମାନଙ୍କୁ ଦାୟୀ…

ପଙ୍କୋଦ୍ଧାର ବିଳମ୍ବକୁ ନେଇ ଅସନ୍ତୋଷ

କଟକ ଅଫିସ,୨୬।୪: କଟକ ମହାନଗର ନିଗମ(ସିଏମ୍‌ସି)ର ବିଭିନ୍ନ ଓ୍ବାର୍ଡରେ ଦୁଇଟି ପର୍ଯ୍ୟାୟରେ ପଙ୍କୋଦ୍ଧାର କରାଯିବା କଥା। ଏଥିପାଇଁ ୩ଟି ଘରୋଇ ସଂସ୍ଥା(ମଞ୍ଜୁ, ପ୍ରତ୍ୟୁଷ ଓ ଜାଗୃତି)କୁ ଦାୟିତ୍ୱ ଦିଆଯାଇଛି। ହେଲେ ଏପ୍ରିଲ ମାସ ଶେଷ ହେବାକୁ ବସିଥିବାବେଳେ ପ୍ରଥମ ପର୍ଯ୍ୟାୟ ପଙ୍କୋଦ୍ଧାର…

‘ଶିକ୍ଷା, ଦକ୍ଷତା ବିକାଶକୁ ନେଇ ଭାରତ-ସିଙ୍ଗାପୁର କାମ କରିବେ’

ଭୁବନେଶ୍ୱର ୨୬।୪ (ବ୍ୟୁରୋ): ନୂଆ ଜାତୀୟ ଶିକ୍ଷାନୀତି ଆଧାରରେ ଦେଶର ଯୁବବର୍ଗଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବା ନିମନ୍ତେ ଶିକ୍ଷା ଓ ଦକ୍ଷତା ପରିସଂସ୍ଥାନର ରୂପାନ୍ତରଣ ପାଇଁ ଭାରତ ଓ ସିଙ୍ଗାପୁର ମଧ୍ୟରେ ଆଲୋଚନା ହୋଇଛି। ଏହି ଦୁଇ ରାଷ୍ଟ୍ର ଆଗାମୀ…

ନିୟମିତ ଉଲ୍ଲଂଘନକାରୀ ଗଣିବେ ଅଧିକ ବୀମା ରାଶି

ଭୁବନେଶ୍ବର,୨୬।୪ (ବ୍ୟୁରୋ) ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ପାଉ ନାହିଁ। ଏହାକୁ ହ୍ରାସ କରିବା ଲାଗି ରାଜ୍ୟ ସରକାର ଯେତେ ପ୍ରକାର ଉଦ୍ୟମ କରୁଛନ୍ତି ସେସବୁ ବାରମ୍ବାର ଫେଲ୍‌ ମାରୁଛି। ରାଜ୍ୟ ସରକାରଙ୍କ ପରିବହନ ବିଭାଗ ପକ୍ଷରୁ ଗତ…

ଛାତ୍ରୀଛାତ୍ରଙ୍କ ସଫଳତା ଓଡ଼ିଶାର ସଫଳତା: ନବୀନ

ଭୁବନେଶ୍ବର, ୨୬।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ୩ୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି। ପ୍ରଥମ ଦିନରେ ୪ ଜିଲାର ୩୫୭ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି। ଏଥିରେ ଗଞ୍ଜାମ ଜିଲାର ୧୦୬ଟି ହାଇସ୍କୁଲ, ଅନୁଗୋଳର…

ମେ ୫ ତାରିଖ ପର୍ଯ୍ୟନ୍ତ ତାତିରୁ ଆଶ୍ୱସ୍ତି

ଭୁବନେଶ୍ୱର, ୨୫।୪: ଖରା ତାତିରୁ ମିଳବ ଆଶ୍ୱସ୍ତି । ମେ ୫ ତାରିଖ ପର୍ଯ୍ୟନ୍ତ ଦିନର ତାପମାତ୍ରା ବଢ଼ିବନି । ବଙ୍ଗୋପସାଗର ସଂଲଗ୍ନ ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ସମୁଦ୍ର ଆଡ଼ୁ ଜଳକଣାପୂର୍ଣ୍ଣ ପବନ ପ୍ରବାହିତ ହୋଇଥିବାରୁ ତାପମାତ୍ରା ବୃଦ୍ଧି…

ପିସିସି କମିଟି ଘୋଷଣା ପରେ ଅସନ୍ତୋଷ ପ୍ରକାଶ କଲେ ବିଧାୟକ ତାରା ପ୍ରସାଦ ବାହିନୀପତି

ଭୁବନେଶ୍ବର ୨୫।୪: ପିସିସି କମିଟି ଘୋଷଣା ପରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଅସନ୍ତୋଷ ପ୍ରକାଶ କରିଛନ୍ତି । ବାହିନୀପତି କହିଛନ୍ତି, ମୋତେ କି ମୋ ପରିବାର କାହାକୁ ପଦ ପଦବୀର ଆବଶ୍ୟକତା ନାହିଁ । କାହା ଦୟାରେ କ’ଣ…

ଓଡ଼ିଶାରେ ୧୨ ଦିନ ରହିଥିଲେ ଗ୍ୟାଙ୍ଗଷ୍ଟର ଗଡ୍ଡୁ ମୁସଲିମ!

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଓଡ଼ିଶାର ଗ୍ୟାଙ୍ଗଷ୍ଟର ଗଡ୍ଡୁ ମୁସଲିମ୍‌ ୧୨ ଦିନ ରହିଥିଲେ। ଏପ୍ରିଲ୍‌ ୨ରୁ ୧୩ ତାରିଖ ପର୍ଯ୍ୟନ୍ତ ରହିଥିବା ନେଇ ଯାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ରିପୋର୍ଟ ଅନୁଯାୟୀ, ଗଡ୍ଡୁ ମୁସଲିମ ୧୨ ଦିନ ଓଡ଼ିଶାରେ ରହିଥିଲେ। ପରେ ସେଠାରୁ…

ବିଜେବି କଲେଜ ଗଣ୍ଡୋଗୋଳ ଘଟଣା: ପୁଣି ୪ ଅଣଛାତ୍ରଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ବର,୨୫।୪(ବ୍ୟୁରୋ): ବିଜେବି କଲେଜରେ କ୍ରିକେଟ୍‌ ଖେଳକୁ ନେଇ ହୋଇଥିବା ଗଣ୍ଡଗୋଳ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମଙ୍ଗଳବାର ୪ ଜଣ ଅଣଛାତ୍ରଙ୍କୁ ପୋଲିସ ଗିରଫ କରିଛି। ପୂର୍ବରୁ ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିଲା। ସୂଚନାଯୋଗ୍ୟ,…

ପୂର୍ବାପେକ୍ଷା ଚାଷୀଙ୍କ ଆୟ କମିଛି: କଂଗ୍ରେସ

ଭୁବନେଶ୍ବର, ୨୫ା୪(ବ୍ୟୁରୋ) : ଓଡ଼ିଶା ସରକାର କୃଷକଙ୍କ ଆୟ ଦ୍ୱିଗୁଣିତ କରିବା ପାଇଁ ବହୁ ସମୟରେ ପ୍ରତିଶ୍ରୁତି ଦେଇଛନ୍ତି। ଏପରିକି ୨୦୧୨-୧୩ରେ ଖୋଦ୍‌ ମୁଖ୍ୟମନ୍ତ୍ରୀ ପ୍ରକାଶ କରି କହିଥିଲେ, ସାରା ଭାରତ ବର୍ଷରେ ଓଡ଼ିଶା ଏକମାତ୍ର ରାଜ୍ୟ, ଯେଉଁଠି କୃଷକଙ୍କ ଆୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?