ବାଛୁରୀ ନାମ ‘କ୍ରିଷ୍ଣା’ ରଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୧ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭୁବନେଶ୍ୱର ମହାନଗର ନିଗମ ଅଧୀନରେ ଥିବା ଜାମୁକୋଳି ଗୋଶାଳା ପରିଦର୍ଶନ କରିଥିଲେ। ସେଠାରେ ଗୋରୁଙ୍କ ରକ୍ଷଣାବେକ୍ଷଣ, ଯତ୍ନ ଓ ସେମାନଙ୍କ ପାଇଁ ଥିବା ବ୍ୟବସ୍ଥା ସମ୍ପର୍କରେ ପ୍ରତ୍ୟକ୍ଷ ଅନୁଧ୍ୟାନ କରିଥିଲେ। ଗୋରୁମାନଙ୍କୁ କ’ଣ ଖାଇବାକୁ…
‘ପ୍ରତି ମାସରେ ଯୋଜନାଗୁଡ଼ିକର ସମୀକ୍ଷା କର’
ଭୁବନେଶ୍ୱର, ୨୨।୧(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ଏବଂ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ, ନିର୍ଦ୍ଦେଶକ ଏବଂ ଜିଲାସ୍ତରୀୟ ଅଧିକାରୀଙ୍କ ମିଳିତ ବୈଠକ ଶନିବାର କୃଷି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ…
କ୍ୟାବିନେଟ୍ ନିଷ୍ପତ୍ତିକୁ ୬୬୨ ବର୍ଗ କଲେଜ ସଂଘର ବିରୋଧ
ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍ ବୈଠକରେ ଅଧ୍ୟାପକ ଓ କର୍ମଚାରୀଙ୍କ ପାଇଁ ସ୍ଥିରୀକୃତ ପଦ୍ଧତିକୁ ନିଖିଳ ଓଡ଼ିଶା ୬୬୨ ବର୍ଗ ବେସରକାରୀ କଲେଜ ଅଧ୍ୟାପକ କର୍ମଚାରୀ ସଂଘ ତୀବ୍ର ବିରୋଧ କରିଛି। ୬୬୨ ବର୍ଗର ଅଧ୍ୟାପକ ଓ କର୍ମଚାରୀଙ୍କୁ ଉପେକ୍ଷା କରାଯାଇଥିବା ଅଭିଯୋଗ…
୨୮ରେ ଅଭିଭାବକ-ଶିକ୍ଷକ ବୈଠକ
ଭୁବନେଶ୍ୱର, ୨୨।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୮ତାରିଖରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ସ୍କୁଲରେ ଅଭିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ ହେବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ସଚିବ ଅଶ୍ୱଥୀ ଏସ୍. ଶନିବାର ସମସ୍ତ…
ଆଜି ଭାରତ-ନ୍ୟୁଜିଲାଣ୍ଡ କ୍ରସ୍ ଓଭର
ଭୁବନେଶ୍ୱର, ୨୨।୧ (କ୍ରୀଡ଼ା ପ୍ରତିନିଧି): ଚଳିତ ହକି ବିଶ୍ୱକପ୍ର ଗ୍ରୁପ୍ ପର୍ଯ୍ୟାୟ ଶେଷ ହୋଇଛି। ୪ଟି ଗ୍ରୁପ୍ରେ ଶୀର୍ଷସ୍ଥାନରେ ରହି ଅଷ୍ଟ୍ରେଲିଆ, ବେଲ୍ଜିୟମ, ନେଦରଲାଣ୍ଡ୍ସ ଓ ଇଂଲଣ୍ଡ ସିଧାସଳଖ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ନିୟମ ଅନୁସାରେ ଅନ୍ୟ ୪ଟି ସ୍ଥାନ…
୩ ଜିଲାରେ ହେବ ୯ ମେଗା ପାନୀୟ ଜଳ ପ୍ରକଳ୍ପ
ଭୁବନେଶ୍ୱର,୨୨।୧(ବ୍ୟୁରୋ): ଜଳ ଜୀବନ ମିଶନ (ଜେଜେଏମ୍) ଯୋଜନାରେ ରାଜ୍ୟର ଗ୍ରାମାଞ୍ଚଳରେ ବାସ କରୁଥିବା ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ରାଜ୍ୟର ଯାଜପୁର, ମାଲକାନଗିରି ଓ ନୟାଗଡ଼ ଜିଲାରେ ୯ଟି ବୃହତ୍ ପାନୀୟ ଜଳ…
ଅନୁଦାନପ୍ରାପ୍ତ କଲେଜ ଶିକ୍ଷକଙ୍କ ଦରମା ବଢ଼ିଲା: କ୍ୟାବିନେଟ୍ରେ ୧୨ ପ୍ରସ୍ତାବକୁ ମୋହର
ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟର ଅନୁଦାନପ୍ରାପ୍ତ ବେସରକାରୀ କଲେଜ, ମାଧ୍ୟମିକ ସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସଂଶୋଧିତ ସପ୍ତମ ବେତନ କମିଶନ ହାରରେ ଅନୁଦାନ ବ୍ୟବସ୍ଥା ଲାଗୁ କରିଛନ୍ତି। ଶିକ୍ଷକ ଓ କର୍ମଚାରୀମାନେ ସଂଶୋଧିତ ହାରରେ ଦରମା ପାଇବେ। ୨୦୨୨…
ବରିଷ୍ଠ ଓଏଏସ୍ ଶ୍ୟାମଭକ୍ତ ମିଶ୍ର ହେଲେ ଓପିଏସ୍ସି ସଦସ୍ୟ
ଭୁବନେଶ୍ୱର,୨୧ା୧(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍ ଅଫିସର ଶ୍ୟାମଭକ୍ତ ମିଶ୍ରଙ୍କୁ ଲୋକସେବା ଆୟୋଗର ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ବୟନିକାର ପରିଚାଳନା ନିର୍ଦ୍ଦେଶକ ଓ ରାଜ୍ୟ ହସ୍ତତନ୍ତ ନିର୍ଦ୍ଦେଶକ…
କରୋନା ନିୟମରେ ଚାଲିବ ଖଣ୍ଡଗିରି ମେଳା
ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଆସନ୍ତା ମାଘସପ୍ତମୀରୁ ଖଣ୍ଡଗିରିରେ ପ୍ରସିଦ୍ଧ କୁମ୍ଭମେଳା ଆରମ୍ଭ ହେବ। ଏହି ଉପଲକ୍ଷେ ଯାତ୍ରାକୁ ଅନୁମତି ମିଳିଛି।୩୦ ତାରିଖରୁ ୫ଟି ପେଣ୍ଡାଲରେ ଯାତ୍ରା ପାର୍ଟି ନାଟକ ପରିବେଷଣ କରିବେ।କରୋନା ଗାଇଡ୍ଲାଇନ୍ ଅନୁଯାୟୀ, ପ୍ରସିଦ୍ଧ ଖଣ୍ଡଗିରି ମେଳା ଚାଲିବ ବୋଲି ଶନିବାର ବିଏମ୍ସି…
ବେସରକାରୀ କଲେଜ କର୍ମଚାରୀଙ୍କ ଦରମା ବଢ଼ିଲା
ଭୁବନେଶ୍ୱର,୨୧।୧(ବ୍ୟୁରୋ): ବେସରକାରୀ କଲେଜ କର୍ମଚାରୀଙ୍କ ଦରମା ବଢ଼ାଇଛନ୍ତି ସରକାର। ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ବୈଠକରେ ଗ୍ରାଣ୍ଟ-ଇନ୍-ଏଡ ବୃଦ୍ଧି ଉପରେ ମଞ୍ଜୁରୀ ମିଳିଛି। ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍-ଏଡ୍ ବଢ଼ିବା ସହ ପିଛିଲା ଭାବେ ୨୦୨୨ ଜାନୁୟାରୀ ପହିଲାରୁ…
ରାଜ୍ୟ ସରକାର ଆବାସ ଘର ବଣ୍ଟନରେ ସାଧୁତା ଅବଲମ୍ବନ କରନ୍ତୁ: ଧର୍ମେନ୍ଦ୍ର
ଭୁବନେଶ୍ବର,୨୧।୧(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶାକୁ ପର୍ଯ୍ୟାପ୍ତ ଘର ଦେଇଛନ୍ତି। ତେଣୁ ରାଜ୍ୟ ସରକାର ଗରିବ ଲୋକଙ୍କ ଉପରେ ଚାପ ନ ପକାଇ ତାଲିକାରେ ସାଧୁତା ଅବଲମ୍ବନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏ ସମ୍ପର୍କରେ ଶୁକ୍ରବାର ଧର୍ମେନ୍ଦ୍ର ଗଣମାଧ୍ୟମକୁ…
ହସାଇଲେ ସୁନୀଲ୍, ତାତି ବଢ଼ାଇଲେ ଶିଳ୍ପା
ରଙ୍ଗବତୀରେ ଏଣ୍ଟ୍ରି, ମୁଁ ସଫେଇ ବାଲାରେ ନାଚିଲେ ଗ୍ରୋଭର ରଙ୍ଗବତୀ ଗୀତରେ ଏଣ୍ଟ୍ରି କଲେ ଲୋକପ୍ରିୟ କମେଡିଆନ୍ ସୁନୀଲ୍ ଗ୍ରୋଭର୍। କହିଲେ ଜୟ ଜଗନ୍ନାଥ। ଓଡ଼ିଶାର ଲୋକପ୍ରିୟ ଓ ଚର୍ଚ୍ଚିତ ଗୀତ ରଙ୍ଗବତୀରେ ମଞ୍ଚକୁ ସ୍ବାଗତ କରିବା ସୌଭାଗ୍ୟ ବୋଲି ବି…
Archives


