ମେଟ୍ରୋ

ପଳାଶୁଣୀ ବସ୍‌ଷ୍ଟାଣ୍ଡ୍‌ରେ ନାହିଁ ଶୌଚାଳୟ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର, ୨୫।୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ୧ନମ୍ବର ସ୍ମାର୍ଟସିଟିରେ ପରିଣତ କରିବା ସହ ସହରକୁ ସ୍ବଚ୍ଛ ଓ ସୁନ୍ଦର କରି ଗଢ଼ି ତୋଳିବା ପାଇଁ ବିଏମ୍‌ସି ସର୍ବଦା ଚେଷ୍ଟା କରି ଆସୁଥିବା ପ୍ରଚାର କରୁଛି। କେଉଁଠି ଅଳିଆ ଉଠାଇ ତ ଆଉ…

ନୂଆ ରୂପ ପାଇବ ଫିଶେରି, ସ୍ପ୍ରିଙ୍ଗ ଟ୍ୟାଙ୍କ୍‌

ଭୁବନେଶ୍ୱର, ୨୫।୪ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଏକାମ୍ର ହଲରେ ‘ଆମ ପୋଖରୀ’ ସମ୍ପର୍କିତ ଏକ ଦକ୍ଷତା ବୃଦ୍ଧି ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମେୟର ସୁଲୋଚନା ଦାସ ଅଧ୍ୟକ୍ଷତା କରି ‘ଜଳାଶୟ ଆମ ଐତିହ୍ୟର ଅଙ୍ଗ, ଏହାର…

ଫୋନ୍‌ରେ କଥା ହୋଇ ୭ ମହଲାରୁ ଡେଇଁଥିଲେ ମାନସ

ଭୁବନେଶ୍ୱର,୨୫।୪ (ବ୍ୟୁରୋ): ଖାରବେଳନଗର ଥାନା ଅନ୍ତର୍ଗତ ମାଷ୍ଟରକ୍ୟାଣ୍ଟିନସ୍ଥିତ ଚନ୍ଦ୍ରମା ଆପାର୍ଟମେଣ୍ଟରୁ ଖସି ଆଇନ ଛାତ୍ର ଅନିରାଜ ମାନସ ଟୁଡୁଙ୍କ ମୃତ୍ୟୁ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ପୋଲିସ ଆପାର୍ଟମେଣ୍ଟର ସିସିଟିଭି ଫୁଟେଜ ପାଇବା ପରେ ତଦନ୍ତର ମୋଡ଼ ବଦଳିଛି। ବିବାର…

ପୁଣି ହାଜର ହେଲେନି ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୨୫।୪(ବ୍ୟୁରୋ): ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ହନିଟ୍ରାପ, ଠକେଇ ଓ ବେଆଇନ ଅର୍ଥ କାରବାର ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ଅର୍ଚ୍ଚନା ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏବଂ ସହଯୋଗୀ ଖଗେଶ୍ୱର ଏବେ ଜେଲରେ ଥିବାବେଳେ ଅନ୍ୟତମ…

‘ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି’

ଭୁବନେଶ୍ୱର, ୨୫।୪ (ବ୍ୟୁରୋ): ସୂଚନା ପ୍ରଯୁକ୍ତିକୁ ଆଧାର କରି ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି। ଭାରତକୁ ବିଶ୍ୱବ୍ୟାପୀ ଅଧିକ ସମ୍ମାନ ମିଳୁଛି ବୋଲି କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି…

୩୫ ଲକ୍ଷ ଚାଷୀଙ୍କୁ ୪୪୧.୭୬ କୋଟିର ସୁଧ ରିହାତି

ଭୁବନେଶ୍ବର, ୨୫ା୪(ବ୍ୟୁରୋ): ୨୦୨୨-୨୩ ବର୍ଷ ପାଇଁ ଦ୍ବିତୀୟ ପର୍ଯ୍ୟାୟରେ ରାଜ୍ୟର ୩୫ ଲକ୍ଷ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪୪୧.୭୬ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟର ସମସ୍ତ…

ଇ-ଯାନ ଉପରେ ମିଳିବ ଅଧିକ ରିହାତି

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଇଲେକ୍ଟ୍ରିକ୍‌ ଯାନ କିଣୁଥିବା ଗ୍ରାହକମାନଙ୍କ ପାଇଁ ଖୁସି ଖବର। ଏହି ଯାନ କ୍ରେତାଙ୍କ ପାଇଁ ରିହାତି ହାରକୁ ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହାକୁ ଅନୁମୋଦନ କରାଯାଇଛି। ଇ-ଭେହିକିଲ୍‌ ପଲିସି-୨୦୨୧କୁ…

ରାଜ୍ୟରେ ବିଦ୍ୟୁତ୍‌ କାଟ୍‌ ନୁହେଁ, ଓଭରଲୋଡିଂ ପାଇଁ ପାଓ୍ବାର ଟ୍ରିପ୍‌ କରୁଛି: ଶକ୍ତିମନ୍ତ୍ରୀ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ୍‌ କାଟ ହେଉନି। ଓଭରଲୋଡିଂ ପାଇଁ ପାୱାର ଲାଇନ ଟ୍ରିପ୍‌ କରିଯାଉଛି। ରାଜ୍ୟରେ ବିଦ୍ୟୁତ୍‌ ଯୋଗାଣର ଅଭାବ ନାହିଁ ବୋଲି ଶକ୍ତିମନ୍ତ୍ରୀ ପ୍ରତାପ ଦେବ ସୋମବାର କହିଛନ୍ତି। ପିକ୍‌ ପିରିୟଡରେ ରାଜ୍ୟରେ ୫,୬୦୦ ମେଗାୱାଟ ବିଜୁଳିର ଆବଶ୍ୟକତା ରହୁଛି।…

‘ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି’

ଭୁବନେଶ୍ୱର, ୨୫।୪ (ବ୍ୟୁରୋ): ସୂଚନା ପ୍ରଯୁକ୍ତିକୁ ଆଧାର କରି ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି। ଭାରତକୁ ବିଶ୍ୱବ୍ୟାପୀ ଅଧିକ ସମ୍ମାନ ମିଳୁଛି ବୋଲି କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି…

୨୦୨୬ ଯାଏ ବଢ଼ିଲା ବିଜୁ ସେତୁ ଯୋଜନା ଅବଧି

ଭୁବନେଶ୍ୱର,୨୪ା୪(ବ୍ୟୁରୋ)-ରାଜ୍ୟ ସରକାର ବିଜୁ ସେତୁ ଯୋଜନାକୁ ୨୦୨୫-୨୬ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ଉକ୍ତ ଯୋଜନାରେ ଅତିରିକ୍ତ ୩୫୯୭.୨୨କୋଟି ଟଙ୍କା ବିନିଯୋଗରେ ୮୬୬ ନୂତନ…

ଆସିବ ସବ-ଇନସ୍ପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟ ସରକାର ଆଜି କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଥିରେ ରଜ୍ୟରେ ସବ-ଇନସ୍ପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ-୨୦୨୩ ଆଣିବାକୁ ନିଷ୍ପତ୍ତି ହୋଇଛି। ନୂଆ ନିୟମ ଆସିଲେ ପୂର୍ବରୁ ଥିବା ଅଧିନିୟମକୁ ସମାପ୍ତ କରିଦିଆଯିବ ବୋଲି ଆଜି…

୬ ଲେନ ବିଶିଷ୍ଟ ହେବ କଟକ ରିଂ ରୋଡ: ୨୪ ମାସ ମଧ୍ୟରେ ଶେଷ ହେବ ପ୍ରକଳ୍ପ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ରେ ସୋମବାର ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ୍‌ରେ ଅନୁମୋଦନ ଲାଭ କରିଥିବା ପ୍ରସ୍ତାବ ମଧ୍ୟରେ କଟକ ରିଂ ରୋଡକୁ ( ଖାନ ନଗରଠାରୁ ଲିଙ୍କ ରୋଡ ପର୍ଯ୍ୟନ୍ତ) ୬ ଲେନ ବିଶିଷ୍ଟ କରାଯିବା ନିଷ୍ପତ୍ତି ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?