କାଠଫାଳିଆରେ ପିଟି ସାଙ୍ଗଙ୍କୁ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ସମ୍ପର୍କୀୟ ଭାଇ ଗିରଫ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଭୁବନେଶ୍ୱର ମୈତ୍ରୀବିହାର ଥାନା ଅନ୍ତର୍ଗତ ଇଡ୍କୋ ବସ୍ତିରେ ଜଣେ ଯୁବକଙ୍କୁ କାଠଫାଳିଆରେ ପିଟି ହତ୍ୟା କରିବା ଘଟଣାରେ ଗୁରୁବାର ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମ୍ପର୍କୀୟ ଭାଇଙ୍କୁ ଗିରଫ କରିଛି। ସେ ହେଲେ ଏଠାରେ ରହୁଥିବା…
‘ଅନ୍ତର୍ଜାତୀୟ ବଜାରରେ ସେବା ଯୋଗାଇବ ଇଭୋସ୍’
ଭୁବନେଶ୍ୱର,୨୦ା୧:ରାଜ୍ୟର ପ୍ରମୁଖ ରିଅଲ ଇଷ୍ଟେଟ୍ କମ୍ପାନୀ ଇଭୋସ୍ ବିଲ୍ଡକନ୍ ପ୍ରାଇଭେଟ୍ ଲିମିଟେଡ୍ ଆଗାମୀ ଦିନରେ ଜାତୀୟ ଓ ଅନ୍ତଜାତୀୟ ବଜାରରେ ଆନୁଷ୍ଠାନିକ ସେବା ଯୋଗାଇବ ବୋଲି ଇଭୋସ୍ ପକ୍ଷରୁ କୁହାଯାଇଛି। ଏପରିକି ଇଭୋସ୍ ଦୁବାଇ,ସାଉଦି ଆରବ, ଇଂଲଣ୍ଡ, କୁଏତ୍ ଭଳି ୧୨ଟି…
ଓର୍ସାକ୍କୁ ଗୋଲ୍ଡ ସ୍କଚ୍ ଆଓ୍ବାର୍ଡ
ଭୁବନେଶ୍ୱର, ୨୦।୧(ବ୍ୟୁରୋ):ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର (ଓର୍ସାକ୍) ଚଳିତ ବର୍ଷ ନିମନ୍ତେ ସମ୍ମାନଜନକ ଗୋଲ୍ଡ ସ୍କଚ୍ ଆୱାର୍ଡ ପାଇବାକୁ ମନୋନୀତ ହୋଇଛି। ଏହି ପୁରସ୍କାର ଦୁଇଟି କ୍ଷେତ୍ର ପାଇଁ ମିଳିଛି। ବିନା ଜମିରେ ଚାଷ କରୁଥିବା ନକଲି ଚାଷୀଙ୍କୁ ସାଟେଲାଇଟ ଜିଆଇଏସ୍…
ଶନିବାର କ୍ୟାବିନେଟ
ଭୁବନେଶ୍ୱର,୨୦ା୧(ବ୍ୟୁରୋ):ଆସନ୍ତା ଶନିବାର ପୂର୍ବାହ୍ନ ୧୧ଟା ୩୦ ମିନିଟ୍ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ପ୍ରାୟ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ମିଳିଥିବା ସୂଚନା…
ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨୦ା୧(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ଅଧୀନରେ କାର୍ଯ୍ୟରତ ମୋଟ ୧୬୯ ଜଣ ଓଏଏସ୍ ଅଫିସରଙ୍କ ବଦଳି କରାଯାଇଥିବା ବେଳେ ୭୯ଟି ତହସିଲରେ ନୂଆ ତହସିଲଦାରଙ୍କୁ ନିଯୁକ୍ତି ଦିଆଯାଇଛି।…
ପ୍ରେମିକାଙ୍କୁ ଭିଡିଓ କଲ୍ କରି ଯୁବକଙ୍କ ଆତ୍ମହତ୍ୟା
ଭୁବନେଶ୍ୱର,୨୦ା୧(ବ୍ୟୁରୋ):ଲିଙ୍ଗରାଜ ଥାନା ଅନ୍ତର୍ଗତ ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ରହୁଥିବା ଜଣେ ଯୁବକ ତାଙ୍କ ପ୍ରେମିକାଙ୍କୁ ଭିଡିଓ କଲ୍ କରି ଫ୍ୟାନରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଞ୍ଚଳର ସର୍ବେଶ୍ୱର ପରିଡ଼ା ଓରଫ ପିଙ୍କୁ…
୯ ପ୍ରକଳ୍ପକୁ ୧.୫୩ ଲକ୍ଷ କୋଟି
ଭୁବନେଶ୍ୱର,୨୦ା୧(ବ୍ୟୁରୋ):ରାଜ୍ୟସ୍ତରୀୟ ହାଇଲେଭଲ କ୍ଲିୟରାନ୍ସ ଅଥରିଟି(ଏଚ୍ଏଲ୍ସିଏ) ପକ୍ଷରୁ ୧,୫୩,୦୭୪.୬୩ କୋଟି ଟଙ୍କାର ୯ଟି ବୃହତ୍ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏଚ୍ଏଲ୍ସିଏ ବୈଠକରେ ଗ୍ରୀନ୍ ଏନର୍ଜି ଓ ଉପକରଣ କ୍ଷେତ୍ରର ୪ଟି ପ୍ରକଳ୍ପ, ପେପର ଶିଳ୍ପର…
ସେମିଷ୍ଟାର ପରୀକ୍ଷା ଦେବେ ଅର୍ଚ୍ଚନା
ଭୁବନେଶ୍ୱର,୧୯।୧(ବ୍ୟୁରୋ): ମହିଳା ବ୍ଲାକ୍ମେଲର ଅର୍ଚ୍ଚନା ନାଗ ଇଣ୍ଟିଗ୍ରେଟେଡ୍ ଲ’ର ସପ୍ତମ ସେମିଷ୍ଟାର ପରୀକ୍ଷା ଦେବେ। ତେବେ ଅର୍ଚ୍ଚନାଙ୍କୁ ଫର୍ମଫିଲପ୍ ପାଇଁ କୋର୍ଟ ଅନୁମତି ଦେଇଛନ୍ତି। ବୁଧବାର ଅର୍ଚ୍ଚନାଙ୍କ ଓକିଲ ଏନେଇ କୋର୍ଟରେ ଆବେଦନ କରିଥିଲେ।
ଜମିଜମା ରେକର୍ଡ କମ୍ପ୍ୟୁଟରୀକରଣରେ ଓଡ଼ିଶା ଏକ ନମ୍ବର
ଭୁବନେଶ୍ୱର,୧୯ା୧(ବ୍ୟୁରୋ): ରାଜ୍ୟରେ ଜମିଜମା ରେକର୍ଡ କମ୍ପ୍ୟୁଟରୀକରଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ନିମନ୍ତେ ଓଡ଼ିଶାର ୧୯ ଜିଲା ଜାତୀୟ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛି। ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଓଡ଼ିଶା…
ଇ-ରିକ୍ସାରେ ବିଏମ୍ସି କମିଶନର
ଭୁବନେଶ୍ୱର,୧୯।୧(ବ୍ୟୁରୋ): ଇ-ରିକ୍ସାରେ ବସି ବିଏମ୍ସି କମିଶନର ତଥା କ୍ରୁଟ ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ ଏକାମ୍ର କ୍ଷେତ୍ର ପରିଭ୍ରମଣ କରିଛନ୍ତି। ହକି ବିଶ୍ୱକପ୍କୁ ଦୃଷ୍ଟିରେ ରଖି କ୍ରୁଟ୍ ପକ୍ଷରୁ ‘ହେରିଟେଜ୍ ଅନ୍ ମୋ ଇ-ରାଇଡ୍’ ସେବା ପ୍ରଦାନ କରାଯାଉଛି। ତେବେ…
ଆଜିଠୁ ପୁଣି କୋଭିଡ୍ ଟିକାକରଣ ଆରମ୍ଭ
ଭୁବନେଶ୍ୱର, ୧୯।୧(ବ୍ୟୁରୋ): ରାଜ୍ୟରେ ଗୁରୁବାରଠାରୁ ପୁଣି କୋଭିଡ୍ ଟିକାକରଣ ଆରମ୍ଭ ହେବ। ରାଜ୍ୟର ସମସ୍ତ ଜିଲା, ସହରାଞ୍ଚଳ, ଗୋଷ୍ଠୀ ଓ ପ୍ରାଥମିକ ଡାକ୍ତରଖାନାରେ ଟିକା ଦିଆଯିବ। ଯେଉଁମାନେ ଦ୍ୱିତୀୟ ଓ ପ୍ରିକଶନ୍ ଡୋଜ୍ ବା ବୁଷ୍ଟର ଡୋଜ୍ ନେଇ ନାହାନ୍ତି, ସେମାନେ…
କେନ୍ଦ୍ର ସବ୍ସିଡି ବନ୍ଦ
ଭୁବନେଶ୍ୱର,୧୯ା୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ସହ ବର୍ଦ୍ଧିତ ଜନସଂଖ୍ୟାକୁ ଖାଦ୍ୟଶସ୍ୟ ଯୋଗାଇବା ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି। ସଅଳ ଓ ଅଧିକ ଉତ୍ପାଦନକ୍ଷମ ବିହନ ଉପରେ ଚାଷୀମାନେ ଗୁରୁତ୍ୱ ଦେଉଛନ୍ତି। ମାତ୍ର କେନ୍ଦ୍ର ସରକାର ନୂତନ କିସମ ବିହନ ପାଇଁ ଯୋଗାଇ ଦେଉଥିବା…
Archives


