ଯୁକ୍ତ ୨ ପରୀକ୍ଷା ତାରିଖ ଘୋଷଣା: ବଡ଼ ସୂଚନା ଦେଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ
ଭୁବନେଶ୍ୱର,୨।୧୨: ଆସନ୍ତାକାଲି ଘୋଷଣା ହେବ +୨ ପରୀକ୍ଷା ତାରିଖ। ଡିସେମ୍ୱର ୧୫ ତାରିଖ ସୁଦ୍ଧା ଆଡମିଟ କାର୍ଡ ମିଳିବ। ଏନେଇ ସୂଚନା ଦେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଚଳିତ ବର୍ଷ ବିଜ୍ଞାନରେ ୧ ଲକ୍ଷ ୬ ହଜାର ୩୪୪ ଛାତ୍ରଛାତ୍ରୀ…
ଜୁଆ ରୋକିବାକୁ ନୂଆ ଆଇନ୍: ଜରିମାନା ୭୫ ହଜାର ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର,୨।୧୨: ଜୁଆ ଖେଳକୁ ରୋକିବା ପାଇଁ ଓଡ଼ିଶା ବିଧାନସଭାରେ ‘ଓଡ଼ିଶା ଜନ ବିଶ୍ୱାସ ବିଲ୍ ୨୦୨୫’ ପାରିତ ହୋଇଛି। ଦୀର୍ଘ ସମୟ ଧରି ଆଲୋଚନା ପରେ ଏହି ବିଲ୍ ପାରିତ ହୋଇଥିବା ବେଳେ ଏଥିରେ ଜୁଆ ଖେଳି ଧରାପଡ଼ିଲେ ମୋଟା ଅଙ୍କର…
ଇ-ସ୍କଲାରସିପ୍ ପାଇଁ SOP ଜାରି କଲେ ଓଡ଼ିଶା ସରକାର; ଏମିତି ମିଳିବ ହିତାଧିକାରୀଙ୍କୁ ଟଙ୍କା
ଭୁବନେଶ୍ୱର,୨।୧୨: ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ‘ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା’ର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁର (SOP) ଜାରି କରିଛନ୍ତି ଓଡ଼ିଶା ସରକାର। ଏହି SOP ଅନୁଯାୟୀ, ଛାତ୍ରବୃତ୍ତି ରାଶି ହିତାଧିକାରୀଙ୍କୁ ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫର (DBT) ମାଧ୍ୟମରେ ପ୍ରଦାନ କରାଯିବ।…
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ଏତଲା ଦେଲେ ମନ୍ମଥ ରାଉତରାୟ, ଜାତିଗତ ଅପମାନ…
ଭୁବନେଶ୍ୱର,୨।୧୨: ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କଥିତ ଅପମାନଜନକ ମନ୍ତବ୍ୟ ଦେଇ ମାମଲାର ସମ୍ମୁଖୀନ ହେବାର କିଛି ଦିନ ପରେ ବିଜୁ ଜନତା ଦଳ (ବିଜେଡି)ର ନେତା ମନ୍ମଥ ରାଉତରାୟ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି। ମନ୍ମଥ…
ଭୁବନେଶ୍ୱର ସମେତ ରାଜ୍ୟର ୧୬ ସ୍ଥାନରେ ନଦୀ ଜଳ ପ୍ରଦୂଷିତ, ଜାଣନ୍ତୁ
ଭୁବନେଶ୍ୱର,୨।୧୨: ଓଡ଼ିଶାରେ ୧୬ଟି ନଦୀ ସ୍ଥାନ ପ୍ରଦୂଷିତ ହୋଇଥିବା କଥା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ସୂଚନା ଦେଇଛନ୍ତି। ଗୃହରେ ଏକ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି ଯେ…
ପୋଲିସ SI ଜାଲିଆତି ମାମଲା: ଅରବିନ୍ଦଙ୍କୁ ମାରାଥନ ଜେରା
ଭୁବନେଶ୍ୱର,୨।୧୨: ପୋଲିସ ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାର ଅଭିଯୁକ୍ତ ଅରବିନ୍ଦ ଦାସଙ୍କୁ ସିବିଆଇ ୨ଦିନିଆ ରିମାଣ୍ଡରେ ଆଣିଛି। ମଙ୍ଗଳବାର ସିବିଆଇ ଅଧିକାରୀମାନେ ଅଭିଯୁକ୍ତ ଅରବିନ୍ଦଙ୍କୁ ମାରାଥନ ଜେରା କରିଛନ୍ତି। ଜେରା ବେଳେ ସିବିଆଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇଥିବା ସୂଚନା ମିଳିଛି। ଏପରିକି…
ଏହି ସବୁ ଜିଲାରେ ହେବ ଘନ କୁହୁଡ଼ି: ପାଣିପାଗ ବିଭାଗ କଲା ସତର୍କ
ଭୁବନେଶ୍ୱର,୧।୧୨: କିଛି ଦିନ ହେଲା ପାଗରେ ପରିବର୍ତ୍ତନ ଦେଖାଦେଇଛି। ବର୍ତ୍ତମାନ ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ ପାଇଥିବା ବେଳେ ମଙ୍ଗଳବାର ଏବଂ ବୁଧବାର ସୁନ୍ଦରଗଡ଼, ଝାରସୁଗୁଡ଼ା, କୋରାପୁଟ ଏବଂ ଅନୁଗୋଳ ଜିଲାରେ ଘନ କୁହୁଡ଼ି ପଡ଼ିବା ନେଇ ପାଣିପାଗ ବିଭାଗ…
ଶୂନ୍ୟକାଳରେ ଶାସକ- ବିରୋଧୀ ମୁହାଁମୁହିଁ
ଭୁବନେଶ୍ୱର,୨।୧୨: ବିଧାନସଭା ଶୂନ୍ୟକାଳରେ ଶାସକ- ବିରୋଧୀ ମୁହାଁମୁହିଁ ହୋଇଥିବା ଦେଖିବାକୁ ମିଳିଛି। ବିରୋଧୀ ଦଳ ବିଧାୟକଙ୍କୁ କହିବାକୁ ସୁଯୋଗ ଦିଆଯାଉ ନଥିବା ଅଭିଯୋଗ ହୋଇଛି। ବାଚସ୍ପତି ପାତରଅନ୍ତର କରି ଭାଜପା ବିଧାୟକଙ୍କୁ ଅଧିକ ସମୟ ଦେଉଥିବା ଅଭିଯୋଗ ହେଉଛି। ଏହି ଅଭିଯୋଗ…
ପୂର୍ବ ସରକାରଙ୍କୁ ଟାର୍ଗେଟ: ନଳ ଥିଲା ଜଳ ନଥିଲା…
ଭୁବନେଶ୍ୱର,୨।୧୨: ବିଧାନସଭାରେ ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ମେଗା ପାନୀୟ ଜଳ ପ୍ରୋଜେକ୍ଟ ଦୁର୍ନୀତି ନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି,ପୂର୍ବ ସରକାରରେ ନଳ ଥିଲା ଜଳ ନଥିଲା, ଏବେ ନଳ ଆଉ…
ମନ୍ତ୍ରୀ ବଡ଼ ସୂଚନା: ଭଙ୍ଗା ହେବ ବିପଦସଙ୍କୁଳ କୋଠା
ଭୁବନେଶ୍ୱର,୨।୧୨: ଚାଲିଛି ଶିତ ଅଧିବେଶନ। ମଙ୍ଗଳବାର ବିଧାନସଭା ଗୃହରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସମସ୍ତ ବିପଦସଙ୍କୁଳ କୋଠାଗୁଡ଼ିକୁ ଶୀଘ୍ର ଭଙ୍ଗା ଯିବ ବୋଲି ମନ୍ତ୍ରୀ କହିଛନ୍ତି। ବିପଦସଙ୍କୁଳ କୋଠା…
ପ୍ରଦୀପ ଅମାତଙ୍କ ନାଁରେ ସଂଘାତିକ ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି କଲେ…
ଭୁବନେଶ୍ୱର,୨।୧୨: ପୂର୍ବତନ ମନ୍ତ୍ରୀ ପ୍ରଦୀପ ଅମାତଙ୍କ ବିରୋଧରେ ଭିଜିଲାନ୍ସ ତଦନ୍ତ ଦାବି ହୋଇଛି। ଗୃହରେ କବିସୂର୍ଯ୍ୟନଗର ଭାଜପା ବିଧାୟକ ପ୍ରତାପ ନାୟକ ଦାବି କରିଛନ୍ତି। ମେଗା ପାନୀୟ ଜଳ ପ୍ରକଳ୍ପ ଦୁର୍ନୀତିରେ ପ୍ରଦୀପଙ୍କ ସମ୍ପୃକ୍ତି ଥିବା ପ୍ରତାପ ଅଭିଯୋଗ କରିଛନ୍ତି। ବିଧାନସଭାରେ…
ଅଧା ରହିଗଲା ଜଗା ଦର୍ଶନ: ରାସ୍ତାରେ ଘଟିଲା…
ଭୁବନେଶ୍ୱର,୨।୧୨: ଅଧା ରହିଗଲା ଜଗା ଦର୍ଶନ। ୨ ବାଇକ୍ ଆରୋହୀ ଡିଭାଇଡରରେ ପିଟି ହୋଇ ମୃତ୍ୟୁବରଣ କରିଛନ୍ତି। ଭୁବନେଶ୍ୱର ବଡ଼ଗଡ଼ ଥାନା ବିଜେବିନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଡିଭାଇଡରରେ ପିଟି ହୋଇ ଉଭୟଙ୍କ ମୃତ୍ୟୁ ଘଟିଛି। ମୃତକ ନୟାଗଡ଼ର, ବିଜେଇଏମ ସ୍କୁଲ…
Archives


