ପ୍ରଦୀପ ପୁରୋହିତ ହେବେ ଭାଜପା ପ୍ରାର୍ଥୀ : ବିଧାୟିକା
ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ପଦ୍ମପୁର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ପ୍ରାର୍ଥୀ ହେବେ ବରିଷ୍ଠ ନେତା ପ୍ରଦୀପ ପୁରୋହିତ। ଏନେଇ ବିଧାୟିକା କୁସୁମ ଟେଟେ ସୂଚନା ଦେଇଛନ୍ତି। ଆସନ୍ତା ୧୪ ତାରିଖରେ ସେ ନାମାଙ୍କନ ଭରିବେ। ହେଲେ ଏହାକୁ ନେଇ ଆନୁଷ୍ଠାନିକ...
ଅର୍ଚ୍ଚନା ନାଗ ମାମଲା: ଇଡିକୁ ରିପୋର୍ଟ ମାଗିଲା ଏସ୍ଆଇଟି
ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଲେଡି ବ୍ଲାକମେକର ଅର୍ଚ୍ଚନା ନାଗଙ୍କ ପାଇଁ ଅଢୁଆ ବଢିବାରେ ଲାଗିଛି। ବେଆଇନ ଅର୍ଥ କାରବାର ମାମଲାରେ ଇଡି ତଦନ୍ତ କରୁଥିବା ବେଳେ ଏସ୍ଆଇଟି ମାମଲାର ରିପୋର୍ଟ ମାଗିଛି। ଆସନ୍ତା ୧୩ ତାରିଖରେ ଦିଲ୍ଲୀରେ ଜଷ୍ଟିସ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ...
ନିଜ ସ୍କୁଲ୍ ପରିଦର୍ଶନ କରି ପୁରୁଣା ଦିନର ସ୍ମୃତିକୁ ମନେ ପକାଇଲେ ରାଷ୍ଟ୍ରପତି
ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍ -୨ ଗାର୍ଲସ୍ ହାଇସ୍କୁଲ୍ ପରିଦର୍ଶନ କଲେ ଦ୍ରୌପଦୀ ମୁର୍ମୁ। ନିଜେ ପଢିଥିବା ସ୍କୁଲ୍ ପରିଦର୍ଶନ କରି ପୁରୁଣା ଦିନର ସ୍ମୃତିକୁ ମନେ ପକାଇଲେ ରାଷ୍ଟ୍ରପତି। ଏହାସହ ନିଜର ସହପାଠୀଙ୍କୁ ଭେଟିଥିଲେ। ୧୯୭୦-୭୪ ଯାଏ ଅଷ୍ଟମରୁ ଏକାଦଶ...
ଅର୍ଚ୍ଚନାଙ୍କ ବିଜ୍ନେସ ପାର୍ଟନ୍ରଙ୍କୁ ଗିରଫ କଲା ଇଡି
ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ଲେଡି ବ୍ଲାକ୍ମେଲର ଅର୍ଚ୍ଚନା ନାଗ୍ଙ୍କ ବିଜ୍ନେସ ପାର୍ଟନର ଖଗେଶ୍ୱରଙ୍କୁ ଗିରଫ କରିଛି ଇଡି। ଗୁରୁବାର ଖଗେଶ୍ୱରଙ୍କ ଘର ଏବଂ କାର୍ ଶୋ’ ରୁମ୍ରେ ଇଡି ଚଢ଼ାଉ କରିଥିଲା। ତେବେ ଆଜି ତାଙ୍କୁ ଗିରଫ କରିଛି। ଅର୍ଚ୍ଚନା, ଜଗବନ୍ଧୁ ଏବଂ...
ଫସଲ ବୀମା ଯୋଜନା
ଭୁବନେଶ୍ୱର,୧୧ା୧୧(ବ୍ୟୁରେ): ପ୍ରଧାନମନ୍ତ୍ରୀ ଫସଲବୀମାକୁ ନେଇ ଭାଜପା ଓ ବିଜେଡି ପରସ୍ପର ଉପରେ ଦୋଷ ଲଦିଛନ୍ତି। ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ କହିଛନ୍ତି ନିର୍ବାଚନ ଆସିଲେ ଶାସକ ବିଜେଡିକୁ ରାଜ୍ୟବାସୀଙ୍କ ସ୍ବାର୍ଥ କଥା ମନେପଡ଼େ। ନିର୍ବାଚନ ବୈତରଣୀ...
ମାଣ୍ଡିଆରେ ମହାପ୍ରଭୁ
ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଛୋଟ ଚାଷୀ, ଆଦିବାସୀମାନେ ପ୍ରାୟତଃ ମାଣ୍ଡିଆ ଚାଷ କରିଥାନ୍ତି। ମାଣ୍ଡିଆର ଗୁଣବତ୍ତା ଓ ପୃଷ୍ଟିକର ହୋଇଥିବାରୁ ଦିନକୁ ଦିନ ରାଜ୍ୟ ତଥା ରାଜ୍ୟ ବାହାରେ ଏହାର ଆଦୃତ ବଢ଼ିବାରେ ଲାଗିଛି। ମାଣ୍ଡିଆର ବିଶେଷତ୍ୱକୁ ଦୃଷ୍ଟି ରଖି ପ୍ରତି...
ନାବାଳକ ହତ୍ୟା ଘଟଣା: ନ୍ୟାୟ ପାଇଁ ଥାନାରେ ଶୋଇଲେ, ରାସ୍ତାରେ ବସିଲେ
ଭୁବନେଶ୍ୱର,୧୧।୧୧ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ନାବାଳକଙ୍କ ହତ୍ୟା ଘଟଣାକୁ ୫ ମାସରୁ ଅଧିକ ଦିନ ବିତିଲାଣି, ହେଲେ ଏଯାଏ ପୋଲିସ ଚୁପ୍ ବସିଛି। ମୃତକଙ୍କ ପରିବାର ସଦସ୍ୟ ବାରମ୍ବାର ନ୍ୟାୟ ଆଶାରେ ଥାନାକୁ ଦୌଡ଼ି ହତାଶ ହୋଇଛନ୍ତି। ପୋଲିସ...
ଆଜିଠୁ ୩ ଦିନିଆ ଆଇସୋକନ୍
ଭୁବନେଶ୍ୱର,୧୧ା୧୧:ଭାରତୀୟ କର୍ଣ୍ଣ ବିଜ୍ଞାନ ସଂଘ (ଇଣ୍ଡିଆନ୍ ସୋସାଇଟି ଅଫ୍ ଓଟୋଲୋଜି-ଆଇସୋକନ୍)ର ୩୦ତମ ଜାତୀୟ ସମ୍ମିଳନୀ ଆଇସୋକନ୍ ଶୁକ୍ରବାରଠାରୁ ଆରମ୍ଭ ହେବ। ଏପରିକି ଉକ୍ତ ସମ୍ମିଳନୀ ନଭେମ୍ବର ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ଏହା କଳିଙ୍ଗ ଇନ୍ଷ୍ଟିଚ୍ୟୁଟ...
ସମ୍ବର୍ଦ୍ଧିତ ହେବେ ୫୦ ହଜାର ପିଲା, ୧୫୦୦ ଶିକ୍ଷକ
ଭୁବନେଶ୍ବର, ୧୧ା୧୧(ବ୍ୟୁରୋ): ବିଦ୍ୟାଳୟର ସର୍ବାଙ୍ଗୀନ ବିକାଶ, ଛାତ୍ରୀଛାତ୍ର ଏବଂ ଶିକ୍ଷକଙ୍କ ମଧ୍ୟରେ ସକାରାତ୍ମକ ପ୍ରତିଯୋଗିତା ମନୋଭାବ ଆଣିବା ପାଇଁ ଚଳିତ ଶିକ୍ଷାବର୍ଷରୁ ‘ଶିକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ପୁରସ୍କାର’ ଯୋଜନା ଆରମ୍ଭ କରାଯାଇଛି। ଏହି ଯୋଜନାରେ ବ୍ଲକ୍ ଓ ଜିଲାସ୍ତରୀୟ ପ୍ରତିଯୋଗିତାରୁ...
ମାଣ୍ଡିଆକୁ ଶ୍ରେଷ୍ଠ ଆହାର କର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧ା୧୧(ବ୍ୟୁରୋ):ଗୁରୁବାର ହେଉଛି ସମୃଦ୍ଧିର ଦେବୀ ମା’ ଲକ୍ଷ୍ମୀଙ୍କ ପୂଜାଦିନ। ପୁଷ୍ଟି ସହ ସମୃଦ୍ଧି ଯୋଡ଼ିହୋଇ ରହିଛି। ରାଜ୍ୟ ସରକାର ଗୁରୁବାର ମାଣ୍ଡିଆ ଦିବସ ଭାବେ ପାଳନ କରିଛନ୍ତି। ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ରାଜ୍ୟ ସରକାର ମାଣ୍ଡିଆ ଦିବସ ଭାବେ...
ଚାକିରି ସରକାରୀ, ଦେବେ ଘରୋଇ
ଭୁବନେଶ୍ବର, ୧୧ା୧୧(ବ୍ୟୁରୋ):ଓଡ଼ିଶାରେ ସରକାରୀ ଚାକିରି ପାଇଁ ହେଉଥିବା ପରୀକ୍ଷା ଯେ ଠିକା ସଂସ୍ଥା ମାଧ୍ୟମରେ କରାଯାଉଥିବା ବିଷୟରେ ବୋଧହୁଏ ରାଜ୍ୟର ଅନେକ ଲୋକଙ୍କ ଜ୍ଞାତସାରରେ ନ ଥିବ। ସେଭଳି ଏକ ଘଟଣା ଦୃଷ୍ଟିକୁ ଆସିଛି। ଏଥିରେ କେତେ ପ୍ରକାର ଅନୀୟମିତତା...
‘ନିଜ ମାଟି ଓଡ଼ିଶାକୁ ଆସି ମୁଁ ଆଜି ବହୁତ ଆନନ୍ଦିତ’
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମହାପ୍ରଭୁଙ୍କୁ ଦର୍ଶନ କରି ସାରିବା ପରେ ଭୁବନେଶ୍ୱରକୁ ଫେରିଥିଲେ। ଏହାପରେ ରାଜଭବନଠାରେ ରାଷ୍ଟ୍ରପତିଙ୍କୁ ନାଗରିକ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ, ହାଇକୋର୍ଟ ମୁଖ୍ୟ...
Archives


