ଜୋର୍ ଧରିଲା ରାଜନୀତି
ଭୁବନେଶ୍ବର, ୨୧ା୪(ବ୍ୟୁରୋ): ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗକରି କିଛିଦିନ ତଳେ ଭାଜପା ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାମାନେ ପ୍ରତିବାଦ କରିଥିଲେ। ଏହି ସମୟରେ ପୋଲିସ ଏବଂ ଯୁବମୋର୍ଚ୍ଚା କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିଲା। ଉକ୍ତ ଘଟଣାରେ ଗିରଫ ହୋଇ କେତେଜଣ…
ଓଡ଼ିଶାରେ ଟିକାକରଣ ହାର ଦେଶରେ ସର୍ବୋଚ୍ଚ
ନୂଆଦିଲ୍ଲୀ,୨୧।୪: ସାରା ବିଶ୍ୱରେ ଟିକାକରଣ କ୍ଷେତ୍ରରେ ଭାରତ ଅଗ୍ରଣୀ ଦେଶ। କରୋନା ସମୟରେ ଯେତେବେଳେ ବିଶ୍ୱର ଅନେକ ଦେଶରେ ଟିକାକରଣ ଉପରୁ ଭରସା ତୁଟିଥିଲା, ସେତେବେଳେ ଭାରତ ଟିକାକରଣକୁ ଅଧିକ ପ୍ରୋତ୍ସାହନ ଦେଇଥିଲା। କେବଳ କୋଭିଡ୍ ଟିକାକରଣ ନୁହେଁ, ପିଲାଙ୍କ କ୍ଷେତ୍ରରେ…
ପିଲାଙ୍କ ପାଇଁ ଗ୍ରୀଷ୍ମାବକାଶ ହୋମ୍ଓ୍ବାର୍କ
ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶୁକ୍ରବାରଠାରୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ପାଇଁ ଖରାଛୁଟି ଘୋଷଣା କରିଛନ୍ତି। ପରବର୍ତ୍ତୀ ଘୋଷଣା ପର୍ଯ୍ୟନ୍ତ ଏହି ଆଦେଶ ବଳବତ୍ତର ରହିବ।…
ବୌଦ୍ଧ ସବୁଠାରୁ ଉତ୍ତପ୍ତ, ଦ୍ୱିତୀୟରେ ଭୁବନେଶ୍ୱର
ଭୁବନେଶ୍ବର,୨୦।୪(ବ୍ୟୁରୋ): ଜଳୁଛି ସାରା ରାଜ୍ୟ। ସକାଳ ୮ଟାରୁ ଓ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଘରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଏଭଳିସ୍ଥିତିରେ ଗୁରୁବାର ରାଜ୍ୟର ୨୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ୪୩.୯ ଡିଗ୍ରୀ ସହ ବୌଦ୍ଧ ସବୁଠାରୁ…
ନବମରୁ ଦ୍ୱାଦଶ ଶ୍ରେଣୀ ଯାଏ ପାଠପଢ଼ା ଜାରି ରହୁ
ଭୁବନେଶ୍ୱର,୨୦।୪(ବ୍ୟୁରୋ):ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୨୧ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ସରକାର ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି l ତେବେ ପାଠପଢ଼ା ଗୁରୁତ୍ୱ ଦୃଷ୍ଟିରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ…
ବାରିପଦା ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର,୨୦ା୪(ବ୍ୟୁରୋ): ଆସନ୍ତା ମେ’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାରିପଦା ଆସିବେ। ମେ’ ୯ରେ ବାରିପଦା ଏମ୍ଏସ୍ସିବି ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ୟୁନିଭର୍ସିଟି ଭିସିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀ ଚିଠି ଲେଖିଥିବା ସୂଚନା ମିଳିଛି।
ଶୁକ୍ରବାରଠୁ ରାଜ୍ୟରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି
ଭୁବନେଶ୍ବର,୨୦।୪(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍ ୨୧ ତାରିଖଠାରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲର ଗ୍ରୀଷ୍ମକାଳୀନ ଛୁଟି ଘୋଷଣା ହୋଇଛି। ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ତେବେ ଏହା ପୂର୍ବରୁ ଦୁଇ ଦିନ ଛୁଟି…
ଉତ୍କଳ ବିଶ୍ୱବିଦ୍ୟାଳୟରେ ନାକ୍ ଟିମ୍
ଭୁବନେଶ୍ୱର,୨୦।୪(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ବୁଧବାର ରାଷ୍ଟ୍ରୀୟ ମୂଲ୍ୟାୟନ ଓ ଅନୁମୋଦନ ପରିଷଦ (ନାକ୍) ଟିମ୍ ପହଞ୍ଚତ୍ଛନ୍ତି। ଦୀର୍ଘ ୫ବର୍ଷ ପରେ ୩ଦିନ ପାଇଁ ଏହି ଟିମ୍ ବିଶ୍ୱବିଦ୍ୟାଳୟ ପରିଦର୍ଶନରେ ଆସିଛନ୍ତି। ପ୍ରଥମ ଦିନରେ ବିଶ୍ୱବିଦ୍ୟାଳୟ କନ୍ଭୋକେଶନ ହଲ୍ରେ ଆୟୋଜିତ ଆଲୋଚନାରେ ବିଶ୍ୱବିଦ୍ୟାଳୟର…
ଦୁଇ ବେପାରୀଙ୍କୁ ଅଢ଼େଇ ବର୍ଷ ଜେଲଦଣ୍ଡ
ଭୁବନେଶ୍ୱର,୨୦।୪(ବ୍ୟୁରୋ): କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଚନ୍ଦକା ଅଞ୍ଚଳରୁ ୮ ଚୋରା ବନ୍ଧୁକ ଜବତ ସହ ୨ ବେପାରୀଙ୍କୁ ଗିରଫ କରିବା ମାମଲାରେ ଭୁବନେଶ୍ୱର ତୃତୀୟ ଅତିରିକ୍ତ ଜିଲା ଓ ଦୌରା ଜଜ୍ ବୁଧବାର ରାୟ ପ୍ରକାଶ କରିଛନ୍ତି। ଦୋଷୀ…
‘ବଡ଼ବଡ଼ିଆଙ୍କ ଚକ୍ରାନ୍ତର ପର୍ଦ୍ଦାଫାସ କରିବୁ’
ଭୁବନେଶ୍ୱର,୨୦।୪(ବ୍ୟୁରୋ): ଚର୍ଚ୍ଚିତ ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ସବୁ ବଡ଼ବଡ଼ିଆଙ୍କ ପର୍ଦ୍ଦାଫାସ କରିବୁ ବୋଲି ଜଗବନ୍ଧୁ କ୍ଷୋଭର ସହ କହିଛନ୍ତି। ବୁଧବାର ଚିକିତ୍ସା ପାଇଁ ଝାରପଡ଼ା ଜେଲରୁ କ୍ୟାପିଟାଲ ହସ୍ପିଟାଲ ଯାଉଥିବାବେଳେ ଜଗବନ୍ଧୁ…
ଧାର ଟଙ୍କା ମାଗିବାରୁ ମହିଳାଙ୍କୁ ବଳାତ୍କାର
ଭୁବନେଶ୍ୱର,୨୦।୪ (ବ୍ୟୁରୋ): ଧାର୍ ଟଙ୍କା ମାଗିବାରୁ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଛି। ପୁଣି ଏହାର ଭିଡିଓ ରେକର୍ଡ କରାଯିବା ସହ ଧମକ ଦିଆଯାଇ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଏଭଳି ଲଜ୍ଜାଜନକ ଘଟଣା ଘଟିଛି। ପୀଡିତା ଜଣକ ଭୟରେ ପାଟି ଚୁପ୍ କରି…
ଅସମ୍ଭାଳ କଲାଣି ତାତି
ଭୁବନେଶ୍ୱର, ୨୦ା୪(ବ୍ୟୁରୋ): ନିୟନ୍ତ୍ରଣକୁ ଆସୁନି ତାତି। ଆଜି କମିବ କାଲି କମିବ ଶୁଣି ଶୁଣି ମନ ଭାଙ୍ଗିଗଲାଣି। କେବେ ତାତିରୁ ତ୍ରାହି ମିଳିବ ତାହା କହିବା ମୁସ୍କିଲ। ବେଳକୁ ବେଳ ଅସହ୍ୟ ହେଉଛି ଗ୍ରୀଷ୍ମର ଜ୍ୱାଳା। ପାଣିପାଗ ଅନୁମାନ ମଧ୍ୟ କାମ…

