ମେଟ୍ରୋ

୯୦ ଏକର ଜମିରେ ହେବ ‘ଆନନ୍ଦବନ’

ଭୁବନେଶ୍ୱର,୧୩।୧ (ବ୍ୟୁରୋ): ସହରାଞ୍ଚଳ ବନ ବିଭାଗ ପକ୍ଷରୁୁ ଶଙ୍କରପୁର ମୌଜା ଘାଟିକିଆ-କଳିଙ୍ଗ ବିହାର ଅଞ୍ଚଳରେ ପ୍ରକଳ୍ପ ‘ଆନନ୍ଦବନ’ ପ୍ରସ୍ତୁତ କରାଯାଉଛି। ପ୍ରାୟ ୯୦ ଏକର ଜମିରେ ଏହି ଆନନ୍ଦବନର ପରିକଳ୍ପନା କରାଯାଇଥିବାବେଳେ ଉକ୍ତ ଅଞ୍ଚଳରେ ଗଢ଼ିଉଠିଥିତ୍ବା ବେଆଇନ୍‌ ନିର୍ମାଣ ଏଥିରେ ବାଧକ…

କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ସୃଷ୍ଟିହେଲା ୨୦ ନୂଆ ପଦବୀ

ଭୁବନେଶ୍ବର,୧୩ା୧(ବ୍ୟୁରୋ): କେନ୍ଦୁଝରରେ ୩୩୦ ଶଯ୍ୟା ବିଶିଷ୍ଟ ଜିଲା ମୁଖ୍ୟ ଚିକିତ୍ସାଳୟ ନିମନ୍ତେ ବିଭିନ୍ନ ବର୍ଗରେ ୨୦ଟି ନୂଆ ପଦବୀ ସୃଷ୍ଟି କରାଯାଇଛି। ଏ ସମ୍ପର୍କରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶିତ କାର୍ଯ୍ୟାଳୟ ଆଦେଶରୁ ଜଣାପଡ଼ିଛି। ରାଜ୍ୟ ସରକାରଙ୍କ…

ଜୁନ୍‌ ସୁଦ୍ଧା କଟକ-ସମ୍ବଲପୁର ଜାତୀୟ ରାଜପଥର ୯୦% କାର୍ଯ୍ୟ ସରିବ

ଭୁବନେଶ୍ବର,୧୩ା୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର ସମ୍ବଲପୁର ଜିଲା ଗସ୍ତକରି କଟକ-ସମ୍ବଲପୁର ଜାତୀୟ ରାଜପଥରେ ୪ ଲେନ୍‌ ବିଶିଷ୍ଟ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ମୁଖ୍ୟ ଶାସନ ସଚିବ କ୍ଷେତ୍ରୀୟ ପରିଦର୍ଶନରେ ଯାଇ ଜାତୀୟ ରାଜପଥ-୫୫ର…

୭ ମେଡିକାଲ କଲେଜର ୭ ବରିଷ୍ଠ ଡାକ୍ତରଙ୍କ ବଦଳି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନ ୭ଟି ମେଡିକାଲ କଲେଜର ୭ଜଣ ପ୍ରଫେସର ଏବଂ ସହକାରୀ ପ୍ରଫେସରଙ୍କର ଗୁରୁବାର ବଦଳି କରାଯାଇଛି। ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲ କଲେଜର ଆନାସ୍ଥେସିଆଲୋଜି ବିଭାଗ ପ୍ରଫେସର ଡ. ଲକ୍ଷ୍ମୀଧର ଦାଶଙ୍କୁ ଏସ୍‌ସିବି ମେଡିକାଲ କଲେଜକୁ ବଦଳି କରାଯାଇଛି।…

ମୁକୁଳା ଡ୍ରେନ୍‌ରେ ଫଟୋ ସାମ୍ବାଦିକ ପଡ଼ିବା ଘଟଣା: ପିଡବ୍ଲ୍ୟୁଡି ଉପରେ ଦୋଷ ଲଦିଲା ବିଏମ୍‌ସି

ଭୁବନେଶ୍ୱର, ୧୩ା୧ (ବ୍ୟୁରୋ): ହକି ବିଶ୍ୱକପ ପାଇଁ ରାଜଧାନୀର ରାସ୍ତାଘାଟ ମରାମତି ଠାରୁ ଆରମ୍ଭ କରି ସହରର ସୌନ୍ଦର୍ଯ୍ୟକରଣରେ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। କେଉଁଠି ପ୍ରାଚୀର ଚିତ୍ରରେ ଓଡ଼ିଶା କଳା, ସଂସ୍କୃତି, ଐତିହ୍ୟ, କାରୁକାର୍ଯ୍ୟ ଝଟକୁଛି ତ ଆଉ…

କୃଷକଙ୍କ ସାମାଜିକ- ଅର୍ଥନୈତିକ ବିକାଶ ପାଇଁ ସମବାୟ କ୍ଷେତ୍ର ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଜିଲା ସ୍ତରରେ ଥିବା କେନ୍ଦ୍ର ସମବାୟ ବ୍ୟାଙ୍କରେ ୨୪୦ ଜଣ ସହକାରୀ ମ୍ୟାନେଜର ଓ ୨୬ ଜଣ ସିଷ୍ଟମ୍‌ ମ୍ୟାନେଜର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଗୁରୁବାର ଲୋକସେବା କନ୍‌ଭେନ୍‌ଶନ ସେଣ୍ଟରରେ ଆୟୋଜିତ କର୍ମଶାଳାରେ ଭର୍ଚୁଆଲ ମୋଡ୍‌ରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ…

ଟୁଇନ୍‌ ସିଟିରେ ଘନ କୁହୁଡ଼ି, ୨୦ ମିଟର ମଧ୍ୟରେ ବି ଦେଖାଯାଉନି ରାସ୍ତା

ଭୁବନେଶ୍ୱର,୧୩।୧(ବ୍ୟୁରୋ): ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲାରେ ଘନ କୁହୁଡ଼ି ଦେଖାଦେଇଥିବା ବେଳେ ଟୁଇନ୍‌ ସିଟିରେ ବି ପ୍ରବଳ କୁହୁଡ଼ି ଦେଖିବାକୁ ମିଳିଛି। ଏପରିକି ୨୦ରୁ ୩୦ ମିଟର ମଧ୍ୟରେ ବି ମୁହଁକୁ ମୁହଁ ଦିଶୁନି। ଫଳରେ ଯାତାୟାତ ଏବଂ ଗାଡ଼ି ଚଳାଚଳରେ…

୧ମରୁ ୮ମ ଶ୍ରେଣୀ ଯାଏ ହେବ ସମ୍ମେଟିଭ ଆସେସ୍‌ମେଣ୍ଟ-୨ ପରୀକ୍ଷା

ଭୁବନେଶ୍ବର,୧୩ା୧(ବ୍ୟୁରୋ): ନବମ ଓ ଦଶମ ଶ୍ରେଣୀରେ ସମ୍ମେଟିଭ-୧ ଏବଂ ସମ୍ମେଟିଭ-୨ ପରୀକ୍ଷା କରାଯାଉଥିବା ବେଳେ ଚଳିତବର୍ଷ ପ୍ରଥମକରି ରାଜ୍ୟରେ ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଏହି ଆସେସ୍‌ମେଣ୍ଟ ପରୀକ୍ଷା କରାଯିବ। ତେବେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ କେବଳ ସମ୍ମେଟିଭ-୨ ପରୀକ୍ଷା କରାଯିବ…

ଏନ୍‌ଏଫ୍‌ଏସ୍‌ଏ ହିତାଧିକାରୀଙ୍କୁ ରସିଦ ଦିଅ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଅଧୀନରେ ଆସୁଥିବା ହିତାଧିକାରୀମାନେ ମାଗଣା ଚାଉଳ ନେବାବେଳେ ସେମାନଙ୍କୁ ସ୍ବତନ୍ତ୍ର ରସିଦ ମିଳିବ। ଏସମ୍ପର୍କରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ…

ହକି ବିଶ୍ୱକପ୍‌: ରାଜଧାନୀରେ ମୁତୟନ ହେବେ ୮୧ ପ୍ଲାଟୁନ୍‌ ପୋଲିସ ଫୋର୍ସ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଜଜାନୁୟାରୀ ୧୩ ଅର୍ଥାତ୍‌ ଶୁକ୍ରବାରଠୁ ଆରମ୍ଭ ହେବ। ଏଥିପାଇଁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ତେବେ ସୁରକ୍ଷାକୁ ଦୃଷ୍ଟିରେ ରଖି ହକି ବିଶ୍ୱକପ୍‌ ପାଇଁ ଭୁବନେଶ୍ୱରରେ ୮୧ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ ହେବେ। ୧୩ ଏଡିସିପି, ୩୩ ଏସିପି, ୬୨…

ରାଜ୍ୟରେ କମିବ ଶୀତ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ମଧ୍ୟ-ଭାରତରେ ସକ୍ରିୟ ଗୁରୁଚାପ ବଳୟ ବର୍ତ୍ତମାନ ପୂର୍ବ-ମୁହାଁ ହୋଇ ରାଜ୍ୟ ଉପରେ କାୟା ବିସ୍ତାର କରିଛି। ଫଳରେ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ମ ସାମୁଦ୍ରିକ ବାୟୁର ପ୍ରଭାବ ବୃଦ୍ଧି ପାଇବା ସହ ଶୀତ କମିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ଓବିସିରେ ୨୦ ଜାତି ସାମିଲ ସୁପାରିସ

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ଓବିସିରେ ସାମିଲ ପାଇଁ ୨୦ ଜାତିକୁ ଚିହ୍ନଟ କରାଯାଇଛି। ଏନେଇ ରାଜ୍ୟ ଓବିସି କମିଶନ ସଦସ୍ୟା ମିତାଲି ଚିନାରା ସୂଚନା ଦେଇଛନ୍ତି। ଭୁଲ ବନାନ ଯୋଗୁ ବହୁ ଜାତି ପଛୁଆ ବର୍ଗ ତାଲିକାରୁ ବାଦ୍‌ ପଡ଼ିଛନ୍ତି। ୨୦ ଜାତିକୁ ଚିହ୍ନଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri