ଆଜି ଆସୁଛନ୍ତି ରାଷ୍ଟ୍ରପତି
ଭୁବନେଶ୍ୱର,୧୦।୧୧(ବ୍ୟୁରୋ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲୀରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ସକାଳ ୧୦ଟା ୫୦ ମିନିଟ୍ରେ ପହଞ୍ଚତ୍ବେ। ସେଠାରୁ ସିଧା ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ...
ଅର୍ଚ୍ଚନା ନାଗଙ୍କ ଘରେ ଇଡି ଚଢ଼ାଉ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ଲେଡି ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କ ଘରେ ଗୁରୁବାର ଇଡି ଚଢ଼ାଉ କରିଛି। ଏଥିସହିତ ଅର୍ଚ୍ଚନାଙ୍କ ବିଜ୍ନେସ ପାର୍ଟନର ଖଗେଶ୍ୱରଙ୍କ କାର୍ ଶୋ’ରୁମ୍ ଏବଂ ବାଲିପାଟଣାସ୍ଥିତ ଘରେ ମଧ୍ୟ ଚଢ଼ାଉ ଚାଲିଛି। ଏକକାଳୀନ ୬ଟି ସ୍ଥାନରେ ଏହି ଚଢ଼ାଉ ଚାଲିଛି।...
ବଜାରରେ ଗହମ ସଙ୍କଟ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ):ବଜାରରେ ଗହମ ସଙ୍କଟ ଦେଖାଦେଇଛି। ଗତ ୧୦ ମାସ ହେବ ଗହମ ମିଳୁନାହିଁ। ଏଥିଯୋଗୁ ଅଟା, ମଇଦା, ସୁଜି ସମେତ ଗହମରୁ ପ୍ରସ୍ତୁତ ଖାଦ୍ୟ ସାମଗ୍ରୀ ଦର ବଢ଼ିଯାଇଛି। ପ୍ରତ୍ୟେକ ସାମଗ୍ରୀରେ କିଲୋଗ୍ରାମ ପ୍ରତି ୫ରୁ ୬ ଟଙ୍କା ବଢ଼ିଯାଇଛି।...
ଫ୍ଲାଟ୍ ଦେବା ନାଁରେ ୨୦ ଲକ୍ଷ ଟଙ୍କା ଠକି ବନ୍ଧା ହେଲେ ବିଲ୍ଡର
ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜଧାନୀରେ ଫ୍ଲାଟ ଦେବା ନାଁରେ ୨୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଜଣେ ବିଲ୍ଡରଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବୁଧବାର ଗିରଫ କରିଛି । ସେ ହେଲେ ଅରୁଣଜ୍ୟୋତି ପଟ୍ଟନାୟକ। ତାଙ୍କ ନାମରେ ହରିହର ସାହୁ ନାମକ ଜଣେ...
ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଜଧାନୀରେ ଛୁଟି ଘୋଷଣା, ଅପରାହ୍ନ ୧ଟାରୁ ଏସବୁ ବନ୍ଦ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଷ୍ଟ୍ରପତି ହେବା ପରେ ଗୁରୁବାର ପ୍ରଥମଥର ପାଇଁ ନିଜ ଗୃହ ରାଜ୍ୟକୁ ଆସୁଛନ୍ତି ଦେଶର ପ୍ରଥମ ଆଦିବାସୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହାକୁ ସମ୍ମାନ ଜଣାଇ ରାଜ୍ୟ ସରକାର ସମଗ୍ର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଅଧା ଦିନ...
ବିଧାୟକ ଭାବେ ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ଧାମନଗର ବିଧାୟକ ଭାବେ ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ । ବାଚସ୍ପତି ବିକ୍ରମ କେଶରୀ ଆରୁଖ ବିଧାନସଭାରେ ବୁଧବାର ଶପଥ ପାଠ କରାଇଛନ୍ତି। ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ ପରେ ଗତ ୩ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ...
ବିଶିଷ୍ଟ ଓଡ଼ିଶୀ କଣ୍ଠଶିଳ୍ପୀ ଲତା ଘୋଷଙ୍କ ପରଲୋକ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ଆଉ ନାହାନ୍ତି ବିଶିଷ୍ଟ ଓଡ଼ିଶୀ କଣ୍ଠଶିଳ୍ପୀ ଲତା ଘୋଷ। ମଙ୍ଗଳବାର ଭୁବନେଶ୍ୱର ଏମ୍ସରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁ ଖବରରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି।...
ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ମୁତୟନ ହେବେ ୫୫ ପ୍ଲାଟୁନ୍ ପୋଲିସ ଫୋର୍ସ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଗୁରୁବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବିମାନବନ୍ଦରଠାରୁ ରାଜଭବନ ଯାଏ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ। ୫୫ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହେବା ସହ ୩୦୦ ପୋଲିସ...
ରାଜ୍ୟରେ ୨୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ପିଲା ୨ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କ୍ୱାରାଣ୍ଟାଇନ୍ରୁ ୧୬ ଏବଂ ଲୋକାଲ କେସରୁ ୧୦ ଜଣ ରହିଛନ୍ତି।...
ଆଜି ଜମିବ ଛାଡ଼ଖାଇ
ଭୁବନେଶ୍ୱର, ୯।୧୧(ବ୍ୟୁରୋ): ସରିଲା ଧର୍ମ ମାସ କାର୍ତ୍ତିକ। ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଇ ଧର୍ମ ମାସକୁ ମେଲାଣି ଦେଇଛନ୍ତି ଶ୍ରଦ୍ଧାଳୁ। ବୁଧବାର ଛାଡ଼ଖାଇ। ଏଥିପାଇଁ ଆମିଷପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ। ବୁଧବାର ସକାଳୁ ଆମିଷ ବଜାରରେ ଭିଡ଼ ଜମିବ।...
ରାଜଧାନୀରେ ଡ୍ରାଇଭରଙ୍କ ଦଣ୍ଡବତ ଯାତ୍ରା
ଭୁବନେଶ୍ୱର,୯।୧୧(ବ୍ୟୁରୋ): ୯ ଦଫା ଦାବି ନେଇ ଏକାଧିକ ଥର ଆନ୍ଦୋଳନ ପରେ ପ୍ରତିଶ୍ରୁତି ପୂରଣ କରା ନ ଯିବାରୁ ଶେଷରେ ରାଜ୍ୟ ଡ୍ରାଇଭର ମହାସଂଘ ଆନ୍ଦୋଳନକୁ ଓହ୍ଲାଇଛି। ମହାସଂଘ ପକ୍ଷରୁ ମଙ୍ଗଳବାର ଦଣ୍ଡବତ ଯାତ୍ରା କରାଯିବା ସହ ଭୁବନେଶ୍ୱର ଲୋୟର...
ସପ୍ତାହେ ହାଲୁକା ଶୀତ
ଭୁବନେଶ୍ୱର,୯ା୧୧(ବ୍ୟୁରୋ): କାର୍ତ୍ତିକ ମାସ ଶେଷ ହେଲା। ଶୀତର ନାଁଗନ୍ଧ ନାହିଁ। ହାଲୁକା ଶୀତ ପଡ଼ିଥିଲେ ବି ପାରଦ ତଳମୁହାଁ ହେଉନାହିଁ। ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ସେଲ୍ସିୟସ ଉପରେ ରହୁଥିବା ବେଳେ ଅଳ୍ପ କେତେକ ସ୍ଥାନରେ ପାରଦ...
Archives


