ମେଟ୍ରୋ

ଐତିହ୍ୟ, ପ୍ରାକୃତିକ ସୌନ୍ଦର୍ଯ୍ୟର ଅନୁଭୂତି ଦେବ ‘ଏକାମ୍ର ଓ୍ବାକ୍‌’

ଭୁବନେଶ୍ୱର, ୧୧।୧ (ବ୍ୟୁରୋ): ‘ଡଟ୍‌ ଫେଷ୍ଟ’ର ଦ୍ୱିତୀୟ ସଂସ୍କରଣ ସହ ପୁଣିଥରେ ସହରକୁ ଫେରିଛି ‘ଏକାମ୍ର ଓ୍ବାକ୍‌’। ଐତିହ୍ୟ ଓ ମନ୍ଦିରମାଳିନୀ ସହର ଭୁବନେଶ୍ୱରର ଆଉଏକ ପରିଚୟ ଏକାମ୍ର କ୍ଷେତ୍ର ହୋଇଥିବାରୁ ସେହି ଅନୁସାରେ ଏହାର ନାମକରଣ କରାଯାଇଛି। ‘ଏକାମ୍ର ଓ୍ବାକ୍‌ରେ’…

କାହାଣୀ ଦୁନିଆରେ ହଜିବ ମନ

ଭୁବନେଶ୍ୱର, ୧୧।୧(ବ୍ୟୁରୋ): କାହାଣୀ ଶୁଣିବାରେ ମଜିବେ ପିଲାମାନେ। ଗପ ଶୁଣିବେ, ଶିକ୍ଷଣୀୟ କଥା ଜାଣିବେ ଏବଂ ଏହା ସାଙ୍ଗକୁ ମନୋରଞ୍ଜନ ବି କରିବେ। ଖାଲି ପିଲା ନୁହେଁ, ବଡ଼ ଲୋକମାନେ ମଧ୍ୟ କାଳ୍ପନିକ କାହାଣୀ ଦୁନିଆରେ ନିଜକୁ ସାମିଲ କରିବେ। କାରଣ…

ସିସିଟିଭି ନଜରରେ ରାଜଧାନୀ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବ। ରାଉରକେଲା ଓ ଭୁବନେଶ୍ୱରରେ ମ୍ୟାଚ୍‌ ଖେଳାଯିବାକୁ ଥିବାବେଳେ କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତେବେ ବୁଧବାର କଟକରେ…

୯ ଜିଲାରେ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଥିଲା। ତେବେ ମଙ୍ଗଳବାରଠାରୁ ଶୀତ କମିବା ଆରମ୍ଭ କରିଛି। ପାରଦ ଉପରମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲ୍‌ସିୟସ ଯାଏ ବଢ଼ିଛି । ମଙ୍ଗଳବାର ଫୁଲବାଣୀରେ ସର୍ବନିମ୍ନ…

ଛାତ୍ରଙ୍କୁ ହତ୍ୟା ଉଦ୍ୟମ, ସିନିୟର ଗିରଫ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ଏକ ଘରୋଇ କଲେଜର ବିଟେକ୍‌ ପ୍ରଥମ ବର୍ଷର ଛାତ୍ର ପ୍ରୀତମ କୁମାର ଷଡ଼ଙ୍ଗୀଙ୍କୁ ସୋମବାର ସାରେ ମରଣାନ୍ତକ ଆକ୍ରମଣ ସହ ଉଠାଇ ନେଇ ଅଟକ ରଖି ହତ୍ୟା ଧମକ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।…

୧୫ରୁ ଚାଲାଣ କଟିବ

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ୨୦୧୯ ଏପ୍ରିଲ ପହିଲା ପୂର୍ବରୁ ପଞ୍ଜୀକୃତ ହୋଇଥିବା ପୁରୁଣା ଯାନବାହନ, ଯାହାର ଶେଷ ନମ୍ବର ୧, ୨, ୩, ୪, ୫ ଏବଂ ୬ ହୋଇଥିବ ଏବଂ ହାଇସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ (ଏଚ୍‌ଏସ୍‌ଆର୍‌ପି) ଲାଗି ନ ଥିବ ସେହି ଯାନଗୁଡ଼ିକ…

୧୬ରେ ଓଡ଼ିଶା ଆସିବ ଡାକୋଟା ବିମାନ

ଭୁବନେଶ୍ୱର,୧୧l୧(ବ୍ୟୁରୋ): ସବୁ କଳ୍ପନାର ଅନ୍ତ ଘଟାଇ ଆସନ୍ତା ୧୬ ତାରିଖରେ ଓଡ଼ିଶା ଆସିବ ପ୍ରବାଦ ପୁରୁଷ ବିଜୁବାବୁଙ୍କ ଡାକୋଟା ବିମାନ। କୋଲକାତାରେ ଥିବା ଏହି ବିମାନ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଅଣାଯିବ। ତାହାକୁ ବିମାନବନ୍ଦର ପ୍ରବେଶ ପଥରେ ସୁଦୃଶ୍ୟ…

ରାଉରକେଲାରୁ ସାଇକେଲ ରାଲିରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ବର,୧୧ା୧(ବ୍ୟୁରୋ): ସାରା ରାଜ୍ୟରେ ଏବେ ହକିର ମାହୋଲ। ପୁରପଲ୍ଲୀ, ସହର ବଜାର ସବୁଆଡ଼େ ଏବେ ହକିକୁ ନେଇ ଚର୍ଚ୍ଚା ଚାଲିଛି। କଟକରୁ ଆରମ୍ଭକରି ସୁନ୍ଦରଗଡ଼ ସମେତ ଅନ୍ୟ ସବୁଆଡ଼େ ଉତ୍ସବ ଚାଲିଛି। ଏଥର ପ୍ରଥମ ଥର ପାଇଁ ହକିର ଅନ୍ତୁଡ଼ିଶାଳ ସୁନ୍ଦରଗଡ଼ରେ…

ଯୁକ୍ତ୨ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବାଧ୍ୟତାମୂଳକ

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଚଳିତବର୍ଷ ଯୁକ୍ତ୨ ପରୀକ୍ଷା ପରିଚାଳନାକୁ ଅଧିକ କଡ଼ାକଡ଼ି କରାଯିବ। ପରୀକ୍ଷାରେ ସ୍ବଚ୍ଛତାକୁ ଗୁରୁତ୍ୱ ଦିଆଯାଉଥିବାବେଳେ ମେଧାବୀ ପରୀକ୍ଷାର୍ଥୀ ଯେପରି ଠିକ୍‌ ମାର୍କ ପାଇବେ ସେଥିଲାଗି ପ୍ରାଥମିକ ସ୍ତରରୁ ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷର…

ଖୋଲିଲା ଓଲି ରାଇଜ

ଭୁବନେଶ୍ୱର, ୧୧।୧ (ବ୍ୟୁରୋ): ଏଫ୍‌ଆଇଏଚ୍‌ ଓଡ଼ିଶା ପୁରୁଷ ହକି ବିଶ୍ୱକପ୍‌ ୨୦୨୩ ପାଇଁ ଉତ୍ସବମୁଖର ହୋଇ ଉଠିଛି ରାଜଧାନୀ ଭୁବନେଶ୍ୱର। କଟକ ବାରବାଟୀ ଷ୍ଟାଡିୟମରେ ବୁଧବାର ଉଦ୍‌ଘାଟନୀ ଉତ୍ସବ ପରେ ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଖେଳ ଆରମ୍ଭ ହେବ। ଏହାପରେ ଭୁବନେଶ୍ୱରର…

ଏଚ୍‌ଏସ୍‌ଆର୍‌ପି ନମ୍ବର ପ୍ଲେଟ୍‌: ୧୫ରୁ କଟିବ ଚାଲାଣ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ(ଏଚ୍‌ଏସ୍‌ଆର୍‌ପି) ନ ଥିଲେ ଚାଲାଣ କଟିବ । ଜାନୁଆରୀ ୧୫ ତାରିଖରୁ ଏହି ନିୟମ କଡ଼ାକଡ଼ି କରାଯିବ। ତେବେ ୫ ହଜାରରୁ ୧୦ ହଜାର ପର୍ଯ୍ୟନ୍ତ ଚାଲାଣ କଟାଯିବ ବୋଲି ଅତିରିକ୍ତ ପରିବହନ କମିଶନର…

ବୁଧବାର ଦିନ ୧ଟାରୁ ସାରା ରାଜ୍ୟରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୧୦।୧(ବ୍ୟୁରୋ): ବୁଧବାର ସମଗ୍ର ରାଜ୍ୟରେ ଦିନ ୧ଟାରୁ ସ୍କୁଲ ଛୁଟି ରହିବ। ହକି ବିଶ୍ୱକପ ଉଦଘାଟନୀ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବା ଲାଗି ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଏନେଇ ମଙ୍ଗଳବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri