ମେଟ୍ରୋ

ଟିକେଟ ନେଲେ ଦୀପାଳି

ଭୁବନେଶ୍ୱର,୧୫।୪(ବ୍ୟୁରୋ): ଝାରସୁଗୁଡ଼ା ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଶନିବାର ନବୀନ ନିବାସରୁ ଟିକେଟ ନେଇ ଫେରିଛନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଟିକେଟ ପ୍ରଦାନ କରିଛନ୍ତି। ଦୀପାଳିଙ୍କ ନାଁ ଦଳ ପକ୍ଷରୁ ପୂର୍ବରୁ ଘୋଷଣା ହୋଇଥିଲା । ଟିକେଟ…

୧୭ରୁ ଖୋଲିବ ସ୍କୁଲ, ସାଢ଼େ ୬ରୁ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଆସନ୍ତା ୧୭ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ। ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସକାଳ ସାଢ଼େ ୬ରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା ହେବ ବୋଲି ଏନେଇ ଶନିବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି…

ଝାରସୁଗୁଡ଼ା ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ମେ’ ୧୦ରେ ହେବାକୁ ଥିବା ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶନିବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ। ସେ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ତାଙ୍କ ସହିତ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ତାରା ପ୍ରସାଦ…

ଜଳୁଛି ବୌଦ୍ଧ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଶନିବାର ରାଜ୍ୟର ୨୨ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆଜି ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୨.୫ ଡିଗ୍ରୀ ଥିଲା। ଯାହାକି ଆଜି ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହରରେ ବୌଦ୍ଧ ପରିଗଣିତ ହୋଇଛି। ଆଜି ବୌଦ୍ଧରେ ୪୨.୫ ଡିଗ୍ରୀ…

ଓଡ଼ିଆରେ ପରୀକ୍ଷା ଦେବେ ସିଏପିଏଫ୍‌ କନଷ୍ଟେବଳ ପ୍ରାର୍ଥୀ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ବା ସିଏପିଏଫ୍‌ କନଷ୍ଟେବଳ ପାଇଁ ଏଣିକି ଓଡ଼ିଆରେ ପରୀକ୍ଷା ଦେଇପାରିବେ ପ୍ରାର୍ଥୀ। କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ୧୩ଟି ଭାଷା ମଧ୍ୟରେ ଓଡ଼ିଆ ସ୍ଥାନ ପାଇଛି। ଏହି ଭାଷାଗୁଡ଼ିକ ମଧ୍ୟରେ ଓଡ଼ିଆ,…

ନବୀନ ନିବାସରେ ଦୀପାଳି

ଭୁବନେଶ୍ୱର,୧୫।୪(ବ୍ୟୁରୋ): ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଶନିବାର ନବୀନ ନିବାସରେ ପହଞ୍ଚିଛନ୍ତି। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଦୀପାଳି ଦଳୀୟ ଟିକେଟ ନେବା ପାଇଁ ନବୀନ ନିବାସ ଆସିଥିବା ଜଣାପଡ଼ିଛି। ଆସନ୍ତା ୧୮ ତାରିଖରେ ଦୀପାଳ ନାମାଙ୍କନପତ୍ର ଦାଖଲ କରିବେ। ସୂଚନାଯୋଗ୍ୟ, ଝାରସୁଗୁଡ଼ା…

ସିବିଆଇ ଜାଲରେ ଡାକ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର

ଭୁବନେଶ୍ୱର,୧୫।୪ (ବ୍ୟୁରୋ): ଲାଞ୍ଚ ନେଇ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (ସିବିଆଇ) ହାତରେ ଧରାପଡିଛନ୍ତି ଡାକ ବିଭାଗର ଜଣେ ଆସିଷ୍ଟାଣ୍ଟ୍‌ ଇଞ୍ଜିନିୟର। ସେ ହେଲେ ସମ୍ବଲପୁର ଜିଲାରେ କାର୍ଯ୍ୟରତ ପୋଷ୍ଟାଲ ଆସିଷ୍ଟାଣ୍ଟ ଇଞ୍ଜିନିୟର ଶୁଭାଶିଷ ପାଲ। ଶୁକ୍ରବାର ସମ୍ବଲପୁରସ୍ଥିତ ଡାକଘର ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ…

ଜାଲ୍‌ ସାର୍ଟିଫିକେଟ ମାମଲା ଉପରେ ସରକାର ସତର୍କ ଦୃଷ୍ଟି ରଖିଛନ୍ତି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ସତର୍କ ଦୃଷ୍ଟି ରଖିଛନ୍ତି । ବଲାଙ୍ଗୀର ପୋଷ୍ଟାଲ ନିଯୁକ୍ତିରେ ଜାଲ୍‌ ସାର୍ଟିଫିକେଟ ଘଟଣା ସାମ୍ନାକୁ ଆସିବା ପରଠାରୁ ସରକାର ଏ ନେଇ ସକ୍ରିୟ ଅଛନ୍ତି ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ…

ରାଜ୍ୟରେ ବ୍ୟାପିଲା କରୋନା, ଗଲା ୨ ଜୀବନ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ଦେଶର ବିଭିନ୍ନ ରାଜ୍ୟରେ ଏବେ କରୋନା ବ୍ୟାପିବାରେ ଲାଗିଛି। ପ୍ରଥମେ ଦିଲ୍ଲୀ, ମହାରାଷ୍ଟ୍ର ଆଦି ରାଜ୍ୟରେ ସଂକ୍ରମଣ ବଢ଼ୁଥିଲା। ଏବେ ଓଡ଼ିଶାର ସ୍ଥିତି ମଧ୍ୟ ଧୀରେ ଧୀରେ ବିଗିଡିବାରେ ଲାଗିଛି। ସଂକ୍ରମଣ ବୃଦ୍ଧି ସହ ଏହି ମହାମାରୀ ଜୀବନ ବି…

ଶନିବାରଠାରୁ କମିବ ତାତି

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତି ପ୍ରକୋପ ଏତେ ଯୋର ଅନୁଭୂତ ହେଉଛି ଯେ, ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ତେବେ ଶନିବାରଠାରୁ ତାତି କମିବ। ତାପମତ୍ରା କମିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା…

ରାଜ୍ୟରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ କରୋନାରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କ ଗୁରୁବାର ମୃତ୍ୟୁ ଘଟିଛି। ସେ କରୋନା ପଜିଟିଭ ଚିହ୍ନଟ ହେବା ପରେ ବୁଧବାର କ୍ୟାପିଟାଲ ହସ୍ପିଟାଲରୁ କଟକ ଏସସିବିକୁ ରେଫର ହୋଇଥିଲେ।ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଚିକିତ୍ସାବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି।

ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ ମାଧ୍ୟମରେ ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?