ବିନା ଏନ୍ଇଇଟିରେ ପଢୁଛନ୍ତି ଆୟୁର୍ବେଦ ପାଠ
ଖୋର୍ଦ୍ଧା ଅଫିସ,୧୦ା୧: ଡାକ୍ତରୀ ପାଠ ପଢ଼ିବାକୁ ହେଲେ ସର୍ବଭାରତୀୟ ସ୍ତରରେ ଏନ୍ଇଇଟି ଏବଂ ଓଜେଇଇ ଦେବାକୁ ପଡ଼ିଥାଏ। ପରେ ନମ୍ବର ଏବଂ କ୍ୟାରିୟର ମାର୍କିଂ ଆଧାରରେ ଛାତ୍ରୀଛାତ୍ରଙ୍କୁ ଡାକ୍ତରୀ ପଢ଼ିବା ଲାଗି ସୁଯୋଗ ମିଳିଥାଏ। ତେବେ ବହୁ ମେଧାବୀଙ୍କୁ ସରକାରୀ କଲେଜରେ…
ରାଜଧାନୀରେ ଧାନ ଢାଳି ପ୍ରତିବାଦ
ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଧାନମଣ୍ଡିରେ ହେଉଥିବା ଅବ୍ୟବସ୍ଥା ଓ କଟ୍ନି ଛଟ୍ନିକୁ ନେଇ ଚାଷୀ କ୍ଷୁବ୍ଧ। ଏ ନେଇ ଦୀର୍ଘଦିନ ହେବ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ କୁହୁଳୁଛି। ସରକାର ଚାଷୀଙ୍କ କଥା ଶୁଣୁନାହାନ୍ତି। ମିଲର, ସମବାୟ ସମିତି, ସରକାରୀ କର୍ମଚାରୀ ଚାଷୀଙ୍କୁ ଶୋଷଣ କରି…
ଅର୍ଚ୍ଚନାଙ୍କ ଆଲିଶାନ୍ ଘର ଆଟାଚ୍ କଲା ଇଡି
ଭୁବନେଶ୍ୱର, ୧୦।୧(ବ୍ୟୁରୋ): ବେଆଇନ ଅର୍ଥ କାରବାର ମାମଲାରେ ଚର୍ଚ୍ଚିତ ବ୍ଲାକ୍ମେଲର ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଝାରପଡ଼ା ଜେଲରେ ଥିବାବେଳେ ଏହି ଘଟଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ଏପ୍ରିଲରୁ ଶିକ୍ଷାବର୍ଷ ଆରମ୍ଭ: ୬ ଜିଲାକୁ ପଠାଗଲା ବହି
ଭୁବନେଶ୍ୱର,୯ା୧(ବ୍ୟୁରୋ): ଚଳିତ ବର୍ଷ ଏପ୍ରିଲରୁ ଶିକ୍ଷାବର୍ଷ ଆରମ୍ଭ ହେବ। ଏନେଇ ସରକାରଙ୍କ ପକ୍ଷରୁ ପ୍ରାକ୍ ପ୍ରସ୍ତୁତି ଆରମ୍ଭ ହୋଇଛି। ଶିକ୍ଷାବର୍ଷ ଆରମ୍ଭ ପୂର୍ବରୁ ସବୁ ପିଲାଙ୍କ ପାଖରେ ପାଠ୍ୟପୁସ୍ତକ ପହଞ୍ଚାଇବା ପାଇଁ ୬ ଜିଲାର ୧୫ଟି ବ୍ଲକକୁ ଟ୍ରକ୍ ଯୋଗେ ପାଠ୍ୟପୁସ୍ତକ…
ସବୁ ଏମ୍ସ ହେବ ଉତ୍କର୍ଷ କେନ୍ଦ୍ର:ମାଣ୍ଡଭ୍ୟ
ଭୁବେନଶ୍ବର,୯ା୧(ବ୍ୟୁରୋ): ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ) ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ ବଡି (ସିଆଇବି)ର ୬ଷ୍ଠ ବୈଠକ ରବିବାର ଭୁବନେଶ୍ବର ଏମ୍ସରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ମନସୁଖ ମାଣ୍ଡଭ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କେନ୍ଦ୍ର ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଡା. ଭାରତୀ…
ଆଉ ଦୁଇଦିନ ଥରାଇବ ଶୀତ
ଭୁବନେଶ୍ୱର,୯ା୧(ବ୍ୟୁରୋ): ସମଗ୍ର ରାଜ୍ୟରେ ଏବେ ପ୍ରବଳ ଶୀତର ଲହରି ଜାରି ରହିଛି। ତେବେ ରାଜ୍ୟରେ ଆହୁରି ଦୁଇଦିନ ଶୀତ ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ ପାଇଛି। ରାତିର ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ…
ଅର୍ଚ୍ଚନାଙ୍କ ବେଆଇନ ଅର୍ଥ କାରବାର ମାମଲା: ଆଜି ଚାର୍ଜଶିଟ୍ ଦାଖଲ କରିବ ଇଡି
ଭୁବନେଶ୍ୱର,୯।୧(ବ୍ୟୁରୋ): ବେଆଇନ ଅର୍ଥ କାରବାର ମାମଲାରେ ଚର୍ଚ୍ଚିତ ବ୍ଲାକ୍ମେଲର ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଝାରପଡ଼ା ଜେଲରେ ରହିଛନ୍ତି। ଏହି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଏହି ତିନି ଅଭିଯୁକ୍ତଙ୍କ ବିରୋଧରେ…
୧୦ ଡିଗ୍ରୀ ତଳେ ୨୧ ସହର ତାପମାତ୍ରା
ଭୁବନେଶ୍ୱର, ୮।୧(ବ୍ୟୁରୋ)- ରାଜ୍ୟରେ ଗତ ଦୁଇ ଦିନ ହେବ ପ୍ରବଳ ଥଣ୍ଡା ପଡ଼ିଛି। ଅଳ୍ପ କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ବଢ଼ିଛି। ରବିବାର ଓଡ଼ିଶାର ୨୧ଟି ସହରରେ ତାପମାତ୍ରା ୧୦ଡିଗ୍ରୀ ତଳେ ରହିଥିଲା। ଏନେଇ…
ପ୍ରଫେସର ବିଧୁଭୂଷଣ ମିଶ୍ର ହେଲେ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି
ଭୁବନେଶ୍ୱର,୮ା୧(ବ୍ୟୁରୋ): ମାନ୍ୟବର ରାଜ୍ୟପାଳ ତଥା ଓଡ଼ିଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଗଣେଶୀଲାଲ୍ ପ୍ରଫେସର ବିଧୁଭୂଷଣ ମିଶ୍ରଙ୍କୁ ୪ ବର୍ଷ ପାଇଁ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ଭାବରେ ନିଯୁକ୍ତ କରିଛନ୍ତି। ପ୍ରଫେସର ମିଶ୍ର ଉତ୍କଳ ବିଶ୍ୱବିଦ୍ୟାଳୟର ବାଣିଜ୍ୟ ପ୍ରଶାସନ ବିଭାଗର ପ୍ରଫେସର ଭାବରେ…
‘ମୁଁ ନିଜ ଭିତରେ ପଦ୍ମାବତୀଙ୍କୁ ଦେଖୁଛି’
ସେ ନୃତ୍ୟରେ ନିଜକୁ ହଜାଇ ଦିଅନ୍ତି। କଥାବାର୍ତ୍ତା ହେଉ କି ଚାଲିଚଳନ, ପ୍ରତିଟି କାର୍ଯ୍ୟରେ ନିଜକୁ ଜଣେ ନୃତ୍ୟାଙ୍ଗନାର ପରିଚୟ ଦେବାକୁ ଚାହାନ୍ତି। ସବୁକ୍ଷେତ୍ରରେ ନୃତ୍ୟର ଭାବକୁ ଅଜାଡ଼ି ଦିଅନ୍ତି। ୬ବର୍ଷରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ବର୍ତ୍ତମାନ ତାଙ୍କୁ ବିଶ୍ୱବିଦିତ…
୨୮ରୁ ଖଣ୍ଡଗିରି କୁମ୍ଭମେଳା
ଭୁବନେଶ୍ୱର,୮।୧ (ବ୍ୟୁରୋ):ସାରା ଓଡ଼ିଶା ଏବେ ହକି ଫିଭର୍ରେ ପଡ଼ିଥିବାବେଳେ ଆସନ୍ତା ୨୮ରୁ ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ଖଣ୍ଡଗିରି ଯାତ୍ରା। ୨୮ରୁ ଫେବୃୟାରୀ ୧୦ ପର୍ଯ୍ୟନ୍ତ ଯାତ୍ରା ଚାଲିବାକୁ ଥିବାବେଳେ ୩୦ରୁ ୬ ତାରିଖ ପର୍ଯ୍ୟନ୍ତ କୁମ୍ଭମେଳା ଆୟୋଜନ କରାଯିବ। ଏହାକୁ…
ଆଉ ୨ ଦିନ ଥରାଇବ ଶୀତ
ଭୁବନେଶ୍ୱର,୮।୧(ବ୍ୟୁରୋ): ସଞ୍ଜ ନଇଁଲେ ମାଡ଼ିଆସୁଛି କାଠୁଆ ଜାଡ଼। ଗାଁଗଣ୍ଡା, ରାସ୍ତାଘାଟ ଶୂନ୍ଶାନ ହୋଇଯାଉଛି। ଗତ ଦୁଇଦିନ ହେବ ପ୍ରବଳ ଶୀତରେ ସାରା ରାଜ୍ୟ ଥରୁଛି। ଉତ୍ତର-ପୂର୍ବ ଦିଗରୁ ପ୍ରବାହିତ ବାୟୁ ପରିବେଶକୁ ଆହୁରି କାଲୁଆ କରିଦେଇଛି। ଡିସେମ୍ବରରେ ଶୀତ ଗାଏବ ହୋଇଗଲା।…
Archives


