ମେଟ୍ରୋ

ଏଏସ୍‌ଆଇଙ୍କୁ ୩ ବର୍ଷ ଜେଲଦଣ୍ଡ, ବହିଷ୍କୃତ ହେବେ

ଭୁବନେଶ୍ୱର,୧୧।୪ (ବ୍ୟୁରୋ): ଏକ ଲାଞ୍ଚ କାରବାର ମାମଲାର ରାୟ ଦୀର୍ଘ ୯ ବର୍ଷ ପରେ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ଅଭିଯୁକ୍ତ ଥିବା ଖୋର୍ଦ୍ଧା ଜିଲା ଟାଉନ ଥାନାର ପୂର୍ବତନ ଏଏସ୍‌ଆଇ ଲକ୍ଷ୍ମୀଧର ପଣ୍ଡାଙ୍କୁ ୩ ବର୍ଷ ଜେଲଦଣ୍ଡାଦେଶ ହୋଇଛି।…

ଶ୍ରେଣୀଗୃହରେ ମଦ ବୋତଲ, ଗଛମୂଳେ ପଢ଼ିଲେ ପିଲା

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସ୍କୁଲ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳ। ଅସୁରକ୍ଷିତ ହୋଇପଡୁଛନ୍ତି ଛାତ୍ରୀଛାତ୍ର। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ୫୨ ନମ୍ବର ୱାର୍ଡ ଅନ୍ତର୍ଗତ ବରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚିତ୍ର ଓ ସ୍ଥିତିକୁ ଦେଖିଲେ ଶିକ୍ଷାନଗରୀର ଶିକ୍ଷାନୁଷ୍ଠାନ କେତେ ସୁରକ୍ଷିତ ତାହା…

ଆଜିଠାରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଆଜିଠାରୁ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୭ଟାରୁ ଆରମ୍ଭ ହୋଇ ସାଢ଼େ ୧୧ ଟା ଯାଏ ପାଠପଢା ଚାଲିବ। ପ୍ରବଳ ଖରାକୁ ନଜରରେ ରଖି…

ଭବାନୀ ନିଆଲ ବିଜେଡିରୁ ବହିଷ୍କୃତ

ଭୁବନେଶ୍ୱର(ବ୍ୟୁରୋ)/ ଭବାନୀପାଟଣା, ୧୧।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟ ପରିଷଦ ସଦସ୍ୟ ଭବାନୀ ଶଙ୍କର ନିଆଲଙ୍କୁ ସୋମବାର ବିଜେଡିରୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ରାଜ୍ୟ ସଭାପତିଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସାଧାରଣ ସମ୍ପାଦକ ମାନସ…

୧୫ରୁ ସମୁଦ୍ରରେ ମାଛଧରା କଟକଣା

ଭୁବନେଶ୍ବର, ୧୧ା୪(ବ୍ୟୁରୋ): ବିଭିନ୍ନ ପ୍ରଜାତିର ମାଛ ସଂଖ୍ୟାରେ ବୃଦ୍ଧି ଆଣିବା ଲକ୍ଷ୍ୟରେ ସେମାନଙ୍କ ପ୍ରଜନନ ସମୟରେ ସମୁଦ୍ରରେ ମାଛ ଧରା ଉପରେ କଟକଣା ଜାରି କରାଯାଇଥାଏ। ଓଡ଼ିଶା ଉପକୂଳରେ ମାଛଧରା ନିଷେଧାଜ୍ଞା ପ୍ରତିବର୍ଷ ଏପ୍ରିଲ ୧୫ରୁ ଜୁନ ୧୪ ତାରିଖ ଅର୍ଥାତ୍‌…

ବିଦେଶରେ ମଧ୍ୟ ନିଯୁକ୍ତି ଦେବୁ: ମନ୍ତ୍ରୀ

ଭୁବନେଶ୍ବର, ୧୧ା୪(ବ୍ୟୁରୋ): ଶିଳ୍ପ କ୍ଷେତ୍ରର ଅଭିବୃଦ୍ଧି ନିମନ୍ତେ ରାଜ୍ୟ ସରକାର ଏକ ପ୍ରଗତିଶୀଳ ଇକୋସିଷ୍ଟମ ପ୍ରତିଷ୍ଠା ପାଇଁ ବିଭିନ୍ନ ପରିବର୍ତ୍ତନମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ଟେକ୍ନିକାଲ ଆଣ୍ଡ ଭୋକେଶନାଲ ଏଜୁକେଶନ ଆଣ୍ଡ ଟ୍ରେନିଂ (ଟିଭିଇଟି) ଇକୋ-ସିଷ୍ଟମରେ ‘ସ୍କିଲ ଇନ୍‌ ଓଡ଼ିଶା’ ଏକ…

ସିବିଆଇ ତଦନ୍ତ ପାଇଁ ଚିଠି ଲେଖିଲା ଡାକ ବିଭାଗ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଜାଲ୍‌ ସାର୍ଟିଫିକେଟ କାରବାର କେବଳ ରାଜ୍ୟ ଭିତରେ ସୀମିତ ନାହିଁ। ଏହାର ଚେର ବାହାର ରାଜ୍ୟକୁ ମଧ୍ୟ ଲମ୍ବିଛି। ଗ୍ରାମୀଣ ଡାକ ସେବକରେ ଅନେକେ ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗ ଆସିଛି। ଏହି ଜାଲ୍‌ ସାର୍ଟିଫିକେଟ ମାମଲାରେ…

ଅସହ୍ୟ ହେଲାଣି ତାତି, ୪୦ ଡିଗ୍ରୀ ଛୁଇଁଲା

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ପ୍ରଚଣ୍ଡ ତାତିରେ ସାରା ଓଡ଼ିଶା ସିଝୁଛି। ଚାରିଆଡ଼େ ସତେଯେମିତି ନିଆଁ ବର୍ଷୁଛି। ଟାଇଁ ଟାଇଁ ଖରାରେ ଦେହମୁଣ୍ଡ ଜଳିପୋଡ଼ି ଯାଉଛି। ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗତ କିଛିଦିନ ପଶ୍ଚିମାଝଡ଼ଜନିତ ବର୍ଷା ଆଶ୍ୱସ୍ତି ଦେଇଥିଲା। ମାତ୍ର ଦୁଇଦିନ ହେବ ସମଗ୍ର…

ଅସହ୍ୟ ହେଉଛି ତାତି, ୩୦ ଡିଗ୍ରୀ ଉପରେ ୧୦ ସହର

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଅସହ୍ୟ ହେଉଛି ତାତି। ରାଜ୍ୟରେ କାଳବୈଶାଖୀ ପ୍ରଭାବ କମିବା ସହ ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ-ଗରମ ବାୟୁ ପ୍ରଭାବରେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ରାଜ୍ୟରେ କିଛି କିଛି ସ୍ଥାନରେ ଦିନ ତାପମାତ୍ରାରେ ୨ ରୁ ୩ ଡ଼ିଗ୍ରୀ ଯାଏ…

ନକଲି ଶିକ୍ଷକଙ୍କ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦ା୪(ବ୍ୟୁରୋ): ରାଜ୍ୟରେ କେତେ ନକଲି ଶିକ୍ଷକ ଅଛନ୍ତି ଏନେଇ ବିଇଓ ଏବଂ ଡିଇଓ ଦୁଇ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ କେତେ ନକଲି ଶିକ୍ଷକ ଚିହ୍ନଟ ହୋଇଛନ୍ତି ଏବଂ ତାଙ୍କ ପ୍ରତି କ’ଣ…

ଆସନ୍ତାକାଲିଠୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୧୦ା୪(ବ୍ୟୁରୋ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ସକାଳୁଆ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ, ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ…

ଦିନ ବଢ଼ିବା ସହ ବଢୁଛି ଅସହ୍ୟ ତାତି

ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସୋମବାର ସକାଳୁ ତାତି ବଢ଼ିବାରେ ଲାଗିଛି। ସକାଳ ସାଢ଼େ ୮ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୩୧ ଡିଗ୍ରୀ ରେକର୍ଡ କରାଯାଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଭୀଷଣ ଗରମ ଅନୁଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?