୧୭ ଠିକାଦାରଙ୍କ ହାତରେ ୩୫,୦୦୦ କୋଟିର ପ୍ରକଳ୍ପ: ଚାହିଁ ରହିଛନ୍ତି ୩୨,୦୦୦ ଗାଁର ଲୋକେ
ଭୁବନେଶ୍ୱର,୧୨ା୧୧(ରବିନାରାୟଣ ଜେନା):ଓଡ଼ିଶାବାସୀଙ୍କୁ କିଭଳି ବିଶୁଦ୍ଧ ପାନୀୟଜଳ ହାତପାଆନ୍ତାରେ ମିଳିବ ସେନେଇ ରାଜ୍ୟ ସରକାରଙ୍କ ନିଦ ନାହିଁ। ପାଣି ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍ବେଗ ପ୍ରକାଶ କରିବା ସହିତ ‘ମିଶନ ପାଓ୍ବାର’କୁ ତ୍ୱରିତ କାର୍ଯ୍ୟକାରୀ କରିବାକୁ ସମ୍ପୃକ୍ତ…
ଡିସେମ୍ବର ମାସରେ OTET ପରୀକ୍ଷା, ଏହି ଦିନରୁ ଆରମ୍ଭ ଆବେଦନ
ଭୁବନେଶ୍ୱର,୧୧।୧୧: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଡିସେମ୍ବର ୧୭ ତାରିଖରେ OTET-୨୦୨୫ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଡିସେମ୍ବର ୧୭ ତାରିଖରେ…
SI ପରୀକ୍ଷା କେଳେଙ୍କାରୀ, CBI ତଦନ୍ତ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର,୧୧।୧୧: ବହୁ ଚର୍ଚ୍ଚିତ ଓଡ଼ିଶା ପୋଲିସ SI ପରୀକ୍ଷା କେଳେଙ୍କାରୀ ମାମଲାର CBI ତଦନ୍ତ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏହି ମାମଲାରେ ୧୧୪ ପରୀକ୍ଷାର୍ଥୀ ଜେଲ ଯାଇ ଜାମିନରେ ଆସିଛନ୍ତି। ଏପରିକି ମାମଲାର…
ଭୁବନେଶ୍ୱରରେ ହିଟ୍ ଆଣ୍ଡ ରନ୍ : ସିସିଟିଭିରେ କଏଦ ଘଟଣାର ଭିଡ଼ିଓ…
ଭୁବନେଶ୍ୱର,୧୧।୧୧: ରାଜଧାନୀ ଭୁବନେଶ୍ୱରରେ ହିଟ୍ ଆଣ୍ଡ ରନ୍। ଏଜି ଛକରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା। ଦୁର୍ଘଟଣାରେ ଚାଲିଯାଇଛି ଜଣେ ସ୍କୁଟି ଚାଳକଙ୍କ ଜୀବନ। ଘଟଣାଟି ସିସିଟିଭିରେ କଏଦ ହୋଇଛି। ବର୍ତ୍ତମାନ ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି। ସିସିଟିଭି ଫୁଟେଜ୍…
ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ: ୧୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ
ନୂଆପଡ଼ା,୧୧।୧୧(ମକାରୁ ବେମାଲୁ):ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟିଂ ଆରମ୍ଭ ହୋଇଛି। ଭୋଟିଂ ସ୍ଥାନ ଗୁଡିକରେ ସକାଳ ୭ଟାରୁ ଗହଳି ଦେଖିବାକୁ ମଳିଛି। ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ରାଜ୍ୟର ପ୍ରମୁଖ ୩ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସମେତ ମୋଟ୍ ୧୪…
ଦିଲ୍ଲୀରେ ବିସ୍ଫୋରଣ ପରେ ଭୁବନେଶ୍ବରରେ ହାଇଆଲର୍ଟ ଜାରି: ବାଲିଯାତ୍ରା ଚାଲୁଥିବାରୁ ମୁଖ୍ୟମନ୍ତ୍ରୀ ଦେଲେ ଏଭଳି ପରାମର୍ଶ
ଭୁବନେଶ୍ୱର,୧୦।୧୧: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେଶନ ନିକଟରେ ହୋଇଥିବା ବିସ୍ଫୋରଣ ଏକ ଆତଙ୍କବାଦୀ ଆକ୍ରମଣ ବୋଲି ଆଶଙ୍କା କରାଯାଉଛି। ଯାହାକୁ ନେଇ ଦେଶବ୍ୟାପୀ ହାଇଆଲର୍ଟ କରାଯାଉଛି। ଏହି କ୍ରମରେ ରାଜଧାନୀ ଭୁବନେଶ୍ବରରେ ବି ହାଇଆଲର୍ଟ ଜାରି କରାଯାଇଛି। ଏ ନେଇ ଭୁବନେଶ୍ବର…
ଦିଲ୍ଲୀ ବିସ୍ଫୋରଣ ପରେ ବାଲିଯାତ୍ରା ପଡ଼ିଆରେ ହାଇଆଲର୍ଟ
କଟକ,୧୦।୧୧: ଦିଲ୍ଲୀ ଲାଲ୍ କିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣ ଘଟଣା ପରେ ସମଗ୍ର ଓଡ଼ିଶା ରାଜ୍ୟରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକ (ଡିଜିପି) ୱାଇ.ବି ଖୁରାନିଆ ଏନେଇ ସୂଚନା ଦେଇଛନ୍ତି। ଦିଲ୍ଲୀ ବିସ୍ଫୋରଣ ପରେ ଡିଜିପି ଖୁରାନିଆ ତୁରନ୍ତ…
ଆସନ୍ତା ୨୭ରୁ ବିଧାନସଭା ଶୀତ ଅଧିବେଶନ: ପ୍ରଥମ ଦିନରେ ସମ୍ବୋଧନ କରିବେ ରାଷ୍ଟ୍ରପତି
ଭୁବନେଶ୍ୱର,୧୦।୧୧: ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ନଭେମ୍ବର ୨୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ଅଧିବେଶନର ପ୍ରଥମ ଦିନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ବିଧାନସଭାର ଏହି ଶୀତ ଅଧିବେଶନ…
ଓଡ଼ିଶାରେ ଖେଳିବ ଶୀତଲହରୀ: ୬ ଜିଲାକୁ ଆଇଏମଡିର ୱାର୍ଣ୍ଣିଂ
ଭୁବନେଶ୍ୱର,୧୦।୧୧: ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶାର ଖୋର୍ଦ୍ଧା, କଟକ, ଅନୁଗୁଳ, ଝାରସୁଗୁଡ଼ା, କନ୍ଧମାଳ, ଏବଂ ସୁନ୍ଦରଗଡ଼ ସମେତ ଅନେକ ଜିଲା ପାଇଁ ଶୀତଲହରୀ ସତର୍କତା ଜାରି କରିଛି। ଆସନ୍ତା ଦୁଇ ଦିନ ମଧ୍ୟରେ ରାତିର ତାପମାତ୍ରା ଆହୁରି ହ୍ରାସ ପାଇବ…
ଆମେରିକାରେ ଓଡ଼ିଆ ପୋଷ୍ୟକନ୍ୟାଙ୍କୁ ନିର୍ଯାତନା: ଓଡ଼ିଶା ଫେରାଇ ଆଣିବାକୁ ଆକୁଳ ନିବେଦନ
ଭୁବନେଶ୍ୱର,୧୦ା୧୧(ସତ୍ୟଜିତ ରାଉତ):ଛୋଟବେଳେ ଟ୍ରେନ୍ରେ ମା’ ଓ ବାପାଙ୍କଠାରୁ ଅଲଗା ହୋଇଯାଇଥିଲେ। ଭୁବନେଶ୍ୱରର ଏକ ଅନାଥ ଆଶ୍ରମରେ ରହୁଥିବାବେଳେ ଆମେରିକାର ଜଣେ ମହିଳା ତାଙ୍କୁ ପୋଷ୍ୟକନ୍ୟା ଭାବେ ଗ୍ରହଣ କରି ସାଙ୍ଗରେ ନେଇଯାଇଥିଲେ। ଆମେରିକୀୟ ମା’, ବାପାଙ୍କୁ ପାଇ ନୂଆ ଜୀବନ ଜିଇବାକୁ…
ବଢୁଛି ଶୀତ, ୧୫ ଡିଗ୍ରୀ ତଳେ ୮ ସହର
ଭୁବନେଶ୍ୱର,୧୦ା୧୧(ବନ୍ଦନା ସେଠୀ):ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୮ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିଲା। ଦାରିଙ୍ଗବାଡିଠାରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ଛୁଇଁଥିବାବେଳେ ଝାରସୁଗୁଡା ୧୧.୭ ଡିଗ୍ରୀ,…
ରାଜ୍ୟ ବାହାରେ ଅସୁରକ୍ଷିତ ଓଡ଼ିଆ ଯୁବତୀ: ମାସକରେ ୩ଜଣ ବଳାତ୍କାର ସହ ହତ୍ୟାର ଶିକାର
ଭୁବନେଶ୍ୱର,୧୦ା୧୧(ତ୍ରିନାଥ ମହାନ୍ତି):ରାୟଗଡ଼ା ଜିଲାର ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଗତ ୫ତାରିଖରେ ଉତ୍ତରାଖଣ୍ଡ ଲାଲ୍ପୁରରେ ଗଣବଳାତ୍କାର ପରେ ହତ୍ୟା କରାଯାଇଛି। ଯୁବତୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ବାଇକ୍ରେ ନେଇ ଦେହରେ ପଥର ବାନ୍ଧି ନଦୀକୁ ଫିଙ୍ଗି ଦେଇଥିଲେ ଅଭିଯୁକ୍ତ। ୬ମାସ…
Archives


