ମେଟ୍ରୋ

ମିଲେଟ୍‌ ପ୍ରସାର ପାଇଁ ଏମ୍‌ଓୟୁ

ଭୁବନେଶ୍ୱର,୪ା୧(ବ୍ୟୁରୋ): ବିଶ୍ୱବ୍ୟାପୀ ମିଲେଟ୍‌କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ତରଫରୁ ୨୦୨୩ ବର୍ଷକୁ ଆନ୍ତର୍ଜାତିକ ମିଲେଟ୍‌ ବର୍ଷ ଭାବରେ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ମିଲେଟ୍‌ ମିଶନ ପକ୍ଷରୁ କ୍ଷୁଦ୍ରଶସ୍ୟ ଭାବେ ମିଲେଟ୍‌ର ଗୁରୁତ୍ୱ ଏବଂ ଉପକାରିତା ସମ୍ପର୍କରେ…

ଅଙ୍ଗନଓ୍ବାଡି କର୍ମୀଙ୍କ ବିଶାଳ ରାଲି

ଭୁବନେଶ୍ୱର,୪ା୧(ବ୍ୟୁରୋ): ବିଭିନ୍ନ ଦାବି ନେଇ ୪୫ ଦିନ ହେବ ଲୋୟର ପିଏମ୍‌ଜିଠାରେ ଧାରଣାରେ ବସିଥିବା ଅଙ୍ଗନଓ୍ବାଡି କର୍ମୀମାନେ ଆନ୍ଦୋଳନ ପ୍ରତ୍ୟାହାର କରିଛନ୍ତି। ସେମାନଙ୍କର କେତେକ ଦାବି ପୂରଣ ନେଇ ସରକାରଙ୍କ ସହ ଆଲୋଚନା ହେବା ପରେ ଆନ୍ଦୋଳନ ପ୍ରତ୍ୟାହାର ହୋଇଥିବା ନିଖିଳ…

ମାସକ ଲାଗି ରାଜଧାନୀରେ ନିର୍ମାଣ କାର୍ଯ୍ୟକୁ ମନା

ଭୁବନେଶ୍ୱର,୩।୧(ବ୍ୟୁରୋ): ଚଳିତ ମାସରେ ଓଡ଼ିଶାରେ ହକି ବିଶ୍ୱକପ ଅନୁଷ୍ଠିତ ହେବ। ଭୁବନେଶ୍ୱର ଓ ରାଉରକେଲାରେ ମ୍ୟାଚ ଖେଲାଯିବାକୁ ଥିବା ବେଳେ ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଜାରି ରହିଛି। ଏସବୁ ମଧ୍ୟରେ ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ…

ବରିଷ୍ଠ ସାମ୍ବାଦିକ ତଥା ପ୍ରଯୋଜକ ଆଳୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର, ୩।୧ (ବ୍ୟୁରୋ): ପ୍ରଯୋଜକ ତଥା ବରିଷ୍ଠ ସାମ୍ବାଦିକ ଆଳୟ ମହାନ୍ତିଙ୍କର ମଙ୍ଗଳବାର ପୂର୍ବାହ୍ନରେ ପରଲୋକ ଘଟିଛି। ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା। ଅସୁସ୍ଥତା ହେତୁ ସେ କିଛିଦିନ ହେଲା କ୍ୟାପିଟାଲ ହସ୍ପିଟାଲର ଆଇସିୟୁରେ ଚିକିତ୍ସାଧୀନ ଥିଲେ। ସେଠାରେ ତାଙ୍କର ବିୟୋଗ…

ଆସନ୍ତା ୬ରୁ ସର୍ବସାଧାରଣଙ୍କ ନିମନ୍ତେ ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ୱର, ୩।୧(ବ୍ୟୁରୋ): ଆସନ୍ତା ୬ରୁ ୨୦ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ନିମନ୍ତେ ରାଜଭବନ ଉଦ୍ୟାନ ଖୋଲା ରହିବ। ଛୁଟିଦିନ ଓ ରବିବାର ସମେତ ପ୍ରତ୍ୟେକ ଦିନ ଅପରାହ୍ନ ୨ଟା ୩୦ଟାରୁ ୫ଟା ପର୍ଯ୍ୟନ୍ତ ସର୍ବସାଧାରଣ ଏହି ଉଦ୍ୟାନ ପରିଦର୍ଶନ କରିପାରିବେ। କେବଳ…

ବାଜ୍ୟାପ୍ତି ହେବ ଅର୍ଚ୍ଚନା-ଜଗବନ୍ଧୁ-ଖଗେଶ୍ୱରଙ୍କ ସମ୍ପତ୍ତି

ଭୁବନେଶ୍ୱର, ୩।୧(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ସମ୍ପତ୍ତି ବାଜ୍ୟାପ୍ତି ହେବ। ଏଥିସହ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏବଂ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ରଙ୍କ ସମ୍ପତ୍ତି ମଧ୍ୟ ବାଜ୍ୟାପ୍ତି ହେବ। ତେବେ ଏନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପ୍ରକ୍ରିୟା ଆରମ୍ଭ କରିଛି।…

ମାର୍ଚ୍ଚ ୨ୟ ସପ୍ତାହରେ ଆସିବ ୪ର୍ଥ ଲହର!

ଭୁବନେଶ୍ୱର,୩।୧(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ସଚିବ ଡ.ଅଜିତ୍‌ ମହାନ୍ତି ମଙ୍ଗଳବାର ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ଦ୍ୱିତୀୟ କିମ୍ବା ତୃତୀୟ ସପ୍ତାହରେ କରୋନାର ଚତୁର୍ଥ ଲହର ଆସିପାରେ। ତେବେ ଗତ ୨୪ ଘଣ୍ଟାରେ ଚାଇନାରେ…

ତୃତୀୟ ଥର ପାଇଁ ଇଡିରେ ହାଜର ହେଲେ ଫିଲ୍ମ ପ୍ରଯୋଜକ ପ୍ରମୋଦ ସ୍ବାଇଁ

ଭୁବନେଶ୍ୱର,୩।୧(ବ୍ୟୁରୋ): ବହୁ ଚର୍ଚ୍ଚିିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି ତଦନ୍ତ ଜାରି ରଖିଛି। ତେବେ ଏହି ମାମଲରେ ଜଣଙ୍କ ପରେ ଜଣଙ୍କୁ ଇଡି ଜେରା କରୁଛି। ଏହି କ୍ରମରେ ମଙ୍ଗଳବାର ତୃତୀୟ ଥର ପାଇଁ ଫିଲ୍ମ ପ୍ରଯୋଜକ ପ୍ରମୋଦ…

ପରଲୋକରେ ବିଶିଷ୍ଟ ଫିଲ୍ମ ପ୍ରଯୋଜକ ଆଳୟ ମହାନ୍ତି

ଭୁବନେଶ୍ୱର,୩।୧(ବ୍ୟୁରୋ): ପରଲୋକରେ ବିଶିଷ୍ଟ ଫିଲ୍ମ ପ୍ରଯୋଜକ ତଥା ବରିଷ୍ଠ ସାମ୍ବାଦିକ ଆଳୟ ମହାନ୍ତି। ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ୬୫ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଶୂନ୍ୟ ସ୍ବରୂପ, ଆଶା ଏବଂ ଭୁଲ ବୁଝିବନି ଆଦି ଫିଲ୍ମର ସେ…

ରାଜ୍ୟରେ ବଢିବ ଶୀତ

ଭୁବନେଶ୍ୱର,୩।୧(ବ୍ୟୁରୋ): ବଢିବ ଶୀତ। ଆଗାମୀ ୨ ଦିନ ପରେ ରାଜ୍ୟର ଅନେକ ସ୍ଥାନରେ ରାତି ତାପମାତ୍ରା ୩ ରୁ ୫ ଡ଼ିଗ୍ରୀ ତଳକୁ ଖସିବା ସହ ଶୀତର ପ୍ରକୋପ ବଢିବା ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର…

ଆଉ ବର୍ଷେ ମିଳିବ ମାଗଣା ଚାଉଳ

ଭୁବନେଶ୍ୱର,୩।୧(ବ୍ୟୁରୋ): ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଆଉ ବର୍ଷେ ମିଳିବ ମାଗଣା ଚାଉଳ। ଜାନୁୟାରୀରୁ ଡିସେମ୍ବର ପର୍ଯ୍ୟନ୍ତ ଏହି ମାଗଣା ଚାଉଳ ମିଳିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଘୋଷଣା କରିଛନ୍ତି। ମାସିକ ମୁଣ୍ଡପିଛା ୫ କେଜି ଚାଉଳ ମିଳିବ।…

ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ସ୍ବଭାବିକ୍‌ ହେଲା ଲିଙ୍ଗରାଜଙ୍କ ନୀତିକାନ୍ତି

ଭୁବନେଶ୍ୱର,୩।୧(ବ୍ୟୁରୋ): ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ମଙ୍ଗଳବାର ସ୍ବଭାବିକ୍‌ ହୋଇଛି। ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ବୈଠକରେ ଆଲୋଚନା ପରେ ସେବାୟତ ନୀତିକାନ୍ତି ଆରମ୍ଭ କରିଛନ୍ତି। ବିଭିନ୍ନ ଦାବି ନେଇ ସେବାୟତ ନୂଆବର୍ଷରେ ଲିଙ୍ଗରାଜ ପ୍ରଭଙ୍କୁ ଉପବାସ ରଖିଥିଲେ। ବୈଠକରେ ପୂଜାପଣ୍ଡା,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri